Home Middle

ରାଜଧାନୀରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା, ହେଲେ ଭୟଭୀତ ନ ହେବାକୁ କହିଲେ କେଜରିୱାଲ

ନୂଆଦିଲ୍ଲୀ,୨ ।୧: ରାଜଧାନୀରେ ବଢି ଚାଲିଥିବା କରୋନା ଭାଇରସ ସଂକ୍ରମଣ ଏବେ ସମସ୍ତଙ୍କୁ ପଛରେ ପକାଇ ଦେଇଛି । ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହୋଇଛି ସତ । କିନ୍ତୁ ଏହାକୁ ନେଇ କିଛି ଭୟଭୀତ ହେବାର ନାହିଁ ବୋଲି କହିଛନ୍ତି…

ଚାଇନାର ଦାଦାଗିରି, ଦକ୍ଷିଣ ତିବ୍ବତ ଉପରେ କବ୍‌ଜା ଷଡ଼ଯନ୍ତ୍ର…

ବେଜିଂ, ୨।୧ : ତିବ୍ବତକୁ ନେଇ ଚାଇନା ପୁଣି ଦାଦାଗିରି ଆରମ୍ଭ କରିଛି। ଇତିମଧ୍ୟରେ ଚାଇନା ଅରୁଣାଚଳ ପ୍ରଦେଶରେ ଆଉ ୧୫ଟି ସ୍ଥାନର ନାମକରଣ କରିଛି। ଏହା ସହିତ ଦାବି କରିଛି ଯେ ତିବ୍ଦତର ଦକ୍ଷିଣ ଭାଗ ପ୍ରାଚୀନ କାଳରୁ ଚାଇନା…

୩ ରାଜ୍ୟରେ ସ୍କୁଲ-କଲେଜ ବନ୍ଦ…

ନୂଆଦିଲ୍ଲୀ, ୨।୧ : ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀ, ଉତ୍ତରପ୍ରଦେଶ ଏବଂ ହରିୟାଣା ଆଦି ୩ ରାଜ୍ୟ ସରକାର ସମସ୍ତ ସ୍କୁଲ୍‌ କଲେଜକୁ ବନ୍ଦ କରିବା ନେଇ…

ପ୍ରାଥମିକ ସ୍କୁଲ ଖୋଲିବା ନିଷ୍ପତ୍ତି ସ୍ଥଗିତ

ଭୁବନେଶ୍ୱର,୨ା୧(ବ୍ୟୁରୋ): ଆସନ୍ତାକାଲିଠାରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ନେଇ ନିଷ୍ପତ୍ତିକୁ ସାମୟିକ ସ୍ଥଗିତ କରାଯାଇଥିବା ନେଇ ସୂଚନା ମିଳିଛି। ୨ ଦିନ ମଧ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ସ୍କୁଲ ଖୋଲିବା ନିଷ୍ପତ୍ତିରେ ପରିବର୍ତ୍ତନ ହୋଇଛି। ଏହା ସାମୟିକ ବୋଲି ବିଦ୍ୟାଳୟ…

ନବୋଦୟ ସ୍କୁଲର ୮୫ ପିଲା କରୋନା ପଜିଟିଭ୍‌,କଣ୍ଟେନମେଣ୍ଟ୍‌ ଜୋନ୍‌ ଘୋଷଣା…

ନୈନିତାଲ, ୨।୧ : ନୈନିତାଲର ସୁୟାଲବାଡ଼ିସ୍ଥିତ ଜବାହର ନବୋଦୟ ସ୍କୁଲର ୮୫ପିଲାଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଆକ୍ରାନ୍ତ ପିଲାଙ୍କୁ ଆଇସୋଲେଶନରେ ରଖାଯାଇଛି। ସେହିପରି ପ୍ରଶାସନ ପକ୍ଷରୁ ସ୍କୁଲି ପରିସରକୁ କଣ୍ଟେନମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। କରୋନା ନେଗେଟିଭ୍‌…

ଖର୍ଚ୍ଚ କମାଇବ ଇ-ମୋଡ୍‌

ଭୁବନେଶ୍ୱର,୨ା୧(ବ୍ୟୁରୋ): ରାଜ୍ୟ ସରକାର ପ୍ରଶାସନିକ କାର୍ଯ୍ୟକୁ ସମ୍ପୂର୍ଣ୍ଣ କାଗଜମୁକ୍ତ କରିବାକୁ ଲକ୍ଷ୍ୟ ରଖି ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ପ୍ରଶାସନିକ ଚିଠିପତ୍ର ଇଲେକ୍ଟ୍ରୋନିକ ମୋଡ୍‌ରେ କରାଯାଉଥିବା ବେଳେ ମାନୁଆଲ ବଜେଟ ବଦଳରେ ଇ-ବଜେଟ କାର୍ଯ୍ୟକାରୀ କରିଛନ୍ତି। କେବଳ ସେତିକି ନୁହେଁ, ବିଧାନସଭାର…

୩ ଜାନୁୟାରୀରୁ ପିଲାଙ୍କୁ ଟିକା, ୨୮ ଦିନ ପରେ ଦ୍ୱିତୀୟ ଡୋଜ୍‌…

ନୂଆଦିଲ୍ଲୀ, ୨।୧: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଙ୍କଟ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ୨୦୨୨ ଜାନୁୟାରୀ ୧ଠାରୁ କୋ-ଓ୍ବିନ୍‌ ପ୍ଲାଟର୍ଫମରେ ୧୫ରୁ ୧୮ ବର୍ଷ ବୟସ୍କ ପିଲାଙ୍କ ପାଇଁ…

ଓମିକ୍ରନ୍‌ ଅଣାୟତ୍ତ ମୁହାଁ, ୨୩ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୨୫ ଛୁଇଁଲା…

ନୂଆଦିଲ୍ଲୀ, ୨।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୨୫ ଛୁଇଁଛି।…

ଦୈନିକ ସଂକ୍ରମଣ ଉପର ମୁହାଁ…

ନୂଆଦିଲ୍ଲୀ, ୨।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨୭ ହଜାର ୫୫୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ…

ନୂଆବର୍ଷ ମଜା ଫିକା: ଦୀଘାମୁହାଁ ପର୍ଯ୍ୟଟକ

ଭୋଗରାଇ, ୨।୧(ଡି.ଏନ.ଏ.)  କୋଭିଡ୍‌ କଟକଣା ଯୋଗୁ ନୂଆବର୍ଷ ପାଳନ ଫିକା ପଡିଛି। ବାଲେଶ୍ୱର ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ଖାଁ ଖାଁ ପରିବେଶ ପରିଲକ୍ଷିତ ହୋଇଥିଲା। ଉଦୟପୁର, ତାଳସାରୀ, ବିଚିତ୍ରପୁର ଇକୋ ଟୁରିଜିମ୍‌, କୀର୍ତ୍ତନିଆ, ଚୌମୁଖ, ଡଗରା, ବାହାବଳପୁର ଓ ଚାନ୍ଦିପୁର ବେଳାଭୂମିକୁ ବହୁ ପର୍ଯ୍ୟଟକ ଆସିଥିଲେ ମଧ୍ୟ…

ଫ୍ରାନ୍ସରେ ବେକାବୁ ହେଲାଣି କରୋନା, ବିଶ୍ୱର ସର୍ବାଧିକ ସଂକ୍ରମିତ ଦେଶ ତାଲିକାର ୬ ନମ୍ବରରେ

ପ୍ୟାରିସ,୨ ।୧: ଏବେ ଫ୍ରାନ୍ସରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ହୋଇ ଚାଲିଛି । ଶନିବାର ପ୍ରକାଶିତ ସରକାରୀ ରିପୋର୍ଟ ଅନୁଯାୟୀ, ବିଶ୍ୱରେ ୧୦ ମିଲିୟନରୁ ଅଧିକ ସଂକ୍ରମିତ ଚିହ୍ନଟ ଦେଶ ତାଲିକାର ୬ ନମ୍ବର ସ୍ଥାନରେ ପହଞ୍ଚି ଯାଇଛି ।…

ପ୍ରଥମ କ୍ରୀଡା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨ ।୧: କ୍ରାନ୍ତି ଓ କ୍ରୀଡା ନଗରୀ ନାମରେ ପରିଚିତ ମିରଠ ପାଇଁ ରବିବାର ଏକ ଐତିହାସିକ ଦିନ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମିରଠରେ ଦେଶର ପ୍ରଥମ କ୍ରୀଡା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବାକୁ ଯାଉଛନ୍ତି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri