ମାଟିତଳେ ୩୫ ଲକ୍ଷ ଟଙ୍କା ପୋତିଥିଲେ ମାଓବାଦୀ
ରାଞ୍ଚି/ବଣାଇଁ ୨୭ା୭(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ସୀମାନ୍ତ ଚାଇଁବସାର ସରଣ୍ଡା ଜଙ୍ଗଲରୁ ମିଳିଲା ପୁଳାପୁଳା ଟଙ୍କା ବିଡ଼ା। ସରଣ୍ଡା ଜଙ୍ଗଲରେ ମାଟି ତଳେ ମାଓବାଦୀମାନେ ଟଙ୍କା ଲୁଚାଇ ରଖିଥିବା ନେଇ ଗୋଇନ୍ଦା ବିଭାଗ ସୂଚନାକୁ ଭିତ୍ତି କରି ଗତକାଲି ସରଣ୍ଡାରେ କମ୍ବିଂ ଅପରେଶନ ସହିତ…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ମାସରେ ମହିଳାଙ୍କୁ ମିଳିବ…
ଭୁବନେଶ୍ୱର,୨୭ା୭: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କ ସୁଭଦ୍ରା ଟଙ୍କା ମିଳିବ। ଏ ବାବଦରେ ୧ ଲକ୍ଷ ୮୮ ହଜାର…
ଭାଜପାର ଟେନଶନ ବଢାଇଲା ବିଜେଡି, ଉପ ରାଷ୍ଟ୍ରପତି ନିର୍ବାଚନରେ…
ଭୁବନେଶ୍ୱର, ୨୭।୭: ଆଗାମୀ ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ଜାତୀୟ ରାଜନୀତି ସରଗରମ ରହିଥିବାବେଳେ ରାଜ୍ୟ ରାଜନୀତି ମଧ୍ୟ ଉଷ୍ମ ରହିଛି। ଚର୍ଚ୍ଚା ହେଉଛି ଆଗାମୀ ରାଷ୍ଟ୍ରପତି ପ୍ରାର୍ଥୀ ଭାଜପାରୁ ହିଁ ବେ। ତେବେ ଏନେଇ ଇଣ୍ଡିଆ ମେଣ୍ଟର ବିରୋଧୀ ଦଳ ବିରୋଧ…
ନବୀନଙ୍କ ବଡ଼ ଆକ୍ସନ, ସସ୍ପେଣ୍ଡ ହେଲେ ବଡ଼ ବିଜେଡି ନେତା
ଭୁବନେଶ୍ୱର,୨୭।୭: ବିଜେଡିରେ ବଡ଼ ହଲଚଲ। ନବୀନ ନେଲେ ବଡ଼ ଆକ୍ସନ। ବଳାତ୍କାର ମାମଲାରେ ଅମରେଶ ଜେନା ଗିରଫ ହେବା ପରେ ତାଙ୍କୁ ବିଜେଡିରୁ ନିଲମ୍ବିତ କରିଛନ୍ତି ନବୀନ। ଅମରେଶ ଗିରଫ ହେବା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ବିଜେଡି ସଭାପତି। ବିଜେଡି…
ବିଜେଡି କର୍ପୋରେଟର ଅମରେଶ ଜେନା ଗିରଫ: ନାବାଳିକା ବଳାତ୍କାର ମାମଲାରେ ବାଲେଶ୍ୱରରୁ ଧରିଲା କମିଶନରେଟ ପୋଲିସ
ନୀଳଗିରି/ଭୁବନେଶ୍ୱର,୨୭।୭(ପ୍ରଶାନ୍ତ କୁମାର ବିଶ୍ୱାଳ): ବିଜୁ ଜନତା ଦଳ (ବିଜେଡି) କର୍ପୋରେଟର ଅମରେଶ ଜେନାଙ୍କୁ ଭୁବନେଶ୍ୱର କମିଶନରେଟ ପୋଲିସ ବାଲେଶ୍ୱରରୁ ଗିରଫ କରିଛି। ନାବାଳିକାଙ୍କୁ ବଳାତ୍କାର, ଗର୍ଭନଷ୍ଟ, ପ୍ରତାରଣା ଓ ହତ୍ୟା ଧମକ ଅଭିଯୋଗରେ ଅମରେଶଙ୍କ ବିରୋଧରେ ଲକ୍ଷ୍ମୀସାଗର ଥାନାରେ ଏକ ମାମଲା…
ହରିଦ୍ୱାରର ମନସା ଦେବୀ ମନ୍ଦିରରେ ଦଳାଚକଟା, ୬ ଜଣଙ୍କ ମୃତ୍ୟୁ, ଅନେକ ଆହତ
ନୂଆଦିଲ୍ଲୀ,୨୭।୭: ଉତ୍ତରାଖଣ୍ଡର ହରିଦ୍ୱାରସ୍ଥିତ ମନସା ଦେବୀ ମନ୍ଦିରରେ ରବିବାର ଏକ ଭୟଙ୍କର ଦଳାଚକଟା ଘଟଣାରେ ୬ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଛି ଏବଂ ଅନେକ ଆହତ ହୋଇଛନ୍ତି। ଏହି ଘଟଣା ମନ୍ଦିରରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମା ହେବା କାରଣରୁ…
ଆମେରିକାରେ ବୋଇଙ୍ଗ ଜେଟ୍ରେ ଲାଗିଲା ନିଆଁ, ସ୍ଲାଇଡ୍ ଦେଇ ବାହାରିଲେ ଆତଙ୍କିତ ଯାତ୍ରୀ
ନୂଆଦିଲ୍ଲୀ,୨୭।୭: ଶନିବାର ଡେନଭର ଆନ୍ତର୍ଜାତୀୟ ବିମାନବନ୍ଦରରେ ଆମେରିକାନ ଏୟାରଲାଇନ୍ସର ଏକ ବୋଇଙ୍ଗ ୭୩୭ ମ୍ୟାକ୍ସ ୮ ଜେଟ୍ରେ ଲ୍ୟାଣ୍ଡିଂ ଗିଅର ସମସ୍ୟା ଯୋଗୁଁ ଟେକ୍ଅଫ୍ ବାତିଲ ହେବା ପରେ ନିଆଁ ଲାଗି ଧୂଆଁ ବାହାରିଥିଲା। ଏହି ଘଟଣାରେ ୧୭୩ ଜଣ ଯାତ୍ରୀ…
ଅନାସ୍ଥା ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ନବୀନ, ମୋହନଙ୍କୁ କହିଦେଲେ…
ଭୁବନେଶ୍ୱର,୨୭।୭: ରାଜ୍ୟରେ ଅନାସ୍ଥା ଚର୍ଚ୍ଚା ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ, ବିଜେଡିକୁ ଏକାଠି ହୋଇ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଆହ୍ବନ ଦେଇଛି। ତେବେ ଏହାରି ଭିତରେ ନବୀନ ପଟ୍ଟନାୟକ ମୁହଁ ଖୋଲିଛନ୍ତି। ସେ ଏକ୍ସରେ ପୋଷ୍ଟ କରି…
SCB ମେଡିକାଲରେ ଅବ୍ୟବସ୍ଥା: ଅଗ୍ନିନିରାପତ୍ତା ସିଲିଣ୍ଡରରେ ଝୁଲୁଛି ସାଲାଇନ
କଟକ,୨୭।୭(ଶିଳ୍ପା ପ୍ରିୟଦର୍ଶିନୀ): ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ (ଏସ୍ସିବି)ର ନ୍ୟୁ ମେଡିସିନ ବିଭାଗ ୱାର୍ଡରେ ଅବ୍ୟବସ୍ଥା ଦେଖାଦେଇଛି। ୱାର୍ଡରେ ରୋଗୀଙ୍କଠାରେ ଲାଗୁଥିବା ସାଲାଇନ ବୋତଲ ୱାର୍ଡରେ ଥିବା ଅଗ୍ନିନିରାପତ୍ତା ସିଲିଣ୍ଡରରେ ଝୁଲା ଯାଇଛି। କେବଳ ଏତିକି ନୁହେଁ କେଉଁଠି…
ହେବନାହିଁ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ, ଦିଲ୍ଲୀରୁ ଫେରି ମନମୋହନ ଦେଲେ ସରପ୍ରାଇଜ
ଭୁବନେଶ୍ୱର,୨୭।୭(ସୁନିତ୍ ମିଶ୍ର): ନୂଆଦିଲ୍ଲୀ ଗସ୍ତ ଶେଷକରି ଶନିବାର ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଓଡ଼ିଶା ଫେରିଛନ୍ତି। ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଓ ଅଦଳବଦଳ ହୋଇପାରେ ବୋଲି ଚର୍ଚ୍ଚା ଚାଲିଛି। ମନ୍ତ୍ରିମଣ୍ଡଳର ଏକ ଫେକ୍ ତାଲିକା ପ୍ରସ୍ତୁତ…
ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀଙ୍କୁ ବଳାତ୍କାର ଉଦ୍ୟମ, ଚର୍ଚ୍ଚାରେ ଏଫ୍ଏମ୍ ବିଶ୍ୱବିଦ୍ୟାଳୟ
ବାଲେଶ୍ୱର, ୨୭।୭ (ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମାହୁତି ନିଅଁାର ତାତି କମି ନ ଥିବାବେଳେ ଫକୀରମୋହନ ବିଶ୍ୱବିଦ୍ୟାଳୟର ଜଣେ ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀ ଶନିବାର…
ବୈତରଣୀ, ଜଳକାରେ ବନ୍ୟା: ବଢୁଛି ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ
ଭଣ୍ଡାରିପୋଖରୀ /ଆନନ୍ଦପୁର /ଯାଜପୁର /ବାଲେଶ୍ୱର / ଭୋଗରାଇ, ୨୭।୭(ରାଜେନ୍ଦ୍ର ଶତପଥୀ / ସୁଶାନ୍ତ କୁମାର ସାହୁ / ହର୍ଷବର୍ଦ୍ଧନ ବେହେରା /ବାଞ୍ଛାନିଧି ଦେ / ପ୍ରଦୀପ ଦାସ): ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଶନିବାର ଜଳସ୍ତର ହୁ ହୁ…
Archives


