ଭାରତ ଭିଏତନାମକୁ ଦେଲା ୧୨ ହାଇସ୍ପିଡ୍ ଗାର୍ଡ ବୋଟ୍…
ହନୋଇ/ନୂଆଦିଲ୍ଲୀ, ୯।୬ : ଭାରତ ଭିଏତନାମକୁ ୧୨ ହାଇସ୍ପିଡ୍ ଗାର୍ଡ ବୋଟ ପ୍ରଦାନ କରିଛି। ଭିଏତନାମ ଗସ୍ତରେ ଥିବା ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଏହାକୁ ଭିଏତନାମ ନୌସେନାକୁ ହସ୍ତାନ୍ତର କରିଛନ୍ତି। ସେଥିମଧ୍ୟରୁ ୫ଟି ବୋଟ୍ ଭାରତରେ ନିର୍ମାଣ ହୋଇଥିବାବେଳେ ୭ ଟି…
ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଭୁବନେଶ୍ୱର,୯ା୬(ବ୍ୟୁରୋ): ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନନ୍ଦିନୀ ଶତପଥୀଙ୍କ ୯୧ତମ ଜନ୍ମ ଜୟନ୍ତୀ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ରାଜଭବନ ନିକଟସ୍ଥ ଏଲ୍ଆଇସି ଅଫିସ୍ ଛକସ୍ଥିତ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ ପୂର୍ବକ ସ୍ମୃତିଚାରଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବହୁ…
ଅପରାହ୍ନ ୩ଟାରେ ରାଷ୍ଟ୍ରପତି ନିର୍ବାଚନ ତାରିଖ ଘୋଷଣା…
ନୂଆଦିଲ୍ଲୀ, ୯।୬ : ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୪ରେ ଶେଷ ହେଉଛି। ଏନେଇ ଗୁରୁବାର ଅପରାହ୍ନ ୩ଟାରେ ନିର୍ବାଚନ କମିଶନ ପକ୍ଷରୁ ରାଷ୍ଟ୍ରପତି ନିର୍ବାଚନ ତାରିଖ ଘୋଷଣା କରାଯିବ। ସମ୍ବିଧାନର ଅନୁଚ୍ଛେଦ ୬୨ ଅନ୍ତର୍ଗତ ଏହି ଘୋଷଣା ହେବ।…
ବାୟୋଟେକ୍ କ୍ଷେତ୍ରରେ ଭାରତ ଖୁବ୍ ଶୀଘ୍ର ଶୀର୍ଷ ୧୦ ଦେଶ ମଧ୍ୟରେ ସ୍ଥାନୀତ ହେବ, କହିଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ, ୯।୬ : ଭାରତ ବାୟୋଟେକ୍ କ୍ଷେତ୍ରରେ ଖୁବ୍ ଶୀଘ୍ର ପୃଥିବୀର ୧୦ ଶୀର୍ଷ ଦେଶ ମଧ୍ୟରେ ସ୍ଥାନୀତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିଲ୍ଲୀର ପ୍ରଗତି ମଇଦାନରେ ଦେଶର ପ୍ରଥମ ବାୟୋଟେକ ଷ୍ଟାର୍ଟଅପ ଏକ୍ସପୋ-୨୦୨୨ର ଉଦଘାଟନ କର ଏଭଳି…
ପୁଣି ଭଙ୍ଗାଗଲା ହିନ୍ଦୁ ମନ୍ଦିର
ଇସଲାମାବାଦ,୯ା୬: ପୁଣିଥରେ ପାକିସ୍ତାନରେ ଥିବା ଏକ ହିନ୍ଦୁ ମନ୍ଦିରକୁ ଟାର୍ଗେଟ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। କରାଚିରେ ଥିବା ଏକ ହିନ୍ଦୁ ମନ୍ଦିରରେ ଦେବତାମାନଙ୍କର ମୂର୍ତ୍ତି ଭଙ୍ଗାଯାଇଛି। ବୁଧବାର କରାଚିର କୋରଙ୍ଗି ଅଞ୍ଚଳର ଶ୍ରୀ ମାରି ମାତା ମନ୍ଦିରରେ ଦେବୀଦେବଙ୍କ ମୂର୍ତ୍ତି…
ବାତ୍ୟା ଭଳି ଏବେ ‘ଲୁ’ର ହେବ ନାମକରଣ…
ସେଭିଲ/ନୂଆଦିଲ୍ଲୀ, ୯।୬ : ବାତ୍ୟା ଭଳି ଏବେ ଖୁବ ଶୀଘ୍ର ‘ଲୁ’ର ମଧ୍ୟ ନାମକରଣର କରାଯିବ। ‘ଲୁ’ର ନାମକରଣ କରିବାର କାରଣ ହେଉଛି ଏହାର ଗୁରୁତ୍ୱକୁ ପ୍ରତିପାଦନ କରିବା। ସାଧାରଣ ଲୋକ ଏବଂ ସରକାରୀ କର୍ମଚାରୀଙ୍କୁ ସଚେତନ କରିବା ସହିତ ଏହାଦ୍ୱାରା…
ସରକାରୀ ଅଧିକାରୀ ଦେବେ ସମ୍ପତ୍ତି ହିସାବ, ସ୍ପାରୋ ପୋର୍ଟାଲ ପ୍ରସ୍ତୁତି ଶେଷ…
ଲକ୍ଷ୍ନୌ, ୯।୬ : ଯୋଗୀ ଆଦିତ୍ୟନାଥ ସରକାରଙ୍କ ଦ୍ୱିତୀୟ ପାଳିରେ ଉତ୍ତରପ୍ରଦେଶରେ ଦୁର୍ନୀତି ରୋକିବା ପାଇଁ ଏକ ଅଭିଯାନ ଆରମ୍ଭ ହୋଇଛି। ଏହା ଅନ୍ତର୍ଗତ ମନ୍ତ୍ରୀମାନଙ୍କୁ ପ୍ରତିବର୍ଷ ନିଜ ତଥା ସେମାନଙ୍କ ପରିବାର ସଦସ୍ୟଙ୍କ ସମ୍ପତ୍ତିର ବିବରଣୀ ଦେବାକୁ କୁହାଯାଇଛି। ମନ୍ତ୍ରୀଙ୍କ…
ଛୁଟି ନେଇ ମଧ୍ୟ ଭୋଟ ନ ଦେଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ…
ନୂଆଦିଲ୍ଲୀ, ୯।୬ : ସହରାଞ୍ଚଳରେ ଭୋଟରଙ୍କ ଉଦାସୀନତାକୁ ଦୂର କରିବା ପାଇଁ ନିର୍ବାଚନ ଆୟୋଗ (ଇସି) ସମସ୍ତ କେନ୍ଦ୍ର ତଥା ରାଜ୍ୟ ସରକାରୀ ବିଭାଗ, ସରକାରୀ କ୍ଷେତ୍ର ଏବଂ ୫୦୦ରୁ ଅଧିକ କର୍ମଚାରୀ ଥିବା ବେସରକାରୀ କମ୍ପାନୀଗୁଡିକୁ ନିର୍ବାଚନ ଦିନ ବିଶେଷ…
ଆଲପ୍ସ୍ରୁ ଉଦ୍ଧାର ହେଲେ ୧୦୭ ଶିକ୍ଷକ-ଶିକ୍ଷାର୍ଥୀ…
ଭିଏନା/ବର୍ଲିନ୍, ୯।୬ : ଜର୍ମାନୀରୁ ଅଷ୍ଟ୍ରିଆକୁ ଏକ ସ୍କୁଲ ଯାତ୍ରା ସମୟରେ ଆଲପ୍ସ ପାହାଡରେ ଅଟକି ରହିଥିବା ୧୦୭ ଶିକ୍ଷକ ଏବଂ ଶିକ୍ଷାର୍ଥୀଙ୍କୁ ବିମାନ ଦ୍ୱାରା ଏୟାର ଲିଫ୍ଟ କରାଯାଇଛି। ଓ୍ପରଲବର୍ଗର ପୋଲିସ କହିଛି ଯେ ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ମେୟରଙ୍କ…
ଦୈନିକ ସଂକ୍ରମଣ ୭ ହଜାର ଟପିଲା…
ନୂଆଦିଲ୍ଲୀ, ୯।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…
ଆଫଗାନିସ୍ତାନ ଯାଉଥିବା ଭାରତୀୟ ସହାୟତାକୁ ଚୋରି କରୁଛି ପାକିସ୍ତାନ…
କାବୁଲ, ୯।୬ : ଭାରତରୁ ଆଫଗାନିସ୍ତାନକୁ ପଠାଯାଉଥିବା ମାନବିକ ସହାୟତାକୁ ପାକିସ୍ତାନ ଚୋରି କରିବାରେ ଲାଗିଛି। ଥରେ ଏହି ସହାୟତା ଆଫଗାନିସ୍ତାନରେ ପହଞ୍ଚିବା ପରେ ଗହମରେ ପରିପୂର୍ଣ୍ଣ ଟ୍ରକ ଗୁଡିକ ପାକିସ୍ତାନକୁ ଫେରି ଆସୁଛି। ଗଣମାଧ୍ୟମ ରିପୋର୍ଟରେ ଏହି ସୂଚନା ଦିଆଯାଇଛି।…
ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାରେ ପୁଣି ଶୀର୍ଷରେ ବେଙ୍ଗାଲୁରୁ ଆଇଆଇଏସ୍ସି…
ନୂଆଦିଲ୍ଲୀ/ଲଣ୍ଡନ, ୯।୬ : ଦେଶର ଶ୍ରେଷ୍ଠ ଏବଂ ଦକ୍ଷିଣ ଏସିଆର ଉଦୀୟମାନ ବିଶ୍ୱବିଦ୍ୟାଳୟ ଭାବରେ କର୍ନାଟକର ବେଙ୍ଗାଲୁରୁ ସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସାଇନ୍ସ (ଆଇଆଇଏସ୍ସି)କୁ ପୁଣି ଥରେ ସମ୍ମାନିତ କରାଯାଇଛି। ଏହି ତାଲିକାରେ ଆଇଆଇଟି ବମ୍ବେ ଦ୍ୱିତୀୟ ଏବଂ ଆଇଆଇଟି…

