ବଢୁଛି ସଂକ୍ରମଣ, କମୁଛି ସୁସ୍ଥତା ହାର …
ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୮ ହଜାର ୮୯ ଜଣ…
୨୪ ଘଣ୍ଟାରେ ଓମିକ୍ରନ୍ ଆକ୍ରାନ୍ତ ପାଲଟୁୁଛନ୍ତି ସୁପର ସ୍ପ୍ରେଡର୍ …
ଓ୍ବାଶିଂଟନ, ୧୭।୧ : କରୋନା ମହାମାରୀର ଓମିକ୍ରନ ଭାରିଆଣ୍ଟ ଯୋଗୁ ଦ୍ରୁତ ଗତିରେ ସଂକ୍ରମଣ ବୃଦ୍ଧି ପାଊଛି। ଫଳରେ ଆକ୍ରାନ୍ତ ୨୪ ଘଣ୍ଟା ମଧ୍ୟରେ ସୁପର ସ୍ପ୍ରେଡର୍ ପାଲଟୁଛନ୍ତି। ସଂକ୍ରମିତ ବ୍ୟକ୍ତି ୨୪ ଘଣ୍ଟା ମଧ୍ୟରେ ସଂସ୍ପର୍ଶରେ ଆସୁଥିବା ଅନ୍ୟ ଜଣକୁ…
କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ …
ନୂଆଦିଲ୍ଲୀ, ୧୭।୧ : ପ୍ରସିଦ୍ଧ କଥକ ନୃତ୍ୟଶିଳ୍ପୀ ପଣ୍ଡିତ ବିରଜୁ ମହାରାଜଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ରବିବାର-ସୋମବାର ବିଳମ୍ବିତ ରାତିରେ ସେ ହୃଦ୍ଘାତରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ୧୯୮୩ରେ ତାଙ୍କୁ ପଦ୍ମ ବିଭୁଷଣ…
ବିଦ୍ୟୁତ୍ ବିଲ୍ ଦିଅ, ନଚେତ୍ ମର
ନାପିତାଉ, ୧୭ା୧: ଗତବର୍ଷ ଫେବୃୟାରୀ ୧ରେ ମ୍ୟାନ୍ମାର ସେନା ଦେଶର ଶାସନ କବ୍ଜା କରିବା ପରଠାରୁ ଅର୍ଥବ୍ୟବସ୍ଥା ଘୋର ପ୍ରଭାବିତ ହୋଇଛି। ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ତଥା ଦେଶର ସର୍ବୋଚ୍ଚ ନେତ୍ରୀ ଅଙ୍ଗ୍ ସାନ୍ ସୁ ଚୀଙ୍କୁ ଶାସନରୁ ହଟାଯିବା…
ପଞ୍ଚାୟତ ନିର୍ବାଚନ: ଆଜିଠୁ ନାମାଙ୍କନ
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଗାଁରେ ନିର୍ବାଚନ ମାହୋଲ ଜମିଲାଣି। ସବୁ ଦଳ ନିଜର ପ୍ରାର୍ଥୀ ଚୟନ ପ୍ରକ୍ରିୟାକୁ ମଧ୍ୟ ଜୋରଦାର କରିଛନ୍ତି। ତେବେ ୫ଟି ପର୍ଯ୍ୟାୟରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ସୋମବାରଠାରୁ ନାମାଙ୍କନପତ୍ର ଦାଖଲ…
ଓମିକ୍ରନ୍ କରୋନାର ଶେଷ ଭାରିଏଣ୍ଟ ନୁହେଁ!
