Home Middle

ହନି ଟ୍ରାପ୍‌ ମାମଲା, ଭାରତୀୟ ଯବାନ ଗିରଫ ପରେ ପଚରାଉଚରା ଜାରି…

ଜୟପୁର, ୨୨।୫ : ପାକିସ୍ତାନୀ ମହିଳା ଏଜେଣ୍ଟଙ୍କ ହନି ଟ୍ରାପ୍‌ରେ ପଡ଼ି ଦେଶର ଗୁପ୍ତ ସୂଚନା ଦେଇଥିବା ଅଭିଯୋଗରେ ଭାରତୀୟ ଯବାନଙ୍କୁ ଗିରଫ କରାଯାଇଛି। ରାଜସ୍ଥାନ ପୋଲିସ ଯବାନଙ୍କ ଗିରଫଦାରୀ ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି। ରାଜସ୍ଥାନ ପୋଲିସ କହିଛି ଯେ…

ଥରିଲା ଫିଲିପାଇନ୍ସ

ମାନିଲା,୨୨ା୫: ଫିଲିପାଇନ୍ସରେ ରବିବାର ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଫିଲିପାଇନ୍ସର ମୁଖ୍ୟ ଦ୍ୱୀପପୁଞ୍ଜର ବଟାଙ୍ଗସ ଜିଲାରେ ଏହି ଭୂକମ୍ପ ଅନୁଭୂତ ହୋଇଛି। କାଲାଟାଗନ ସହରର ପ୍ରାୟ ୨୧ କିଲୋମିଟର ଉତ୍ତର-ପଶ୍ଚିମ ଦିଗରେ ୧୩୨ କିଲୋମିଟର ଗଭୀରତାରେ ଏହି ଭୂକମ୍ପ ଅନୁଭୂତ ହୋଇଛି।…

ହିଟଲର-ସଦ୍ଦାମ ହୁସେନଙ୍କୁ ଅନୁସରଣ କରୁଛନ୍ତି ପୁଟିନ୍‌, ଖାଦ୍ୟରେ ଜହର ଅଛି କି ନାହିଁ ହେଉଛି ଯାଞ୍ଚ୍‌…

ମସ୍କୋ, ୨୨।୫ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଯୁଦ୍ଧରେ ହଜାର ହଜାର ରୁଷୀୟ ସୈନିକଙ୍କୁ ବଳି ପକାଇ ଦେଇଛନ୍ତି। ପୁଟିନ ନିଜେ ଆଗ ଧାଡ଼ିରେ ଅପେକ୍ଷା ତାଙ୍କ ବିଶ୍ୱସ୍ତ ସାଥୀ ଏବଂ ପରାମର୍ଶଦାତାମାନଙ୍କଠାରୁ ଦୂରଇ ଯାଇ ଅଣ୍ଡରଗ୍ରାଉଣ୍ଡରେ ବଙ୍କର…

କୁତବ ମିନାରରେ ହେବ ପ୍ରତ୍ନତତ୍ତ୍ୱ ବିଭାଗର ଖନନ…

ନୂଆଦିଲ୍ଲୀ, ୨୨।୫ : ଦିଲ୍ଲୀର ସାକେତ କୋର୍ଟରେ କେନ୍ଦ୍ରୀୟ ସାଂସ୍କୃତିକ ମନ୍ତ୍ରଣାଳୟ କୁତବ ମିନାର ପରିସରରେ ଖନନ କରିବାକୁ ପ୍ରତ୍ନତତ୍ତ୍ୱ ବିଭାଗକୁ କହିଛି। ମନ୍ତ୍ରଣାଳୟ ମଧ୍ୟ ଏହାର ରିପୋର୍ଟ ମାଗିଛି। କୁତବ ମିନାରର ଦକ୍ଷିଣରେ ମସଜିଦ୍‌ ଠାରୁ ୧୫ ମିଟର ଦୂରରେ…

ସମୁଦ୍ର ଉପରେ ନଜର ରଖିବ କ୍ୱାଡ୍‌, ଚାଇନାର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ, ୨୨।୫ : ରୁଷିଆ-ୟୁକ୍ରେନ ଯୁଦ୍ଧକୁ ତିନି ମାସ ପୂରଣ ହୋଇଛି। ଏପରିସ୍ଥଳେ ଆୟୋଜିତ ହେଉଥିବା କ୍ୱାଡ ସମ୍ମିଳନୀ ଉପରେ ସମଗ୍ର ବିଶ୍ୱର ଆଖି ରହିଛି। କ୍ୱାଡର ଏହି ସମ୍ମିଳନୀ ମେ ୨୪ରେ ଜାପାନର ରାଜଧାନୀ ଟୋକିଓରେ ଅନୁଷ୍ଠିତ ହେବ। ଏହି…

ମରିୟମଙ୍କୁ ଆପତ୍ତିଜନକ ଟିପ୍ପଣୀ ଦେଇ ଫସିଲେ ଇମ୍ରାନ

ଇସଲାମାବାଦ,୨୨ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଝିଅ ମରିୟମ ନଓ୍ବାଜଙ୍କୁ ଇମ୍ରାନ ଖାନ୍‌ ଆପତ୍ତିଜନକ ଟିପ୍ପଣୀ ଦେଇ ଫସିଯାଇଛନ୍ତି। ମୁଲତାନରେ ଏକ ସମାବେଶକୁ ସମ୍ବୋଧିତ କରିବାବେଳେ ଇମ୍ରାନ ସମ୍ମାନର ସମସ୍ତ ସୀମା ଅତିକ୍ରମ କରିଥିଲେ। ମରିୟମଙ୍କ ଏକ ରାଲି ବିଷୟରେ…

ମୋଦିଙ୍କୁ ପ୍ରଶଂସା କଲେ ଇମ୍ରାନ୍‌…

ଇସଲାମାବାଦ, ୨୨।୫ : ଆମେରିକାର ଚାପ ସତ୍ତ୍ୱେ ରୁଷିଆରୁ ସବସିଡିଯୁକ୍ତ ଅଶୋଧି ତୈଳ କ୍ରୟ କରୁଥିବାରୁ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ପୁଣିଥରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଏକ ସ୍ବାଧୀନ ବହିର୍ବ୍ୟାପାର ନୀତି ସାହାଯ୍ୟରେ ଏହା…

ଚାଇନାକୁ ଆପଲର ଝଟ୍‌କା, ଭାରତରେ ଉତ୍ପାଦନ ଯୋଜନା…

ଓ୍ବାଶିଂଟନ, ୨୨।୫ : କରୋନା ସଂକ୍ରମଣ ଯୋଗୁ ଚାଇନାରେ କଡା ପ୍ରତିବନ୍ଧକ ଲଗାଯାଇଛି। ଏପରିସ୍ଥଳେ ପ୍ରସିଦ୍ଧ କମ୍ପାନୀ ଆପଲ ଚାଇନା ବାହାରେ ବ୍ୟବସାୟ କରିବା ବିଷୟରେ ସୂଚନା ଦେଇଛି। ୱାଲ ଷ୍ଟ୍ରିଟ ଜର୍ଣ୍ଣାଲରେ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି ଯେ କମ୍ପାନୀ…

ଭୂପେଶ ବଘେଲାଙ୍କୁ ଗୁଳି କରିବା ଲାଗି ରାଷ୍ଟ୍ରପତିଙ୍କ ଅନୁମତି ଲୋଡ଼ିଲେ ଯୁବକ…

ନୂଆଦିଲ୍ଲୀ, ୨୨।୫ : ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଗେଲଙ୍କୁ ଗୁଳି କରିବା ପାଇଁ ଜଣେ ଯୁବକ ରାଷ୍ଟ୍ରପତିଙ୍କ ଅନୁମତି ଲୋଡ଼ିଛନ୍ତି। ଏନେଇ ସେ ଫେସବୁକରେ ଏହି ଅନୁମତି ମାଗିଛନ୍ତି। ଏହା ପରେ ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଛି। ଏହି ମାମଲା…

ସ୍ବାମୀଙ୍କ ସମ୍ପର୍କୀୟ ଦର୍ଶାଇ କାହାକୁ ଅଭିଯୁକ୍ତ କରାଯାଇ ପାରିବ ନାହିଁ, କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୨୨।୫ : ପାରିବାରିକ ହିଂସା ମାମଲାରେ ଦିଲ୍ଲୀର ଏକ କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଅଦାଲତ କହିଛନ୍ତି ଯେ ଘରୋଇ ହିଂସା ମାମଲାରେ କୌଣସି ମହିଳା ଅତୀତ କିମ୍ବା ବର୍ତ୍ତମାନ ତାଙ୍କ ସହ ଗୋଟିଏ ଛାତ ତଳେ ରହୁ…

ବାଂଲାଦେଶ ଭୋଟର ତାଲିକାରେ ତୃଣମୂଳ କଂଗ୍ରେସ ନେତ୍ରୀଙ୍କ ନାମ…

କୋଲକାତା, ୨୨।୫ : ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ନେତ୍ରୀଙ୍କ ନାଗରିକତ୍ୱ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ୨୦୨୧ରେ ପଶ୍ଚିମବଙ୍ଗରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବାଂଲାଦେଶୀ ମହିଳା ଆଲୋ ରାନୀ ସରକାରଙ୍କୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟିକେଟ ଦେଇଥିଲେ। ବର୍ତ୍ତମାନ ଏହା…

ଦୈନିକ ମୃତ୍ୟୁ ସଂଖ୍ୟା ୬୫, ସକ୍ରିୟ ମାମଲା ୧୫ ହଜାର ତଳେ…

ନୂଆଦିଲ୍ଲୀ, ୨୨।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?