Home Middle

ସକ୍ରିୟ ମାମଲା ୧୫ ହଜାର ତଳେ, ଦୈନିକ ମୃତ୍ୟୁ ସଂଖ୍ୟା ୨୫…

ନୂଆଦିଲ୍ଲୀ, ୨୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ବିଶ୍ୱବିଦ୍ୟାଳୟ ସଂଶୋଧିତ ଆଇନ ଉପରେ ରୋକ୍‌

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ-୨୦୨୦ ଉପରେ ରୋକ୍‌ ଲଗାଇଛନ୍ତି ସୁପ୍ରିମକୋର୍ଟ। ଶୁକ୍ରବାର ଏ ସମ୍ପର୍କିତ ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟଙ୍କ ରାୟ ଉପରେ ୩ ମାସ ପାଇଁ ରହିତାଦେଶ ଦେବା ସହ ୪ ସପ୍ତାହ ମଧ୍ୟରେ ସତ୍ୟପାଠ…

ଘୁଞ୍ଚିଲା ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଏପ୍ରିଲ ୨୮ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏହା ମେ’ ୩୧ରେ ଶେଷ ହେବାର ଥିଲା। ହେଲେ ମେ’ ୩୧ରେ ହେବାକୁ ଥିବା ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଉକ୍ତ ଦିନ ହେବାକୁ ଥିବା ପରୀକ୍ଷା ଜୁନ…

ବାରାଣସୀ କୋର୍ଟକୁ ଗଲା ଜ୍ଞାନବ୍ୟାପୀ ମସଜିଦ୍‌ ମାମଲା

ନୂଆଦିଲ୍ଲୀ,୨୦।୫: ସୁପ୍ରିମକୋର୍ଟରେ ଜ୍ଞାନବ୍ୟାପୀ ମସଜିଦ୍‌ ମାମଲାର ଶୁକ୍ରବାର ଶୁଣାଣି ହେବା ନେଇ ଦିନ ଧାର୍ଯ୍ୟ ହୋଇଥିଲା। ଏନେଇ ଗଣମାଧ୍ୟମଠାରୁ ଆରମ୍ଭ କରି ଦେଶବାସୀ ପର୍ଯ୍ୟନ୍ତ ସମସ୍ତଙ୍କ ନଜର କୋର୍ଟଙ୍କ ଉପରେ ରହିଥିଲା। ହେଲେ ସୁପ୍ରିମକୋର୍ଟ ଏହି ମାମଲାକୁ ବାରାଣସୀର ଜିଲା କୋର୍ଟକୁ…

କୋର୍ଟରେ ଆତ୍ମସମର୍ପଣ କଲେ ସିଦ୍ଧୁ

ଚଣ୍ଡିଗଡ଼,୨୦।୫: ପଞ୍ଜାବ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ନେତା ନବଜୋତ ସିଂହ ସିଦ୍ଧୁ ପଟିଆଲା ସେଶନ କୋର୍ଟରେ ଶୁକ୍ରବାର ଆତ୍ମସମର୍ପଣ କରିଛନ୍ତି। ବର୍ତ୍ତମାନ ତାଙ୍କୁ ଏକ ବର୍ଷ ଯାଏଁ ଜେଲ୍‌ରେ ବିତାଇବାକୁ ପଡ଼ିବ। ସୂଚନାଯୋଗ୍ୟ, ସୁପ୍ରିମକୋର୍ଟ ୩୪ବର୍ଷ ପୁରୁଣା ରୋଡ ରେଜ୍‌…

ହାଇଦ୍ରାବାଦରେ ମିଳିଲା ଦେଶର ପ୍ରଥମ ଓମିକ୍ରନ୍ ସବ ଭାରିଏଣ୍ଟ ବିଏ.୪ ସଂକ୍ରମିତ

ହାଇଦ୍ରାବାଦ,୨୦ ।୫: ଭାରତରେ କରୋନାର ନୂଆ ଭାରିଏଣ୍ଟ ମିଳିଛି । ଏହା ଓମିକ୍ରନ୍‌ର ସବ୍ ଭାରିଏଣ୍ଟ ବିଏ.୪ ର ପ୍ରଥମ ସଂକ୍ରମଣ ବୋଲି କୁହାଯାଉଛି । ଆଫ୍ରିକାରୁ ଫେରିଥିବା ଜଣେ ବ୍ୟକ୍ତିଙ୍କ ନିକଟରେ ଏହି ଭାରିଏଣ୍ଟ ଦେଖାଦେଇଛି । କୋଭିଡ-୧୯ ଜିନୋମିକ…

୯ କ୍ୟାବିନେଟ୍‌ ମନ୍ତ୍ରୀଙ୍କୁ ଶପଥପାଠ କରାଇଲେ ରାଷ୍ଟ୍ରପତି

କଲମ୍ବୋ,୨୦ା୫: ଆର୍ଥିକ ସଙ୍କଟ ଏବଂ ଋଣଗ୍ରସ୍ତ ଶ୍ରୀଲଙ୍କାରେ ରାଜନୈତିକ ଅସ୍ଥିରତା ଧିରେ ଧିରେ ଦୂର ହେବାକୁ ଯାଉଛି। ଦେଶରେ ସମ୍ପୂର୍ଣ୍ଣ କ୍ୟାବିନେଟ୍‌ ଗଠନ ପର୍ଯ୍ୟନ୍ତ ସ୍ଥିରତା ସୁନିଶ୍ଚିତ କରିବାକୁ ଶୁକ୍ରବାର ୯ ଜଣ ନୂଆ କ୍ୟାବିନେଟ ମନ୍ତ୍ରୀ ନିଯୁକ୍ତ ହୋଇଛନ୍ତି। ରାଷ୍ଟ୍ରପତି…

୨୪ ଘଣ୍ଟାରେ କାଳବୈଶାଖୀ: ଏସବୁ ଜିଲାକୁ ସତର୍କ ଜାରି

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏନେଇ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା,…

ଟ୍ରେନ୍‌ ଧକ୍କାରେ ଗଲା ୩ ହାତୀଙ୍କ ଜୀବନ

ଯୋଡ଼ା/କେନ୍ଦୁଝର,୧୯ା୫(ଡି.ଏନ.ଏ/ସ୍ବ.ପ୍ର.): ଟ୍ରେନ ଧକ୍କାରେ ୩ ହାତୀଙ୍କ ଜୀବନ ଯାଇଛି। ଗୁରୁବାର ସନ୍ଧ୍ୟାରେ କେନ୍ଦୁଝର ଜିଲା ଯୋଡ଼ା ନିକଟବର୍ତ୍ତୀ ବେହେରା ହଟିଂ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଏଥିରେ ଗୋଟିଏ ମାଈ ହାତୀ ସମେତ ୨ ଛୁଆ ହାତୀ ଗୁରୁତର ହୋଇ ପଡ଼ିଥିଲେ।…

ରାଜଧାନୀରେ ଫୁଟିଲା ବୋମା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ପୁଣି ଅଶାନ୍ତ ହୋଇଉଠିଛି ରାଜଧାନୀ ଭୁବନେଶ୍ୱର। ଜଗନ୍ନାଥ ନଗରରେ ୨ଟି ବୋମାମାଡ଼ ହୋଇଛି। ତେବେ ବୋମାମାଡ଼ର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି। ବୋମାମାଡ଼ ଖବର ପାଇ ସହିଦନଗର ଥାନା…

୨୭ ମାସ ପରେ ଜେଲରୁ ମୁକୁଳିଲେ ଆଜମ ଖାଁ

ନୂଆଦିଲ୍ଲୀ,୨୦ ।୫: ଏକ ଠକେଇ ମାମଲାରେ ଜେଲ ଯାଇଥିବା ସମାଜବାଦୀ ପାର୍ଟି ନେତା ଆଜମ ଖାଁ ଶୁକ୍ରବାର ସୀତାପୁର ଜେଲରୁ ବାହାରିଛନ୍ତି । ୨୭ ମାସ ଜେଲରେ ଥିବା ଆଜମ ଖାଁଙ୍କୁ ସୁପ୍ରିମକୋର୍ଟ ଗୁରୁବାର ମଧ୍ୟବର୍ତ୍ତିକାଳୀନ ଜାମିନ ପ୍ରଦାନ କରିଛନ୍ତି ।…

୮୫ ଦିନରେ ରୁଷିଆ-ୟୁକ୍ରେନ୍ ଯୁଦ୍ଧ: ୧୭୩୦ ଯୁଦ୍ଧବନ୍ଦୀ, ଷ୍ଟିଲ ପ୍ଲାଣ୍ଟରେ ଏବେବି ଫସି ରହିଛନ୍ତି ଅନେକ

କ୍ୱିଭ,୨୦ ।୫: ମାରିଉପୋଲକୁ କବଜା କରିବା ପରେ ରୁଷିଆ ୟୁକ୍ରେନରେ ନୂଆ ପିଢିର ଶକ୍ତିଶାଳୀ ଲେଜର ଅସ୍ତ୍ରଶସ୍ତ୍ର ଗଚ୍ଛିତ କରିଛି । ଏହାର ସହାୟତାରେ ପଶ୍ଚିମରୁ ୟୁକ୍ରେନକୁ ସପ୍ଲାଇ କରାଯାଉଥିବା ଡ୍ରୋନକୁ ନଷ୍ଟ କରିହେବ । ଅନ୍ୟପଟେ ମସ୍କୋ ଯୁଦ୍ଧର ୮୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?