Home Middle

ୟୁକ୍ରେନ୍ ରାଷ୍ଟ୍ରପତିଙ୍କ ସହ ପ୍ରଥମଥର କଥା ହେବେ ମୋଦି

ନୂଆଦିଲ୍ଲୀ,୭ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ୧୨ ଦିନରେ ପହଞ୍ଚିଛି । ହେଲେ ଏହାର କୌଣସି ସମାଧାନର ବାଟ ଏପର୍ଯ୍ୟନ୍ତ ବାହାରି ପାରିନାହିଁ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମଥର ଲାଗି ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର…

ପୋଲାଣ୍ଡ ସୀମାକୁ ଫେରିଲେ ୟୁକ୍ରେନ୍ ଗୁଳିମାଡରେ ଆହତ ଭାରତୀୟ ଛାତ୍ର

କ୍ୱିଭ/ନୂଆଦିଲ୍ଲୀ,୭ ।୩: ରୁଷିଆ-ୟୁକ୍ରେନ ଯୁଦ୍ଧରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଛି । ତେବେ କିଛିଦିନ ପୂର୍ବରୁ ଭାରତ ଫେରିବାକୁ ଅପେକ୍ଷା ରଖିଥିବା ଜଣେ ମେଡିକାଲ ଛାତ୍ର ୟୁକ୍ରେନରେ ଗୁଳିମାଡର ଶିକାର ହେବା ପରେ…

ଅଶୋଧିତ ତୈଳ ଦର ୧୪ ବର୍ଷ ପରେ ରେକର୍ଡସ୍ତରରେ…

ଓ୍ବାଶିଂଟନ,୭।୩ : ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ରେକର୍ଡ ସ୍ତରରେ ପହଞ୍ଚିଛି। ୨୦୦୮ ଗତ ୧୪ ବର୍ଷ ପରେ ଏହା ସର୍ବୋଚ୍ଚ ସ୍ତର ଛୁଇଁଛି। ବ୍ରେଣ୍ଟ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା…

୯ ଜିଲାର ୫୪ ବିଧାନସଭା ଆସନରେ ମତଦାନ ଜାରି…

ଲକ୍ଷ୍ନୌ,୭।୩ : ଉତ୍ତରପ୍ରଦେଶରେ ସପ୍ତମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ୯ ଟି ଜିଲ୍ଲାର ୫୪ ଟି ଆସନରେ ମତଦାନ ଆରମ୍ଭ ହୋଇଛି। ଚାନ୍ଦୁଲିର ଚାକିଆ ବିଧାନସଭା, ସୋନଭଦ୍ରର ରୋବର୍ଟସଗଞ୍ଜ ଏବଂ ମାଓବାଦୀ ପ୍ରଭାବିତ ଅଞ୍ଚଳ ଭାବରେ…

ଦୁର୍ନୀତି ସବୁ ସମସ୍ୟାର ମୂଳ

ଲକ୍ଷ୍ନୌ,୭।୩(ଆଇଏଏନ୍‌ଏସ୍‌): ଆଲ୍ଲାହାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ୍‌ ଜଣେ ସରକାରୀ ଡାକ୍ତରଙ୍କୁ ଆଗୁଆ ଜାମିନ ପ୍ରଦାନ କରିବାକୁ ମନା କରିଦେଇଛନ୍ତି। ପ୍ରତ୍ୟେକ ବ୍ୟବସ୍ଥାରେ ଦୁର୍ନୀତି ଉଇ ଭଳି, ଏହା ଥରେ ବ୍ୟବସ୍ଥା ମଧ୍ୟରେ ପ୍ରବେଶ କରିବା ପରେ ବଢ଼ିଚାଲେ ବୋଲି ଏହି ଅବସରରେ…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଯୁଦ୍ଧ ଲାଗି ୟୁକ୍ରେନରୁ ଅଧାରୁ ପାଠପଢ଼ା ଛାଡ଼ି ଭାରତ ଫେରି ଆସିଥିବା ଡାକ୍ତରୀ ଛାତ୍ରୀଛାତ୍ରଙ୍କ କ୍ୟାରିୟର ପାଇଁ ଚିନ୍ତା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏବେ ୟୁକ୍ରେନ୍‌ରେ ସଂକଟ ପରିସ୍ଥିତି ଉପୁଜିଛି। ଓଡ଼ିଶା ସମେତ ଭାରତର ହଜାର ହଜାର…

୬୦ ଲକ୍ଷ ଟପିଲା କୋଭିଡ୍‌ ମୃତ୍ୟୁ

ବ୍ୟାଙ୍କକ୍‌,୭।୩ : କୋଭିଡ୍‌ ମହାମାରୀ ତୃତୀୟ ବର୍ଷରେ ପହଞ୍ଚତ୍ଥିବାବେଳେ ରବିବାର ରାତି ସୁଦ୍ଧା ବିଶ୍ୱରେ ମୃତ୍ୟୁସଂଖ୍ୟା ୬୦ ଲକ୍ଷ ଅତିକ୍ରମ କରିଛି। ଆମେରିକାରେ କୋଭିଡ୍‌ ମୃତ୍ୟୁସଂଖ୍ୟା ୧୦ ଲକ୍ଷ ନିକଟବର୍ତ୍ତୀ ହୋଇଛି। ଓ୍ବାଲେର୍‌ଡାମିଟର ଅନୁଯାୟୀ ରବିବାର ରାତି ସୁଦ୍ଧା ବିଶ୍ୱରେ କୋଭିଡ୍‌…

କୃଷ୍ଣସାଗର ଉପରେ ରୁଷିଆ ନଜର

କ୍ୱିଭ୍‌, ୭ା୩: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣକୁ ରବିବାର ୧୧ ଦିନ ପୂରିଥିବାବେଳେ ଦକ୍ଷିଣ-ପୂର୍ବ ବନ୍ଦର ସହର ମାରିୟୁପୋଲରେ ଦ୍ୱିତୀୟ ଥର ସାମୟିକ ଭାବେ ଅସ୍ତ୍ରବିରତି ଘୋଷଣା କରାଯାଇଛି। ସାଧାରଣ ନାଗରିକ ସେଠାରୁ ସୁରକ୍ଷିତ ଭାବେ ବାହାରିବା ନିମନ୍ତେ ମାନବୀୟ କରିଡର…

ଜରୁରୀଭିତ୍ତିରେ ଫର୍ମ ପୂରଣ କର

ନୂଆଦିଲ୍ଲୀ,୭।୩ : ୟୁକ୍ରେନ୍‌ରୁ ଭାରତୀୟମାନଙ୍କୁ ଉଦ୍ଧାର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ସେଠାରେ ଆହୁରି ଅନେକ ରହିଯାଇଥିବାବେଳେ ଭାରତୀୟ ଦୂତାବାସ ପକ୍ଷରୁ ସେମାନଙ୍କ ପାଇଁ ରବିବାର ନୂଆ ଆଡଭାଇଜରି ଜାରି କରାଯାଇଛି। ୟୁକ୍ରେନ୍‌ ଓ ହଙ୍ଗେରିରେ ଥିବା ଦୂତାବାସ ସେମାନଙ୍କ ଟୁଇଟର…

‘ଗଙ୍ଗା’ ଅପରେଟ୍‌ କରୁଛନ୍ତି ସୁପର ୩୦

କ୍ୱିଭ୍‌,୭।୩: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ଭିତରେ ସେଠାରେ ଫସି ରହିଥିବା ଭାରତୀୟ ଛାତ୍ରୀଛାତ୍ରମାନଙ୍କୁ ନିଜ ଦେଶକୁ ଫେରାଇ ଆଣିବା ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ। ଏହାର ସଫଳ ରୂପାୟନ ପାଇଁ ଭାରତ ସରକାର ବିଭିନ୍ନ ପନ୍ଥା ଆପଣାଉଥିବାବେଳେ ଉଦ୍ଧାର କାର୍ଯ୍ୟରେ ପ୍ରମୁଖ…

ବିଶ୍ୱ ଅର୍ଥନୀତି ପ୍ରଭାବିତ

ମସ୍କୋ/ଓ୍ବାଶିଂଟନ/ଲଣ୍ଡନ,୭ା୩: ଆମେରିକା ଓ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ୟୁକ୍ରେନ୍‌ ଆକ୍ରମଣକୁ ନେଇ ରୁଷିଆ ଉପରେ ଗୋଟିଏ ପରେ ଗୋଟିଏ ଆର୍ଥିକ କଟକଣା ଜାରି କରିବାରେ ଲାଗିଛନ୍ତି। ଆଧୁନିକ ବିଶ୍ୱର ଇତିହାସରେ ଅଦ୍ୟାବଧି କୌଣସି ବୃହତ୍‌ ଅର୍ଥନୀତି ବିରୋଧରେ ଏତେ କଠୋର କଟକଣା ଲାଗି…

ଭାରତରେ ଅତ୍ୟାବଶ୍ୟକ ସାମଗ୍ରୀ ଆହୁରି ମହଙ୍ଗା ହେବ

ନୂଆଦିଲ୍ଲୀ, ୭ା୩ : ସୋମବାର ସପ୍ତମ ପର୍ଯ୍ୟାୟ ଉତ୍ତର ପ୍ରଦେଶ ନିର୍ବାଚନ ଶେଷ ହେବା ପରେ ଭାରତରେ ତୈଳ ଓ ଗ୍ୟାସ୍‌ ଦର ବୃଦ୍ଧି ପାଇବ। ତଦନୁସାରେ ପରିବହନଜନିତ ଖର୍ଚ୍ଚ ଏବଂ ମୁଦ୍ରାସ୍ଫୀତି ମଧ୍ୟ ବଢ଼ିବ। ଫଳରେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକ ଆହୁରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri