Home Middle

ଓମିକ୍ରନକୁ ନେଇ ଏପରି ଚେତାବନୀ ଦେଲା ଡବ୍ଲୁଏଚ୍‌ଓ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯ା୧୨: ସାରା ବିଶ୍ୱରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିନ୍ତା ବଢ଼ାଉଛି। ଦିନକୁ ଦିନ ଏହି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାର ପ୍ରଭାବ ମଧ୍ୟ ଭାରତ ଉପରେ ପଡ଼ିଛି। ବର୍ତ୍ତମାନ ସୁଦ୍ଧା ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୭୮୨ରେ ପହଞ୍ଚିଛି। ତେବେ…

ପ୍ରଧାନମନ୍ତ୍ରୀଙ୍କ ୟୁଏଇ-କୁଏତ ଗସ୍ତ ବାତିଲ…

ନୂଆଦିଲ୍ଲୀ, ୨୯।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୟୁଏଇ ଏବଂ କୁଏତ ଗସ୍ତକୁ ବାତିଲ କରାଯାଇଛି। ୨୦୨୨ ଜାନୁୟାରୀ ୬ରେ ଏହି ପ୍ରସ୍ତାବିତ ଗସ୍ତ କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଥିଲା। ମାତ୍ର ଓମିକ୍ରନ୍‌…

ଫ୍ରାନ୍ସ୍‌-ବ୍ରିଟେନ୍‌ରେ କରୋନା ତାଣ୍ଡବ, ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ…

ପ୍ୟାରିସ୍‌/ଲଣ୍ଡନ, ୨୯।୧୨: କରୋନା ମହାମାରୀ ସଂକ୍ରମଣ ଯୋଗୁଁ ଫ୍ରାନ୍ସ ଏବଂ ବ୍ରିଟେନର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଫ୍ରାନ୍ସରେ ରେକର୍ଡ ସଂଖ୍ୟକ ୧,୭୯, ୮୦୭ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଫ୍ରାନ୍ସରେ…

ବଦଳିପାରେ ସ୍କୁଲ୍‌ ଖୋଲିବା ନିଷ୍ପତ୍ତି: ଡିଏମ୍‌ଇଟି

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ସ୍କୁଲ ଖୋଲିବା ନିଷ୍ପତ୍ତି ବଦଳିପାରେ। ଏ ନେଇ ଡିଏମ୍‌ଇଟି ରମାରମଣ ମହାନ୍ତି ସୂଚନା ଦେଇଛନ୍ତି। ସରକାର ପୂର୍ବ ସ୍ଥିତି ଦେଖି ସ୍କୁଲ୍‌ ଖୋଲିବା ନିଷ୍ପତ୍ତି ନେଇଥିଲେ। ସେତେବେଳେ ରାଜ୍ୟକୁ ଓମିକ୍ରନ ଆସି ନ ଥିଲା କି ସଂକ୍ରମଣ ବଢି…

ରାଜ୍ୟରେ ଚିହ୍ନଟ ହେଲେ ୨୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ୨୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୨ ଜଣ ଲୋକାଲ କେସ…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇଛି। ଲଗାତାର ୧୮ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିବା ପରେ ବଢ଼ିଛି। ଗତ ୨୪ ଘଣ୍ଟାରେ ୯…

ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇଏଲଏସ୍‌ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ୟୁଏଇ ଫେରନ୍ତା ବୋଲି ଜଣାପଡିଛି। ରାଜ୍ୟରେ ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା…

ଅଣାୟତ୍ତା ମୁହାଁ ଓମିକ୍ରନ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୭୮୧ ଛୁଇଁଲା…

ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୧ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୮୧ ଛୁଇଁଛି। ଦେଶରେ…

ବିନା ମେଡିକାଲ ପ୍ରମାଣପତ୍ରରେ ବୟସ୍କଙ୍କୁ ବୁଷ୍ଟର ଡୋଜ୍‌

ନୂଆଦିଲ୍ଲୀ, ୨୯ା୧୨: ଜାନୁୟାରୀ ୧୦ରୁ କୋଭିଡ୍‌ ଟିକାର ସମସ୍ତ ଡୋଜ୍‌ ନେଇସାରିଥିବା ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ବୁଷ୍ଟର ଡୋଜ୍‌ ପାଇଁ ନାଁ ପଞ୍ଜୀକରଣ କରାଇପାରିବେ। କୌଣସି ରୋଗର ଶିକାର ହୋଇଥିଲେ କିମ୍ବା ଚିକିତ୍ସାଧୀନ ଥିଲେ ମଧ୍ୟ ସେମାନେ ବୁଷ୍ଟର…

ଜାନୁୟାରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଜାନୁୟାରୀ ୩ରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ସ୍କୁଲ। ସାରା ରାଜ୍ୟରେ ଥିବା ପ୍ରାୟ ୨୭,୦୦୦ ପ୍ରାଥମିକ ବିଦ୍ୟାଳୟକୁ ଖୋଲିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ରୁ ୮ପର୍ଯ୍ୟନ୍ତ ସମେଟିଭ୍‌-୧ ପରୀକ୍ଷା…

ଜ୍ଞାନକୌଶଳ ଉପରେ ବିଜୟ ଲାଭକର କିନ୍ତୁ ରୋବୋଟ ହୁଅନାହିଁ…

ନୂଆଦିଲ୍ଲୀ, ୨୮।୧୨: ଜ୍ଞାନକୌଶଳ ଉପରେ ବିଜୟଲାଭ କର କିନ୍ତୁ ରୋବୋଟ ହୁଅନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ମଙ୍ଗଳବାର ଆଇଆଇଟି କାନପୁରର ୫୪ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ପ୍ରଧାନମନ୍ତ୍ରୀ ଶିକ୍ଷାର୍ଥୀଙ୍କ ଉଦ୍ଦେଶ୍ୟରେ ଏଭଳି ମନ୍ତବ୍ୟ ଦେଇଛନ୍ତି। ଆଇଆଇଟି କାନପୂରରୁ ଶିକ୍ଷାଲାଭ…

ସ୍ବାଧିନତା ସଂଗ୍ରାମରେ କୌଣସି ଭୂମିକା ନଥିବା ଲୋକେ ଦେଶରେ ସୃଷ୍ଟି କରୁଛନ୍ତି ଘୃଣାର ବାତାବରଣ…

ନୂଆଦିଲ୍ଲୀ, ୨୮।୧୨: ଦେଶର ସ୍ବାଧୀନତା ସଂଗ୍ରାମରେ କୌଣସି ଭୂମିକା ନଥିବା ଲୋକେ ଘୃଣାର ବାତାବରଣ ସୃଷ୍ଟି କରୁଛନ୍ତି। ସମାଜରେ ଉତ୍ତେଜନା ସୃଷ୍ଟି କରିବା ଏଭଳି ଲୋକଙ୍କ କାମ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି। କଂଗ୍ରେସର ୧୩୭ ସ୍ଥାପନା ଦିବସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri