Home Middle

ଓଡ଼ିଶାର କମାଣ୍ଡୋ ଦେବାଶିଷ ସେଠୀ-ସୁଧୀର କୁମାର ଟୁଡୁଙ୍କୁ ଶୌର୍ଯ୍ୟ ଚକ୍ର…

ନୂଆଦିଲ୍ଲୀ, ୩୧।୫ : ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୀରତା ପୁରସ୍କାର ପ୍ରଦାନ କରିଛନ୍ତି। ଓଡ଼ିଶାର କମାଣ୍ଡୋ ଶହୀଦ୍‌ ଦେବାଶିଷ ସେଠୀ ଏବଂ ସୁଧୀର କୁମାର ଟୁଡୁଙ୍କୁ ମରଣୋପରାନ୍ତ ଶୌର୍ଯ୍ୟ ଚକ୍ର ପ୍ରଦାନ କରାଯାଇଛି। ଓଡ଼ିଶା ପୋଲିସ କମାଣ୍ଡୋ ଦେବଶିଷ ସେଠୀ ଏବଂ…

ଭାଜପାକୁ ମିଳିଛି କଂଗ୍ରେସ ଠାରୁ ୬ ଗୁଣା ଅଧିକ ଚାନ୍ଦା…

ନୂଆଦିଲ୍ଲୀ, ୩୧।୫ : ଶାସକ ଦଳ ଭାଜପା ବର୍ତ୍ତମାନ ଦେଶର ସବୁଠାରୁ ଧନୀ ଦଳ। ୨୦୧୯-୨୦ ଏଡିଆର୍‌ ରିପୋର୍ଟ ଅନୁଯାୟୀ, ମୋଟ ସମ୍ପତ୍ତି ପରିମାଣରେ ଭାଜପା ଦେଶର ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ଏକ ନମ୍ବର ସ୍ଥାନରେ ଥିବାବେଳେ ଦେଶର ସର୍ବ ପୁରାତନ…

ଶ୍ରୀଲଙ୍କାକୁ ୧୫ ହଜାର ଲିଟର କିରୋସିନ ପଠାଇଲା ଭାରତ, ୭ ଶହ ଧୀବରଙ୍କୁ ମିଳିବ ସହାୟତା…

ନୂଆଦିଲ୍ଲୀ/କଲମ୍ବୋ, ୩୧।୫ : ସ୍ବାଧୀନତା ପରଠାରୁ ଶ୍ରୀଲଙ୍କା ସବୁଠୁ ବଡ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ଖାଲି ହୋଇ ଯାଇଛି। ଫଳରେ ଖାଦ୍ୟ ସାମଗ୍ରୀ, ଇନ୍ଧନ ଏବଂ ଔଷଧ ଭଳି ଅତ୍ୟାବଶ୍ୟକ ଜିନିଷ ଆମଦାନୀରେ…

୫୧ ଲୋକଙ୍କୁ ପଥର ଫିଙ୍ଗି ମୃତ୍ୟୁ ଦଣ୍ଡାଦେଶ…

ତେହେରାନ, ୩୧।୫ : ଇରାନରେ, ୫୧ ଜଣଙ୍କୁ ପଥର ଫିଙ୍ଗି ମୃତ୍ୟୁ ଦଣ୍ଡାଦେଶ ନିର୍ଦ୍ଦେଶ ଜାରି କରାଯାଇଛି। ବୈବାହିକ ସମ୍ପର୍କରେ ନିଜ ସାଥୀଙ୍କୁ ପ୍ରତାରଣା କରିଥିବାରୁ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ଏଭଳି ମୃତ୍ୟୁଦଣ୍ଡ ଦିଆଯାଇଛି। ଏହି ଲୋକମାନଙ୍କୁ ପଥର ଫିଙ୍ଗି…

ତାଇଓ୍ବାନ ଆକାଶ ମାର୍ଗରେ ୩୦ ଚାଇନା ବିମାନର ଅନୁପ୍ରବେଶ…

ତାଇପେ, ୩୧।୫ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ତାଇୱାନକୁ ସମର୍ଥନ କରିବା ପରେ ଚାଇନା କ୍ରୋଧରେ ଲାଲ ହୋଇଯାଇଛି। ବାଇଡେନଙ୍କ ଘୋଷଣା ପରେ ଚାଇନାର ୩୦ଟି ଯୁଦ୍ଧ ବିମାନ ଏକାସାଙ୍ଗରେ ତାଇୱାନର ଆକାଶ ମାର୍ଗରେ ଅନୁପ୍ରବେଶ କରିଛି। ଚାଇନାର ଯୁଦ୍ଧ…

ବାଇଡେନ-ପୁଟିନ୍‌-ଜିନପିଙ୍ଗ୍‌-କିମ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ କଳ୍ପନାଜଳ୍ପନା…

ଓ୍ବାଶିଂଟନ/ମସ୍କୋ/ବେଜିଂ/ପୋଙ୍ଗୟାଙ୍ଗ, ୩୧।୫ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌, ଚାଇନା ଏବଂ ରୁଷିଆ ପ୍ରତିପକ୍ଷ ଶି ଜିନପିଙ୍ଗ୍‌ ଏବଂ ଭ୍ଲାଦିମିର ପୁଟିନଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଅନ୍ତର୍ଜାତୀୟସ୍ତରରେ ନାନା କଳ୍ପନାଜଳ୍ପନା ଜାରି ରହିଛି। ୭୯ ବର୍ଷିୟ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ବାର୍ଦ୍ଧକ୍ୟ…

୧୦ କୋଟି ହିତାଧିକାରୀଙ୍କ ସଞ୍ଚୟ ଖାତାକୁ ୨୧ ହଜାର କୋଟି ଗଲା…

ନୂଆଦିଲ୍ଲୀ, ୩୧।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନା ଅନ୍ତର୍ଗତ ୧୦ କୋଟିରୁ ଅଧିକ ହିତାଧିକାରୀଙ୍କ ସଞ୍ଚୟ ଖାତାକ ୨୧ ହଜାର କୋଟି ଟଙ୍କା ପଠାଇଛନ୍ତି। କରିଛନ୍ତି। ପିଏମ-କିଷାନ ଯୋଜନା ଏକାଦଶ କିସ୍ତି…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା କମିଲା…

ନୂଆଦିଲ୍ଲୀ, ୩୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

ରିଜ ମଇଦାନରେ ମୋଦି

ଶିମଲା,୩୧ ।୫: ଭାରତୀୟ ଜନତା ପାର୍ଟି(ଭାଜପା)ଶାସନକୁ ୮ ବର୍ଷ ପୂରଣ ହୋଇଛି । ଏହି ବର୍ଷ ପୂର୍ତ୍ତିର ଖୁସି ମୁହୂର୍ତ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଶିମଲାର ରିଜ ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ମୋଦିଙ୍କୁ ପାଖରୁ ଦେଖିବା ଓ…

ବ୍ରଜରାଜନଗର ଉପନିର୍ବାଚନ: ଭୋଟ ଗ୍ରହଣ ଆରମ୍ଭ

ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳ ୭ରୁ ମତଦାନ ଆରମ୍ଭ ହୋଯାଇଛି। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଚାଲିବ। ଏନେଇ ଭୋଟର ନିଜ ନିଜ ବୁଥକୁ ଆସି ମତ ସାବ୍ୟସ୍ତ କରୁଛନ୍ତି। ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳ…

ଆଜି ବ୍ରଜରାଜନଗର ଉପନିର୍ବାଚନ

ଭୁବନେଶ୍ୱର,୩୧ା୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ମଙ୍ଗଳବାର ସକାଳ ୭ଟାରୁ ସା ୬ଟା ପର୍ଯ୍ୟନ୍ତ ଚାଲିବ। ଏହି ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳ ଓ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ ମୋଟ ୧୧ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ମୋଟ ୨,୧୪, ୮୭୮ ଭୋଟର ନିଜର ମତଦାନ…

ଦିଲ୍ଲୀ ସ୍ବାସ୍ଥ୍ୟ ମନ୍ତ୍ରୀ ଗିରଫ

ନୂଆଦିଲ୍ଲୀ,୩୦।୫: ବେଆଇନ୍‌ ଅର୍ଥ କାରବାରରେ ଦିଲ୍ଲୀ ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦର ଜୈନ ସୋମବାର ଗିରଫ ହୋଇଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦ୍ୱାରା ତାଙ୍କୁ ଗିରଫ କରାଯାଇଛି। ଏହା ପୂର୍ବରୁ ଏହି ମାମଲାରେ ଇଡି ତାଙ୍କୁ ଅନେକ ଥର ଜେରା କରିଥିଲା। ଶେଷରେ ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?