Home Middle

ଜିଟିର ଲଢୁଆ ବ୍ୟାଟିଂ, ୭ ୱିକେଟରେ ବିଜୟୀ…

କୋଲକାତା, ୨୪।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ବିଜୟ ହାସଲ କରିଛି । ଧାର୍ଯ୍ୟ ୧୮୯ ରନ୍ ଲକ୍ଷ୍ୟର ପିଛା କରି ଜିଟି ଲଢୁଆ ବ୍ୟାଟିଂ କରି…

ଆଇନ ବ୍ୟବସ୍ଥା ନେଇ ଯୋଗୀ-ଅଖିଳେଶ ମୁହାଁମୁହିଁ…

ଲକ୍ଷ୍ନୌ, ୨୪।୫ : ଉତ୍ତରପ୍ରଦେଶ ବିଧାନସଭାରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ବିରୋଧୀଦଳର ନେତା ଅଖିଳେଶ ଯାଦବଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିଲା। ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୁଲାୟମ…

ଜୈଶ୍‌ ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ୍‌, ୮ ଗିରଫ…

ଶ୍ରୀନଗର, ୨୪।୫ : ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ୍‌ ଘଟିଛି। ପୁଲଓ୍ବାମା ଜିଲାର ଅଓ୍ବନ୍ତିପୁରାରେ ଏହି ଘଟଣାରେ ୮ ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଆତଙ୍କବାଦୀଙ୍କଠାରୁ ବିପୁଳ ପରିମାଣର ଗୋଳା ବାରୁଦ…

ପୁଟିନ୍‌ଙ୍କୁ ହତ୍ୟା ଲାଗି ଷଡ଼ଯନ୍ତ୍ର ରଚିଥିଲା ୟୁକ୍ରେନ୍‌…

ମସ୍କୋ/କ୍ୱିଭ୍‌, ୨୪।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିଷୟରେ ଏନେଇ ସାରା ବିଶ୍ୱରେ ସମାଲୋଚନା ହେବାରେ ଲାଗିଛି। ଯୁଦ୍ଧ ପାଇଁ ପୁଟିନଙ୍କୁ ଦାୟୀ କରାଯାଉଛି। ତେବେ ଏାବେ ଆଉ ଏକ ସମ୍ବେଦନଶୀଳ…

ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୮୯…

କୋଲକାତା, ୨୪।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ପଶ୍ଚିମବଙ୍ଗର କୋଲକାତାସ୍ଥିତ ଇଡେନ୍‌ ଗାର୍ଡେନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି…

ଗୁଳି କରି ପୋଲିସଙ୍କୁ ହତ୍ୟା କଲେ ଆତଙ୍କବାଦୀ…

ଶ୍ରୀନଗର, ୨୪।୫ : ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ପୁଣି ଜଣେ ପୋଲିସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଶ୍ରୀନଗର ଜିଲାର ସୁରା ଅଞ୍ଚଳରେ ଏହି ଆକ୍ରମଣ ଘଟିଛି। ଆତଙ୍କବାଦୀଙ୍କ ଗୁଳି ମାଡ଼ରେ ପୋଲିସ ସୈଫୁଲ୍ଲା କାଦ୍ରି ଗୁରୁତର ଆହତ ହୋଇଥିଲେ। ଏହି…

କ୍ୱାଡ୍‌ ଫେଲୋଶିପ୍‌ ଶୁଭାରମ୍ଭ, ୧୦୦ ଶ୍ରେଷ୍ଠ ଶିକ୍ଷାର୍ଥୀଙ୍କୁ ପ୍ରଦାନ କରାଯିବ…

ଟୋକିଓ, ୨୪।୫ : ଜାପାନର କ୍ୱାଡ୍‌ ସମ୍ମିଳନୀରେ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌, ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଏବଂ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନେ ‘କ୍ୱାଡ ଫେଲୋଶିପ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଟସ୍‌ ଜିତିଲା ଜିଟି, ବୋଲିଂ ନିଷ୍ପତ୍ତି…

କୋଲକାତା, ୨୪।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପଶ୍ଚିମବଙ୍ଗର କୋଲକାତାସ୍ଥିତ ଇଡେନ୍‌ ଗାର୍ଡେନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି…

ଗହମ ପରେ ଏବେ ଚିନି ରପ୍ତାନି ଉପରେ ରୋକ ଲାଗି ଯୋଜନା…

ନୂଆଦିଲ୍ଲୀ, ୨୪।୫ : ଗହମ ପରି ଏବେ ଚିନି ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇବାକୁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି। ନ୍ୟୁଜ ଏଜେନ୍ସି ରଏଟର୍ସ ଏକ ରିପୋର୍ଟରେ ଏହା ଦାବି କରାଯାଇଛି। ରିପୋର୍ଟ ଅନୁଯାୟୀ, ଚିନିର ଘରୋଇ ମୂଲ୍ୟ ବୃଦ୍ଧିକୁ ରୋକିବା…

ଶ୍ରୀଲଙ୍କାରେ ପେଟ୍ରୋଲ ଦାମ୍‌ ୪୨୦, ଡିଜେଲ୍‌ ୪୦୦…

କଲମ୍ବୋ, ୨୪।୫ : ଏକ ଐତିହାସିକ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ମଙ୍ଗଳବାର ପେଟ୍ରୋଲ ଏବଂ ଡିଜେଲ ଦର ଆକାଶ ଛୁଆଁ ହୋଇଛି। ପେଟ୍ରୋଲର ମୂଲ୍ୟ ୨୪.୩ ପ୍ରତିଶତ ଏବଂ ଡିଜେଲର ମୂଲ୍ୟ ୩୮.୪ ପ୍ରତିଶତକୁ ବୃଦ୍ଧି କରାଯାଇଛି।…

‘ବନ୍ଦେ ମାତରମ୍‌’କୁ ମିଳୁ ଜାତୀୟ ସଙ୍ଗୀତ ଭଳି ସମ୍ମାନ, ହାଇକୋର୍ଟରେ ପିଟିଶନ…

ନୂଆଦିଲ୍ଲୀ, ୨୪।୫ : ଜାତୀୟ ସଂଗୀତ ‘ଜନ ଗଣ ମନ’ ଭଳି ‘ବନ୍ଦେ ମାତରମ୍‌’କୁ ସମାନ ସମ୍ମାନ ଦିଆଯାଉ। ଏନେଇ ଦିଲ୍ଲୀ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ) ଦାଖଲ କରାଯାଇଛି। ଭାଜପା ନେତା ତଥା ଆଇନଜୀବୀ ଅଶ୍ୱିନୀ ଉପାଧ୍ୟାୟ ଏହି…

ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ସ୍ଥିତାବସ୍ଥା ବଜାୟ ପାଇଁ କ୍ୱାଡ୍‌ରେ ନିଷ୍ପତ୍ତି…

ଟୋକିଓ, ୨୪।୫ : ଜାପାନର ଟୋକିଓରେ ବହୁପକ୍ଷୀୟ ସୁରକ୍ଷା ସଂଳାପ (କ୍ୱାଡ) ବୈଠକରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଏବଂ ଅଷ୍ଟ୍ରେଲିଆର ନୂତନ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନେସ ଯୋଗ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?