Home Middle

ସ୍ମୃତିରେ ୨୦୨୧ (ନାରୀ)

ଖୁବ୍‌ କମ୍‌ ଦିନ ମଧ୍ୟରେ ବିଦାୟ ନେବ ବର୍ଷ ୨୦୨୧। ଏହି ବର୍ଷ ମଧ୍ୟରେ ଅନେକ ମହିଳା ବିଭିନ୍ନ କ୍ଷେତ୍ରରେ ନିଜକୁ ଅନନ୍ୟ ପ୍ରମାଣିତ କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରମୁଖ କେତେଜଣଙ୍କ ସମ୍ପର୍କରେ…   ପ୍ରଥମ ଥର…

୧୨ କୋଟିର ମର୍ସିଡିଜ୍‌ରେ ଯାତ୍ରା କରିବେ ପ୍ରଧାନମନ୍ତ୍ରୀ …

ନୂଆଦିଲ୍ଲୀ, ୨୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଲାଗି ପଦକ୍ଷେପ ଗ୍ରହଣ କରାଯାଇଛି। ଏଣିକି ପ୍ରଧାନମନ୍ତ୍ରୀ ୧୨ କୋଟିର ମର୍ସିଡିଜ୍‌ ମେବେକ୍‌ ଏସ୍‌-୬୫୦ରେ ଯାତ୍ରା କରିବେ। ଏହାର ସୁରକ୍ଷା ବ୍ୟବସ୍ଥା ଅତି ଶକ୍ତିଶାଳୀ। ବିସ୍ଫୋରଣରେ ମଧ୍ୟ ଏହାର…

ଖୁସି ଖବର, ପୁଣି ୨ କରୋନା ଟିକାକୁ ମଞ୍ଜୁରୀ…

ନୂଆଦିଲ୍ଲୀ, ୨୮।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନ୍ୟ ୨ଟି କରୋନା ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ମଞ୍ଜୁରୀ ପ୍ରଦାନ କରାଯାଇଛି। କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ(ସିଡିଏସ୍‌ସିଓ) କୋଭୋଭାକ୍ସ ଏବଂ…

ନୂଆବର୍ଷରେ ୧୩ ସହରରେ ୫-ଜି ସେବା…

ନୂଆଦିଲ୍ଲୀ, ୨୮।୧୨: ଆସନ୍ତା ୨୦୨୨ରେ, ଭାରତୀୟମାନେ ୫-ଜି ଉପହାର ପାଇବାକୁ ଯାଉଛନ୍ତି। ଟେଲି ଯୋଗାଯୋଗ ବିଭାଗ କହିଛି ଯେ ୫-ଜି ଇଣ୍ଟରନେଟ ସେବାର ପରୀକ୍ଷା ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଏହା ୨୦୨୧ ଡିସେମ୍ବର ୩୧ ସୁଦ୍ଧା ଶେଷ ହେବ ବୋଲି…

ମଣିଷ ଖାଇବ ମଣିଷ ମାଂସ ! ବୈଜ୍ଞାନିକଙ୍କ ଚେତାବନୀ…

ଲଣ୍ଡନ, ୨୮।୧୨: ମହାକାଶ ବିଷୟରେ ମନୁଷ୍ୟର ସ୍ବପ୍ନ ଅଲଗା ଏବଂ ସେଠାରେ ଥିବା ରହସ୍ୟ ଜାଣିବା ପାଇଁ ସର୍ବଦା ପ୍ରୟାସ ଜାରି ରହିଛି। ଦୁନିଆର ବହୁ ଏଜେନ୍ସି ମଧ୍ୟ ସ୍ପେସ ଭ୍ରମଣ ଠାରୁ ଆରମ୍ଭ କରି ସେଠାରେ ବସତି ସ୍ଥାପନ କରିବ…

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୩ ଜଣ ଲୋକାଲ କେସ…

ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୫୩ ଛୁଇଁଲା…

ନୂଆଦିଲ୍ଲୀ, ୨୮।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୨୧ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୫୩ ଛୁଇଁଛି। ଦେଶରେ ଓମିକ୍ରନ୍‌ ଅଣାୟତ୍ତ ହେବା ସ୍ଥିତି ସୃଷ୍ଟି…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୮।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୮ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ…

ଗଗନୟାନରୁ ଚନ୍ଦ୍ରୟାନ-୩

ନୂଆଦିଲ୍ଲୀ, ୨୮ା୧୨: କୋଭିଡ୍‌ର ନୂଆ ଭାରିଆଣ୍ଟ ସଂକ୍ରମଣ ବୃଦ୍ଧି ମଧ୍ୟରେ ୨୦୨୧ ଶେଷ ହେବାକୁ ଥିବାବେଳେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ନୂଆବର୍ଷରେ ଏକାଧିକ ବଡ଼ ମିଶନକୁ ଆଗେଇ ନେବାକୁ ଯୋଜନା କରିଛି। ବିଦାୟୀ ବର୍ଷରେ କରୋନା କଟକଣା ଯୋଗୁ…

ଆବଶ୍ୟକତା ଆଧାରରେ କଟକଣା

ନୂଆଦିଲ୍ଲୀ, ୨୮।୧୨: କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆସିବା ପରେ ଭାରତର ବିଭିନ୍ନ ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ସବ ସମୟରେ ଜନସାଧାରଣଙ୍କ ଯାତାୟାତ ଉପରେ ଆବଶ୍ୟକତା ଆଧାରରେ କଟକଣା ଲଗାଇବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

ସ୍ବାସ୍ଥ୍ୟସେବା: ଓଡ଼ିଶା ତଳୁ ତୃତୀୟ

ନୂଆଦିଲ୍ଲୀ, ୨୮ା୧୨: ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ପ୍ରଦାନ କରିବାରେ ଓଡ଼ିଶାର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ବଡ଼ ରାଜ୍ୟଗୁଡ଼ିକୁ ନେଇ ପ୍ରସ୍ତୁତ ତାଲିକାରେ ଓଡ଼ିଶା ତଳଆଡ଼ୁ ତୃତୀୟ ସ୍ଥାନରେ ରହିଛି। ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ମଧ୍ୟରେ କେରଳ ସର୍ବୋତ୍ତମ…

‘ପରୀକ୍ଷା ପେ ଚର୍ଚ୍ଚା ୨୦୨୨’ ପାଇଁ ଆଜିଠାରୁ ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୨୮ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଙ୍କ ବାର୍ଷିକ ପରୀକ୍ଷା ପୂର୍ବରୁ ‘ପରୀକ୍ଷା ପେ ଚର୍ଚ୍ଚା’ରେ ଆଲୋଚନା କରିବେ । ଏଥିପାଇଁ ମଙ୍ଗଳବାରଠାରୁ ରେଜିଷ୍ଟ୍ରେଶନ ଆରମ୍ଭ କରାଯାଇଛି । ପରୀକ୍ଷା ପେ ଚର୍ଚ୍ଚା ସମୟରେ ମୋଦି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri