Home Middle

‘ଓମିକ୍ରନ ଭଳି ନୂଆ ନୂଆ ଭାରିଆଣ୍ଟ ଆଗକୁ ଆସିବ’

ନୂଆଦିଲ୍ଲୀ,୨୪।୧: ସାରା ବିଶ୍ୱରେ ବଢ଼ୁଥିବା ଓମିକ୍ରନ ମାମଲାକୁ ଲକ୍ଷ୍ୟ କରି ଟିକାକରଣକୁ ଜୋରଦାର କରିବା ଏବଂ ମାସ୍କ ପିନ୍ଧିବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପରାମର୍ଶ ଦିଆଯାଇଛି । ଓମିକ୍ରନ କରୋନାର ଶେଷ ନୁହଁ । ଏହା ପରେ ମଧ୍ୟ ମ୍ୟୁଟେସନ…

ୟୁକ୍ରେନ୍‌ ପାଲଟିଛି ଚେସ୍‌ ବୋର୍ଡର ମୋହରା…

ଓ୍ବାଶିଂଟନ/ମସ୍କୋ/କାଇଭ୍‌, ୨୪।୧ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଜିବିଗ୍ନିୟେବ ବ୍ରୁିଜେନ୍ସକି ଦଶନ୍ଧି ପୂର୍ବରୁ ତାଙ୍କ ପୁସ୍ତକ ‘ଦ ଗ୍ରାଣ୍ଡ ଚେସ ବୋର୍ଡ’ରେ ଏହି ପ୍ରଶ୍ନ ଉଠାଇଥିଲେ ଯେ ଆମେରିକା ୟୁକ୍ରେନକୁ କାହିଁକି ସହାୟତା କରିବ…

ଆମେରିକାର କଡ଼ା ଚେତାବନୀ, ୟୁକ୍ରେନ୍‌ ସମସ୍ୟା ମଧ୍ୟରେ ତାଇଓ୍ବାନଠାରୁ ଦୂରେଇ ରହୁ ଚାଇନା…

ଓ୍ବାଶିଂଟନ, ୨୪।୧ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ବୃଦ୍ଧି ପାଉଥିବା ଯୁଦ୍ଧ ଆଶଙ୍କା ମଧ୍ୟରେ ଆମେରିକା ଚାଇନାକୁ ଚେତାବନୀ ଦେଇଛି। ତାଇୱାନ ମାମଲାରେ ହସ୍ତକ୍ଷେପ ନ କରି ଦୂରେଇ ରହିବାକୁ ଆମେରିକା ପକ୍ଷରୁ କୁହାଯାଇଛି। ୟୁକ୍ରେନ୍‌ ସମସ୍ୟାର ସୁଯୋଗ ନ…

୩୧ ଜାନୁୟାରୀ ପର୍ଯ୍ୟନ୍ତ ସବୁ ସ୍କୁଲ୍‌ ବନ୍ଦ, ସରକାରଙ୍କ ଘୋଷଣା…

ଡେରାଡୁନ୍‌, ୨୪।୧ : ଉତ୍ତରାଖଣ୍ଡରେ ସମସ୍ତ ସ୍କୁଲ୍‌ କଲେଜକୁ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବନ୍ଦ କରାଯିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସ୍କୁଲ ସହିତ ସମସ୍ତ ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି ହୋଇଛି। କରୋନା ସଂକ୍ରମଣକୁ…

ଘନ କୁହୁଡ଼ି ଯୋଗୁ ୪୮୧ ଟ୍ରେନ୍‌ ବାତିଲ…

ନୂଆଦିଲ୍ଲୀ, ୨୪।୧ : ସାରା ଦେଶରେ ପ୍ରବଳ ଥଣ୍ଡା ଏବଂ ଘନ କୁହୁଡ଼ି ଯୋଗୁ ରେଲଓ୍ବେର ସମସ୍ୟା ବୃଦ୍ଧି ପାଇଛି। ଘନ କୁହୁଡ଼ି ଯୋଗୁ ୪୮୧ ଟ୍ରେନକୁ ବାତିଲ କରାଯାଇଛି। ଏହା ସହିତ ବହୁ ସ୍ଥାନରେ ଟ୍ରାକର ମରାମତି କାର୍ଯ୍ୟ ମଧ୍ୟ…

ଓମିକ୍ରନ୍‌ ଏବେ ଛୋଟ ସହର-ଗାଁ ମୁହାଁ…

ନୂଆଦିଲ୍ଲୀ, ୨୪।୧ : ଭାରତରେ କରୋନା ମହାମାରୀର ତୃତୀୟ ଲହର ବିଷୟରେ ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି। କେରଳର କୋଚି, ଆଇଏମଏରେ କରୋନା ଟାସ୍କ ଫୋର୍ସର ଉପଦେଷ୍ଟା ଡ. ରାଜୀବ ଜୟଦେବନ କହିଛନ୍ତି ଯେ ଏବେ ଓମିକ୍ରନ୍‌ ସଂକ୍ରମଣ ଛୋଟ ସହର ଏବେ…

ସିରିଆରେ ଗୃହଯୁଦ୍ଧ, ଆଇଏସ୍‌-କୁର୍ଦ୍ଦ ସୈନ୍ୟ ମୁହାଁମୁହିଁ…

ଦାମାସ୍‌କସ୍‌, ୨୪।୧ : ସିରିଆରେ ଇସଲାମିକ ଷ୍ଟେଟ (ଆଇଏସ) ଆତଙ୍କବାଦୀ ଏବଂ କୁର୍ଦ୍ଦ ସୈନ୍ୟଙ୍କ ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ୧୩୬ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଆତଙ୍କବାଦୀ ଏବଂ କୁର୍ଦ୍ଦ ବାହିନୀ ମଧ୍ୟରେ ଏହି ବିବାଦ ଗୁରୁବାର ଠାରୁ…

ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ …

ନୂଆଦିଲ୍ଲୀ, ୨୪।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଗତ ୨୪ ଘଣ୍ଟାରେ ୩ ଲକ୍ଷ ୬ ହଜାର ୬୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି…

ଆମେରିକା ସେନା ଛାଡି ଯାଇଥିବା ଅସ୍ତ୍ରଶସ୍ତ୍ରକୁ ବିକ୍ରି କରୁଛି ତାଲିବାନ

ଶ୍ରୀନଗର,୨୪ ।୧: ଆଫଗାନିସ୍ତାନକୁ ତାଲିବାନ ନିଜ କବଜାକୁ ନେବା ପରେ ସେଠାରେ ଥିବା ଆମେରିକା ସେନାଙ୍କର ହୋଇଥିଲା ଘର ବାହୁଡା । ହେଲେ ଆମେରିକା ସେନା ଆଫଗାନିସ୍ତାନରେ କିଛି ଅସ୍ତ୍ରଶସ୍ତ୍ର ଛାଡି ଆସିଥିଲେ । ଏବେ ଏହାକୁ ତାଲିବାନ ବିକ୍ରି କରୁଥିବା…

୬୨ ପ୍ରତିଶତ ଅଭିଭାବକ ପିଲାଙ୍କୁ ସ୍କୁଲ ଛାଡ଼ିବାକୁ ଅମଙ୍ଗ…

ମୁମ୍ବାଇ, ୨୪।୧ : ସୋମବାରଠାରୁ ମହାରାଷ୍ଟ୍ରରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲିବା ଲାଗି ସରକାର ଘୋଷଣା କରିଛନ୍ତି। ଏହା ଦ୍ୱାରା ଏବେ ବିଦ୍ୟାଳୟରେ ଅଫଲାଇନ ଶିକ୍ଷା ଆରମ୍ଭ ହେବ। କୋଭିଡ ନିୟମ ଅନୁସରଣ କରି ବିଦ୍ୟାଳୟରେ ଶିକ୍ଷାଦାନ କରାଯିବ।…

ଛିଣ୍ଡୁନି ଭାଗବଣ୍ଟା, ୨୦୮ ଆସନ ନେଇ ସସ୍‌ପେନ୍ସ୍‌ ଜାରି…

ଲକ୍ଷ୍ନୌ, ୨୪।୧ : ଉତ୍ତରପ୍ରଦେଶ ପାଇଁ ଭାଜପା ଏବଂ ସହଯୋଗୀଙ୍କ ମଧ୍ୟରେ ଆସନ ଭାଗବଣ୍ଟା ଛିଣ୍ଡୁନି। ବୈଠକ ପରେ ବୈଠକ ଶେଷ ହେଲେ ବି ରାଜ୍ୟର ୨୦୮ ବିଧାନସଭା ଆସନ ନେଇ ସସ୍‌ପେନ୍ସ୍‌ ଜାରି ରହିଛି। ଏଥିପାଇଁ ନିର୍ବାଚନ ପାଖେଇ ଆସୁଥିଲେ…

ଟିକା ନେଇ ନ ଥିବା ଲୋକଙ୍କ ପାଇଁ ଘାତକ ହେବ ଓମିକ୍ରନ୍‌: ଡବ୍ଲୁଏଚଓ

ଜେନେଭା,୨୪ ।୧: କରୋନା ସଂକମ୍ରଣ ମାମଲା କିଛିଦିନ ହେବ ୩୩ ପ୍ରତିଶତ ବୃଦ୍ଧି ହୋଇଛି । ସେହିପରି ଏହାଯୋଗୁ ମୃତ୍ୟୁ ସଂଖ୍ୟାରେ ବି ୪୪ ପ୍ରତିଶତ ବୃଦ୍ଧି ହୋଇଛି । ତେବେ ସାରା ଦେଶରେ ସଂକ୍ରମଣ ୮ ପ୍ରତିଶତ ଓ ମୃତ୍ୟୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri