Home Middle

୧୯ ମହଲା କୋଠାରେ ଅଗ୍ନିକାଣ୍ଡ, ୯ ଶିଶୁଙ୍କ ସମେତ ୧୯ ଜୀବନ୍ତ ଦଗ୍ଧ…

ନ୍ୟୁୟର୍କ, ୧୦।୧ : ଆମେରିକାର ନ୍ୟୁୟର୍କ ସହରରେ ଏକ ୧୯ ମହଲା କୋଠାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୯ ଶିଶୁଙ୍କ ସମେତ ୧୯ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୩୨ ଜଣ ଆହତଙ୍କୁ…

୨୦୨୪ର ସେମିଫାଇନାଲ, ଭାଜପା-କଂଗ୍ରେସର ଭବିଷ୍ୟତ ନିର୍ଣ୍ଣୟ କରିବ ୫ ରାଜ୍ୟର ବିଧାନସଭା ନିର୍ବାଚନ…

ନୂଆଦିଲ୍ଲୀ, ୧୦।୧ : ଦେଶରେ ୫ଟି ରାଜ୍ୟରେ ବିିଧାନସଭା ନିର୍ବାଚନ ହୋବକୁ ଯାଉଛି। ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ଏହାକୁ ସେମିଫାଇନାଲ୍‌ ଭାବେ ରାଜନୈତିକ ସମୀକ୍ଷକ ବିଚାର କରୁଛନ୍ତି। ଦେଶର ମୋଟ ଜନସଂଖ୍ୟାର ପ୍ରାୟ ୨୫ ପ୍ରତିଶତ ଏହି ପାଞ୍ଚଟି…

ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ଟପିଲା…

ନୂଆଦିଲ୍ଲୀ, ୧୦।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪,୦୩୩ ଛୁଇଁଛି।…

୨ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୦।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବା ସହ ବିପଦ ପୁଣି ଘନେଇବାରେ ଲାଗିଛି। ଦୈନିକ ସଂକ୍ରମଣ ୨ ଳକ୍ଷ ମୁହା…

ପ୍ରତି ସପ୍ତାହରେ ୬ ଗୁଣାରୁ ଅଧିକ ବେଗରେ ବୃଦ୍ଧି ପାଉଛି ସଂକ୍ରମଣ…

ନୂଆଦିଲ୍ଲୀ, ୧୦।୧ : ଗତ ଏକ ସପ୍ତାହ ମଧ୍ୟରେ ଭାରତରେ କରୋନା ମହାମାରୀ ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟିଛି। ସପ୍ତାହ ପିଛା ସଂକ୍ରମଣ ୬ ଗୁଣାରୁ ଅଧିକ ବେଗରେ ବଢୁଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ବିଶ୍ୱସ୍ବାସ୍ଥ୍ୟ ସଂଗଠନ…

ଆଜିଠୁ ସମସ୍ତ କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ସୋମବାରଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ ରହିବ। କରୋନା ସଂକ୍ରମଣ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛନ୍ତି ସରକାର। କ୍ଲାସରୁମ ପାଠପଢ଼ା ସହ ହଷ୍ଟେଲଗୁଡ଼ିକ ମଧ୍ୟ ବନ୍ଦ କରାଯାଇଛି। ଗତ ୭…

ରେଲଓ୍ବେ ଟ୍ରାକ୍‌-ଏନ୍‌ଏଚ୍‌ ପାର୍ଶ୍ୱରେ ନିର୍ମିତ ହେବ ହେଲିପ୍ୟାଡ୍‌…

ନୂଆଦିଲ୍ଲୀ, ୧୦।୧ : ଆହତମାନଙ୍କୁ ତୁରନ୍ତ ହେଲିକପ୍ଟର ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାକୁ ନିଆଯିବା ଯୋଜନା ଅନ୍ତର୍ଗତ ରେଲଓ୍ବେ ଟ୍ରାକ ଏବଂ ଜାତୀୟ ରାଜପଥ(ଏନ୍‌ଏଚ୍‌) ପାର୍ଶ୍ୱରେ ହେଲିପ୍ୟାଡ ନିର୍ମାଣ କରାଯିବ। ଏହି ପରିପ୍ରେକ୍ଷୀରେ, ରେଲଓ୍ବେ ଏବଂ ରାଜପଥ ପ୍ରକଳ୍ପର ଡିପିଆରରେ ହେଲିପ୍ୟାଡ ତିଆରି…

ଓମିକ୍ରନକୁ ହାଲୁକା ଭାବେ ଗ୍ରହଣ କରିବା ହେବ ଭୁଲ, ସଂକ୍ରମିତଙ୍କ ନିକଟରେ ଦେଖାଦେଲାଣି ଓମିକ୍ରନ୍ ସହ ଡେଲ୍ଟା ଭାରିଏଣ୍ଟ

ନୂଆଦିଲ୍ଲୀ,୧୦ ।୧: କରୋନା ଭାଇରସର ଡେଲ୍ଟା ଭାରିଏଣ୍ଟର ଗତିବିଧି ଉପରେ ଦିଲ୍ଲୀ ଡାକ୍ତରମାନେ ଅଧ୍ୟୟନ କରି କିଛି ନୂଆ ତଥ୍ୟ ହାସଲ କରିଛନ୍ତି । ଦିଲ୍ଲୀ ହସ୍ପିଟାଲରେ ଭର୍ତ୍ତି ହୋଇଥିବା କରୋନା ସଂକ୍ରମିତଙ୍କ ସାମ୍ପଲ ଟେଷ୍ଟ କରାଯାଇଥିଲା । ଏଥିରେ ଓମିକ୍ରନ୍…

ତୃତୀୟ ଲହରରେ ମୃତ୍ୟୁ ସଂଖ୍ୟା ୬୦୦ ପ୍ରତିଶତ କମିବ !…

ନୂଆଦିଲ୍ଲୀ, ୧୦।୧ : ଓମିକ୍ରନ କାରଣରୁ କରୋନାର ତୃତୀୟ ଲହର ସଂକ୍ରମଣ ଦ୍ରୁତ ବ୍ୟାପିବାର ଆଶଙ୍କା ରହିଛି। କିନ୍ତୁ ଏହା ଦ୍ୱାରା ମୃତ୍ୟୁ ହାର, ଦ୍ୱିତୀୟ ଲହର ଅପେକ୍ଷା ପ୍ରାୟ ୬୦୦ ପ୍ରତିଶତ କମ ରେକର୍ଡ କରାଯାଇଛି। ଅପର ପକ୍ଷରେ ପ୍ରଥମ…

ଦିଲ୍ଲୀ ପୋଲିସ ବିଭାଗରେ କରୋନା ବିସ୍ଫୋରଣ…

ନୂଆଦିଲ୍ଲୀ, ୧୦।୧ : ଦିଲ୍ଲୀ ପୋଲିସ ବିଭାଗରେ କରୋନା ବିସ୍ଫୋରଣ ଘଟିଛି। ବିଭାଗର ୩୦୦ରୁ ଅଧିକ  କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପିଆର୍‌ଓ ଏବଂ ଅତିରିକ୍ତ କମିଶନର ଚିନ୍ମୟ ବିଶ୍ୱାଳଙ୍କ ନମୁନା ରିର୍ପୋଟ ମଧ୍ୟ କରୋନା ପଜିଟିଭ୍‌ ଆସିଛି। ସମସ୍ତ ୟୁନିଟ୍‌ରେ…

ମିଶନ ମୋଡ୍‌ରେ ପିଲାଙ୍କୁ ଟିକାକରଣ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୦।୧: ଡେଲ୍ଟା ଏବଂ ଓମିକ୍ରନ୍‌ ଭାରିଆଣ୍ଟ ଯୋଗୁ ଦେଶରେ କୋଭିଡ୍‌ ସଂକ୍ରମଣ ଦ୍ରୁତ ଗତିରେ ବଢ଼ିଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମହାମାରୀ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଭର୍ଚୁଆଲ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ପ୍ରଧାନମନ୍ତ୍ରୀ ୧୫ରୁ ୧୮ ବର୍ଷ…

‘୩ ମାସରେ କମିବ’

ପୁଣେ,୧୦।୧: ଓମିକ୍ରନ୍‌ ଭାରିଆଣ୍ଟ ଯୋଗୁ ଭାରତରେ ଯେଉଁଭଳି ଦ୍ରୁତବେଗରେ ସଂକ୍ରମଣ ବଢ଼ିଚାଲିଛି, ସେହିପରି ଶୀଘ୍ର ହ୍ରାସ ପାଇବ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି। ଗତ ୫ ସପ୍ତାହର ବିଶ୍ୱ ସଂକ୍ରମଣ ତଥ୍ୟ ଏବଂ ଅଭିଜ୍ଞତାରୁ ଜଣାପଡ଼ିଛି ଯେ, ଓମିକ୍ରନ୍‌ ସଂକ୍ରମିତଙ୍କଠାରେ କୌଣସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri