Home Middle

ଭାରତକୁ ବଡ଼ ଝଟ୍‌କା

ଜୋହାନ୍ସବର୍ଗ,୨।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ ପୂର୍ବରୁ ଭାରତକୁ ଏକ ବଡ଼ ଝଟ୍‌କା ଲାଗିଛି। ଆହତ ଯୋଗୁ ଏହି ମ୍ୟାଚ୍‌ ଅଧିନାୟକ ବିରାଟ କୋହଲି ଖେଳିବେ ନାହିଁ ବୋଲି ଜଣାପଡିଛି। ତାଙ୍କ ସ୍ଥାନରେ…

ଏମିତି ପୁଅଙ୍କୁ ବିବାହ କରିବେ ସାରା, ରଖିଲେ ସର୍ତ୍ତ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସାରା ଅଲି ଖାନ୍‌ଙ୍କୁ କିଏ ବା ନ ଜାଣେ । ସେ ତାଙ୍କର ନୂଆ ନୂଆ ଫଟୋ, ଭିଡିଓ ଶେୟାର କରି ଚର୍ଚ୍ଚାରେ ରୁହନ୍ତି। ତେବେ ତାଙ୍କ ଫିଲ୍ମ ଅତରଙ୍ଗୀ ମଧ୍ୟ ରିଲିଜ୍‌ ହୋଇଯାଇଛି। ସେ ନିଜର…

ଲଖିମପୁର କାଣ୍ଡ, ୫୦୦୦ ପୃଷ୍ଠାର ଚାର୍ଜସିଟ୍‌ ଦାଖଲ, ମୁଖ୍ୟ ଅଭିଯୁକ୍ତ ମନ୍ତ୍ରୀଙ୍କୁ ପୁଅ…

ନୂଆଦିଲ୍ଲୀ, ୩।୧ : ଲଖିମପୁର ଖେରି କାଣ୍ଡ ନେଇ ଏସ୍‌ଆଇଟି ପକ୍ଷରୁ ୫୦୦୦ ପୃଷ୍ଠାର ଏକ ଚାର୍ଜସିଟ୍‌ ଦାଖଲ କରାଯାଇଛି। ଚାର୍ଜସିଟ୍‌ରେ ମୁଖ୍ୟ ଅଭିଯୁକ୍ତ ଭାବେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କ ନାମ ଉଲ୍ଲେଖ କରାଯାଇଛି। ଏସ୍‌ଆଇଟି…

ପୌର ନିର୍ବାଚନ: ଓବିସିଙ୍କ ପାଇଁ ରହିବନି ସଂରକ୍ଷଣ

ଭୁବନେଶ୍ୱର,୩ା୧(ବ୍ୟୁରୋ): ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଓ୍ବାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସବୁ ମ୍ୟୁନିସିପାଲ କମିଶନର ଓ ଜିଲାପାଳଙ୍କୁ ଚିଠି ଲେଖି ପୌର ନିର୍ଦ୍ଦେଶକ କହିଛନ୍ତି। ୨୦୧୧ ଜନଗଣନା ଅନୁଯାୟୀ, ୫ ମହାନଗର ନିଗମ…

ଗଣମାଧ୍ୟମର କଣ୍ଠରୋଧ କରୁଛନ୍ତି ଚାଇନା ସରକାର, ବନ୍ଦ ହେଉଛି ଏଜେନ୍ସି…

ବେଜିଂ, ୩।୧ : ଚାଇନା ସରକାର ହଂକଂରେ ଗଣମାଧ୍ୟମର କଣ୍ଠରୋଧ ପ୍ରକ୍ରିୟା ଜାରି ରଖିଛନ୍ତି। ଗଣମାଧ୍ୟମର ସ୍ବାଧୀନତାକୁ ସୀମିତ କରାଯାଉଛି। ଫଳରେ ହଂକଂରେ କାର୍ଯ୍ୟ କରୁଥିବା ଗଣମାଧ୍ୟମ ସଂସ୍ଥା ନିଜକୁ ଆଉ ସୁରକ୍ଷିତ ମଣୁ ନାହାନ୍ତି। ଫଳରେ ଗୋଟିଏ ପରେ ଗୋଟିଏ…

