ବିଳମ୍ବ ହୋଇପାରେ ମୌସୁମୀ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ଚଳିତ ବର୍ଷ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଟିକେ ସଅଳ ଆସିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପୂର୍ବାନୁମାନ କରିଥିଲା। ମେ’ ୨୭ ସୁଦ୍ଧା ମୌସୁମୀ କେରଳ ଛୁଇଁବ ବୋଲି ଆକଳନ କରାଯାଇଥିଲା। ହେଲେ ଏ ପର୍ଯ୍ୟନ୍ତ କେରଳରେ ପହଞ୍ଚି…
୩୭ ହଜାର ଫୁଟ ଉଚ୍ଚରେ ଫାଟିଲା ସ୍ପାଇସ ଜେଟ ବିମାନର ୱିଣ୍ଡସିଲ
ମୁମ୍ବାଇ,୨୯ ।୫: ୩୭ ହଜାର ଫୁଟ ଉଚ୍ଚରେ ଉଡୁଥିବା ବେଳେ ବିମାନ ଝରକାର କାଚ ଫାଟିବା ଘଟଣା ଶୁଣିବା ପରେ ଯେ କୌଣସି ବ୍ୟକ୍ତିଙ୍କ ଲୋମ ଟାଙ୍କୁରି ଉଠିବ ନିଶ୍ଚୟ । ଏମିତି ଏକ ଘଟଣା ଘଟିଛି ମୁମ୍ବାଇରୁ ଗୋରଖପୁର ଯାଉଥିବା…
ରାଷ୍ଟ୍ରପତିଙ୍କ ଉଜ୍ଜୟିନୀ ଗସ୍ତକୁ ନେଇ ୧୭୦୦ ପୋଲିସଙ୍କୁ ସୁରକ୍ଷା ଦାୟିତ୍ୱ
ନୂଆଦିଲ୍ଲୀ,୨୯ ।୫: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨୯ ମେ’ ଅର୍ଥାତ୍ ରବିବାର ଉଜ୍ଜୟିନୀ ଗସ୍ତ କରୁଛନ୍ତି । ସେଠାରେ ସେ ମହାକାଳେଶ୍ୱରଙ୍କ ଦର୍ଶନ କରିବେ । କାଳିଦାସ ଏକାଡେମୀର ସ୍କୁଲରେ ଆୟୋଜିତ ଆୟୁର୍ବେଦର ମହାଅଧିବେଶନରେ ସାମିଲ ହେବେ । ତାଙ୍କ ଅଗାମନକୁ…
ସମସ୍ତ ଦେଶର କୋଭିଡ-୧୯ ଟିକାକରଣ ସାର୍ଟିଫିକେଟକୁ ମାନ୍ୟତା ଦେଲା ଦକ୍ଷିଣ ଆଫ୍ରିକା
ଜୋହାନସବର୍ଗ,୨୯ ।୫: ଅନ୍ତରାଷ୍ଟ୍ରୀୟ ଯାତ୍ରୀଙ୍କ ଦ୍ୱାରା ଦିଆଯାଉଥିବା ତଥ୍ୟକୁ ନେଇ ଉପୁଜୁଥିବା ଭ୍ରମକୁ ଦୂର କରିବାକୁ ଦକ୍ଷିଣ ଆଫ୍ରିକା ସରକାର ସବୁ ଦେଶର କୋଭିଡ ଟିକାକରଣ ପ୍ରମାଣ ପତ୍ରକୁ ମାନ୍ୟତା ଦେବାକୁ ନିଷ୍ପତ୍ତି ନେଇଛନ୍ତି । ସରକାର କହିଛନ୍ତି ଦେଶରେ ଏଣିକି…
ଏସିଆ କପ୍ରେ ଭାରତର ଉଲ୍ଲେଖନୀୟ ପ୍ରଦର୍ଶନ, ରୋମାଞ୍ଚକର ମୁକାବିଲାରେ ଜାପାନ ୨-୧ରେ ପରାଜିତ …
ଜାକର୍ତ୍ତା, ୨୮।୫ : ଏସିଆ କପ୍ ହକିରେ ଭାରତ ଜାପାନକୁ ୨-୧ ଗୋଲରେ ପରାଜିତ କରିଛି। ଇଣ୍ଡୋନେସିଆର ଜାକର୍ତ୍ତାଠାରେ ଖେଳାଯାଉଥିବା ଏହି ରୋମାଞ୍ଚକର ମ୍ୟାଚ୍ରେ ଭାରତ ବିଜୟ ହାସଲ କରିଛି। ଭାରତୀୟ ହକି ଦଳ ଏସିଆ କପ-୨୦୨୨ ସୁପର -୪ ର…
ଚର୍ଚ୍ଚରେ ଦଳାଚକଟା, ୩୧ ମୃତ…
ଅବୁଜା, ୨୮।୫ : ନାଇଜେରିଆରେ ଏକ ଚର୍ଚ୍ଚରେ ଭୋଜନ ନେବାକୁ ଆସିଥିବା ଲୋକଙ୍କ ମଧ୍ୟରେ ଦଳାଚକଟା ଘଟିଛି। ଏଥିରେ ୩୧ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏଥିରେ ୭ ଜଣ ଆହତ ହୋଇଛନ୍ତି। ଆହତଙ୍କୁ…
ପୋଲିସ ଷ୍ଟେଶନ ସିସିଟିଭିରେ ଭିଡ଼ିଓ-ଅଡ଼ିଓ ଫୁଟେଜ ରହିବା ଜରୁରୀ, ହାଇକୋର୍ଟଙ୍କ ନିର୍ଦ୍ଦେଶ…
ନୂଆଦିଲ୍ଲୀ, ୨୮।୫ : ପୋଲିସ ଷ୍ଟେଶନରେ ଥିବା ସିସିଟିଭି କ୍ୟାମେରାରେ ଉଭୟ ଅଡିଓ ଏବଂ ଭିଡିଓ ଫୁଟେଜ ରହିବା ଜରୁରୀ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସେଠାରେ ଅଡିଓ ସିଷ୍ଟମ କାହିଁକି ସ୍ଥାପନ କରାଯାଇ ନାହିଁ ତାହାର…
ଅଫିସରେ ସକାଳ ୬ରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ମହିଳା କର୍ମଚାରୀ କରିପାରିବେ କାମ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…
ଲକ୍ଷ୍ନୌ, ୨୮।୫ : ମହିଳାଙ୍କ ସୁରକ୍ଷା ନେଇ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଜାରି କରିଛନ୍ତି ଯେ, କୌଣସି ମହିଳାଙ୍କ ସହମତି ବିନା ତାଙ୍କୁ ସକାର ୬ ପୂର୍ବରୁ କିମ୍ବା ସନ୍ଧ୍ୟା ପରେ କାମ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସୋନୁ ସୁଦ୍
ଭୁବନେଶ୍ୱର,୨୮ା୫(ବ୍ୟୁରୋ): ବଲିଉଡ୍ ଅଭିନେତା ତଥା ସମାଜସେବୀ ସୋନୁ ସୁଦ୍ ଶନିବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନବୀନ ନିବାସକୁ ଯାଇ ସୋନୁ ସୁଦ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। କରୋନା ମହାମାରୀ ସମୟରେ ଅନେକ ଲୋକଙ୍କୁ ସହାୟତାର ହାତ…
୨୦ ହଜାରରୁ ଅଧିକ ଭିଆଇପିଙ୍କ ସୁରକ୍ଷାରେ ୧୨ ହଜାର କୋଟି ଖର୍ଚ୍ଚ, ୬୦ ହଜାର ଯବାନ-୩୦ ହଜାର ଗାଡ଼ି ମୁତୟନ…
ନୂଆଦିଲ୍ଲୀ, ୨୮।୫ : ଦେଶରେ ଭିଆଇପି ମାନଙ୍କୁ ସୁରକ୍ଷା ପ୍ରଦାନ କରିବା ମହଙ୍ଗା ପଡିଛି। କୋଡିଏ ହଜାରରୁ ଅଧିକ ବିଶେଷ ଏବଂ ଅତି ବିଶେଷ ବ୍ୟକ୍ତିଙ୍କୁ ନିର୍ଦ୍ଦିଷ୍ଟ ସଂଖ୍ୟକ ସୁରକ୍ଷା କର୍ମୀ ଯୋଗାଇ ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ଏସପିଜି ସୁରକ୍ଷା କଭର ଠାରୁ…
ଜାପାନରେ ଲୋକପ୍ରିୟ ହେଉଛି ଭାରତୀୟ ଭାଷା, ୧୫୦୦୦ ଛାତ୍ର ଶିଖୁଛନ୍ତି ହିନ୍ଦୀ
ଟୋକିଓ,୨୮ା୫: ଜାପାନରେ ଭାରତୀୟ ଭାଷା ତଥା ହିନ୍ଦୀ ଭାଷା ଅଧିକ ଲୋକପ୍ରିୟ ହେଉଛି। ବିଶେଷକରି ଜାପାନୀ ଛାତ୍ରମାନଙ୍କ ମଧ୍ୟରେ ହିନ୍ଦୀ ଏବଂ ଫରାସୀ ବିଦେଶୀ ଭାଷା ଭାବରେ ଅଧିକ ଲୋକପ୍ରିୟ। ଏହି ଭାଷା ଶିଖୁଥିବା ଜାପାନୀ ଛାତ୍ରମାନଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି…
ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା, ୨ ଆତଙ୍କବାଦୀ ନିହତ…
ଶ୍ରୀନଗର, ୨୮।୫ : ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଆତଙ୍କବାଦ ବିରୋଧି ଅଭିଯାନ ଅପରେଶନ୍ ଅଲ୍ ଆଉଟରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଅନନ୍ତନାଗରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କଶ୍ମୀର ଜୋନ୍ ପୋଲିସ ପକ୍ଷରୁ…

