Home Middle

ପୁରୀ ବଳଗଣ୍ଡି ଛକରେ ସ୍କୁଟିକୁ ଧକ୍କା ଦେଲା ବୋଲେରୋ, ନାବାଳକ ମୃତ

ପୁରୀ, ୨/୧( ଅଜିତ୍ କୁମାର ମହାନ୍ତି ): ସକାଳୁ ସକାଳୁ ବଡ଼ଦାଣ୍ଡରେ ଦୁର୍ଘଟଣା । ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବଳଗଣ୍ଡି ଛକରେ ବୋଲେରୋ ଓ ସ୍କଟି ମଧ୍ୟରେ ଧକ୍କା ହେବାରୁ ଜଣେ…

IIT ହାଇଦ୍ରାବାଦରେ ଇତିହାସ: ଛାତ୍ରଙ୍କୁ ମିଳିଲା ୨.୫ କୋଟି ଟଙ୍କାର ଚାକିରି ଅଫର୍

ନୂଆଦିଲ୍ଲୀ,୨।୧: ଭାରତୀୟ ପ୍ରଯୁକ୍ତି ବିଦ୍ୟା ପ୍ରତିଷ୍ଠାନ (IIT), ହାଇଦ୍ରାବାଦର ଜଣେ ଛାତ୍ର ଏକ ବିରାଟ ସଫଳତା ହାସଲ କରିଛନ୍ତି। କମ୍ପ୍ୟୁଟର ସାଇନ୍ସ ଇଞ୍ଜିନିୟରିଂର ଅନ୍ତିମ ବର୍ଷର ୨୧ ବର୍ଷୀୟ ଛାତ୍ର ଏଡୱାର୍ଡ ନାଥନ୍ ଭର୍ଗିସଙ୍କୁ ବାର୍ଷିକ ୨.୫ କୋଟି ଟଙ୍କାର ବ୍ୟୟବହୁଳ…

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି ପଡୋଶୀ ରାଜ୍ୟ ତାମିଲନାଡୁରେ ସତର୍କତା ବଢ଼ାଇ ଦିଆଯାଇଛି। ରୋଗର ପ୍ରସାରକୁ ରୋକିବା ପାଇଁ ସୀମାନ୍ତ…

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ (UAPA) ଅଧିନରେ ତିହାର ଜେଲରେ ଥିବା ଖାଲିଦ୍‌ଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ଓ ତ୍ୱରିତ ବିଚାର…

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର ଏବଂ ଭାରତୀୟ ଜନତାଙ୍କୁ ୨୦୨୬ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଚିଠିରେ ସେ ଭାରତର ଐତିହାସିକ…

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ ଚିଲିକାରେ ଡଙ୍ଗା ଚଳଚଳକୁ ବାରଣ କରାଯାଇଛି । କୁହୁଡ଼ି ନକମିବା…

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ ଓଆର୍‌ଏସ୍ (ORS) ଭଳି ଗୁରୁତ୍ୱପୂର୍ଣ୍ଣ ପଦବି ନ ରହିବା ରାଜ୍ୟର ଲକ୍ଷାଧିକ ଆଶାୟୀଙ୍କୁ ଗଭୀର…

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ପ୍ରବଳ କୁହୁଡି ଦେଖାଦେଇଥିଲା। ପୂର୍ବାହ୍ନ ପ୍ରାୟ ୧୧ଟା ପର୍ଯ୍ୟନ୍ତ ସୂର୍ଯ୍ୟ କିରଣ ଦେଖିବାକୁ ମିଳି…

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ ପିଆଇ ମାରିଦେବା ଅଭିଯୋଗ କରି ପରିବାର ଲୋକେ ଦର୍ପନାରାୟଣପୁର ଫାଣ୍ଡିକୁ ଅଭିଯୋଗ କରିବାକୁ ଗୁରୁବାର…

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି ବୁଜିଛନ୍ତି । ଓଡ଼ିଶା ବିଧାନସଭାର ସେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ…

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ଏହି ଅଦଳବଦଳ ଅନୁଯାୟୀ, ଦେଓରଞ୍ଜନ କୁମାର ସିଂ ଅନୁ ଗର୍ଗଙ୍କ ସ୍ଥାନରେ ରାଜ୍ୟର…

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫, ୨୦୨୭ରେ ଦେଶର ପ୍ରଥମ ବୁଲେଟ୍ ଟ୍ରେନ୍ କାର୍ଯ୍ୟକ୍ଷମ ହେବାକୁ ଯାଉଛି। ମୁମ୍ବାଇରୁ ଅହମ୍ମଦାବାଦ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?