Home Middle

ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୨୨..

ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୨୨ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ…

ଅନନ୍ତନାଗରେ ଆଇଏସ୍‌ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୨୬।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଅଲ୍‌ଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ) ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ଶ୍ରୀଗୁଫଓ୍ବାଡ଼ାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ…

ବିଜ୍ଞାପନ ବିବାଦ, ଭାଜପା- ଏଏପି ମୁହାଁମୁହିଁ…

ନୂଆଦିଲ୍ଲୀ, ୨୬।୧୨: ବିଜ୍ଞାପନ ନେଇ ଭାଜପା ଏବଂ ଆମ୍‌ ଆଦ୍‌ମୀ(ଏଏପି) ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବିଜ୍ଞାପନରେ ଅନାବଶ୍ୟକ ଖର୍ଚ୍ଚ କରୁଥିବା ମନ୍ତବ୍ୟ କେନ୍ଦ୍ରୀୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେବା ପରେ ଭାଜପା ଏବଂ ଏଏପି…

କବାଡ଼ିଖାନାରେ ପିଲାଙ୍କ ମାଗଣା ବହି

ଉମରକୋଟ,୨୬ା୧୨(ସ୍ବ.ପ୍ର.): ଛାତ୍ରୀଛାତ୍ରଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଅନେକ ଅର୍ଥ ଖର୍ଚ୍ଚ କରୁଛନ୍ତି। ଏଥିପାଇଁ ପିଲାଙ୍କୁ ମାଗଣା ଶିକ୍ଷା ସହ ବହି, ପୋଷାକ, ମଧ୍ୟାହ୍ନଭୋଜନ ଆଦିର ବ୍ୟବସ୍ଥା କରିଛନ୍ତି। ତେବେ ଉପାନ୍ତ ନବରଙ୍ଗପୁର ଜିଲାର…

ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୬ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ…

ପ୍ରତିରକ୍ଷାରେ ଆତ୍ମନିର୍ଭର ହେବ ଭାରତ

ନୂଆଦିଲ୍ଲୀ, ୨୬ା୧୨(ନ୍ୟୁ ଇଣ୍ଡିଆ ସମାଚାର): ଆତ୍ମନିର୍ଭର ଭାରତ ଅଭିଯାନ ଅଧୀନରେ ଦେଶକୁ ବିଶ୍ୱର ସର୍ବ ବୃହତ ସାମରିକ ଶକ୍ତି କରିବା ଲକ୍ଷ୍ୟରେ ମେକ୍‌ ଇନ୍‌ ଇଣ୍ଡିଆକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ୪୧ଟି ଗୋଳାବାରୁଦ କାରଖାନାର…

ସରକାରୀ କାର୍ଯ୍ୟାଳୟରେ ସ୍ବଚ୍ଛତା: ୪୦ କୋଟି ଆୟ

ନୂଆଦିଲ୍ଲୀ, ୨୬ା୧୨: (ନ୍ୟୁ ଇଣ୍ଡିଆ ସମାଚାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ‘ସ୍ବଚ୍ଛ ଭାରତ ଅଭିଯାନ’ରେ ଦେଶ ଖୋଲା ଶୌଚରୁ ମୁକ୍ତହେବା ସହ ସହର ଓ ଗାଁ ଗୁଡ଼ିକରେ ସଫେଇ କାର୍ଯ୍ୟ ଏବେ ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ହୋଇପାରିଛି।…

‘ବିନା ସହମତିରେ ମହିଳାଙ୍କୁ ଛୁଇଁବା ଅପରାଧ’

ମୁମ୍ବାଇ, ୨୬ା୧୨: ବିନା ସହମତିରେ ଜଣେ ମହିଳାଙ୍କ ଶରୀରକୁ ଜଣେ ଅଜଣା ବ୍ୟକ୍ତି ଛୁଇଁବା ଅର୍ଥ ତାଙ୍କ ମର୍ଯ୍ୟାଦା ହାନି କରିବା। ଏହା ଅପରାଧ ବୋଲି ବମ୍ବେ ହାଇକୋର୍ଟର ଔରଙ୍ଗାବାଦ ଖଣ୍ଡପୀଠ କହିଛନ୍ତି। ଏଥିସହ ମହାରାଷ୍ଟ୍ର ଜଲାନା ଜିଲାର ଜଣେ ୩୬…

ଏଲିଅନ୍‌ ଖୋଜିବ ଜେମ୍ସ ଓ୍ବେବ୍‌ ଟେଲିସ୍କୋପ୍‌

ଓ୍ବାଶିଂଟନ, ୨୬ା୧୨: ବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରୁ ପରଦା ହଟାଇବା ପାଇଁ ବୈଜ୍ଞାନିକମାନେ ଆଉ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି। ବିଶ୍ୱର ସବୁଠୁ ଶକ୍ତିଶାଳୀ ଏବଂ ବୃହତ୍ତମ ସ୍ପେସ୍‌ ଟେଲିସ୍କୋପ୍‌ ଜେମ୍ସ ଓ୍ବେବ୍‌କୁ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ଶନିବାର…

ଜାନୁୟାରୀ ୩ରୁ ଦେଶରେ ପିଲାଙ୍କୁ ଟିକା

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ରାତିରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇ ବଡ଼ ଘୋଷଣା କରିଛନ୍ତି। ଜାନୁୟାରୀ ୩ ତାରିଖରୁ ଦେଶରେ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କ ଟିକାକରଣ ଆରମ୍ଭ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏନେଇ ସରକାରୀସ୍ତରରେ ପ୍ରସ୍ତୁତି…

୪୦୦ ଟପିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା

ଜୟପୁର,୨୫ା୧୨: ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନକୁ ବଢ଼ିବାରେ ଲାଗିଛି। ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪୧୫ରେ ପହଞ୍ଚିଛି।। ଶନିବାର ରାଜସ୍ଥାନରେ ୨୧ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜୟପୁରରୁ ୧୧ ଜଣ ଚିହ୍ନଟ ହୋଇଥିବାବେଳେ…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଭୁଲ୍‌ ତଥ୍ୟ ଦେଲେ ୬ ମାସ ଜେଲ୍‌

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଲୋକ ସଭା ଓ ବିଧାନସଭା ଭଳି ପଞ୍ଚାୟତ ନିର୍ବାଚନରେ ମଧ୍ୟ ପ୍ରାର୍ଥିପତ୍ର ଦାଖଲ ସମୟରେ ପ୍ରାର୍ଥୀ ସତ୍ୟପାଠ କରିବେ। ଏଣିକି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଭୁଲ ତଥ୍ୟ ଦେଲେ ୬ମାସ ଜେଲ ଦଣ୍ଡ ଭୋଗିବା ସହ ଜରିମାନା ଦେବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri