Home Middle

ଦେଶରେ ୮୦-୮୨ ପ୍ରତିଶତ ହିନ୍ଦୁ, ଭାଜପାକୁ ମିଳୁଛି କେବଳ ୪୦ ପ୍ରତିଶତ ଭୋଟ…

ନୂଆଦିଲ୍ଲୀ, ୧୨।୫ : ଦେଶର ଜନସଂଖ୍ୟାର ୮୦ ରୁ ୮୨ ପ୍ରତିଶତ ହିନ୍ଦୁ। କିନ୍ତୁ ଭାଜପା ଏପର୍ଯ୍ୟନ୍ତ ପ୍ରାୟ ୪୦ ପ୍ରତିଶତ ଭୋଟ ପାଇଛି। ଏଭଳି ପରିସ୍ଥିତିରେ ପୋଲାରାଇଜେଶନ ଆଧାରରେ ଏହି ଦଳ ନିର୍ବାଚନରେ ଜିତୁଥିବା କହିବା ସମ୍ପୂର୍ଣ୍ଣ ଭୁଲ ବୋଲି…

ଭାରତୀୟ ରାଜନୀତିରେ ଭାଜପାର ପ୍ରଭାବ ୨୦ରୁ ୩୦ ବର୍ଷ ରହିବା ସମ୍ଭାବନା…

ନୂଆଦିଲ୍ଲୀ, ୧୨।୫ : ଆସନ୍ତା ୨୦ରୁ ୩୦ ବର୍ଷ ପର୍ଯ୍ୟନ୍ତ ଭାରତୀୟ ରାଜନୀତିରେ ଭାଜପାର ପ୍ରଭାବ ରହିବ। ଭାରତୀୟ ରାଜନୀତିର ରଣନୀତିଜ୍ଞ ଭାବରେ ଜଣାଶୁଣା ପ୍ରଶାନ୍ତ କିଶୋର (ପିକେ) ଏଭଳି କହିଛନ୍ତି। ଏହି ସମୟ ମଧ୍ୟରେ ଭାଜପା ରାଜନୀତିର କେନ୍ଦ୍ରରେ ରହିବ।…

ସବୁ ବନ୍ଦରରୁ ହଟିଲା ବାତ୍ୟା ବିପଦ ସଙ୍କେତ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ‘ଅସାନି’ ବାତ୍ୟା ସ୍ଥଳଭାଗ ଛୁଇଁ ସାରିଥିବାରୁ ଓଡ଼ିଶାର ସବୁ ବନ୍ଦରରୁ ବିପଦ ସଙ୍କେତ ଉଠାଇ ଦିଆଯାଇଛି। ଫଳରେ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯିବାର ସମ୍ଭାବନା ରହିଛି। ଗୁରୁବାରଠାରୁ ରାଜ୍ୟରେ ପାଣିପାଗ ବଦଳିବ। ମେଘମୁକ୍ତ ଆକାଶ ସହ ତାପମାତ୍ରା ମଧ୍ୟ ବୃଦ୍ଧି ପାଇବ।…

ପିକେଙ୍କ ପରାମର୍ଶ, ବିରୋଧୀ ଦଳଙ୍କ ଭଳି ଆଚରଣ ଶିକ୍ଷାଲାଭ କରୁ କଂଗ୍ରେସ…

ନୂଆଦିଲ୍ଲୀ, ୧୨।୫ : ଭାରତୀୟ ରାଜନୀତିର ରଣନୀତିଜ୍ଞ ଭାବରେ ଜଣାଶୁଣା ପ୍ରଶାନ୍ତ କିଶୋର (ପିକେ) କଂଗ୍ରେସକୁ ପରାମର୍ଶ ଦେଇଛନ୍ତି। ସେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି ଯେ କଂଗ୍ରେସ ବିରୋଧୀ ଦଳ ଭଳି ଆଚରଣ ଶିକ୍ଷାଲାଭ କରିବା ଆବଶ୍ୟକ। ଇଣ୍ଡିଆନ ଏକ୍ସପ୍ରେସର…

୩୦ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୨।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ଭାରତ ପାକିସ୍ତାନ ବିରୋଧରେ କେବେ କରିବ ସାମରିକ କାର୍ଯ୍ୟାନୁଷ୍ଠାନ ? ଆମେରିକା ଗୁପ୍ତଚର ରିପୋର୍ଟ…

ଓ୍ବାଶିଂଟନ/ନୂଆଦିଲ୍ଲୀ, ୧୨।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ପାକିସ୍ତାନ ବିରୋଧରେ ଭାରତର ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାର ସମ୍ଭାବନା ଅଧିକ। ଆମେରିକା ଇଣ୍ଟେଲିଜେନ୍ସ କମ୍ୟୁନିଟିର ରିପୋର୍ଟ ଅନୁଯାୟୀ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦ ମଧ୍ୟ ଚିନ୍ତାର ବିଷୟ ପାଲଟିଛି।…

୨ ବର୍ଷ ପରେ ଉତ୍ତର କୋରିଆରେ କରୋନା, ଲକ୍‌ଡାଉନ୍‌ ଘୋଷଣା କଲେ କିମ୍‌…

ପ୍ୟୋଙ୍ଗୟାଙ୍ଗ, ୧୨।୫ : କରୋନା ମହାମାରୀ ଆରମ୍ଭ ହେବାର ଦୁଇ ବର୍ଷ ପରେ ଉତ୍ତର କୋରିଆରେ ପ୍ରଥମ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହା ପରେ ଉତ୍ତର କୋରିଆ ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଗୁରୁବାର ଠାରୁ ଦେଶବ୍ୟାପୀ ଲକ୍‌ଡାଉନ୍‌…

କରୋନା ଆକ୍ରାନ୍ତଙ୍କଠାରେ ୨ ବର୍ଷ ପର୍ଯ୍ୟନ୍ତ ଦେଖାଯିବ ଲକ୍ଷଣ, ପ୍ରକାଶ ପାଇଲା ରିପୋର୍ଟ …

ବେଜିଂ, ୧୨।୫ : କରୋନା ଯୋଗୁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଅତିକମରେ ଅର୍ଦ୍ଧେକ ଆକ୍ରାନ୍ତଙ୍କଠାରେ ଦୁଇ ବର୍ଷ ପରେ ମଧ୍ୟ ଗୋଟିଏ କିମ୍ବା ଅଧିକ ଲକ୍ଷଣ ପ୍ରକାଶିତ ହେବାର ଆଶଙ୍କା ରହିଛି। ମଙ୍ଗଳବାର ଦ ଲାନସେଟ ରେସପୋରେଟାରୀ ମେଡ଼ିସିନ୍‌ରେ ପ୍ରକାଶିତ ଏକ…

ରେଲଓ୍ବେର ବଡ଼ କାର୍ଯ୍ୟାନୁଷ୍ଠାନ, ୧୯ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର…

ନୂଆଦିଲ୍ଲୀ, ୧୨।୫ : ରେଲୱେ ବୋର୍ଡ ଗୋଟିଏ ଦିନରେ ୧୯ ଜଣ ବରିଷ୍ଠ ପ୍ରଥମ ଶ୍ରେଣୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛି। ସେମାନଙ୍କୁ ସ୍ବେଚ୍ଛାକୃତ ଅବସର (ଭିଆର୍‌ଏସ୍‌) ପ୍ରଦାନ କରାଯାଇଛି । ସେମାନ କାର୍ଯ୍ୟର ସମୀକ୍ଷା କରିବା ପରେ, ଏହି ଅଧିକାରୀମାନେ…

୧୯ % ଘରେ ବ୍ୟବହାର ହେଉନି ଶୌଚାଳୟ

ନୂଆଦିଲ୍ଲୀ,୧୨।୫: ନ୍ୟାଶନାଲ୍‌ ଫ୍ୟାମିଲି ହେଲ୍‌ଥ ସର୍ଭେ (ଏନ୍‌ଏଫ୍‌ଏଚ୍‌ଏସ୍‌) ରିପୋର୍ଟ ଅନୁସାରେ ଦେଶରେ ୧୯ ପ୍ରତିଶତ ଲୋକ ଘରେ ଶୌଚାଳୟ ବ୍ୟବହାର କରୁନାହାନ୍ତି। ଅର୍ଥାତ୍‌ ସେମାନେ ବର୍ତ୍ତମାନ ସୁଦ୍ଧା ବାହାରେ ମଳତ୍ୟାଗ କରୁଛନ୍ତି। ୨୦୧୯ରୁ ୨୦୨୧ ମସିହାର ତଥ୍ୟ ଏହି ରିପୋର୍ଟରେ ଉଲ୍ଲେଖ…

ଇସ୍ରାଏଲ ଗୁଳିରେ ଟଳିଲେ ଖବରଦାତା

ଜେନିନ୍‌(ଓ୍ବେଷ୍ଟବ୍ୟାଙ୍କ), ୧୨ା୫: ପାଲେଷ୍ଟାଇନ କବ୍‌ଜାରେ ଥିବା ଓ୍ବେଷ୍ଟବ୍ୟାଙ୍କରେ ଅଲ୍‌-ଜଜିରା ସାମ୍ବାଦିକା ଶିରିନ୍‌ ଅବୁ ଅକ୍‌ଲେହ(୫୧) ଇସ୍ରାଏଲ ସେନା ଗୁଳିରେ ବୁଧବାର ପ୍ରାଣ ହରାଇଛନ୍ତି। ଜେନିନ୍‌ ସହରରେ ଇସ୍ରାଏଲ ପ୍ରତିରକ୍ଷା ବଳ (ଆଇଡିଏଫ୍‌) ଟାର୍ଗେଟ କରିବାବେଳେ ଶିରିନ୍‌ ଏହାର ରିପୋର୍ଟ କରିବାକୁ ଯାଇଥିଲେ।…

ଶତ୍ରୁ ଦେଶର ହନିଟ୍ରାପରେ ଭାରତୀୟ ବାୟୁସେନା ଯବାନ, ଗିରଫ କଲା ଦିଲ୍ଲୀ କ୍ରାଇମ ବ୍ରାଞ୍ଚ

ନୂଆଦିଲ୍ଲୀ,୧୨ ।୫: ଏବେ ଶ୍ରତୁ ଦେଶ ଉପରେ ଆକ୍ରମଣ କରିବାକୁ ଗୁପ୍ତଚରଙ୍କୁ ଅସ୍ତ୍ର ଭାବେ ବ୍ୟବହାର କରାଯାଉଛି । ଏଥିରେ କିଛି ଦେଶ ହନିଟ୍ରାପ ବ୍ୟବହାର କରି ଶତ୍ରୁ ଦେଶର ଯବାନମାନଙ୍କୁ ଟାର୍ଗେଟ କରିଛନ୍ତି । ଫଳରେ ସୁରକ୍ଷା ସହ ଜଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?