ଭଗଓ୍ବନ୍ତଙ୍କ କ୍ୟାବିନେଟ ମନ୍ତ୍ରୀ ନେଲେ ଶପଥ
ଚଣ୍ଡିଗଡ଼,୧୯।୩: ପଞ୍ଜାବରେ ଆମ ଆଦମୀ ପାର୍ଟିର ବହୁମତରେ ବିଜୟ ହାସଲ ପରେ ମାର୍ଚ୍ଚ ୧୬ରେ ଭଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଇତିମଧ୍ୟରେ ମାନ ସରକାରଙ୍କ ନେତୃତ୍ୱରେ ଏଏପି ସରକାରଙ୍କ ୧୦ଜଣ ବିଧାୟକ ମନ୍ତ୍ରୀପଦ ପାଇଁ ଗୋପନୀୟତାରେ ଶପଥ…
ରାଜ୍ୟବାସୀଙ୍କୁ ରଙ୍ଗର ପର୍ବ ହୋଲି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୯।୩(ବ୍ୟୁରୋ): ଆଜି ରଙ୍ଗର ପର୍ବ ହୋଲି । ପ୍ରେମ, ଭାଇଚାରାର ପର୍ବ ହୋଲିରେ ଛୋଟରୁ ବଡ ସମସ୍ତେ ଜଣେ ଅନ୍ୟ ଜଣଙ୍କୁ ରଙ୍ଗ ଅବିର ଲଗାଇ ଶୁଭେଚ୍ଛା ଜଣାଉଛନ୍ତି। ଏହି ଆନନ୍ଦର ପର୍ବ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା…
ଭାରତ ଛିଡ଼ା କଲା ୨୭୮ ରନ୍ର ଟାର୍ଗେଟ
ଅକ୍ଲାଣ୍ଡ,୧୯।୩: ଅଷ୍ଟ୍ରେଲିଆ ଆଗରେ ଭାରତ ଛିଡ଼ା କରିଛି ୨୭୮ ରନ୍ର ଚ୍ୟାଲେଞ୍ଜିଂ ଟାର୍ଗେଟ। ସ୍ଥାନୀୟ ଇଡେନ ପାର୍କରେ ଶନିବାର ଖେଳାଯାଉଥିବା ମ୍ୟାଚ୍ରେ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍ ଇଣ୍ଡିଆ ୫୦ ଓଭରରେ ୭ ଉଇକେଟ ହରାଇ ୨୭୭ ରନ୍…
ୟୁକ୍ରେନର ଚିନ୍ତା ବଢାଉଛି ଜୀବନ୍ତ ବୋମା, ନଷ୍ଟ ହେବାକୁ ଲାଗିବ ବର୍ଷ ବର୍ଷ
କ୍ୱିଭ,୧୯ ।୩: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ସାରା ବିଶ୍ୱକୁ ଅଡୁଆରେ ପକାଇ ଦେଇଥିବା ବେଳେ ଏବେ ଚିନ୍ତା ହେଲାଣି ଯୁଦ୍ଧ ପରର ପରିସ୍ଥିତିକୁ ନେଇ । ରୁଷିଆ ଦ୍ୱାରା ୟୁକ୍ରେନ ଉପରେ କରାଯାଇଥିବା ବୋମା ମାଡକୁ ନେଇ ଏବେ ଚିନ୍ତା ପ୍ରକଟ…
ଦକ୍ଷିଣ କୋରିଆରେ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମଣ
ସିଓଲ,୧୮ା୩: ମହାମାରୀ କରୋନା ଟିକେ କମିଥିବା ବେଳେ ଏବେ କିଛି ଦେଶରେ ପୁଣି କାୟା ବିସ୍ତାର କଲାଣି। ଚାଇନାରେ କରୋନା ହଇଚଇ ସୃଷ୍ଟି କରିଥିବାବେଳେ ଏବେ ଦକ୍ଷିଣ କୋରିଆ ଏହାର ସମ୍ମୁଖୀନ ହୋଇଛି। ଗୁରୁବାର ମଧ୍ୟରାତ୍ରି ସୁଦ୍ଧା ଦେଶରେ ୪,୦୭,୦୧୭ ନୂଆ…
ଆଜି ଦୋଳ ପୂର୍ଣ୍ଣିମା, ଗାଁଠୁ ସହର ଯାଏ ଉତ୍ସବମୁଖର
ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଆଜି ଦୋଳ ପୂର୍ଣ୍ଣିମା। ଭକ୍ତ ଓ ଭଗବାନଙ୍କ ମଧ୍ୟରେ ମିଳନ ଘଟିବ। ବିମାନରେ ସଜ୍ଜିତ ହୋଇ ଗାଁ ଗାଁ ସାହି ସାହି ବୁଲି ଭୋଗ ଖାଇବେ ଦୋଳଗୋବିନ୍ଦ। ଗତ ଦୁଇ ବର୍ଷ ହେଲା କରୋନା କଟକଣା ଯୋଗୁ ଫିକା ପଡ଼ିଥିଲା…
ଉପକୂଳରୁ ଉପାନ୍ତ ସବୁଠି ତାତି
ଭୁବନେଶ୍ୱର, ୧୮।୩(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ଉତ୍ତପ୍ତ ହୋଇଛି ସାରା ଓଡ଼ିଶା। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ ଦେଖାଦେଇଛି। ଗତ ୨-୩ ଦିନ ହେବ ପାରଦ ଉପରମୁହଁା ହୋଇଥିବାବେଳେ ଅସହ୍ୟ ଝାଞ୍ଜି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଦିନ ୧୧ଟା ପରେ ବାହାରେ…
ପୁଣି ବଢ଼ିଲାଣି କରୋନା, ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କହିଲା ଏହାର କାରଣ
ଓ୍ବାଶିଂଟନ,୧୭ା୩: ବିଶ୍ୱର କେତେକ ଦେଶରେ ଏବେ ପୁଣି କରୋନା ମାମଲା ବଢ଼ିବାରେ ଲାଗିଲାଣି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଏନେଇ ଚେତାବନୀ ଦେଇଛି। ଡବ୍ଲ୍ୟୁଏଚ୍ଓ କହିଛି, କରୋନା ସଂକ୍ରମଣ ମାମଲା ବିଶ୍ୱରେ ବୃଦ୍ଧି ଯୋଗୁ ଏକ ବଡ଼ ସମସ୍ୟା ସୃଷ୍ଟି ହୋଇପାରେ। ଡବ୍ଲ୍ୟୁଏଚ୍ଓ…
ଏଏପି ସରକାରଙ୍କ ଆଗରେ ବଡ଼ ଆହ୍ବାନ, ପଞ୍ଜାବରେ ୨ ଲକ୍ଷରୁ ଅଧିକ ନିଶାଶକ୍ତ, ଦିନକୁ ୧୭ କୋଟିରୁ ଅଧିକ ନିଶା କାରବାର…
ଚଣ୍ଡିଗଡ଼,୧୭।୩ : ପଞ୍ଜାବରେ ନୂଆ ସରକାରଙ୍କ କ୍ଷମତା ଦଖଲ ପରେ ଆମ୍ ଆଦ୍ମୀ ପାର୍ଟି (ଏଏପି)ପାଇଁ ଚ୍ୟାଲେଞ୍ଜ୍ ସୃଷ୍ଟି କରିଛି ରାଜ୍ୟର ନିଶାକ୍ତଙ୍କ ସମସ୍ୟା। ଆମ୍ ଆଦ୍ମୀ ପାର୍ଟି ପକ୍ଷରୁ ନିର୍ବାଚନ ସମୟରେ ପ୍ରଦାନ କରାଯାଇଥିବା ପ୍ରତିଶ୍ରୁତି ମଧ୍ୟରେ ଏକ କୋଟି…
ଏପ୍ରିଲ ୨୮ରୁ ଅଫ୍ଲାଇନ୍ରେ ହେବ ଯୁକ୍ତ ୨ ପରୀକ୍ଷା
ଭୁବନେଶ୍ୱର,୧୭।୩(ବ୍ୟୁରୋ): ଆସନ୍ତା ଏପ୍ରିଲ ୨୮ରୁ ରାଜ୍ୟରେ ଅଫଲାଇନ୍ ମୋଡ୍ରେ ଦ୍ୱାଦଶ(ଯୁକ୍ତ ୨) ପରୀକ୍ଷା ଆରମ୍ଭ ହେବ। ଖରାକୁ ଦୃଷ୍ଟିରେ ରଖି ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି। ଦୈନିକ ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହେବ। ମହାମାରୀ ପାଇଁ…
୨୦୨୩ କର୍ନାଟକ ବିଧାନସଭା ନିର୍ବାଚନରେ ହିଜାବ୍ ହୋଇପାରେ ମୁଖ୍ୟ ପ୍ରସଙ୍ଗ !…
ବେଙ୍ଗାଲୁରୁ,୧୭।୩ : କର୍ନାଟକରେ ୨୦୨୩ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନରେ ହିଜାବ୍ ଏକ ମୁଖ୍ୟ ପ୍ରସଙ୍ଗ ହୋଇପାରେ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରୁଛନ୍ତିି। ଗୋଟିଏ ପଟେ ଦକ୍ଷିଣ କନ୍ନଡ ଅଞ୍ଚଳର ଏକ ବୃହତ ବର୍ଗ ଅନୁଭବ କରୁଛନ୍ତି ଯେ…
ରୁଷିଆ-ୟୁକ୍ରେନ ଯୁଦ୍ଧ ଲାଗି ରହିଲେ ବଢ଼ିବ ଆଣବିକ ଆକ୍ରମଣ ବିପଦ
ଓ୍ବାଶିଂଟନ,୧୭ା୩: ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ହେବାର ତିନି ସପ୍ତାହ ବିତିଗଲାଣି। ଯୁଦ୍ଧର ପରିଣାମ ମଧ୍ୟ ଭୟଙ୍କର ରହିଛି। ଯଦି ପରମାଣୁ ବୋମା ବ୍ୟବହୃତ ହୁଏ, ତେବେ ଏହା ବଡ଼ ବିନାଶର କାରଣ ହୋଇପାରେ। ଅନୁମାନ କରାଯାଉଛି ରୁଷିଆ ନିକଟରେ ପ୍ରାୟ…
Archives


