ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..
ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ ସାହସିକତା, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ଏବଂ ୧୦ ଜଣଙ୍କୁ ପ୍ରଶଂସନୀୟ ସେବା…
ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ
ଇସଲାମାବାଦ୍,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା ଆଘାତ ପାକିସ୍ତାନକୁ ଯନ୍ତ୍ରଣା ଦେଉଛି। ଫଳସ୍ବରୂପ, ସ୍ବାଧୀନତା ପାଳନ କରିବା ପରିବର୍ତ୍ତେ, ପାକିସ୍ତାନର…
ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…
ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା ସହ୍ୟ କରିଥିଲେ। ସେମାନଙ୍କୁ ଦେଶ ଶ୍ରଦ୍ଧାଞ୍ଜଳି ଜଣାଉଛି। ୧୯୪୭ରେ ଭାରତ ସ୍ବାଧୀନତା ପାଇଲା…
ଏଆଇର ନୀତିଗତ ଏବଂ ନିୟନ୍ତ୍ରଣ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କୁ ବିଚାର କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୪।୮(ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ଭିତ୍ତିକ ବିଷୟ ନିୟନ୍ତ୍ରଣ କ୍ଷେତ୍ରରେ ନୈତିକତା ଏବଂ ସ୍ବଚ୍ଛତା ଉପରେ ବାଧ୍ୟତାମୂଳକ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ପାଇଁ ଜଣେ ଆବେଦନକାରୀଙ୍କ ଦ୍ୱାରା ଦିଆଯାଇଥିବା ପରାମର୍ଶଗୁଡ଼ିକୁ ବିଚାର କରିବାକୁ ସୁପ୍ରିମକୋର୍ଟ ଗୁରୁବାର କେନ୍ଦ୍ର ସରକାର ଏବଂ ଅନ୍ୟମାନଙ୍କୁ ନିର୍ଦ୍ଦେଶ…
ଜେମ୍ସ ୱେବ୍ ଟେଲିସ୍କୋପ୍ରେ ଧରାପଡ଼ିଲା ‘ବ୍ଲାକ୍ ହୋଲ୍ ଷ୍ଟାର୍’
ଓ୍ବାଶିଂଟନ,୧୪।୮: ମହାକାଶ ବିଜ୍ଞାନ କ୍ଷେତ୍ରରେ ବିରଳ ସଫଳତା ହାସଲ କରିଛନ୍ତି ଜ୍ୟୋତିର୍ବିଜ୍ଞାନୀ। ନାସାର ପ୍ରସିଦ୍ଧ ଜେମ୍ସ ୱେବ୍ ସ୍ପେସ୍ ଟେଲିସ୍କୋପର ଚିତ୍ରକୁ ଅନୁଧ୍ୟାନ କରି ଗବେଷକମାନେ ସମ୍ପୂର୍ଣ୍ଣ ନୂଆ ପ୍ରକାରର ମହାଜାଗତିକ ପିଣ୍ଡର ଆବିଷ୍କାର କରିଛନ୍ତି, ଯାହାକୁ ‘ବ୍ଲାକ୍ ହୋଲ୍ ଷ୍ଟାର୍’ଆଖ୍ୟା…
ଇଥାନଲରୁ ଖରାପ ହେବା ସୁନିଶ୍ଚିତ: ଗାଡ଼ି ନିର୍ମାତା
ନୂଆଦିଲ୍ଲୀ,୧୪।୮(ରଏଟର୍ସ):ବିଗତ ଏକ ବର୍ଷ ମଧ୍ୟରେ କମ୍ପାନୀଗୁଡ଼ିକ ଦେଶର ୨୧ ରାଜ୍ୟର ପେଟ୍ରୋଲ ପମ୍ପରୁ ୨୫୦ରୁ ଅଧିକ ଇ୨୦ ପେଟ୍ରୋଲ ନମୁନା ସଂଗ୍ରହ କରି ପରୀକ୍ଷା କରିଥିଲେ। ଏଥିରୁ ୧୮ ରାଜ୍ୟରେ ପେଟ୍ରୋଲ୍ରେ ନିର୍ଦ୍ଧାରିତ ମାତ୍ରାଠାରୁ ଯଥେଷ୍ଟ ଅଧିକ କ୍ଲୋରାଇଡ ଏବଂ ଜଳୀୟ…
କାହାର ଟେନ୍ସନ ବଢ଼ାଇବେ ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ଦେଶରେ ଚହଳ
ନୂଆଦିଲ୍ଲୀ,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବୈଜ୍ଞାନିକ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆରେ ଏକ ଭିଡିଓ ଲେୟାର କରିଛନ୍ତି। ଏହି ଭିଡିଓରେ ସେ ଦେଶର ଭବିଷ୍ୟତକୁ ନେଇ ଏକ ବଡ଼ ବାର୍ତ୍ତା ଦେଇଛନ୍ତି। ଦେଶରେ ନେତା ଚୟନ କରିବାର…
ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’
ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ ଦେଖାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ…
ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ
କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ ଆରଜି କର ମାମଲାର ଦ୍ୱିତୀୟ ବାର୍ଷିକୀ ଅବସରରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ପୋଲିସକୁ…
ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD
ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାରିପଦା ଠାରୁ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ଆସନ୍ତା…
‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା
ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା ଭାରୀ ପଡ଼ିଲା। ସମର୍ଥକଙ୍କ ସହ ପାର୍କରେ ବୈଠକ ଆରମ୍ଭ କରିବା ମାତ୍ରେ ସ୍ଥାନୀୟ…
ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ
ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ ପ୍ରକାରର ବିଦ୍ୟାଳୟ ବନ୍ଦ ରହିବ । ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ…

