ଯୁଦ୍ଧବିରତି ସଙ୍କେତ
କ୍ୱିଭ/ମସ୍କୋ,୨୮ା୨: ପୂର୍ବ ୟୁରୋପୀୟ ରାଷ୍ଟ୍ର ୟୁକ୍ରେନ୍ ଉପରେ ରୁଷିଆର ବର୍ବରତା ଜାରି ରହିଥିବାବେଳେ ପ୍ରଥମ ଥର ପାଇଁ ଯୁଦ୍ଧ ବିରତିର ସଙ୍କେତ ମିଳିଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କ ଶକ୍ତିଶାଳୀ ସେନା ଲଗାତର ଚତୁର୍ଥ ଦିନ ଧରି ୟୁକ୍ରେନ୍ ଦଖଲ ପାଇଁ…
ଆଜିଠୁ ସ୍କୁଲ ଯିବେ ପ୍ରଥମରୁ ସପ୍ତମ ପିଲା
ଭୁବନେଶ୍ୱର, ୨୮।୨(ବ୍ୟୁରୋ): ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକ ଗତ ୧୪ ତାରିଖରୁ ଖୋଲିଛି। ତେବେ ସୋମବାରଠାରୁ ପିଲାମାନେ ସ୍କୁଲ୍ ଯିବେ। ଦୀର୍ଘ ଦୁଇବର୍ଷ ପରେ ପ୍ରଥମରୁ ପଞ୍ଚମ ପିଲା ସ୍କୁଲ ଯାଉଥିବାରୁ ସେମାନଙ୍କ ମଧ୍ୟରେ ନୂଆ ଉତ୍କଣ୍ଠା ପ୍ରକାଶ ପାଇଛି। ସେହିଭଳି ଷଷ୍ଠ…
ରୁଷିଆ-ୟୁକ୍ରେନ ସଙ୍କଟକୁ ନେଇ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ବୈଠକ: ଭୋଟିଂରୁ ବିରତ ରହିଲା ଭାରତ
ନ୍ୟୁୟର୍କ,୨୮ ।୨: ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ ଚାଲିଥିବା ଆକ୍ରମଣକୁ ନେଇ ରବିବାର ବିଳମ୍ବିତ ରାତି ଅର୍ଥାତ୍ ରାତି ପ୍ରାୟ ୧ଟା ୩୦ ମିନିଟରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଏକ ବୈଠକ ଡକାଯାଇଥିଲା । ଏହି ବୈଠକରେ ୟୁକ୍ରେନ ସଙ୍କଟ…
ଯୁଆଡ଼େ ଦେଖିଲେ ବିଜେଡି
ଭୁବନେଶ୍ୱର,୨୮ା୨(ବ୍ୟୁରୋ): ଉପକୂଳ, ପଶ୍ଚିମ, ଉତ୍ତର, ଦକ୍ଷିଣ ଯେଉଁଠି ଦେଖିଲେ ବିଜେଡି। ସବୁଆଡ଼େ ଶଙ୍ଖନାଦ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜବରଦସ୍ତ କ୍ରେଜ୍ ସବୁଠି ଦେଖିବାକୁ ମିଳିଛି। ଦୀର୍ଘ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଶାସନ ପରେ ମଧ୍ୟ ବିଜେଡି…
ପରମାଣୁ ଧମକ ପରେ ମୁଣ୍ଡ ନୁଆଁଇଲା ୟୁକ୍ରେନ
ମସ୍କୋ,୨୭।୨: ବେଲାରୁସ ସୀମାରେ ରୁଷ ସହ ଆଲୋଚନା ପାଇଁ ରାଜି ହୋଇଛି ୟୁକ୍ରେନ। ରୁଷ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ପରମାଣୁ ଧମକ ଦେବା ପରେ ବାଧ୍ୟହୋଇ ପଡ଼ୋଶୀ ଦେଶ ମୁଣ୍ଡ ନୁଆଁଇଛି। “ମୁଁ ଦେଶର ପ୍ରତିରକ୍ଷା ମନ୍ତ୍ରୀ ଓ ରୁଷିଆ ସଶସ୍ତ୍ର…
ଯୁବକଙ୍କ ବୟସ ୨୧ରୁ ଅଧିକ ନ ଥିଲେ ବି ବିବାହ ଅମାନ୍ୟ ନୁହେଁ, ସାବାଳକ ନିଜ ପସନ୍ଦର ବ୍ୟକ୍ତିଙ୍କ ସହିତ ରହିପାରିବେ…
ଆହ୍ଲାବାଦ,୨୭।୨ : ଯଦି ଯୁବକଙ୍କ ବୟସ ୨୧ ବର୍ଷରୁ ଅଧିକ ନହୁଏ ତେବେ ବିବାହ ଅମାନ୍ୟ ନୁହେଁ। ଜଣେ ସାବାଳକ ନିଜ ପସନ୍ଦର ବ୍ୟକ୍ତିଙ୍କ ସହ ରହିପାରିବେ ବୋଲି ଆହ୍ଲାବାଦ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ରାୟ ପ୍ରଦାନ…
ଅନୁସନ୍ଧାନ ପ୍ରଭାବିତ ହେବା ଆଶଙ୍କାରେ ଅଭିଯୁକ୍ତଙ୍କ ଜାମିନ୍ ମଞ୍ଜୁର ନ କରିବା ଠିକ୍ ନୁହେଁ…
ନୂଆଦିଲ୍ଲୀ,୨୭।୨ : ଅଭିଯୁକ୍ତଙ୍କ ଜାମିନ୍ ଦ୍ୱାରା ଅନୁସନ୍ଧାନ ପ୍ରଭାବିତ ହେବାର ଅସ୍ପଷ୍ଟ ଆଶଙ୍କା କରି ତାଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଜେଲରେ ରଖିବା ଏକ ଯୁକ୍ତିଯୁକ୍ତ କାରଣ ହୋଇପାରିବ ନାହିଁ। ଏକ ମାମଲାର ବିଚାର କରି ଦିଲ୍ଲୀ ହାଇକୋର୍ଟ ଏଭଳି କହିଛନ୍ତି।…
ୟୁକ୍ରେନର ଏହି ମହିଳା ଏମ୍ପି ହାତରେ ଧରିଲେ ଅସ୍ତ୍ର, ଜୀବନ ଦେବାକୁ ଆସିଲେ ଆଗେଇ
କ୍ୱିଭ୍,୨୭ା୨: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଚାଲିଥିବା ସାରା ବିଶ୍ୱବାସୀଙ୍କୁ ଭୟଭୀତ କରିଛି। ରୁଷିଆ ୟୁକ୍ରେନକୁ ଧ୍ୱଂସ କରିବାକୁ ଚାହୁଁଥିବା ବେଳେ ୟୁକ୍ରେନ ମଧ୍ୟ ଛାଡ଼ିବାକୁ ପ୍ରସ୍ତୁତ ନୁହେଁ। ସେନାକୁ ଉତ୍ସାହିତ କରିବା ପାଇଁ ବର୍ତ୍ତମାନ ୟୁକ୍ରେନ ରାଜନେତାମାନେ ମଧ୍ୟ…
ପୁଟିନ୍ ଖର୍ଚ୍ଚ କଲେଣି ୨୦ ଶହ କୋଟି ଡଲାର, ତଥାପି ଅଜେୟ ୟୁକ୍ରେନ୍…
ମସ୍କୋ/କ୍ୱିଭ୍,୨୭।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ରକ୍ତାକ୍ତ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍ ଯୁଦ୍ଧରେ ୨୦ ଶହ କୋଟି ଡଲାର ଖର୍ଚ୍ଚ କଲେଣି। ତଥାପି ୟୁକ୍ରେନ୍ ଅଜେୟ ହୋଇ ଠିଆ ହୋଇଛି। ଦେଶର ଅର୍ଥବ୍ୟବସ୍ଥା…
ଡାଟା ସୁରକ୍ଷା ବିଧେୟକକୁ ମୌସୁମୀ ଅଧିବେଶନ ସୁଦ୍ଧା ମଞ୍ଜୁରୀ ମିଳିବାର ଆଶା…
ନୂଆଦିଲ୍ଲୀ,୨୭।୨ : ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ଡାଟା ସୁରକ୍ଷା ବିଲ ଡ୍ରାଫ୍ଟ ଉପରେ ସମ୍ପୃକ୍ତ ପକ୍ଷଙ୍କ ସହ ବିସ୍ତୃତ ଆଲୋଚନା ହେଉଛି ଏବଂ ମୌସୁମୀ ଅଧିବେଶନ ସୁଦ୍ଧା ଏହାକୁ ସଂସଦୀୟ ମଞ୍ଜୁରୀ ମିଳିବାର ଆଶା ରହିଛି।…
ଆଲୋଚନା ପାଇଁ ପ୍ରସ୍ତାବ ଦେଲା ରୁଷିଆ, ମନା କଲା ୟୁକ୍ରେନ
କ୍ୱିଭ୍,୨୭।୨:ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଆଜି ଏହି ଯୁଦ୍ଧର ଚତୁର୍ଥ ଦିନ। ରବିବାର ରୁଷିଆ ୟୁକ୍ରେନକୁ ଆଲୋଚନା ପ୍ରସ୍ତାବ ଦେଇଥିଲା, କିନ୍ତୁ ଏହାକୁ ପ୍ରତ୍ୟାଖାନ କରିଛି ୟୁକ୍ରେନ୍। ରୁଷର ନ୍ୟୁଜ ଏଜେନ୍ସି ମୁତାବକ,…
କେବଳ ସୁଇସାଇଡ୍ ନୋଟ୍ରେ ନାମ ଥିଲେ ଅଭିଯୁକ୍ତଙ୍କ ଦୋଷ ସାବ୍ୟସ୍ତ ହେବ ନାହିଁ…
ଚଣ୍ଡିଗଡ଼,୨୭।୨ : ସୁଇସାଇଡ୍ ନୋଟ୍ରେ ନାମ ଉଲ୍ଲେଖ କରିବା ଦ୍ୱାରା ଅଭିଯୁକ୍ତଙ୍କର ଦୋଷ ପ୍ରମାଣିତ ହୁଏ ନାହିଁ। ଅଭିଯୁକ୍ତଙ୍କ ସହ ଆତ୍ମହତ୍ୟା କରିଥିବା ବ୍ୟକ୍ତି ଏବଂ ଏନେଇ ଉସୁକେଇ ଥିବାର ଘନିଷ୍ଠ ସମ୍ପର୍କ ରହିବା ଜରୁରୀ ବୋଲି ପଞ୍ଜାବ ଏବଂ ହରିୟାଣା…
Archives


