Delhi Blast: ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମୃତକଙ୍କ ପରିବାରକୁ ୧୦ଲକ୍ଷ ଟଙ୍କାର ସହାୟତା
ନୂଆଦିଲ୍ଲୀ,୧୧।୧୧: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା ଏହି ଭୟଙ୍କର ବିସ୍ଫୋରଣ ଦେଶକୁ ଥରାଇ ଦେଇଛି। ଏଥିରେ ଦଶ ଜଣଙ୍କର ମୃତ୍ୟୁ ହୋଇଛି ଏବଂ 20 ରୁ ଅଧିକ ଆହତ ହୋଇଛନ୍ତି ଏବଂ ସେମାନଙ୍କୁ ଚିକିତ୍ସା ପାଇଁ LNJP ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…
ସରିଲା ନୂଆପଡ଼ା ଉପନିର୍ବାଚନ: ଇଭିଏମ୍ରେ ସିଲ୍ ହେଲା ୧୪ ପ୍ରାର୍ଥୀଙ୍କ ଭାଗ୍ୟ
ଭୁବନେଶ୍ୱର/ନୂଆପଡ଼ା,୧୧ା୧୧(ରବିନାରାୟଣ ଜେନା/ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ମଙ୍ଗଳବାର ଶେଷ ହୋଇଛି। ସମ୍ବେଦନଶୀଳ ଏବଂ ସଖୀ ବୁଥ୍ ସମେତ ନିର୍ବାଚନମଣ୍ଡଳୀର ସମସ୍ତ ଅଞ୍ଚଳରେ ମତଦାନ ପ୍ରାୟ ଶାନ୍ତିପୂର୍ଣ୍ଣ ଭାବେ ହୋଇଛି। ରାତି ୯ଟା ପର୍ଯ୍ୟନ୍ତ ୭୯.୦୨ପ୍ରତିଶତ ମତଦାନ ସାବ୍ୟସ୍ତ ହୋଇଛି।…
ଡିସେମ୍ବର ମାସରେ OTET ପରୀକ୍ଷା, ଏହି ଦିନରୁ ଆରମ୍ଭ ଆବେଦନ
ଭୁବନେଶ୍ୱର,୧୧।୧୧: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଡିସେମ୍ବର ୧୭ ତାରିଖରେ OTET-୨୦୨୫ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଡିସେମ୍ବର ୧୭ ତାରିଖରେ…
ଚମକାଇଲା ଏକଜିଟ୍ ପୋଲ୍: ଭାଜପାକୁ ଝଟ୍କା ଦେବେ ନୀତିଶ! ବଢିଲା ଟେନଶନ
ପାଟନା,୧୧।୧୧: ମଙ୍ଗଳବାର ବିହାର ବିଧାନସଭା ନିର୍ବାଚନ (୨୦୨୫) ପାଇଁ ଶେଷ ପର୍ଯ୍ୟାୟ ମତଦାନ ପରେ, ଏକଜିଟ ପୋଲ ପ୍ରକାଶ ପାଇବା ଆରମ୍ଭ ହୋଇଛି। ବିଭିନ୍ନ ଏଜେନ୍ସି ସର୍ଭେ ତଥ୍ୟ ପ୍ରକାଶ କରିବା ଆରମ୍ଭ କରିଛନ୍ତି। ଏହି ତଥ୍ୟଗୁଡ଼ିକୁ ବ୍ୟବହାର କରି ଏଥର…
ବିହାର ଏକଜିଟ ପୋଲ୍: ସବୁ ଆକଳନ ହୋଇଗଲା ଭୂଲ! ବିହାରରେ….
ପାଟନା,୧୧।୧୧: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ଏବଂ ଶେଷ ପର୍ଯ୍ୟାୟ ପାଇଁ ୨୦ଟି ଜିଲ୍ଲାର ୧୨୨ଟି ଆସନରେ ମତଦାନ ହୋଇଛି। ସଂଧ୍ୟା ୫ଟା ସୁଦ୍ଧା ରେକର୍ଡ ୬୭.୧୪% ଭୋଟର ମତଦାନ ରେକର୍ଡ କରାଯାଇଛି। ସମସ୍ତଙ୍କ ନଜର ଏବେ ଏକଜିଟ ପୋଲ ଉପରେ।…
ଦିଲ୍ଲୀ ବିସ୍ଫୋରଣ: ଦୋଷୀମାନଙ୍କୁ ଶୀଘ୍ର ଖୋଜି ବାହାର କରିବାକୁ ଅମିତ ଶାହାଙ୍କ କଡ଼ା ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୧।୧୧: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର୍ ବିସ୍ଫୋରଣ ଘଟଣାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଦୁଇ ଥର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ଏହି ଘଟଣାରେ ସଂପୃକ୍ତ ପ୍ରତ୍ୟେକ ଦୋଷୀଙ୍କୁ ‘ଖୋଜି ବାହାର କରିବା’ ପାଇଁ ସେ କର୍ତ୍ତୃପକ୍ଷଙ୍କୁ…
ଦିଲ୍ଲୀ ବିସ୍ଫୋରଣ: ଭାଙ୍ଗିଗଲା ୫ ପରିବାରର ସ୍ୱପ୍ନ, ଷଡ଼ଯନ୍ତ୍ରର ଶିକାର ହେଲେ ୫ ବ୍ୟକ୍ତି
ନୂଆଦିଲ୍ଲୀ,୧୧।୧୧: ଦିଲ୍ଲୀର ଐତିହାସିକ ଲାଲକିଲ୍ଲା ନିକଟରେ ହୋଇଥିବା ଭୟଙ୍କର ବିସ୍ଫୋରଣ ରାଜଧାନୀର ଶାନ୍ତି ଭଙ୍ଗ କରିବା ସହ ଦେଶର ସୁରକ୍ଷା ବ୍ୟବସ୍ଥା ପାଇଁ ଆତଙ୍କ ସୃଷ୍ଟି କରିଛି। ଏହି ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ଲୋକଙ୍କ ୫ଟି ପରିବାର ପାଇଁ ସବୁକିଛି ଓଲଟପାଲଟ…
କାର୍ ଭିତରେ ଭୟଙ୍କର ବିସ୍ଫୋରଣ: ୧୨ ମୃତ, ଅନେକ ଆହତ
ଇସଲାମାବାଦ,୧୧ା୧୧: ମଙ୍ଗଳବାର ଅପରାହ୍ନରେ ପାକିସ୍ତାନର ରାଜଧାନୀ ଇସଲାମାବାଦର ଜିଲା କୋର୍ଟ ନିକଟରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଛି। ଯେଉଁଥିରେ ଅତି କମ୍ରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଛନ୍ତି। ପ୍ରାରମ୍ଭିକ ସୂଚନାନୁଯାୟୀ, କୋର୍ଟ କମ୍ପ୍ଲେକ୍ସର ପାର୍କିଂ ଲଟ୍ରେ…
ଅପରାହ୍ନ ୧ଟା ସୁଦ୍ଧା ନୂଆପଡ଼ାରେ ୫୧.୪୨% ମତଦାନ
ନୂଆପଡ଼ା,୧୧ା୧୧(ମକାରୁ ବେମାଲ): ଓଡ଼ିଶାର ନୂଆପଡ଼ା ବିଧାନସଭା ଆସନର ଉପନିର୍ବଚନରେ ମଙ୍ଗଳବାର ଅପରାହ୍ନ ୧ଟା ସୁଦ୍ଧା ୨.୫୩ ଲକ୍ଷ ଭୋଟରଙ୍କ ମଧ୍ୟରୁ ମୋଟ ୫୧.୪୨ ପ୍ରତିଶତ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଛନ୍ତି ବୋଲି ଜଣେ ଅଧିକାରୀ କହିଛନ୍ତି। ଉପନିର୍ବାଚନର ଫଳାଫଳକୁ ବିଜେଡି,…
ବିଦେଶ ମାଟିରୁ ମୋଦିଙ୍କ ହୁଙ୍କାର: ଦିଲ୍ଲୀ ବିସ୍ଫୋରଣକୁ ନେଇ ପ୍ରଥରଥର ଖୋଲିଲେ ମୁହଁ
ନୂଆଦିଲ୍ଲୀ,୧୧।୧୧: ଦିଲ୍ଲୀ ବିସ୍ଫୋରଣ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା ଆସିଛି। ଭୁଟାନରେ ଏକ କାର୍ଯ୍ୟକ୍ରମ ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଷଡ଼ଯନ୍ତ୍ରକାରୀଙ୍କୁ ଛଡ଼ାଯିବ ନାହିଁ। କୌଣସି ଦୋଷୀଙ୍କୁ ବି ଛଡ଼ାଯିବ ନାହିଁ। ସମସ୍ତଙ୍କୁ ନ୍ୟାୟ ଦିଆଯିବ। ପ୍ରଧାନମନ୍ତ୍ରୀ ସମଗ୍ର…
ଶ୍ରେଣୀ ବିପଦ
ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ପୁଅ ପାର୍ଥ ଓ ତାଙ୍କ ବ୍ୟବସାୟିକ ସହଯୋଗୀ ପୁନେର ମୁନ୍ଧଓ୍ବା-କେରୋଗାଁଓ ପାର୍କ ଅଞ୍ଚଳରେ ୪୦ ଏକର ସରକାରୀ ଜମିକୁ ୩୦୦ କୋଟି ଟଙ୍କାରେ କିଣିବା ବିଷୟ ପ୍ରଘଟ ହେବା ପରେ ମହାରାଷ୍ଟ୍ର ରାଜନୀତିରେ ଉତ୍ତାପ ବୃଦ୍ଧି…
ଆସିଲା ସନ୍ଦିଗ୍ଧଙ୍କ ଫଟୋ: ଜାଣନ୍ତୁ ଦିଲ୍ଲୀ ବ୍ଲାଷ୍ଟ ଘଟଣା ପୂର୍ବରୁ କ’ଣ କରୁଥିଲେ
ନୂଆଦିଲ୍ଲୀ,୧୧।୧୧: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେଶନ ନିକଟରେ ହୋଇଥିବା ବିସ୍ଫୋରଣ ରାଜଧାନୀକୁ ଥରାଇ ଦେଇଛି। ଦିଲ୍ଲୀ ପୋଲିସ ବିସ୍ଫୋରଣର ତଦନ୍ତକୁ ଜୋରଦାର କରିଛି। ପ୍ରାରମ୍ଭିକ ତଦନ୍ତରୁ ଗୁରୁତ୍ୱପୂର୍ଣ୍ଣ ସୁରାକ ମିଳିଛି। ଯେଉଁ I20 କାରରେ ବିସ୍ଫୋରଣ ଘଟିଥିଲା ତାହା ପୂର୍ବରୁ କଶ୍ମୀରର…
Archives