ନୂଆଦିଲ୍ଲୀ,୧୭ ।୧: ପ୍ରଥମେ କରୋନା, ପୁଣି ଡେଲ୍ଟା ଆଉ ଏବେ ଓମିକ୍ରନ୍ । କରୋନା ମହାମାରୀର ଭିନ୍ନ ଭିନ୍ନ ଭାରିଏଣ୍ଟ ଏବେ ସାରା ବିଶ୍ୱର ନିଦ ହଜାଇ ଦେଇଛି । ଏବେ ଓମିକ୍ରନ୍ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି…
ଓଡ଼ିଶାରେ ସର୍ବାଧିକ କୋଭିଡ୍ ଅନାଥ
ନୂଆଦିଲ୍ଲୀ,୧୭ା୧ :ଘାତକ କରୋନା ଭୂତାଣୁ ସାରା ଦେଶର ପିଲାଙ୍କ ପାଠପଢ଼ାରେ ଏକପ୍ରକାର ଡୋରି ବାନ୍ଧିବା ସହ ସେମାନଙ୍କ ଶୈଶବ ମଧ୍ୟ ଉଜାଡ଼ିଦେଇଛି। ମହାମାରୀରେ ସର୍ବାଧିକ ପ୍ରଭାବିତ ହୋଇଛନ୍ତି ଓଡ଼ିଶାର ଶିଶୁ। କୋଭିଡ୍-୧୯ ଯୋଗୁ ଗତ ୯ ମାସ ମଧ୍ୟରେ ଓଡ଼ିଶାର ୨୪,୪୦୫…
ନିର୍ବାଚନ ଭଣ୍ଡୁର ଲାଗି ଆଇଏସ୍ଆଇ ଷଡ଼ଯନ୍ତ୍ର
ନୂଆଦିଲ୍ଲୀ,୧୭।୧(ଆଇଏଏନ୍ଏସ୍): ପଞ୍ଜାବ ଓ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ପ୍ରକ୍ରିୟାକୁ ଭଣ୍ଡୁର କରିବା ଲାଗି ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ଷଡ଼ଯନ୍ତ୍ର ଚଳାଇଥିବା ଜଣାପଡ଼ିଛି। ସେଥିପାଇଁ ପଞ୍ଜାବରେ ଖଲିସ୍ତାନୀ ସଂଗଠନର ଉପସ୍ଥିତି ବଢ଼ାଇବା ସହ ଏହାର ଆତଙ୍କବାଦୀମାନଙ୍କୁ ସକ୍ରିୟ କରାଉଛି। ପଞ୍ଜାବ ସମେତ…
ଅଷ୍ଟ୍ରେଲିଆ ଛାଡ଼ିଲେ ଜୋକୋଭିଚ୍
ମେଲବୋର୍ନ,୧୭।୧: ବିଶ୍ୱର ୧ ନମ୍ବର ଟେନିସ ଖେଳାଳି ତଥା ସର୍ବିୟା ସୁପରଷ୍ଟାର ନୋଭାକ ଜୋକୋଭିଚ୍ ରବିବାର ଫେଡେରାଲ କୋର୍ଟରେ ଭିଜା ରଦ୍ଦ ତଥା ପ୍ରତ୍ୟର୍ପଣ ନିର୍ଦ୍ଦେଶ ମାମଲାରେ ହାରିଯାଇଛନ୍ତି। ଫଳରେ ସେ ଅଷ୍ଟ୍ରେଲିଆନ ଓପନ ଆରମ୍ଭ ହେବାର ଦିନକୁ ପୂର୍ବରୁ ଏକ…
ଓମିକ୍ରନ୍ ଏକ ବିଜାତୀୟ ଭୂତାଣୁ
ନୂଆଦିଲ୍ଲୀ,୧୭।୧ : ବୈଜ୍ଞାନିକମାନେ ଓମିକ୍ରନ୍କୁ ସମ୍ପୂର୍ଣ୍ଣ ଭିନ୍ନ ମହାମାରୀ ଭାବେ ଦେଖୁଥିବାବେଳେ ଦୁଇଟି ମହାମାରୀ ପରସ୍ପର ସହ ଯୋଡ଼ିହୋଇ ଚାଲିଥିବା ଭଳି ଜଣାପଡ଼ୁଥିବା ଆଇସିଏମ୍ଆର୍ର ପୂର୍ବତନ ମୁଖ୍ୟ ତଥା ଭୂତାଣୁ ବିଜ୍ଞାନୀ ଡ. ଟି. ଜାକୋବ ଜନ୍ କହିଛନ୍ତି। ତାଙ୍କ କହିବା…
ସ୍ବାସ୍ଥ୍ୟମନ୍ତ୍ରୀ ଭୁଲିଗଲେ କୋଭିଡ୍ କଟକଣା
ଝାରସୁଗୁଡା ଅଫିସ୍,୧୬।୧: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ କୋଭିଡ୍ କଟକଣାରେ ପଞ୍ଚାୟତ ନିର୍ବାଚନ କରାଇବା ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି ନିର୍ବାଚନ କମିଶନ (ଇସି)। ଏଥିପାଇଁ ନିର୍ବାଚନ କମିଶନର କେତେକ ସ୍ବତନ୍ତ୍ର ଗାଇଡ୍ଲାଇନ୍ ଜାରି କରିଛନ୍ତି। ଏହି…
ପରେଡ଼ରୁ ହଟିଲା ଦିଦିଙ୍କ ପ୍ରଜ୍ଞାପନ ମେଢ଼, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି…
କୋଲକାତା, ୧୬।୧: ଦିଲ୍ଲୀର ରାଜପଥରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ଼ରୁ ପ୍ରଶ୍ଚିମବଙ୍ଗର ପ୍ରଜ୍ଞାପନ ମେଢ଼କୁ ହଟାଇ ଦିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟର ସ୍ବତନ୍ତ୍ରତା ସେନାନୀଙ୍କର ପ୍ରଜ୍ଞାପନ ମେଢ଼କୁ ସାମିଲ…
Archives


