ଭୁଶୁଡିଲା ନିର୍ମାଣାଧୀନ କୋଠା: ଚାଲିଗଲା ୭ ଜୀବନ
ପୁଣେ,୪।୨: ମହାରାଷ୍ଟ୍ରର ପୁଣେର ୟେରୱାଡା ଶାସ୍ତ୍ରୀ ନାଗର ଅଞ୍ଚଳରେ ଏକ ନିର୍ମାଣାଧୀନ କୋଠା ଭୁଶୁଡି ପଡିଛି। ପୁଣେ ଫାୟାର ବ୍ରିଗେଡ କହିଛି ଯେ ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି ଏବଂ…
‘ଗୋମୂତ୍ର ପିଅନ୍ତୁ ଭାଜପା ଏମ୍ପି’
ନୂଆଦିଲ୍ଲୀ,୪ା୨:ତୃଣମୂଳ କଂଗ୍ରେସ (ଟିଏମ୍ସି) ଏମ୍ପି ମହୁଆ ମୋଇତ୍ର ଗୁରୁବାର ପାର୍ଲାମେଣ୍ଟର ଭାଜପା ସଦସ୍ୟମାନଙ୍କୁ ଗୋମୂତ୍ର ପିଇବାକୁ ପରାମର୍ଶ ଦେଇଛନ୍ତି। ପଶ୍ଚିମବଙ୍ଗର କ୍ରିଷ୍ଣାନଗର ଆସନରୁ ଲୋକ ସଭାରେ ପ୍ରତିନିଧିତ୍ୱ କରୁଥିବା ମହୁଆ ଟୁଇଟ୍ କରିଥିଲେ, ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବକୁ ନେଇ…
୭ରୁ ଖୋଲିବ ସ୍କୁଲ, କଲେଜ
ଭୁବନେଶ୍ୱର,୩ା୨(ବ୍ୟୁରୋ): ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ସ୍କୁଲ ଖୋଲିବା ନେଇ ରାଜ୍ୟବାସୀ ଚିନ୍ତାରେ ଥିବା ବେଳେ ଆସନ୍ତା ୭ ତାରିଖରୁ ସମସ୍ତ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ଖୋଲିବ। ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରେସ୍ମିଟ୍ରେ ସୂଚନା…
ସ୍କୁଲ୍ ଖୋଲିବା ନେଇ ଜାରି ହେଲା ନୂଆ ଏସ୍ଓପି
ନୂଆଦିଲ୍ଲୀ,୩।୧:କେନ୍ଦ୍ର ସରକାର ସ୍କୁଲ୍ ଖୋଲିବା ନେଇ ଗୁରୁବାର ନୂଆ ଗାଇଡ୍ଲାଇନ ଜାରି କରିଛନ୍ତି। ସ୍କୁଲ୍ ଆସିବାକୁ ଅଭିଭାବକଙ୍କ ଅନୁମତି ଲୋଡା ନାହିଁ। ସେ ନିଷ୍ପତ୍ତି ରାଜ୍ୟ ନେବ। ସାମାଜିକ ଦୂରତ୍ୱ ଜାଗାରେ ଶାରୀରିକ ଦୂରତ୍ୱ ଶଦ୍ଦ ବ୍ୟବହାର ପାଇଁ ପରାମର୍ଶ ଦିଆଯାଇଛିି।…
ରୁଷିଆ-ୟୁକ୍ରେନ ପଛରେ ଆମେରିକାର ତୈଳ ରାଜନୀତି
ମସ୍କୋ,୩ା୨: ରୁଷିଆ-ୟୁକ୍ରେନ ମଧ୍ୟରେ ବିବାଦ ଦିନକୁ ଦିନ ଉଗ୍ର ରୂପ ନେଉଛି। ଗୋଟିଏ ପଟେ କ୍ରିମିଆ ଏବଂ ଅନ୍ୟପଟେ ନାଟୋ ମଧ୍ୟ ଗଠନ ହୋଇଛି। ଏହା ବ୍ୟତୀତ ତୃତୀୟ କାରଣ ହେଉଛି ୟୁରୋପରେ ରୁଷିଆର ଗ୍ୟାସ ଏବଂ ତୈଳ ଯୋଗାଣ। ଜବାହରଲାଲ…
ଟାଟା ହାତକୁ ଏୟାର ଇଣ୍ଡିଆ ଫେରିବା ପରେ ରତନ ଟାଟା କହିଲେ ଏମିତି
ନୂଆଦିଲ୍ଲୀ,୩ା୨: ଦୀର୍ଘ ୬୯ ବର୍ଷ ପରେ ଟାଟା ଗ୍ରୁପ୍ ହାତକୁ ପୁଣିଥରେ ଏୟାର ଇଣ୍ଡିଆ ଫେରିଛି। ଏହା ଫେରିବା ପରେ ଚେୟାରମ୍ୟାନ ରତନ ଟାଟା ଏୟାର ଇଣ୍ଡିଆ ବିମାନଯାତ୍ରୀମାନଙ୍କୁ ଏକ ବିଶେଷ ବାର୍ତ୍ତା ପ୍ରଦାନ କରିଛନ୍ତି। ସେ ଏୟାର ଇଣ୍ଡିଆର ସମସ୍ତ ଯାତ୍ରୀଙ୍କୁ…
କୁମ୍ଭାରଙ୍କ ସହ ମାଟିପାତ୍ର ଗଢ଼ିଲେ ରାହୁଲ, ଭିଡିଓ ଦେଖିଲେ…
ନୂଆଦିଲ୍ଲୀ,୩ା୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ରାୟପୁର ଗସ୍ତରେ ଯାଇଛନ୍ତି। ରାହୁଲ ‘ଅମର ଯଓ୍ବାନ ଜ୍ୟୋତି’ର ମୂଳଦୁଆ ପକାଇବାକୁ ଏଠାରେ ପହଞ୍ଚିଛନ୍ତି। ରାୟପୁରରେ ପହଞ୍ଚିଥିବା ରାହୁଲ ଏହି ସମୟରେ କୁମ୍ଭାରଙ୍କ ସହ ମିଶି ମାଟିପାତ୍ର ତିଆରି କରିବାକୁ ଚେଷ୍ଟା କରିଛନ୍ତି।…
ଗଲଓ୍ବାନରେ ୪ ନୁହେଁ, ୧୦ ଗୁଣା ଅଧିକ ଚାଇନିଜ ସୈନ୍ୟ ପ୍ରାଣ ହରାଇଥିଲେ
ନୂଆଦିଲ୍ଲୀ,୩।୨: ୨୦୨୦ ଜୁନରେ ଗଲଓ୍ବାନ ଘାଟିରେ ଦୁଇ ଦେଶର ସୈନ୍ୟ ମୁହଁମୁହିଁ ହୋଇଥିଲେ। ଏଥିରେ ୪୨ ଚାଇନିଜ ଯବାନଙ୍କ ମୃତ୍ୟୁ ହୋଇଥିଲା, ଯାହାକି ଚାଇନା ସରକାରଙ୍କ ପକ୍ଷରୁ ଦିଆଯାଇଥିବା ତଥ୍ୟଠାରୁ ୧୦ ଗୁଣା ଅଧିକ। ତେବେ ବେଜିଂ ପକ୍ଷରୁ ଗଲଓ୍ବାନ ଘାଟି…
ମୌଳିକ ସୁବିଧାଠାରୁ ଦୂରରେ ଚଣ୍ଡିଜାନିଗୁଡ଼ା
ଦଶମନ୍ତପୁର, ୩ା୨ ( ଡ଼ି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସଦର ପଞ୍ଚାୟତର ଚଣ୍ଡିଜାନୀଗୁଡା ଗ୍ରାମ। ଏଠାରେ ମୌଳିକ ସୁବିଧାରୁ ଗ୍ରାମବାସୀ ବଞ୍ଚତ୍ତ ହୋଇ ଆସୁଥିବା ଅଭିଯୋଗ ହେଉଛି। ୬୦ ପରିବାର ଆଦିବାସୀ କନ୍ଧ ଓ ଅନ୍ୟ ସମ୍ପ୍ରଦାୟର ଲୋକେ ବସବାସ କରୁଥିବା…
ଯୋଗୀଙ୍କ ସଫଳତାର ରିପୋର୍ଟ କାର୍ଡ, ୫ ବର୍ଷରେ ରାଜ୍ୟରେ ଦଙ୍ଗା ନାହିଁ…
ଲକ୍ଷ୍ନୌ, ୩।୨ : ବିଧାନସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଭାଜପା ସରକାରଙ୍କ ସଫଳତାର ରିପୋର୍ଟ କାର୍ଡ ଉପସ୍ଥାପନ କରିଛନ୍ତି। ସେ ଗୋଟି ଗୋଟି କରି ସବୁ ସଫଳତା ସମ୍ପର୍କରେ ଆୟୋଜିତ ଏକ ଗଣମାଧ୍ୟମ ସମ୍ମିଳନୀରେ ସୂଚନା ଦେଇଛନ୍ତି।…
ଗେଟ୍ ପରୀକ୍ଷା ସ୍ଥଗିତ କରିବାକୁ ସୁପ୍ରିମ୍କୋର୍ଟଙ୍କ ମନା, ଛାତ୍ରୀଛାତ୍ରମାନଙ୍କ ଭବିଷ୍ୟତ ସହିତ ଖେଳି ହେବ ନାହିଁ…
ନୂଆଦିଲ୍ଲୀ, ୩।୨ : କରୋନା ମହାମାରୀ କାରଣରୁ ଗ୍ରାଜୁଏଟ ଆପ୍ଟିଚ୍ୟୁଡ ଟେଷ୍ଟ ଇନ୍ ଇଞ୍ଜିନିୟରିଂ (ଗେଟ୍ )କୁ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ପରୀକ୍ଷାକୁ କିଛି ଦିନ ସ୍ଥଗିତ ରଖିବାଦ୍ୱାରା ଲକ୍ଷ ଲକ୍ଷ…
ଭାରତର ସହାୟତା ଲୋଡିଲେ ଜେଲେନେସ୍କି…
କାଇଭ୍, ୩।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ୟୁକ୍ରେନର ରାଷ୍ଟ୍ରପତି ବ୍ଲାଡିମୀର ଜେେଲେକେସ୍କି ଶାନ୍ତି ଉପରେ ଗୁରୁତ୍ୱାରୋପ କରୁଛନ୍ତି। ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଦମୟେତ୍ରୋ କୁଲେବା ରୁଷିଆ ଶାନ୍ତ ପ୍ରୟାସ ନେଇ…
Archives


