Home Middle

ଉତ୍ତର କୋରିଆରେ କରୋନା ଆତଙ୍କ: ଜ୍ୱରରେ ୬ ଜଣଙ୍କ ମୃତ୍ୟୁ, ଆଇସୋଲେଶନରେ ୧.୮୭ ଲକ୍ଷ ଲୋକ

ପ୍ୟୋଙ୍ଗୟାଙ୍ଗ,୧୩ ।୫: ଏପର୍ଯ୍ୟନ୍ତ କରୋନା ମହାମାରୀ ପହଞ୍ଚି ନ ଥିବା ଦେଶ ଉତ୍ତର କୋରିଆରେ ଏବେ କରୋନା ଆତଙ୍କ । ଶୁକ୍ରବାର ସକାଳେ ଏଏଫପି ନ୍ୟୁଜ ଏଜେନ୍ସି ରାଜ୍ୟ ମିଡିଆର ସୂଚନାକୁ ଆଧାର କରି ଦେଇଥିବା ଖବର ଅନୁଯାୟୀ, ଉତ୍ତର କୋରିଆରେ…

ପରିଚାଳନା ଦାୟିତ୍ୱ ନେଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ତାଳଚେର ମେଡିକାଲ କଲେଜର ପରିଚାଳନା ଦାୟିତ୍ୱ ରାଜ୍ୟ ସରକାର ନିଜ ହାତକୁ ନେଇଛନ୍ତି। ମହାନଦୀ କୋଲ୍‌ଫିଲ୍ଡସ ଲିମିଟେଡ(ଏମ୍‌ସିଏଲ) ଦ୍ୱାରା ଦିଆଯାଇଥିବା ଏହି ପ୍ରସ୍ତାବକୁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନିକ ଅନୁମୋଦନ କରିଛନ୍ତି। ଏହି ମେଡିକାଲ କଲେଜକୁ ମହାନଦୀ ଇନ୍‌ଷ୍ଟିଚ୍ୟୁଟ…

ସିଏସ୍‌କେର ପ୍ଲେ-ଅଫ୍‌ ବାଟ ବନ୍ଦ

ମୁମ୍ବାଇ,୧୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଏକ ଲୋ ସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ୫.୧ ଓଭର ପୂର୍ବରୁ ୫ ଉଇକେଟରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ହରାଇ ଦେଇଛି। ଏହି ପରାଜୟ ଯୋଗୁ ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇର ପ୍ଲେ-ଅଫ୍‌…

ପୁଣି ଥରେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ହେଲେ ରାନିଲ ବିକ୍ରମସିଂଘେ

କଲମ୍ବୋ,୧୨।୫: ଶ୍ରୀଲଙ୍କାରେ ଗମ୍ଭୀର ଆର୍ଥତ୍କ ଓ ରାଜନୈତିକ ସଙ୍କଟ ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂଘେ ପୁଣି ଥରେ ଶାସନକୁ ଫେରିଛନ୍ତି। ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେଙ୍କ ସହ ବୁଧବାର ରୁଦ୍ଧଦ୍ୱାର ବୈଠକ ପରେ ୟୁନାଇଟେଡ୍‌ ନ୍ୟାଶନାଲ ପାର୍ଟି(ୟୁଏନ୍‌ପି) ନେତା ତଥା ୭୩…

୧୫ ରାଜ୍ୟର ୫୭ ରାଜ୍ୟ ସଭା ଆସନ ପାଇଁ ଜୁନ ୧୦ରେ ହେବ ଭୋଟିଂ

ନୂଆଦିଲ୍ଲୀ,୧୨ ।୫: ନିର୍ବାଚନ କମିଶନ ଗୁରୁବାର ରାଜ୍ୟ ସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବାକୁ ଘୋଷଣା କରିଛନ୍ତି । ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ, ୧୫ ରାଜ୍ୟର ମୋଟ ୫୭ ରାଜ୍ୟ ସଭା ଆସନ ଲାଗି ଜୁନ ୧୦ରେ ଭୋଟ…

ରାଜ୍ୟ ସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାର ୩ଟି ଆସନରେ ଜୁନ୍‌ ୧୦ରେ ଏହି ନିର୍ବାଚନ ଅନୁଷ୍ଠିତ ହେବ। ଏନ୍‌ ଭାସ୍କର ରାଓ, ପ୍ରସନ୍ନ ଆଚାର୍ଯ୍ୟ ଏବଂ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରୁଥିବାରୁ ଏହି ନିର୍ବାଚନ…

ଜ୍ଞାନବାପି ମସଜିଦ୍‌ ମାମଲା, ବଦଳିବେନି କମିଶନର, ୧୭ ମେ’ ପୂର୍ବରୁ ପୁଣି ସର୍ଭେ…

ଆହ୍ଲାବାଦ୍‌, ୧୨।୫ : ତିନି ଦିନ ଧରି ସମସ୍ତ ଦଳର ବିତର୍କ ପରେ କାଶୀ ବିଶ୍ୱନାଥ ଧାମ-ଜ୍ଞାନବାପିରେ ଅବସ୍ଥିତ ମା ଶୃଙ୍ଗାର ଗୌରୀ ଏବଂ ଅନ୍ୟାନ୍ୟ ଦେବତାଙ୍କ ସର୍ଭେ ପ୍ରସଙ୍ଗ ଶେଷ ହୋଇଛି। ଦୁଇ ଘଣ୍ଟା ଧରି ଚାଲିଥିବା ଯୁକ୍ତି ଶୁଣିବା…

ପିଆଇଏଲ୍‌ର ଅପବ୍ୟବହାର ନହେଉ, ତାଜମହଲ ୨୨ ବନ୍ଦ କୋଠରୀର ରହସ୍ୟ ନେଇ କହିଲେ ହାଇକୋର୍ଟ…

ଆଗ୍ରା, ୧୨।୫ : ତାଜମହଲର ୨୨ ବନ୍ଦ କୋଠରୀର ରହସ୍ୟ ଖୋଲିବା ନେଇ କରାଯାଇଥିବା ଆବେଦନର ଶୁଣାଣି ସମୟରେ ଆହ୍ଲାବାଦ ହାଇକୋର୍ଟ ଜନସ୍ବାର୍ଥ ମାମଲା(ପିଆଇଏଲ୍‌)ବ୍ୟବସ୍ଥାର ଅପବ୍ୟବହାର ନ କରିବାକୁ କହିଛନ୍ତି। ଏହା ସହିତ କୋର୍ଟ ଏହାର ଶୂଣାଣି ଶୁକ୍ରବାର ପର୍ଯ୍ୟନ୍ତ ସ୍ଥଗିତ…

ସ୍ବିଡେନ ପ୍ରଧାନମନ୍ତ୍ରୀଙ୍କ ପାଇଁ ବୋରିସ ଜନ୍‌ସନ୍‌ ଚଳାଇଲେ ଡଙ୍ଗା

ଲଣ୍ଡନ,୧୨ା୫: ୟୁକ୍ରେନ ସଙ୍କଟ ମଧ୍ୟରେ ସ୍ବିଡେନ ଏବଂ ଫିନଲାଣ୍ଡ ଭବିଷ୍ୟତରେ ବିପଦକୁ ଦୃଷ୍ଟିରେ ରଖି ନାଟୋରେ ଯୋଗଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହି ସମୟରେ ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍‌ର ରୁଷିଆର ଆକ୍ରମଣ ଘଟଣାରେ ସ୍ବିଡେନ ଏବଂ ଫିନଲାଣ୍ଡକୁ ସହାୟତା ପ୍ରଦାନ…

ବିପର୍ଯ୍ୟୟ ପରିଚାଳନା ପାଠ ପଢ଼ିବେ ପିଲା

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷ ଅର୍ଥାତ ୨୦୨୩ରୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବିପର୍ଯ୍ୟୟ ପରିଚାଳନା କୋର୍ସ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତା’ର ପାଠ୍ୟକ୍ରମ ପ୍ରସ୍ତୁତ କରୁଛନ୍ତି। ୨୦୨୩ ପାଇଁ ଯେଉଁ ବହି ପ୍ରିଣ୍ଟ ହେଉଛି, ସେଥିରେ ଏହି ପାଠ୍ୟକ୍ରମ ରହିବ…

ଗଣେଶ ମନ୍ଦିର ଉପରେ ଆକ୍ରମଣ, ୨୨ଙ୍କୁ ଦଣ୍ଡାଦେଶ, ୬୨ ଅଭିଯୁକ୍ତ ଖଲାସ …

ଇସଲାମାବାଦ, ୧୨।୫ : ଗତ ବର୍ଷ ପଞ୍ଜାବ ପ୍ରଦେଶର ଏକ ଗଣେଶ ମନ୍ଦିର ଉପରେ ହୋଇ୍‌ଥିବା ଆକ୍ରମଣ ମାମଲାରେ ପାକିସ୍ତାନର ଆତଙ୍କବାଦ ବିରୋଧୀ କୋର୍ଟ ୨୨ ଜଣଙ୍କୁ ପାଞ୍ଚ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଅପରପକ୍ଷରେ ୬୨ ଜଣ ଅଭିଯୁକ୍ତଙ୍କୁ ପ୍ରମାଣ…

୧୭୦ ବିଲ୍ଡିଂର ସୁରକ୍ଷା ଦାୟିତ୍ୱ ୨୦୦୦ ଯବାନଙ୍କ ହାତରେ…

ଚଣ୍ଡିଗଡ଼, ୧୨।୫ : ମୋହାଲିରେ ଆତଙ୍କବାଦୀ ଆକ୍ରମଣ ପରେ ବର୍ତ୍ତମାନ ପଞ୍ଜାବ ସରକାର ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ବିଲ୍ଡିଂର ସୁରକ୍ଷା ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିବା ଆରମ୍ଭ କରିଛନ୍ତି। ଏହି ଆକ୍ରମଣର ତଦନ୍ତ ମଧ୍ୟରେ ପୋଲିସ ପ୍ରଶାସନ ରାଜ୍ୟରେ ଗୁରୁତ୍ୱପୂର୍ଣ୍ଣ ବିଲ୍ଡିଂର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?