Home Middle

ସ୍ଥାନାନ୍ତର ହେବ ୧ ନମ୍ବର ପରିବା ହାଟ

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ୧ ନମ୍ବର ପରିବା ହାଟ ସ୍ଥାନାନ୍ତର ହେବ। ସହର ଉପକଣ୍ଠ ଭଗବାନପୁରକୁ ଏହା ସ୍ଥାନାନ୍ତରିତ ହେବ। ଏଥିପାଇଁ ସେଠାରେ ୧୦ ଏକର ଜମି ଚିହ୍ନଟ କରାଯାଇଛି। ପରିବା ହୋଲସେଲ ମାର୍କେଟ ପାଇଁ ସେଠାରେ ଆବଶ୍ୟକ ଭିତ୍ତିଭୂମି ଯୋଗାଇ ଦେବାକୁ…

ମୋ’ ଉପରେ ଚଳିବନି ଇଡି, ସିବିଆଇ ଚାପ: ରାହୁଲ

ନୂଆଦିଲ୍ଲୀ,୧୦ା୨: ଉତ୍ତରପ୍ରଦେଶରେ ଚଳିତମାସରେ ସମସ୍ତ ୭୦ଟି ବିଧାନସଭା ଆସନରେ ଗୋଟିଏ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ମାର୍ଚ୍ଚ ୧୦ର ଏହାର ଫଳାଫଳ ଆସିବ। ବର୍ତ୍ତମାନ ଜୋର୍‌ଦାର ନିର୍ବାଚନ ପ୍ରଚାର ଚାଲିଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପରକୁ ଆକ୍ଷେପ ପ୍ରତିଆକ୍ଷେପ କରୁଛନ୍ତି। ଏପରିକି…

ଧର୍ମନିରପେକ୍ଷ ରାଷ୍ଟ୍ରରେ ଧର୍ମ ଆଧାରରେ ବିଭକ୍ତିକରଣ ଅନୁଚିତ, ହାଇକୋର୍ଟ…

ଚେନ୍ନାଇ, ୧୦।୨ : ମନ୍ଦିର ପରିସରରେ ପ୍ରବେଶ ପାଇଁ ପାରମ୍ପରିକ ଡ୍ରେସ କୋଡକୁ ନିର୍ଦ୍ଦେଶ ଦେବା ପାଇଁ ମାଡ୍ରାସ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଶୁଣାଣି କରୁଥିବାବେଳେ ମୁଖ୍ୟ ବିଚାରପତି ମୁନିଶ୍ୱର ନାଥ ଭଣ୍ଡାରୀ ଧର୍ମ ନାମରେ ବିଭାଜନ ନେଇ ଦୁଃଖ…

ଟିକ୍‌ଟକ୍‌ ଆପ୍‌ ବ୍ୟବହାର କରିପାରିବେନି ପୋଲିସ

ଇସଲାମାବାଦ,୧୦ା୨: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଚାଇନାର ଶର୍ଟ ଭିଡିଓ ଆପ୍‌ ଟିକ୍‌ଟକ୍‌କୁ ବାରଣ କରାଯାଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ପଞ୍ଜାବ ପୋଲିସ ବିଭାଗର କୌଣସି କର୍ମଚାରୀ ଡ୍ୟୁଟିରେ ଥିବାବେଳେ ଏହି ଆପ୍‌ ବ୍ୟବହାର କରିପାରିବେ ନାହିଁ। ଏ ସମ୍ପର୍କରେ ପୋଲିସ…

ମୁହଁ ଖୋଲିଲେ ନୀତିନ ଗଡ଼କରୀ…

ନୂଆଦିଲ୍ଲୀ, ୧୦।୨ : କର୍ନାଟକର ହିଜାବ ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ କହିଛନ୍ତି ଯେ ଆମେ ସମସ୍ତ ଧର୍ମକୁ ସମ୍ମାନ ଦେବା ଏବଂ ସମାଜରେ ଧାର୍ମିକ ସମନ୍ବୟ ସୃଷ୍ଟି କରିବା ଉଚିତ। ଗଡକରୀ କହିଛନ୍ତି ଯେ ଆମେ ସବୁ ଧର୍ମ,…

ହିଜାବରେ ହସ୍ତକ୍ଷେପ ନ କରିବାକୁ କହିଲେ ସୁପ୍ରିମ୍‌କୋର୍ଟ, ହାଇକୋର୍ଟଙ୍କ ନିଷ୍ପତ୍ତି ପରେ ପଦକ୍ଷେପ…

ନୂଆଦିଲ୍ଲୀ, ୧୦।୨ : କର୍ନାଟକରେ ଚାଲିଥିବା ହିଜାବ ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ହସ୍ତକ୍ଷେପ କରିବାକୁ ମନା କରି ଦେଇଛନ୍ତି। କଂଗ୍ରେସ ନେତା ତଥା ଓକିଲ କପିଲ ସିବଲ ଏହି ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଛନ୍ତି। ଏହି ପ୍ରସଙ୍ଗରେ କର୍ନାଟକ…

ହିଜାବରେ ନୂଆ ମୋଡ଼, ଅଲ୍ଲା-ହୁ-ଆକବର କହିଥିବା ମୁସକାନ୍‌ଙ୍କୁ ଆର୍‌ଏସ୍‌ଏସ୍‌ ମୁସଲିମ୍‌ ଶାଖାର ସମର୍ଥନ …

ବେଙ୍ଗାଲୁରୁ, ୧୦।୨ : ହିଜାବ୍‌ ବିବାଦ ନେଇ ଦେଶର ରାଜନୈତିକ ସ୍ଥିତି ସରଗରମ ହେବାରେ ଲାଗିଛି। ଏପରିସ୍ଥଳେ ଅଲ୍ଲା-ହୁ-ଆକବର କହିଥିବା ମୁସକାନ୍‌ଙ୍କୁ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର ମୁସଲିମ୍‌ ଶାଖା ଏମ୍‌ଆର୍‌ଏମ୍‌ ପକ୍ଷରୁ ସମର୍ଥନ କରାଯାଇଛି। ଫଳରେ ହିଜାବ ପ୍ରସଙ୍ଗରେ ଏକ…

ରିଜର୍ଭ ବ୍ୟାଙ୍କ ମୁଦ୍ରା ନୀତି ଜାରି, କୌଣସି ନୀତିଗତ ପରିବର୍ତ୍ତନ ନାହିଁ…

ନୂଆଦିଲ୍ଲୀ, ୧୦।୨ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ଗୁରୁବାର ମୁଦ୍ରା ନୀତି ସମୀକ୍ଷାର ଫଳାଫଳ ପ୍ରକାଶିତ ହୋଇଛି। ଏଥିରେ ନୀତି ହାରରେକୌଣସି ପରିବର୍ତ୍ତନ କରାଯାଇନାହିଁ। ଏହା ଅନୁସାରେ ବର୍ତ୍ତମାନ ରେପୋ ରେଟ୍‌ ୪ ପ୍ରତିଶତରେ ଏବଂ ରିଭର୍ସ ରେପୋ…

୧୩୦ ବିମାନ ସହିତ ଆମେରିକା କଲା ଏଲିଫ୍ୟାଣ୍ଟ ଓ୍ବାକ୍‌…

ଓ୍ବାଶିଂଟନ, ୧୦।୨ : ଚାଇନା ସମ୍ମୁଖରେ ନିଜର ଶକ୍ତି ପ୍ରଦର୍ଶନ କରିଛି ଆମେରିକା ବାୟୁସେନା। ଆମେରିକା ନିଜର ୧୩୦ ବିମାନ ସହିତ ଏଲିଫ୍ୟାଣ୍ଟ ଓ୍ବାକ୍‌ କରିଛି। ପ୍ରଶାନ୍ତ ମହାସାଗରରେ ଆମେରିକା ଏହି ବଡ଼ ଧରଣର ଯୁଦ୍ଧାଭ୍ୟାସ କରୁଛି। ଆମେରିକାର ବାୟୁସେନା ବ୍ୟତୀତ…

ପଶ୍ଚିମ ଏସିଆରେ ଅସ୍ଥିରତା ସୃଷ୍ଟି କରିବ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ…

ଓ୍ବାଶିଂଟନ, ୧୦।୨ : ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ଦ୍ୱାରା ପଶ୍ଚିମ ଏସିଆରେ ଅସ୍ଥିରତା ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି ଆମେରିକାର ଜେନେରାଲ କହିଛନ୍ତି। ଆମେରିକାର ଲେଫ୍ଟନାଣ୍ଟ ଜେନେରାଲ ଏରିକ କୁରିଲା ଚେତାବନୀ ଦେଇଛନ୍ତି ଯେ ଯଦି ରୁଷିଆ ୟୁକ୍ରେନ…

ସକ୍ରିୟ ମାମଲା ୮ ଲକ୍ଷ ତଳେ…

ନୂଆଦିଲ୍ଲୀ, ୧୦।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି…

ଚାଇନାର ଗୁପ୍ତ ବୁଡ଼ାଜାହାଜ, ଭାରତ-ଆମେରିକା-ଜାପାନ ପାଇଁ ବିପଦ…

ବେଜିଂ, ୧୦।୨ : ବିଶ୍ୱର ବିଭିନ୍ନ ଦେଶକୁ ଧମକ ଦେଉଥିବା ଚାଇନା ଏକ ନୂତନ ଗୁପ୍ତ ବୁଡ଼ାଜାହାଜ ଏହାର ପ୍ରତିରକ୍ଷା ସେବାରେ ସାମିଲ୍‌ କରିଛି। ଏହି ବୁଡ଼ାଜାହାଜର ଡିଜାଇନ ପ୍ରଥମ ଥର ପାଇଁ ପ୍ରକାଶିତ ହୋଇଛି। ଏହାର ଭିଡିଓ ମଧ୍ୟ ସୋସିଆଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri