Home Middle

ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀଙ୍କୁ ବଳାତ୍କାର ଉଦ୍ୟମ, ଚର୍ଚ୍ଚାରେ ଏଫ୍‌ଏମ୍‌ ବିଶ୍ୱବିଦ୍ୟାଳୟ

ବାଲେଶ୍ୱର, ୨୭।୭ (ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମାହୁତି ନିଅଁାର ତାତି କମି ନ ଥିବାବେଳେ ଫକୀରମୋହନ ବିଶ୍ୱବିଦ୍ୟାଳୟର ଜଣେ ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀ ଶନିବାର…

ବୈତରଣୀ, ଜଳକାରେ ବନ୍ୟା: ବଢୁଛି ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ

ଭଣ୍ଡାରିପୋଖରୀ /ଆନନ୍ଦପୁର /ଯାଜପୁର /ବାଲେଶ୍ୱର / ଭୋଗରାଇ, ୨୭।୭(ରାଜେନ୍ଦ୍ର ଶତପଥୀ / ସୁଶାନ୍ତ କୁମାର ସାହୁ / ହର୍ଷବର୍ଦ୍ଧନ ବେହେରା /ବାଞ୍ଛାନିଧି ଦେ / ପ୍ରଦୀପ ଦାସ): ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଶନିବାର ଜଳସ୍ତର ହୁ ହୁ…

ଆୟୁଷ୍ମାନ ଭାରତ ଯୋଜନାରେ ୧.୨୧ ଲକ୍ଷ କୋଟି ଟଙ୍କାର ବିଲ୍ ବକେୟା: ଆଇଏମଏର ଚେତାବନୀ

ନୂଆଦିଲ୍ଲୀ,୨୭।୭: ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (AB PM-JAY) ଅଧୀନରେ ୯.୮୪ କୋଟିରୁ ଅଧିକ ହସ୍ପିଟାଲ ଭର୍ତ୍ତି ଅନୁମୋଦିତ ହୋଇଛି, ଏବଂ ଏଥିପାଇଁ ୧.୪୦ ଲକ୍ଷ କୋଟି ଟଙ୍କାରୁ ଅଧିକ ପେମେଣ୍ଟ କରାଯାଇଛି ବୋଲି ସରକାର ଶୁକ୍ରବାର…

ଏନ୍‌କାଉଣ୍ଟରରେ ଟଳିଲେ ୪ ମାଓବାଦୀ, ଏବେ ବି ଜାରି ରହିଛି ଗୁଳିବର୍ଷଣ

ରାୟପୁର,୨୬ା୭: ଛତିଶଗଡ଼ର ବିଜାପୁର ଜିଲାରେ ଶନିବାର ସୁରକ୍ଷାବାହିନୀକୁ ଏକ ବଡ଼ ସଫଳତା ମିଳିଛି। ମାଓବାଦୀମାନଙ୍କ ସହିତ ଚାଲିଥିବା ଏନ୍‌କାଉଣ୍ଟରରେ ସୁରକ୍ଷାବାହିନୀ ଏପର୍ଯ୍ୟନ୍ତ ୪ ଜଣ ମାଓବାଦୀଙ୍କୁ ହତ୍ୟା କରିଛନ୍ତି। ଜଣେ ପୋଲିସ ଅଧିକାରୀ ପିଟିଆଇକୁ କହିଛନ୍ତି ଯେ, ସୁରକ୍ଷାବାହିନୀ ଏବଂ ମାଓବାଦୀଙ୍କ…

କାହିଁକି ମୋଦି ନେଲେ ଏଭଳି ନିଷ୍ପତ୍ତି? ମାଳଦ୍ୱୀପ ଗସ୍ତ ଶେଷ କରି ଦିଲ୍ଲୀ ବଦଳରେ ସିଧା…ଜାଣନ୍ତୁ

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଳଦ୍ୱୀପ ଗସ୍ତ ଶେଷ ହୋଇଛି। ସେ ମାଲଦ୍ୱୀପରୁ ଭାରତ ଫେରୁଛନ୍ତି, କିନ୍ତୁ ଦିଲ୍ଲୀ ନ ଆସି ସିଧାସଳଖ ତାମିଲନାଡୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବିମାନ ରାତିରେ ତାମିଲନାଡୁରେ ଅବତରଣ କରିବ। ବ୍ରିଟେନ ଗସ୍ତ ଶେଷ କରି ମୋଦି…

ମାଳଦ୍ୱୀପର ସ୍ବାଧୀନତା ଦିବସ ପାଳନ ଉତ୍ସବରେ ମୁଖ୍ୟ ଅତିଥି ହେଲେ ମୋଦି, ମୁଇଜୁଙ୍କ ସହ ଫଟୋ ଦେଖି ଚାଇନାର…

ମାଲେ/ନୂଆଦିଲ୍ଲୀ,୨୬ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଳଦ୍ୱୀପ ଗସ୍ତ ଆଜି ଅର୍ଥାତ୍‌ ୨୬ ଜୁଲାଇରେ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ରାଜଧାନୀ ମାଲେରେ ମାଳଦ୍ୱୀପର ୬୦ତମ ସ୍ବାଧୀନତା ଦିବସରେ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ଯାହା ଚୀନ ସମେତ ସମଗ୍ର ବିଶ୍ୱ ପାଇଁ…

ଶିକ୍ଷାର୍ଥୀଙ୍କ ନିରାପତ୍ତା ପାଇଁ ଜାରି ହେଲା ଗାଇଡ୍‌ଲାଇନ୍‌, ଏଥିରେ ରହିଛି…

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଶିକ୍ଷାର୍ଥୀଙ୍କ ନିରାପତ୍ତା ପାଇଁ ଜାରି ହୋଇଛି ଗାଇଡ୍‌ଲାଇନ୍‌। ଏନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦିଆଯାଇଛି। ବିଦ୍ୟାଳୟଗୁଡ଼ିକର ନିରାପତ୍ତା ଯାଞ୍ଚ ବାଧ୍ୟତାମୂଳକ ବୋଲି ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ ରହିଛି। ଶିକ୍ଷାର୍ଥୀଙ୍କ ମନସ୍ତାତ୍ତ୍ବିକ ବିକାଶ…

ଅନାସ୍ଥା ପ୍ରସ୍ତାବ: ବିଜେଡି ଦେଲା ସଙ୍କେତ, ଏବେ ଭାଙ୍ଗିବ ସରକାର!

ଭୁବନେଶ୍ୱର,୨୬।୭: ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ ଓ ବିଜେଡି ମିଶି ଭାଜପା ସରକାରଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପିସିସି ସଭାପତି ଭକ୍ତ ଚରଣ ଦାସ ଆହ୍ବନ ଦେଇଛନ୍ତି। ଯାହାକୁ ନେଇ ଏବେ…

ସଫେଇ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ୧୦ ଲକ୍ଷର ଜୀବନବୀମା ସହ ମିଳିବ….

ଭୁବନେଶ୍ୱର,୨୬।୭: ସଫେଇ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ସଫେଇ କର୍ମଚାରୀ ୧୦ ଲକ୍ଷର ଜୀବନବୀମା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଲୋକସେବା ଭବନରେ ‘ଗରିମା’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା…

ବନ୍ଧାହେଲେ କୋଟିପତି ଜଙ୍ଗଲବାବୁ: ଘରୁ ମିଳିଥିଲା ୧ କୋଟି ୪୩ ଲକ୍ଷ ଟଙ୍କା, ଦେଢ଼ କେଜି ସୁନା

ଭୁବନେଶ୍ୱର,୨୬।୭: ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଶନିବାର ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ତାଙ୍କୁ ଗିରଫ କରିଛି। ଗୋଟିଏ ଦିନ ପୂର୍ବରୁ ରାମଚନ୍ଦ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିଲା। ତାଙ୍କ ଘରୁ ନଗଦ…

ଚାଇନା ନମ୍ବର-୧, ଭାରତ ୨: ଏହି ତାଲିକାରେ ପଛରେ ପଡ଼ିଲା ଆମେରିକା

ନୂଆଦିଲ୍ଲୀ,୨୬।୭: ଭାରତ କୋଇଲା ଉତ୍ପାଦନ କ୍ଷେତ୍ରରେ ବିଶ୍ୱର ଦ୍ୱିତୀୟ ସର୍ବବୃହତ ଅର୍ଥନୀତି ପାଲଟିଛି। ଚାଇନା ୪୭୮୦.୦ ନିୟୁତ ଟନ କୋଇଲା ସହିତ ଶୀର୍ଷ ସ୍ଥାନ ହାସଲ କରିଛି। ଭାରତର ଉତ୍ପାଦନ ୧୦୮୫.୧ ନିୟୁତ ଟନ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଯେ,…

ବିଶ୍ୱର ସବୁଠୁ ଲୋକପ୍ରିୟ ନେତା ହେଲେ ମୋଦି: ଆସିଲା ଚମ୍‌କାଇବା ଭଳି ରିପୋର୍ଟ

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ବିଶ୍ୱ ସମ୍ମୁଖରେ ନିଜର ଦକ୍ଷତା ପ୍ରମାଣିତ କରିଛନ୍ତି। ସେ ପୁଣି ଥରେ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବରେ ଉଭା ହୋଇଛନ୍ତି। ଆମେରିକୀୟ ବ୍ୟବସାୟିକ ଗୋଇନ୍ଦା କମ୍ପାନୀ ମର୍ଣ୍ଣିଂ କନସଲ୍ଟ ଜୁଲାଇ ୨୦୨୫ର ସଦ୍ୟତମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri