Home Middle

ସେନା ନିଯୁକ୍ତିରେ ନୂଆ ନିୟମ, ପ୍ରଥମ ୪ ବର୍ଷ ପରେ ପ୍ରଦର୍ଶନ ଆଧାରରେ ହେବ ଚୟନ…

ନୂଆଦିଲ୍ଲୀ, ୨୮।୫ : ଭାରତ ସରକାର ଦେଶରେ ସେନା ନିଯୁକ୍ତି ପାଇଁ ଏକ ନୂତନ ପ୍ରକ୍ରିୟା ଆଣିବାକୁ ଯାଉଛନ୍ତି। ଏହି ପ୍ରକ୍ରିୟାର ନାମ ହେଉଛି ’ଟୁର୍‌ ଅଫ ଡ୍ୟୁଟି’ ଯେଉଁଥିରେ ସେନାରେ ପ୍ରଥମେ ୪ ବର୍ଷ ପାଇଁ ନିଯୁକ୍ତି ପ୍ରଦାନ କରାଯିବ।…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୮।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

୮ବର୍ଷରେ ମୁଣ୍ଡ ନୁଆଇଁ ନାହୁଁ, ଗରିବଙ୍କ ପାଇଁ ଖୋଲିଛୁ ଅନ୍ନ ଭଣ୍ଡାର: ମୋଦି

ଗାନ୍ଧିନଗର,୨୮ ।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜରାଟ ଗସ୍ତ କରିଛନ୍ତି । ରାଜକୋଟରେ ସେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ମୋଦି କହିଛନ୍ତି ଗୁଜରାଟର ଲୋକେ ମୋତେ ବହୁତ କିଛି ଶିଖାଇଛନ୍ତି । ଏହାସହ ଗତ…

୨/୩ ଦିନରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୨୮।୫ : ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨ରୁ ୩ ଦିନ ମଧ୍ୟରେ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ସାମୁଦ୍ରିକ ବାତ୍ୟା ଅସାନି ପ୍ରଭାବରେ ମୌସୁମୀ ମେ’ ୨୭ରେ କେରଳରେ ପହଞ୍ଚତ୍ବ ବୋଲି ପୂର୍ବରୁ…

ଫାଇନାଲରେ ରାଜସ୍ଥାନ-ଗୁଜରାଟ

ଅହମଦାବାଦ,୨୮।୫: ସିନିୟର ଖେଳାଳିଙ୍କ ଦାୟିତ୍ୱହୀନ ପ୍ରଦର୍ଶନ ଯୋଗୁ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଅଭିଯାନ କ୍ୱାଲିଫାୟର-୨ରୁ ଶେଷ ହୋଇଛି। ଅନ୍ୟପକ୍ଷରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଜୋସ ବଟଲରଙ୍କ ଅପରାଜିତ ଶତକ ସହାୟତାରେ ରାଜସ୍ଥାନ…

ରାଜସ୍ଥାନକୁ ୧୫୮ ରନ୍‌ର ଟାର୍ଗେଟ

ଅହମ୍ମଦାବାଦ,୨୭।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର କ୍ୱାଲିଫାୟାର-୨ ମୁକାବିଲା ଶୁକ୍ରବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଏଥିରେ ପ୍ରଥମେ ବ୍ୟାଟିଂ ନିମନ୍ତ୍ରଣ ପାଇ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୫୭ ରନ୍‌ କରିବାରେ ସକ୍ଷମ…

କ୍ୱାଲିଫାୟାର-୨: ଟସ୍‌ ଜିତିଲା ରାଜସ୍ଥାନ, ବାଙ୍ଗାଲୋରର ଜବରଦସ୍ତ ବ୍ୟାଟିଂ

ମୁମ୍ବାଇ,୨୭।୫: ରାଜସ୍ଥାନ ରୟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଶୁକ୍ରବାର କ୍ୱାଲିଫାୟାର-୨ ମୁକାବିଲା ଖେଳାଯାଉଛି। ଏଥିରେ ରାଜସ୍ଥାନ ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବା ନିଷ୍ପତ୍ତି ନେଇଛନ୍ତି। ଉଭୟ ଟିମ୍‌ ଦଳରେ କୌଣସି ପରିବର୍ତ୍ତନ କରିନାହାନ୍ତି।…

ନଦୀକୁ ଖସିଲା ଯବାନଙ୍କୁ ନେଇ ଯାଉଥିବା ବସ୍‌

ଲେହ,୨୭।୫: ଲଦାଖର ତୁରତୁକ ସେକ୍ଟରରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨୬ଜଣ ଯବାନଙ୍କୁ ନେଇ ଯାଉଥିବା ଏକ ବସ୍‌ ଭାରସାମ୍ୟ ହରାଇ ଶ୍ୟୋକ ନଦୀରେ ଖସିପଡ଼ିଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୭ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ…

ଓମ ପ୍ରକାଶ ଚୌତାଲାଙ୍କୁ ୪ ବର୍ଷ ଜେଲ

ନୂଆଦିଲ୍ଲୀ,୨୭ ।୫: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ ପ୍ରକାଶ ଚୌତାଲାଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ସିବିଆଇ କୋର୍ଟ । ଆୟଠାରୁ ଅଧିକ ସମ୍ପତ୍ତି ଠୁଳ ମାମଲାରେ କୋର୍ଟ ଏହି ରାୟ ଦେଇଛନ୍ତି । ଦିଲ୍ଲୀର ଏକ କୋର୍ଟ ଚୌତାଲାଙ୍କ…

‘ଭାରତ ସବୁବେଳେ ଆଫଗାନିସ୍ତାନ ସହ ରହିଆସିଛି’

କାବୁଲ,୨୭ା୫: ବିଭିନ୍ନ ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ତାଜିକିସ୍ତାନର ରାଜଧାନୀ ଦୁଶାନ୍‌ବେରେ ଏକାଠି ହୋଇ ଆଫଗାନିସ୍ତାନରେ ଅଶାନ୍ତି ଉପରେ ଆଲୋଚନା କରିଛନ୍ତି। ଶୁକ୍ରବାର ଦୁଶାନ୍‌ବେରେ ଆୟୋଜିତ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଭାରତର ଏନ୍‌ଏସ୍‌ଏ ଅଜିତ ଡୋଭାଲ ମଧ୍ୟ ଯୋଗ ଦେଇଛନ୍ତି।…

ପେନ୍‌ସିଲ୍‌ଭାନିଆରେ ବଡ଼ ଧରଣର ବିସ୍ଫୋରଣ: ୪ ମୃତ

ଓ୍ବାଶିଂଟନ,୨୭ା୫: ଆମେରିକାର ପେନ୍‌ସିଲଭାନିଆର ଏକ ଘରେ ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପେନ୍‌ସିଲଭାନିଆର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏହି ଶକ୍ତିଶାଳୀ ବିସ୍ଫୋରଣ…

ଆଜି ବର୍ଷାଙ୍କ ଆବେଦନ ଶୁଣାଣି

କଟକ ଅଫିସ,୨୭ା୫: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ଅନୁଭବ ମହାନ୍ତିଙ୍କ ବିବାଦ ତୁଟୁନି। ଶୁକ୍ରବାର ବର୍ଷାଙ୍କ ଆବେଦନର ଶୁଣାଣି କରିବେ ହାଇକୋର୍ଟ। ସୋସିଆଲ ମିଡିଆରେ ବର୍ଷାଙ୍କ ସମ୍ମାନ ହାନି ହେଉଥିବା ନେଇ ଅଭିଯୋଗ ଆଣିଛନ୍ତି ବର୍ଷା। ସୂଚନାଯୋଗ୍ୟ, ପୁରୀଘାଟ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?