୨ ବର୍ଷ ପରେ ଅନ୍ତର୍ଜାତୀୟ ଉଡ଼ାଣ ଉପରୁ କଟକଣା ହଟିଲା, ମାର୍ଚ୍ଚ ୨୭ରୁ ପୁଣି ଆରମ୍ଭ…
ନୂଆଦିଲ୍ଲୀ,୮।୩ : କରୋନା ମହାମାରୀ ଯୋଗୁ ଗତ ୨ ବର୍ଷ ଧରି ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଉପରେ କଟକଣା ଜାରି ହୋଇଥିଲା। ତେବେ ୨୦୨୨ ମାର୍ଚ୍ଚ ୨୭ରେ ପୁଣି ଏହି ସେବା ଆରମ୍ଭ ହେବ। ଏନେଇ ମଙ୍ଗଳବାର କେନ୍ଦ୍ରୀୟ ବେସାମରିକ ବିମାନ…
ଆସିବନି ଚତୁର୍ଥ ଲହର, ଭାରତରେ କରୋନା ଶେଷ ମୁହାଁ, ବିଶେଷଜ୍ଞଙ୍କ ରିପୋର୍ଟ…
ନୂଆଦିଲ୍ଲୀ,୮।୩ : ଭାରତରେ କରୋନାର ତୃତୀୟ ଲହର କ୍ରମାଗତ ଭାବରେ ଦୁର୍ବଳ ହେଉଛି। ବର୍ତ୍ତମାନ ସାରା ଦେଶରେ କରୋନା ସକ୍ରିୟ ମାମଲା ମଧ୍ୟ ୫୦ ହଜାରକୁ ଖସି ଆସିଛି। ଏଭଳି ପରିସ୍ଥିତିରେ କରୋନା ସମ୍ବନ୍ଧରେ ସ୍ବାସ୍ଥ୍ୟ ବିଶେଷଜ୍ଞମାନଙ୍କ ପକ୍ଷରୁ ଜାରି ହୋଇଥିବା…
ଅଜ୍ଞାତ ସ୍ଥାନରେ ଲୁଚିଛନ୍ତି ଜେଲେନସ୍କି…
କ୍ୱିଭ୍,୮।୩ : ୟୁକ୍ରେନ୍ର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଅଜ୍ଞାତ ସ୍ଥାନରେ ଲୁଚି ରହିଛନ୍ତି। ତାଙ୍କୁ ସୁରକ୍ଷା ଦେବା ପାଇଁ ଆମେରିକାର ନୌସେନା ସିଲ ଏବଂ ବ୍ରିଟିଶ ଏସ୍ଏଏସ୍ କମାଣ୍ଡୋ ନିୟୋଜିତ କରାଯାଇଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଜେଲେନସ୍କିଙ୍କ ନିକଟକୁ ଏପରି…
ତାଲିବାନ୍ ଶାସନରେ ୪୦୦ ନାଗରିକଙ୍କୁ ହତ୍ୟା…
କାବୁଲ,୮।୩ : ଆଫଗାନିସ୍ତାନରେ ତାଲିବାନ୍ ଶାସନ ଆରମ୍ଭ ହେବାଠାରୁ ଇତିମଧ୍ୟରେ ୪୦୦ ନାଗରିକଙ୍କୁ ହତ୍ୟା କରାଯାଇଛି। ଏସମ୍ପର୍କରେ ଜାତିସଂଘ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ମୃତ ନାଗରିକଙ୍କ ମଧ୍ୟରୁ ୮୦ ପ୍ରତିଶତ ଅଧିକ ଲୋକଙ୍କୁ…
ପେଟ୍ରୋଲ-ଡିଜେଲ ଦାମ ଦୁଇଗୁଣା ହେବା ଆଶଙ୍କା ଘନେଇଲା…
ନୂଆଦିଲ୍ଲୀ/ଓ୍ବାଶିଂଟନ/ମସ୍କୋ,୮।୩ : ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ସୋମବାରରେକର୍ଡ ସ୍ତରରେ ପହଞ୍ଚିଛି। ୨୦୦୮ ଗତ ୧୪ ବର୍ଷ ପରେ ଏହା ସର୍ବୋଚ୍ଚ ସ୍ତର ଛୁଇଁଛି। ବ୍ରେଣ୍ଟ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା…
ମାର୍ଚ୍ଚ ୧୧ରେ ଭାରତ-ଚାଇନା କମାଣ୍ଡରସ୍ତରୀୟ ବୈଠକ…
ଲଦାଖ,୮।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ୧୫ ତମ ରାଉଣ୍ଡ ସାମରିକ କମାଣ୍ଡରସ୍ତରୀୟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଭାରତ ଏବଂ ଚାଇନା ଏକାଠି…
ଯୁଦ୍ଧର ବିଭୀଷିକା, ରାସ୍ତାରେ ମଣିଷ ମୃତଦେହ ଖାଉଛନ୍ତି କୁକୁର,୧୨ ହଜାର ରୁଷିଆ ସୈନ୍ୟ ମୃତ…
କ୍ୱିଭ୍/ମସ୍କୋ, ୮।୩ : ରୁଷିଆ ୟୁକ୍ରେନ୍ ମଧ୍ୟରେ ୧୩ ଦିନ ଧରି ଜାରି ରହିଛି। ଯୁଦ୍ଧର ବିଭୀଷିକା ସମଗ୍ର ମାନବ ଜାତିଙ୍କୁ ପୁଣିଥରେ ମର୍ମାହତ କରିଛି। ୟୁକ୍ରେନ୍ ରାସ୍ତାରେ ମୃତ ଦେଶ ଗୁଡ଼ିକ ଏଣେତେଣେ ପଡ଼ି ରହିଛି। ମୃତଦେହଗୁଡ଼ିକୁ କୁକୁର ଭିଡ଼ି…
ଯୁଦ୍ଧ ଶେଷ କରିବାକୁ ୟୁକ୍ରେନ୍ ସାମ୍ନାରେ ୪ଟି ସର୍ତ୍ତ ରଖିଲା ରୁଷିଆ
ମସ୍କୋ,୮ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୧୨ ଦିନ ପୂରଣ ହୋଇ ସାରିଛି । ଏହାରି ଭିତରେ ଯୁଦ୍ଧ ଶେଷ କରିବାକୁ ଦୁଇ ଦେଶ ମଧ୍ୟରେ କଥାବାର୍ତ୍ତା ହୋଇଥିଲେ ବି ଏହାର କୌଣସି ସମାଧାନ ବାହାରି ପାରି ନାହିଁ । ତେବେ ଯୁଦ୍ଧ…
ୟୁକ୍ରେନ୍ ଆକ୍ରମଣରେ ରୁଷିଆ ମେଜର ଜେନେରାଲଙ୍କ ମୃତ୍ୟୁ
କ୍ୱିଭ୍,୮ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୧୨ ଦିନ ପୂରଣ ହୋଇଛି । ଏବେବି ରୁଷିଆ ୟୁକ୍ରେନର ଅନେକ ସହରରେ ଆକ୍ରମଣ ଜାରି ରଖିଛି । ଖାର୍କିବର ଅଧିକାଂଶ ଅଞ୍ଚଳରେ ଆକ୍ରମଣ କରାଯାଉଛି । ଇତିମଧ୍ୟରେ ଦୁଇ ଦେଶ ମଧ୍ୟରେ ତୃତୀୟ ପର୍ଯ୍ୟାୟ…
ପୁଟିନଙ୍କ ସହ ୫୦ ମିନିଟ୍ କଥା ହେଲେ ମୋଦି
ନୂଆଦିଲ୍ଲୀ,୭।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୧୨ଦିନରେ ପହଞ୍ଚିଛି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ୫୦ ମିନିଟ କଥା ହୋଇଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ୟୁକ୍ରେନର ପରିସ୍ଥିତି ଉପରେ ଆଲୋଚନା କରାଯାଇଥିଲା। ଏହି…
କରୋନା ମୃତ୍ୟୁ କ୍ଷତିପୂରଣ, ନକଲି ମେଡ଼ିକାଲ ପ୍ରମାଣପତ୍ର ନେଇ ସୁପ୍ରିମ୍କୋର୍ଟଙ୍କ ଚିନ୍ତା ପ୍ରକଟ…
ନୂଆଦିଲ୍ଲୀ,୭।୩ : କରୋନା ମୃତ୍ୟୁ କ୍ଷତିପୂରଣ କ୍ଷେତ୍ରରେ ନକଲି ମେଡ଼ିକାଲ ପ୍ରମାଣ ପତ୍ର ଦାଖଲକୁ ନେଇ ସୁପ୍ରିମ୍କୋର୍ଟ ଚିନ୍ତା ପ୍ରକଟ କରିଛନ୍ତି। କୋର୍ଟ କହିଛନ୍ତି ଯେ, ଏଭଳି ପ୍ରମାଣପତ୍ର ଦ୍ୱାରା ଅଯୋଗ୍ୟ ଲୋକେ ଅନୁକମ୍ପାମୂଳକ କ୍ଷତିପୂରଣ ନେଉଛନ୍ତି। ଏହା ଅତ୍ୟନ୍ତ ଚିନ୍ତାର…
ଯୁଦ୍ଧ କରି ଫସିଗଲା ରୁଷିଆ
କ୍ୱିଭ୍,୭ା୩: ୟୁକ୍ରେନରେ ଚାଲିଥିବା ଯୁଦ୍ଧରେ ସାଧାରଣ ନାଗରିକଙ୍କୁ ରୁଷିଆ ଟାର୍ଗେଟ କରୁଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ରୁଷିଆ ଏହି ଅଭିଯୋଗକୁ ଅସ୍ବୀକାର କରିଛି। ଅଭିଯୋଗ ପରେ ରୁଷିଆ ବିରୋଧରେ ସମ୍ଭାବ୍ୟ ଯୁଦ୍ଧ ଅପରାଧିକ ମାମଲାରେ ତଦନ୍ତ ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ…
Archives


