ବଜେଟ୍ରେ ରେଳ ବିଭାଗକୁ ମିଳିଲା ବଡ଼ ଉପହାର
ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ପାର୍ଲାମେଣ୍ଟରେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। ଏଥର ବଜେଟ୍ରେ କ୍ରିପ୍ଟୋକରେନ୍ସି, ୫ଜି, କୃଷିଠାରୁ ପ୍ରତିରକ୍ଷା ପର୍ଯ୍ୟନ୍ତ ଅନେକ ବଡ ଘୋଷଣା କରାଯାଇଛି। ଏହା ବ୍ୟତୀତ ସରକାର ରେଳ ବିଭାଗ ପାଇଁ ଏକ ବାକ୍ସ ମଧ୍ୟ…
ପ୍ରଧାନମନ୍ତ୍ରୀ କହିଲେ ଏହା ୧୦୦ ବର୍ଷର ବିଶ୍ୱାସର ବଜେଟ
ନୂଆଦିଲ୍ଲୀ,୧ ।୨: ମଙ୍ଗଳବାର ଉପସ୍ଥାପିତ ହୋଇଛି ବଜେଟ ୨୦୨୨ । ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଏହି ବଜେଟ ୧୦୦ ବର୍ଷର ଭୟଙ୍କର ବିପତ୍ତି(କରୋନା ଭାଇରସ ବିଶ୍ୱ ମହାମାରୀ) ମଧ୍ୟରେ ଏହା ବିକାଶର ନୂଆ ବିଶ୍ୱାସ ନେଇ ଆସିଛି ।…
ଶସ୍ତା-ମହଙ୍ଗା…
ନୂଆଦିଲ୍ଲୀ, ୧।୨ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଚତୁର୍ଥ ଥର ପାଇଁ ମଙ୍ଗଳବାର ବଜେଟ ଉପସ୍ଥାପନ କରିବାକୁ ପାର୍ଲାମେଣ୍ଟକୁ ଆସିଥିଲେ। ବାଦାମୀ ରଙ୍ଗର ଶାଢ଼ି ପିନ୍ଧି ସେ ପୂର୍ବାହ୍ନ ୧୧ଟାରେ ଟାବଲେଟ୍ରୁ ଦ୍ୱିତୀୟଥର କାଗଜବିହୀନ ବଜେଟ ପାଠ କରିବା ଆରମ୍ଭ କରିଥିଲେ।…
ଅମୃତ ମହୋତ୍ସବ ବଜେଟ୍ରେ ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ, ଆୟକର ସୀମା ଅପରିବର୍ତ୍ତିତ…
ନୂଆଦିଲ୍ଲୀ, ୧।୨ : ବଜେଟରେ ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ। ଆୟକର ସୀମାରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଏହାର ସ୍ଲାବ୍ ପୂର୍ବ ପରି ରହିଛି। ସ୍ବାଧୀନତାର ଅମୃତ ମହୋତ୍ସବ ବଜେଟ୍ ନେଇ ସାଧାରଣ ଲୋକ ନିରାଶ ହୋଇଛନ୍ତି। କର୍ପୋରେଟ…
ହୀରା ଅଳଙ୍କାର-ଚାଷ ଉପକରଣ-ପୋଷାକ-ଚମଡ଼ା ସାମଗ୍ରୀ ଶସ୍ତା, କ୍ରିପ୍ଟୋକ୍ୟୁରେନ୍ସିରୁ ଆୟ ୩୦ ପ୍ରତିଶତ…
ନୂଆଦିଲ୍ଲୀ, ୧।୨ : ବଜେଟରେ ବିଦେଶରୁ ଆସୁଥିବା ଯନ୍ତ୍ରପାତି ଶସ୍ତା ହେବ ଏବଂ ଚାଷ ଉପକରଣ ମଧ୍ୟ ଶସ୍ତା ହେବ। ପୋଷାକ ଏବଂ ଚମଡ଼ା ସାମଗ୍ରୀ ଶସ୍ତା ହେବ। ହୀରା ଅଳଙ୍କାର ଉପରେ କଷ୍ଟମ ଡ୍ୟୁଟି ହ୍ରାସ କରାଯାଇଛି ଏବଂ ଛତା…
ଏକ ରାଷ୍ଟ୍ର-ଏକ ପଞ୍ଜିକରଣ, ୮ ରୋପ୍ ଓ୍ବେ,ଆରବିଆଇରେ ଡିଜିଟାଲ କରେନ୍ସି ବ୍ଲକ୍ ଚେନ୍, ମହିଳାଙ୍କ ପାଇଁ ପୋଷଣ-୨.୦…
ନୂଆଦିଲ୍ଲୀ, ୧।୨ : ଦେଶରେ ଏକ ରାଷ୍ଟ୍ର, ଏକ ପଞ୍ଜିକରଣ ନୀତି ପ୍ରଣୟନ କରାଯିବ। ରାଜ୍ୟମାନଙ୍କୁ ୧ ଲକ୍ଷ କୋଟି ଟଙ୍କା ଦିଆଯିବ। ମହିଳାମାନଙ୍କ ପାଇଁ ପୋଷଣ ୨.୦ ଯୋଜନା ଆରମ୍ଭ ହେବ। ୬୦ କିଲୋମିଟର ଲମ୍ବା ଆଠଟି ରୋପୱେ ନିର୍ମାଣ…
