ଯୁଦ୍ଧ ସଙ୍କଟରେ ବ୍ୟବସାୟ ବୃଦ୍ଧି, ଆମେରିକାରୁ ୧୧ ପ୍ରତିଶତ ଅଧିକ ତୈଳ ଆମଦାନୀ କରିବ ଭାରତ…
ନୂଆଦିଲ୍ଲୀ, ୧୯।୩ : ରୁଷିଆ ଭାରତକୁ ରିହାତି ଦାମ୍ରେ ଅଶୋଧିତ ତୈଳ ଯୋଗାଇବାକୁ ପ୍ରସ୍ତାବ ଦେଇଥିଲା। ମାତ୍ର ଅନ୍ତର୍ଜାତୀୟ ଚାପର ସମ୍ମୁଖୀନ ହେବାର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ଏହାକୁ ଆଣିବାକୁ ଅମଙ୍ଗ ହୋଇଛନ୍ତି। ଅପରପକ୍ଷରେ ଆମେରିକାରୁ ଅଶୋଧିତ ତୈଳ…
ଆତଙ୍କବାଦର ପ୍ରତିରୋଧ ଜାତୀୟ ଇଣ୍ଟେଲିଜେନ୍ସ ଗ୍ରୀଡ୍ ଗଠନ ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପରାମର୍ଶ…
ନୂଆଦିଲ୍ଲୀ, ୧୯।୩ : ଦେଶରେ ବୃଦ୍ଧି ପାଉଥିବା ଆତଙ୍କବାଦୀ ଘଟଣାକୁ ଦୃଷ୍ଟିରେ ରଖି ଏହାର ପ୍ରତିରୋଧ ପାଇଁ ଜାତୀୟ ଇଣ୍ଟେଲିଜେନ୍ସ ଗ୍ରୀଡ୍ (ନାଟଗ୍ରୀଡ) ଗଠନ ଲାଗି ସମୟ ଧାର୍ଯ୍ୟ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ସଂସଦୀୟ କମିଟି ପକ୍ଷରୁ ପରାମର୍ଶ ପ୍ରଦାନ କରାଯାଇଛି।…
ଭାରତକୁ ୩୦୦ ବିଲିୟନ୍ ୟେନ୍ ଋଣ ଦେବ ଜାପାନ…
ନୂଆଦିଲ୍ଲୀ, ୧୯।୩ : ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା ଭାରତ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଏକ ଶିଖର ବୈଠକ ଅନୁଷ୍ଠିତ ହୋଇଯାଇଛି। ଦ୍ୱିପାକ୍ଷିକ ବୁଝାମଣା ଅନ୍ତର୍ଗତ ଜାପାନ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଭାରତରେ ୩.୧୮ ଲକ୍ଷ କୋଟି (୪୨ବିଲିୟନ…
ରୁଷିଆ ନାଗରିକଙ୍କୁ ଆମେରିକାରେ ପ୍ରବେଶ ମନା…
ଓ୍ବାଶିଂଟନ, ୧୯।୩ : ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ନେଇ ଆମେରିକା ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଆମେରିକାରେ ପ୍ରବେଶ ପାଇଁ ରୁଷିଆ ନାଗରିକଙ୍କୁ ମନା କରାଯାଇଛି। ଅପରପକ୍ଷରେ ୟୁକ୍ରେନ୍ ନାଗରିକଙ୍କୁ ଅନୁମତି ପ୍ରଦାନ କରାଯାଇଛି। ଆମେରିକାରେ ପ୍ରବେଶ କରୁଥିବା…
ରୁଷିଆ କିଞ୍ଜଲ କ୍ଷେପଣାସ୍ତ୍ର ବ୍ୟବହାର କରିଥିବା କହିଲା…
କ୍ୱିଭ୍, ୧୯।୩ : ଆଗକୁ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଅଧିକ ଭୟଙ୍କର ହେବାର ଆଶଙ୍କା ଦେଖାଦେଇଛି। ରୁଷିଆ ୟୁକ୍ରେନ ଉପରେ କିଞ୍ଜଲ କ୍ଷେପଣାସ୍ତ୍ର ପକାଇ ଥିବାର ସୂଚନା ପ୍ରଦାନ କରିଛି। ପଶ୍ଚିମ ୟୁକ୍ରେନରେ ଥିବା ଅସ୍ତ୍ରଶସ୍ତ୍ରକୁ ନଷ୍ଟ କରିବା…
ଜାପୋରିଜିଆରେ କର୍ଫ୍ୟୁ
କ୍ୱିଭ୍,୧୯ା୩: ରୁଷିଆ ସୈନ୍ୟଙ୍କ ଦ୍ୱାରା ଶେଲିଂରେ ୯ ଜଣଙ୍କୁ ହତ୍ୟା କରାଯିବା ପରେ ୟୁକ୍ରେନର ଜାପୋରିଜିଆରେ କର୍ଫ୍ୟୁ ଜାରି କରାଯାଇଛି। ୩୮ ଘଣ୍ଟା ପାଇଁ ଏହି କର୍ଫ୍ୟୁ ଲାଗୁ ହୋଇଛି। ମୋର୍ଟାର, ଟ୍ୟାଙ୍କ, ହେଲିକପ୍ଟର ଏବଂ ରକେଟ ପ୍ରଣାଳୀରେ ରୁଷିଆର ସୈନ୍ୟମାନେ…
କରୋନାର ପଞ୍ଚମ ଲହର, ମୃତଦେହ ରଖିବାକୁ ସ୍ଥାନର ଅଭାବ…
ସିଟି ଅଫ୍ ଭିକ୍ଟୋରିଆ, ୧୯।୩ : ହଂକଂରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଦୈନିକ ସଂକ୍ରମଣ ଲଗାତାର ବଢ଼ିବା ସହିତ ମୃତ୍ୟ ସଂଖ୍ୟା ମଧ୍ୟ ଅଣାୟତ୍ତ ହେବାରେ ଲାଗିଛି। ପରିସ୍ଥିତି ଏପରି ହୋଇଛି ମୃତଦେହ ରଖିବାକୁ ସ୍ଥାନର ଅଭାବ ପରିଲକ୍ଷିତ…
ପୁଣି କରୋନା ସଂକ୍ରମଣ ବୃଦ୍ଧିର ୩ କାରଣ…
ଜେନେଭା, ୧୯।୩ : ପୃଥିବୀରେ ବିଭିନ୍ନ ଦେଶରେୀ ପୁଣି କରୋନା ମହାମାରୀ ସଂକ୍ରମଣ ବଢ଼ିିବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ବୃଦ୍ଧି ପାଇବା ଲାଗି ୩ ଟି କାରଣ ଦାୟୀ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ପ୍ରଥମ କାରଣ ହେଉଛି. କରୋନାର…
୫ ବର୍ଷରେ ଭାରତରେ ୩.୧୮ ଲକ୍ଷ କୋଟି ନିବେଶ ପାଇଁ ଜାପାନର ପ୍ରସ୍ତାବ…
ନୂଆଦିଲ୍ଲୀ/ଟୋକିଓ, ୧୯।୩ : ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ଶିଖର ବୈଠକ କରିବେ। ୟୁକ୍ରେନ ସଙ୍କଟ ଏବଂ ଏସିଆରେ ବଢୁଥିବା ଚାଇନାର ହସ୍ତକ୍ଷେପ ସମ୍ପର୍କରେ ବୈଠକରେ…
ଚାଇନା-ଆମେରିକା-ୟୁରୋପରେ କରୋନା ଆତଙ୍କ…
ବେଜିଂ/ଓ୍ବାଶିଂଟନ,୧୯।୩ : ଚାଇନା, ଆମେରିକା, ଦକ୍ଷିଣ ପୂର୍ବ ଏସିଆ ଏବଂ ୟୁରୋପରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସତର୍କତା ଅବଲମ୍ବନ କରିବାକୁ ଲୋକଙ୍କୁ ନିବେଦନ କରାଯାଇଛି। ଚାଇନାରେ କରୋନାରୁ ଦୁଇ ଆକ୍ରାନ୍ତଙ୍କ ମୃତ୍ୟୁ ମଧ୍ୟ ଘଟିଛି। ନ୍ୟୁଜ…
ସକ୍ରିୟ ମାମଲା ୩୦ ହଜାର ତଳେ…
ନୂଆଦିଲ୍ଲୀ, ୧୯।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗିଛି। ଦୈନିକ ସଂକ୍ରମଣ ୨ ହଜାର ୭୫ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୭୧…
ଭଗଓ୍ବନ୍ତଙ୍କ କ୍ୟାବିନେଟ ମନ୍ତ୍ରୀ ନେଲେ ଶପଥ
ଚଣ୍ଡିଗଡ଼,୧୯।୩: ପଞ୍ଜାବରେ ଆମ ଆଦମୀ ପାର୍ଟିର ବହୁମତରେ ବିଜୟ ହାସଲ ପରେ ମାର୍ଚ୍ଚ ୧୬ରେ ଭଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଇତିମଧ୍ୟରେ ମାନ ସରକାରଙ୍କ ନେତୃତ୍ୱରେ ଏଏପି ସରକାରଙ୍କ ୧୦ଜଣ ବିଧାୟକ ମନ୍ତ୍ରୀପଦ ପାଇଁ ଗୋପନୀୟତାରେ ଶପଥ…
Archives