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ମୃତଦେହ ନେବାକୁ ପାକିସ୍ତାନକୁ ଖବର …

ଶ୍ରୀନଗର, ୩।୧ : ଜମ୍ମୁ-କଶ୍ମୀରର ଅର୍ନିଆ ସେକ୍ଟରରେ ପାକିସ୍ତାନ ପଟୁୁ ଭାରତରେ ଅନୁପ୍ରବେଶ ଊଦ୍ୟମକୁ ବିଏସ୍‌ଏଫ୍‌ ଯବାନ ପଣ୍ଡ କରିଛନ୍ତି। ଯବାନଙ୍କ ଗୁଳିରେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କ ମୃତ୍ୟୁ ଘଟିଛି। ଗତ ୩ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଏଲ୍‌ଓସିରେ ଏଭଳି…

ଓମିକ୍ରନ୍‌ ଗ୍ରାଫ୍‌ ଉପରମୁହାଁ, ଆକ୍ରାନ୍ତଙ୍କ ସଂଖ୍ୟା ୧,୭୦୦ ଛୁଇଁଲା…

ନୂଆଦିଲ୍ଲୀ, ୩।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଗ୍ରାଫ୍‌ ଉପର ମୁହାଁ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୦୦…

ପ୍ରଧାନମନ୍ତ୍ରୀଙ୍କର ଅହଙ୍କାର ଥିଲା, ରାଜ୍ୟପାଳଙ୍କ ବିବାଦୀୟ ମନ୍ତବ୍ୟ…

ନୂଆଦିଲ୍ଲୀ, ୩।୧ : ମେଘାଳୟର ରାଜ୍ୟପାଳ ସତ୍ୟପାଲ ମଲିକ କୃଷି ଆଇନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଉପରେ କ୍ରମାଗତଭାବେ ସ୍ବର ଉତ୍ତୋଳନ କରିଥିଲେ। ଯଦିଓ ସେ କୃଷି ଆଇନ ପ୍ରତ୍ୟାବର୍ତ୍ତନ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରିଥିଲେ ମଧ୍ୟ…

ଆଜିଠୁ ୧୫ରୁ ୧୮ ବର୍ଷ ପିଲାଙ୍କୁ ଟିକାକରଣ: ୮ ପରେ ଦଶମ ପିଲାଙ୍କୁ ଟିକା

ଭୁବନେଶ୍ୱର,୩।୧(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ ୧୫ରୁ ୧୮ ବର୍ଷ ବୟସର ପିଲାମାନଙ୍କ ଟିକାକରଣ ଆରମ୍ଭ ହେବ। ତେବେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଥିବାରୁ ସେମାନଙ୍କ ଟିକାକରଣ ପରେ ହେବ। ୮ ତାରିଖ ପରେ ଦଶମ ଶ୍ରେଣୀ ଓ…

ତିନିଦିନ ପରେ ଖୋଲିଲା ଶ୍ରୀମନ୍ଦିର

ପୁରୀ ଅଫିସ, ୩।୧: ତିନିଦିନ ବ୍ୟବଧାନ ପରେ ସୋମବାର ଶ୍ରୀମନ୍ଦିର ଖୋଲିଛି। ନବବର୍ଷ ଭିଡକୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ କରାଯାଇଥିଲା। ତେବେ ଆଜି ଶ୍ରୀମନ୍ଦିର ଖୋଲିବା ପରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ଭିଡକୁ ଦୃଷ୍ଟିରେ…

କରୋନା ଯୋଦ୍ଧାଙ୍କୁ କରୋନା, ୮୭ ଡାକ୍ତର କରୋନା ପଜିଟିଭ୍‌…

ପାଟଣା, ୩।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି। ବିହାରର ପାଟନା ସ୍ଥିତ ନାଳନ୍ଦା ମେଡ଼ିକାଲ କଲେଜ ଏବଂ ହସ୍ପିଟାଲର ୮୭ ଡାକ୍ତରଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି।…

ଅଣାୟତ୍ତ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୩ ହଜାର ୭୫୦ ଜଣ ନୂଆ ଆକ୍ରାନ୍ତଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri