Home Middle

ସ୍ଥିତି ସଙ୍କଟ ଜନକ, ମୃତ୍ୟୁ ସଂଖ୍ୟା ବଢ଼ାଉଛି ଚିନ୍ତା …

ନୂଆଦିଲ୍ଲୀ, ୧୮।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୩୮ ହଜାର ୧୮ ଜଣ…

ସାଧାରଣତନ୍ତ୍ର ଦିବସ ପୂର୍ବରୁ ବଢିଲା ରାଜପଥର ସୁରକ୍ଷା: ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୧୮ ।୧: ପାଖେଇ ଆସିଲାଣି ସାଧାରଣତନ୍ତ୍ର ଦିବସ । ଦିନକ ପୂର୍ବରୁ ରାଜଧାନୀ ଦିଲ୍ଲୀର ଗାଜିପୁର ଫୁଲ ମାର୍କେଟରୁ ଆଇଇଡି ମିଳିବା ପରେ ଏବେ ଦିଲ୍ଲୀ ପୋଲିସ ସକ୍ରିୟ ହୋଇ ଉଠିଛି । ରାଜପଥ ଓ ଏହାର ଆଖପାଖର ସୁରକ୍ଷାକୁ ବଢାଇ…

ପ୍ରଭାବ ଶୂନ୍ୟ ୫୦୦ କୋଟି ଟଙ୍କାର କରୋନା ଔଷଧ ସେବନ କରିଛନ୍ତି ଲୋକେ!

ନୂଆଦିଲ୍ଲୀ,୧୮ ।୧: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଦୋହଲାଇ ଦେଇଛି । ସାରା ବିଶ୍ୱ ଏହାକୁ ଭୟ କରିଯାଇଛି । ତେବେ କରୋନା ମହାମାରୀର ଚିକିତ୍ସା ପାଇଁ ସଫଳ କୁହାଯାଉଥିବା ଓ କୋଭିଡ ପ୍ରୋଟୋକଲରେ ସାମିଲ କରାଯାଇଥିବା କିଛି ଔଷଧର…

ୟୁପି ନିର୍ବାଚନ: ମୋଦି କରିବେ ଭର୍ଚୁଆଲ ପ୍ରଚାର, ନମୋ ଆପରେ ଭାଜପା କର୍ମୀଙ୍କୁ ଦେବେ ବିଜୟ ମନ୍ତ୍ର

ନୂଆଦିଲ୍ଲୀ,୧୮ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତର ପ୍ରଦେଶର ବାରାଣସିରେ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀଙ୍କ ସହ ଭିଡିଓ କନଫରେନସିଂ ଜରିଆରେ କଥା ହେବେ । ନିର୍ବାଚନ କମିଶନଙ୍କଦ୍ୱାରା ଉତ୍ତରପ୍ରଦେଶ ସମେତ ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ କାର୍ଯ୍ୟକ୍ରମ…

ସାଧାରଣତନ୍ତ୍ର ଦିବସରେ ହୋଇପାରେ ଆଇଇଡି ବିସ୍ଫୋରଣ

ନୂଆଦିଲ୍ଲୀ,୧୮ ।୧: ସାଧାରଣତନ୍ତ୍ର ଦିବସରେ ଜମ୍ମୁ-କଶ୍ମୀରେ ବ୍ୟାପକ ପରିମାଣର ହିଂସା ହୋଇପାରେ ବୋଲି ସୁରକ୍ଷା ଏଜେନ୍ସିକୁ ଖବର ମିଳିଛି । ଆଇଏସର ଇସାରାରେ ଘାଟିରେ ଆଇଇଡି ବିସ୍ଫୋରଣର ଯୋଜନା କରାଯାଇଛି । ଏହା ବ୍ୟତୀତ ସୁରକ୍ଷାକର୍ମୀ, ପୋଲିସ ଓ ସାଧାରଣ ନାଗରିକଙ୍କୁ…

ଆମେରିକାରେ କରୋନା ପାଲଟିଛି ଶିଶୁଙ୍କ ପାଇଁ ବଡ ଶତ୍ରୁ

ୱାଶିଂଟନ,୧୮ ।୧: କରୋନାର ପ୍ରଭାବ ଶିଶୁଙ୍କ ଉପରେ ବେଶୀ ରହିବ ନାହିଁ । ଏବେ ଏହାର ବିପରିତ ପରିଣାମ ଆମେରିକାରେ ଦେଖିବାକୁ ମିଳିଲାଣି । ଏବେ ଶିଶୁଙ୍କ ପାଇଁ କରୋନା ସବୁଠାରୁ ବଡ ଶତ୍ରୁ ପାଲଟିଛି । ଯାହା ସାରା ବିଶ୍ୱ…

‘ଭାରତରେ ନିବେଶ କରିବାର ସମୟ’

ନୂଆଦିଲ୍ଲୀ,୧୭।୧: ଭାରତରେ ନିବେଶ କରିବାର ଶ୍ରେଷ୍ଠ ସମୟ ଆସିଯାଇଛି। ବିଶ୍ୱ ନେତାଙ୍କୁ ଉଦ୍‌ବୋଧନ ଦେଇ ବିଶ୍ୱ ଇକୋନୋମିକ୍‌ ଫୋରୋମ (ଡବ୍ଲ୍ୟୁଇଏଫ୍‌)ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ଏଥିସହ ଭାରତକୁ ବିଶ୍ୱର ସବୁଠୁ ଆକର୍ଷଣୀୟ ବିନିଯୋଗ ଲକ୍ଷ୍ୟସ୍ଥଳ ନିର୍ମାଣ କରିବା ପାଇଁ…

୪୪ ଲକ୍ଷ ଟଙ୍କାରେ ସରପଞ୍ଚ ପଦ ନିଲାମ

ବଲାଙ୍ଗୀର ଅଫିସ,୧୭ା୧: ଗଣତନ୍ତ୍ରର ସଶକ୍ତିକରଣ, ତୃଣମୂଳସ୍ତରରୁ ଲୋକଙ୍କ ଭାଗିଦାରୀ ଏବଂ ବିକାଶମୂଳକ କାର୍ଯ୍ୟରେ ଜନସାଧାରଣଙ୍କ ସହଭାଗିତାକୁ ସୁଦୃଢ଼ କରୁଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ସମୟରେ ଗୋଟିଏ ପଞ୍ଚାୟତର ସରପଞ୍ଚ ପଦକୁ ନିଲାମ ପ୍ରକ୍ରିୟାରେ…

ମାର୍ଚ୍ଚରୁ ୧୨ରୁ ୧୪ ବର୍ଗଙ୍କୁ ଟିକା

ନୂଆଦିଲ୍ଲୀ,୧୭।୧: ଆସନ୍ତା ମାର୍ଚ୍ଚରୁ ଦେଶରେ ୧୨ରୁ ୧୪ ବର୍ଷ ବୟସ ବର୍ଗର ପିଲାଙ୍କୁ ଟିକା ଦିଆଯିବ। ଏ ନେଇ କୋଭିଡ୍‌-୧୯ ଓ୍ବାର୍କିଂ ଗ୍ରୁପ୍‌ ଅଧ୍ୟକ୍ଷ ଡ. ଏନ୍‌.କେ ଆରୋରା ସୂଚନା ଦେଇଛନ୍ତି। ”ମାର୍ଚ୍ଚ ଶେଷ ସୁଦ୍ଧା ୧୫ରୁ ୧୮ ବୟସ ବର୍ଗଙ୍କୁ…

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାରେ ଅବହେଳା ଯାଞ୍ଚ୍‌ କରୁଥିବା ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମାଲହୋତ୍ରାଙ୍କୁ ଧମକ…

ନୂଆଦିଲ୍ଲୀ, ୧୭।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସମୟରେ ହୋଇଥିବା ସୁରକ୍ଷା ବ୍ୟବସ୍ଥାର ଉଲ୍ଲଂଘନ ମାମଲାର ଯାଞ୍ଚ କରୁଥିବା ସୁପ୍ରିମକୋର୍ଟର ଅନୁସନ୍ଧାନ କମିଟିର ଅଧ୍ୟକ୍ଷ ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମଲହୋତ୍ରା ଧମକ ଦିଆଯାଇଛି। ଶିଖ ଫର୍‌ ଜଷ୍ଟିସ (ଏସ୍‌ଏଫ୍‌ଜେ)…

ଶୈଶବଙ୍କ ବାଟ ଓଗାଳିଛି କରୋନା…

ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏହା ଯୋଗୁ ଶିଶୁଙ୍କର ବହୁ କ୍ଷତି ହେବାରେ ଲାଗିଛି। କରୋନା କାରଣରୁ ବିଦ୍ୟାଳୟ ବନ୍ଦ ହେବାରୁ ଗତ ଦୁଇ ବର୍ଷ ମଧ୍ୟରେ ପିଲାମାନଙ୍କର ଶିକ୍ଷାଲାଭ କରିବା କ୍ଷମତା…

ନିଜ ସର୍ଭିସ ରାଇଫଲରୁ ଗୁଳି ଚଳାଇ ଜୀବନ ହାରିଲେ ଯବାନ

ନୂଆପଡ଼ା ଅଫିସ,୧୭ା୧: ନିଜ ସର୍ଭିସ ରାଇଫଲରୁ ଗୁଳି ଚଳାଇ ଜୀବନ ହାରିଛନ୍ତି ଜଣେ ଯବାନ। ଏପରି ଅଭାବନୀୟ ଘଟଣା ଘଟିଛି ନୂଆପଡ଼ା ଜିଲା କୋମନା ଥାନା ଅଞ୍ଚଳରେ। ସୂଚନାନୁସାରେ, କୋମନା ଥାନା ଅଞ୍ଚଳର ବରକୋଟରେ ଥିବା ସିଆର୍‌ପିଏଫ୍‌ କ୍ୟାମ୍ପରେ ସୋମବାର ସକାଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri