Home Middle

ହସ୍ପିଟାଲ ପାଇଁ ଜମି ଦାନ କରିଥିବା ବ୍ୟକ୍ତିଙ୍କ ନାମ ଅନୁସାରେ ହେବ ଏହାର ନାମକରଣ, ସରକାରଙ୍କ ନିର୍ଦ୍ଦେଶ …

ଲକ୍ଷ୍ନୌ,୧୬।୬: ହସ୍ପିଟାଲ ପାଇଁ ଜମି ଦାନ କଲେ ଦାତାଙ୍କ ନାମରେ ଏହାର ନାମକରଣ ହୋଇପାରିବ। ଜନବହୁଳ ଅଞ୍ଚଳରେ ଜମି କିଣି ସ୍ବାସ୍ଥ୍ୟ ବିଭାଗ ବର୍ତ୍ତମାନ ଏକ ନୂତନ ଡାକ୍ତରଖାନା ନିର୍ମାଣ କରିବାରେ ସକ୍ଷମ ହେବ। ଯଦି କୌଣସି ବ୍ୟକ୍ତି ତାଙ୍କ ଜମିକୁ…

ଦିବ୍ୟାଙ୍ଗ ସନ୍ତାନଙ୍କୁ ମିଳିବ ଆଜୀବନ ପାରିବାରିକ ପେନସନ୍‌ …

ଲକ୍ଷ୍ନୌ, ୧୬।୬ : ମାନସିକ କିମ୍ବା ଶାରୀରିକ ଦିବ୍ୟାଙ୍ଗ ସନ୍ତାନ ଅବସରପ୍ରାପ୍ତ କିମ୍ବା ମୃତ କର୍ମଚାରୀ ଏବଂ ରାଜ୍ୟ ସରକାରଙ୍କ ପେନସନଭୋଗୀଙ୍କୁ ପରିବାରିକ ପେନସନ ସମ୍ବନ୍ଧରେ ସରକାର ଆୟର ମାନଦଣ୍ଡ ସ୍ଥିର କରିଛନ୍ତି। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ଏନେଇ…

ସେନାରେ ଠିକା ନିଯୁକ୍ତିକୁ ବିରୋଧ

ନୂଆଦିଲ୍ଲୀ,୧୬।୬ ହିନ୍ଦୀ ଫିଲ୍ମ ଶୀର୍ଷକରେ ଭୁଲ୍‌ ଯୋଜନାଟିଏ କରି ବହୁ କୋଟି ଟଙ୍କା ବ୍ୟୟରେ ତା’ର ପ୍ରଚାର କରାଇଲେ ଭାରତୀୟ ସେନା ଶକ୍ତିଶାଳୀ ହୋଇଉଠିବ ବୋଲି ଧରିନେବା ବୋକାମି ଛଡ଼ା କିଛି ନୁହେଁ। ସଶସ୍ତ୍ର ବଳରେ ପ୍ରାୟ ୨ ଲକ୍ଷ ପଦବୀ…

ବଦଳିବ ସ୍କୁଲ ପାଠପଢ଼ା ସମୟ

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ଆଉ ଗୋଟିଏ ଦିନ ପରେ ସ୍କୁଲ ଖୋଲିବ। ପୁଣି ପିଲା ସ୍କୁଲ ଯାଇ ପାଠ ପଢ଼ିବେ। ଗତ ୬ତାରିଖରୁ ଆରମ୍ଭ ହୋଇଥିବା ଖରାଛୁଟି ବା ଗ୍ରୀଷ୍ମଛୁଟି ୧୬ ତାରିଖରେ ଶେଷ ହେବ। ଶୁକ୍ରବାର ରାଜ୍ୟରେ ସମସ୍ତ ସ୍କୁଲ୍‌…

ପୃଥ୍ବୀ-୨ର ରାତ୍ରକାଳୀନ ପରୀକ୍ଷଣ ସଫଳ

ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ଚାନ୍ଦିପୁରସ୍ଥିତ ଆଇଟିଆର ପରିସରରେ ବୁଧବାର ପୃଥ୍ବୀ-୨ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ ସଫଳ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦ କରିପାରୁଥିବା ଏହି ସ୍ବଳ୍ପ ଦୂରଗାମୀ ବାଲାଷ୍ଟିକ କ୍ଷେପଣାସ୍ତ୍ରର ପରୀକ୍ଷଣ ୩ନଂ ଲଞ୍ଚପ୍ୟାଡରୁ ହୋଇଥିଲା। ଏହାର ଲକ୍ଷ୍ୟଭେଦ କ୍ଷମତା ୨୫୦କି.ମି.…

ଜୀବନ ସାଥୀ ଚୟନରେ ସମାଜ ପକ୍ଷରୁ ବାଧା ଦିଆଯାଇ ପାରିବ ନାହିଁ, ହାଇକୋର୍ଟ…

ବେଙ୍ଗାଲୂରୁ, ୧୫।୬ : ବ୍ୟକ୍ତିଗତ ଜୀବନରେ ଜଣେ ନିଜ ପସନ୍ଦର ଜୀବନ ସାଥୀ ଚୟନ କରିପାରିବେ। ଏଥିରେ ସମାଜ ପକ୍ଷରୁ କୌଣସି ବାଧା ଦିଆଯାଇ ପାରିବ ନାହିଁ ବୋଲି କର୍ନାଟକ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି। ବିଚାରପତି…

କ୍ୟାନସର ପରେ ଏବେ ଏଚଆଇଭି ଏଡସର ସଫଳ ଚିକିତ୍ସାର ସନ୍ଧାନ ମିଳିଲା…

ତେଲ ଅଭିବ୍‌, ୧୫।୬ : କର୍କଟ ପରେ ବୈଜ୍ଞାନିକମାନେ ଏବେ ଏଚଆଇଭି ଏଡସ ସଫଳ ଚିକିତ୍ସାର ସନ୍ଧାନ ମିଳିଛି। ସେମାନେ ଏଭଳି ଟିକା ତିଆରି କରିବାରେ ସଫଳତା ହାସଲ କରିଛନ୍ତି, ଯାହାର କେବଳ ଗୋଟିଏ ଡୋଜ୍‌ ନେବା ଦ୍ୱାରା ଏଚଆଇଭି ଏଡସ…

ନୂଆ ଗ୍ୟାସ୍‌ ସଂଯୋଗ ନେବା ହେଲା ମହଙ୍ଗା …

ନୂଆଦିଲ୍ଲୀ, ୧୫।୬ : ଘରୋଇ ଏଲ୍‌ପିଜି ସିଲିଣ୍ଡର ପୂର୍ବରୁ ମହଙ୍ଗା ହୋଇସାରିଛି। ବର୍ତ୍ତମାନ ଏକ ନୂତନ ଘରୋଇ ଏଲ୍‌ପିଜି ସିଲିଣ୍ଡର ସଂଯୋଗ ନେବା ମଧ୍ୟ ମହଙ୍ଗା ହୋଇଛି । ସରକାରୀ ପେଟ୍ରୋଲିୟମ କମ୍ପାନୀଗୁଡିକ ଗୁରୁବାରଠାରୁ ଘରୋଇ ଗ୍ୟାସ ସଂଯୋଗକୁ ମହଙ୍ଗା କରିବାକୁ…

ବିସିସିଆଇ ଗଠନ କରିବ ଦୁଇ ଜାତୀୟ ଟିମ୍‌, ଏକା ସମୟରେ ଖେଳିବେ ଟେଷ୍ଟ-ସୀମିତ ଓଭର ମ୍ୟାଚ…

କୋଲକାତା, ୧୫।୬ : ବିସିସିଆଇ ୨୦୨୨ ରୁ ୨୦୨୭ ପର୍ଯ୍ୟନ୍ତ ଇଣ୍ଡିଆନ ପ୍ରିମିୟର ଲିଗ ସାଇକିଲ୍‌ ପାଇଁ ମିଡିଆ ଅଧିକାରର ନିଲାମରୁ ୪୮ ହଜାର କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହା ସହିତ ଆଇପିଏଲ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଲିଗ…

ମହାକାଶରେ ଭାରତର ସ୍ଥିତି ସୁଦୃଢ଼ ହେବା ଜରୁରୀ…

ନୂଆଦିଲ୍ଲୀ, ୧୫।୬ : ମହାକାଶରେ ଉପଲବ୍ଧ ଉତ୍ସଗୁଡିକର ବ୍ୟବହାର ଉପରେ ଏୟାର ଚିଫ ମାର୍ଶଲ ଭି.ଆର ଚୌଧରୀ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି ଯେ ମହାକାଶରେ ଉପସ୍ଥିତ ଆମର ସମ୍ବଳ ବାୟୁ ସାମରିକ ଦକ୍ଷତାକୁ ଆହୁରି ମଜବୁତ କରିପାରିବ। ସ୍ପେସ ଆସୋସିଏଶନ…

ପାରିବାରିକ ସମ୍ପତ୍ତି ଭାଗବଣ୍ଟାରେ ଏବେ ମାତ୍ର ୫ ହଜାର ଟଙ୍କା ଷ୍ଟାମ୍ପ ଡ୍ୟୁଟି…

ଲକ୍ଷ୍ନୌ, ୧୫।୬ : ପରିବାର ସଦସ୍ୟଙ୍କ ମଧ୍ୟରେ ଅସ୍ଥାବର ସମ୍ପତ୍ତି ବଣ୍ଟନ ବର୍ତ୍ତମାନ ସହଜ ହେବ। ଏଥିପାଇଁ ଦାନ ସୂତ୍ର କାରବାରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଷ୍ଟାମ୍ପ ଡ୍ୟୁଟି ଛାଡ କରାଯାଇଛି। ସମ୍ପତ୍ତି ଯେତେ ମୂଲ୍ୟବାନ ହୋଇପାରେ ନା…

୫-ଜି ସ୍ପେକ୍ଟ୍ରମ ନିଲାମୀକୁ ମଞ୍ଜୁରୀ, ଦୀପାବଳି ସୁଦ୍ଧା ସେବା ମିଳିବା ସମ୍ଭାବନା…

ନୂଆଦିଲ୍ଲୀ, ୧୫।୬ : ଦେଶରେ ୫-ଜି ଟେଲିକମ ସେବା ଆରମ୍ଭ କରିବା ନେଇ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୫-ଜି ସ୍ପେକ୍ଟ୍ରମର ନିଲାମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ କ୍ୟାବିନେଟର ମଞ୍ଜୁରୀ ବିଳିଛି। ବିଶେଷଜ୍ଞଙ୍କ ଅନୁଯାୟୀ, ଯଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?