ଆଜି ଭାରତ ଆସିବେ ଫୁଟବଲ୍ ମହାରଥୀ ଲିଓନେଲ୍ ମେସି, ଯୋଗ ଦେବେ ପ୍ରଧାନମନ୍ତ୍ରୀଙ୍କ ସମେତ ଏ ସମସ୍ତ ଷ୍ଟାର
କୋଲକାତା,୧୨ା୧୨: ଫୁଟବଲ୍ର ମହାରଥୀ ତଥା ବିଶ୍ୱକପ୍ ବିଜେତା ଅଧିନାୟକ ଲିଓନେଲ ମେସି ଶୁକ୍ରବାର ଭୋର୍ ୧:୩୦ରେ ଭାରତରେ ପହଞ୍ଚିବା ସହ ତାଙ୍କର ତିନି ଦିନିଆ ‘GOAT ଟୁର୍’ ଆରମ୍ଭ ହେବ। ଏହା ତାଙ୍କର ଦ୍ୱିତୀୟ ଭାରତ ଗସ୍ତ। ଡିସେମ୍ବର ୧୩ରୁ ୧୫…
ଥରୁଛି ସାରା ରାଜ୍ୟ, କନ୍ଧମାଳରେ ସର୍ବନିମ୍ନ ତାପମାତ୍ରା ରହିଛି…
ଭୁବନେଶ୍ୱର,୧୨ା୧୨: ଶୀତରେ ଥରୁଛି ସାରା ରାଜ୍ୟ। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। କନ୍ଧମାଳ ଜିଲା ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ କୋରାପୁଟର ସେମିଳିଗୁଡ଼ାରେ ତାପମାତ୍ରା ୩.୬ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୭.୧…
Rajinikanth 75th Birthday: ୭୫ ବର୍ଷରେ ବି ରଜନୀକାନ୍ତଙ୍କ କ୍ରେଜ ଜାରି, ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୧୨।୧୨:ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାଉଥ ସୁପରଷ୍ଟାର ରଜନୀକାନ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଆସୁଛନ୍ତି । ସାରା ବିଶ୍ବରେ ତାଙ୍କର ଅନେକ ପ୍ରଶଂସକ ରହିଛନ୍ତି । ତାଙ୍କ କାହାଣୀ ଅନେକ ଲୋକଙ୍କୁ ପ୍ରେରିତ କରିଛି…
ଭାରତକୁ କୂଟନୈତିକ ଝଟକା ଦେଲା ପାକିସ୍ତାନ, ବ୍ୟାନ କଲେ ସବୁ ମିତ୍ର ରାଷ୍ଟ୍ର
ନୂଆଦିଲ୍ଲୀ,୧୨।୧୨: ବଲିଉଡ ଅଭିନେତା ରଣବୀର ସିଂଙ୍କ ନୂଆ ସ୍ପାଏ ଥ୍ରୀଲର ଚଳଚ୍ଚିତ୍ର ‘ଧୁରନ୍ଧର’ ଭାରତରେ ବକ୍ସ ଅଫିସରେ ସଫଳତା ପାଇଥିଲେ ମଧ୍ୟ ମଧ୍ୟ-ପ୍ରାଚ୍ୟ ବଜାରରେ ଏହାକୁ ନିଷିଦ୍ଧ କରାଯାଇଛି। ଫିଲ୍ମର ‘ପାକିସ୍ତାନ ବିରୋଧୀ’ ବାର୍ତ୍ତା ଯୋଗୁଁ ବାହାରିନ୍, କୁଏତ୍, ଓମାନ, କତାର,…
ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତାଙ୍କ ଦେହାନ୍ତ
ନୂଆଦିଲ୍ଲୀ,୧୨।୧୨: କଂଗ୍ରେସର ବରିଷ୍ଠ ନେତା ତଥା ଦେଶର ପୂର୍ବ ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ଦେହାନ୍ତ ହୋଇଛି । ୯୧ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଆଜି ସକାଳ ୬ଟା ୩୦ ସମୟରେ ଲାତୁରର ଦେବରରେ ପରଲୋକ…
ନିୟନ୍ତ୍ରଣ ହରାଇ ଗଭୀର ଘାଟିକୁ ଖସିପଡିଲା ଯାତ୍ରୀବାହୀ ବସ୍, ୧୦ ମୃତ
ଅମରାବତୀ,୧୨।୧୨: ଗତକାଲି ବିଳମ୍ବିତ ରାତିରେ ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ (ଏଏସଆର) ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଏକ ଘରୋଇ ଟ୍ରାଭେଲ ବସ୍ ଚିତ୍ତୁର-ମାର୍ଦୁମଲ୍ଲୀ ଘାଟ ରାସ୍ତାରେ ନିୟନ୍ତ୍ରଣ ହରାଇ ଏକ ଗଭୀର ଘାଟିକୁ ଖସିପଡ଼ିଛି। ଘଟଣାସ୍ଥଳେ…
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ଅବ୍ୟବସ୍ଥା: ଟିକେଟ ଖଣ୍ଡିଏ ପାଇଁ କସରତ
କଟକ,୧୨।୧୨( ଶିଳ୍ପା ପ୍ରିୟଦର୍ଶିନୀ): ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରେ ଅବ୍ୟବସ୍ଥା ଲାଗି ରହିଛି। ଏଠାରେ ଥିବା ଟିକେଟ କାଉଣ୍ଟରରେ ଟିକେଟ ଖଣ୍ଡିଏ ପାଇଁ ଡାକ୍ତର ଦେଖାଇବାକୁ ରୋଗୀ ଓ ତାଙ୍କ ସମ୍ପର୍କୀୟମାନେ ଏକ ପ୍ରକାର କସରତ କରୁଛନ୍ତି। ଟିକେଟ…
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ପାଞ୍ଚ ବର୍ଷରେ ଖାଲିଥିବା ସମସ୍ତ ପଦ ପୂରଣ ହେବ
ଭୁବନେଶ୍ୱର,୧୨।୧୨(ରବିନାରାୟଣ ଜେନା): ରାଜ୍ୟରୁ କିପରି ଦୁର୍ନୀତିର ମୂଳୋତ୍ପାଟନ ହୋଇପାରିବ ଏବଂ ରାଜ୍ୟବାସୀ ସୁଶାସନ ପାଇବେ ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ପୁଣି ଥରେ ଗୁରୁତ୍ୱ ଦେଇଛନ୍ତି। ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ତ୍ରୟୋଦଶ ନିଯୁକ୍ତି ମେଳା ଅବସରରେ…
IND vs SA: ମ୍ୟାଚ ହାରିବା ପରେ ଭୁଲ ମାନିଲେ ସୂର୍ଯ୍ୟକୁମାର ଯାଦବ, ଗିଲଙ୍କୁ ନେଇ କହିଲେ…
ନୂଆଦିଲ୍ଲୀ୧୨।୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ଟିମ୍ ଇଣ୍ଡିଆ ୫୧ ରନରେ ପରାଜୟ ବରଣ କରିଥିଲା। ଏହି ପରାଜୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସବୁଠାରୁ ନିରାଶ ହୋଇଥିଲେ। ଦକ୍ଷିଣ ଆଫ୍ରିକା ୨୧୩ ରନର ବିଶାଳ ସ୍କୋର କରିଥିବା ବେଳେ ଭାରତୀୟ ଦଳ…
ଖୁବ୍ଶୀଘ୍ର ପୂରଣ ହେବ ୧୪୧୪ ଆର୍ଆଇ, ଏଆର୍ଆଇ, ଅମିନ ପଦ
ଭୁବନେଶ୍ୱର,୧୨।୧୨(ରବିନାରାୟଣ ଜେନା): ରାଜ୍ୟ ସରକାର ଖାଲିଥିବା ପଦ ପୂରଣକୁ ଗୁରୁତ୍ଵ ଦେଉଥିବାବେଳେ ରାଜସ୍ବ ବିଭାଗ ପକ୍ଷରୁ ତିନୋଟି ବର୍ଗର ୧୪୧୪ ପଦ ପୂରଣ ଲାଗି ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସ୍ଏସ୍ଏସ୍ସି)ଙ୍କୁ ପତ୍ର ଲେଖି ଅବଗତ କରାଯାଇଛି। ଯଦି ଜିଲାସ୍ତରରେ…
ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ରାଗିଗଲେ ଆଉଟସୋର୍ସିଂ କର୍ମଚାରୀ, ଦେଲେ ଆନ୍ଦୋଳନ ଧମକ
ଭୁବନେଶ୍ୱର,୧୧।୧୨: ଓଡ଼ିଶାର ଆଉଟସୋର୍ସିଂ କର୍ମଚାରୀମାନେ ତଥ୍ୟ ଗୋପନୀୟତା ଭଙ୍ଗ ହେବାର ଆଶଙ୍କା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ମନ୍ତବ୍ୟକୁ ତୀବ୍ର ବିରୋଧ କରିଛନ୍ତି। ଏହି ପ୍ରସଙ୍ଗରେ ‘ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ସଂଘ’ ଆନ୍ଦୋଳନ ପାଇଁ ଧମକ ଦେଇଛି।…
ମ୍ୟାଁମାର ସେନାର ଏୟାର ଷ୍ଟ୍ରାଇକ୍ରେ ହସ୍ପିଟାଲ ଧ୍ୱଂସ: ୩୪ ରୋଗୀ, ମେଡିକାଲ କର୍ମଚାରୀଙ୍କ ମୃତ୍ୟୁ
ୟାଙ୍ଗୋନ୍,୧୧ା୧୨: ମ୍ୟାଁମାରରେ ଚାଲିଥିବା ଗୃହଯୁଦ୍ଧ ମଧ୍ୟରେ ସେନା ପକ୍ଷରୁ କରାଯାଇଥିବା ଏକ ଏୟାର ଷ୍ଟ୍ରାଇକ୍ରେ ଏକ ହସ୍ପିଟାଲ୍ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ହୋଇଯାଇଛି। ଆରାକାନ୍ ଆର୍ମି ବିଦ୍ରୋହୀ ଗୋଷ୍ଠୀର ନିୟନ୍ତ୍ରଣରେ ଥିବା ଏହି ହସ୍ପିଟାଲ୍ ଉପରେ ହୋଇଥିବା ଆକ୍ରମଣରେ ଅତି କମରେ…