ସୌର ବିଦ୍ୟୁତ୍କୁ ପ୍ରୋତ୍ସାହନ, ପ୍ରତିରକ୍ଷା ଅନୁସନ୍ଧାନକୁ ୨୫ ପ୍ରତିଶତ, ୩ କୋଟି ପରିବାରଙ୍କୁ ପାନୀୟ ଜଳ, ୨ ଲକ୍ଷ ଅଙ୍ଗନୱାଡି ଅପଗ୍ରେଡ…
ନୂଆଦିଲ୍ଲୀ, ୧।୨ : ବଜେଟ୍ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ, ସୌର ବିଦ୍ୟୁତ୍ ଉତ୍ପାଦନ ପାଇଁ ୧୯,୫୦୦ କୋଟି ଟଙ୍କା ଆବଣ୍ଟନ ବୃଦ୍ଧି କରାଯାଇଛି ଏବଂ ଦେଶରେ ବୈଦ୍ୟୁତିକ ଯାନ ପାଇଁ ନୂତନ ଚାର୍ଜିଂ ଷ୍ଟେସନ ସ୍ଥାପନ…
ଗରିବଙ୍କ ପାଇଁ ୮୦ ଲକ୍ଷ ନୂଆ ଘର,ଚଳିତ ବର୍ଷରୁ ଚିପ୍ ପାସପୋର୍ଟ, ୧୦୦ ଗତି ଶକ୍ତି କାର୍ଗୋ…
ନୂଆଦିଲ୍ଲୀ, ୧।୨ : ବଜେଟ୍ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ, ୨୦୨୨-୨୩ ବର୍ଷରେ ଗରିବଙ୍କ ପାଇଁ ୮୦ଲକ୍ଷ ନୂଆ ଘର ନିର୍ମାଣ ହେବ। ଏଥି ପାଇଁ ୪୮,୦୦୦ କୋଟି ଟଙ୍କା ଆବଣ୍ଟନ କରାଯିବ। ସହରାଞ୍ଚଳରେ ନୂତନ ଘର…
୫ ବଡ଼ ନଦୀକୁ ସଂଯୋଗ ଯୋଜନା, ୨୫ ହଜାର କିଲୋମିଟର ରାଜପଥର ବିକାଶ, ୬୦ ଲକ୍ଷ ନୂଆ ଚାକିରି…
ନୂଆଦିଲ୍ଲୀ, ୧।୨ : ଆଗାମୀ ବର୍ଷରେ ୨୫ ହଜାର କିଲୋମିଟର ରାଜପଥର ବିକାଶ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଆଗାମୀ ୩ ବର୍ଷରେ ୪୦୦ ନୂତନ ବନ୍ଦେ ଭାରତ ଟ୍ରେନ ଆରମ୍ଭ ହେବ। ଦେଶରେ ୬୦ ଲକ୍ଷ ନୂତନ…
୨୦୨୨ ବଜେଟ୍,୨୫ ବର୍ଷର ବ୍ଲୁ ପ୍ରିଣ୍ଟ୍…
ନୂଆଦିଲ୍ଲୀ, ୧।୨ : ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ମଧ୍ୟରୁ ଭାରତ ଅନ୍ୟତମ। ୨୦୨୨ ବଜେଟରେ ଆଗାମୀ ୨୫ ବର୍ଷ ପାଇଁ ଏକ ବ୍ଲୁ ପ୍ରିଣ୍ଟ ଉପସ୍ଥାପିତ ହୋଇଛି। ଦେଶର…
ଅନ୍ତିମ ସଂସ୍କାର ପାଇଁ ଲମ୍ବା ଲାଇନ, ୮ ଦିନରେ ୬,୩୯୨ ଜୀବନ ନେଲାଣି କରୋନା…
ନୂଆଦିଲ୍ଲୀ, ୧।୨ : ଜାନୁୟାରୀ ୨୫ଠାରୁ ଦେଶରେ କରୋନା ଆକ୍ରାନ୍ତଙ୍କ ଦୈନିକ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୮ ଦିନରେ କରୋନା ମହାମାରୀ ୬,୩୯୨ ଜୀବନ ନେଲାଣି। ଏନେଇ କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଅନୁଯାୟୀ,…
ୟୁକ୍ରେନ୍ ପ୍ରସଙ୍ଗରେ ସୁରକ୍ଷା ପରିଷଦରେ ମତଦାନରୁ ବିରତ ରହିଲା ଭାରତ…
ଜେନେଭା, ୧।୨ : ୟୁକ୍ରେନ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଆଗରେ ଏକ ଗମ୍ଭୀର କୂଟ ନୈତିକ ଆହ୍ବାନ ସୃଷ୍ଟି ହୋଇଛି। ମୋଦି ସରକାରଙ୍କ ସାମ୍ନାରେ ନୂତନ ଏବଂ ପୁରୁଣା ବନ୍ଧୁମାନଙ୍କ ମଧ୍ୟରେ ଚୟନର ଏକ ଗୁରୁତ୍ୱପୂର୍ଣ୍ଣ ସଙ୍କଟ ଦେଖାଦେଇଛି…
Archives


