Home Middle

୪୦୦ ଟପିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା

ଜୟପୁର,୨୫ା୧୨: ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନକୁ ବଢ଼ିବାରେ ଲାଗିଛି। ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪୧୫ରେ ପହଞ୍ଚିଛି।। ଶନିବାର ରାଜସ୍ଥାନରେ ୨୧ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜୟପୁରରୁ ୧୧ ଜଣ ଚିହ୍ନଟ ହୋଇଥିବାବେଳେ…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଭୁଲ୍‌ ତଥ୍ୟ ଦେଲେ ୬ ମାସ ଜେଲ୍‌

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଲୋକ ସଭା ଓ ବିଧାନସଭା ଭଳି ପଞ୍ଚାୟତ ନିର୍ବାଚନରେ ମଧ୍ୟ ପ୍ରାର୍ଥିପତ୍ର ଦାଖଲ ସମୟରେ ପ୍ରାର୍ଥୀ ସତ୍ୟପାଠ କରିବେ। ଏଣିକି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଭୁଲ ତଥ୍ୟ ଦେଲେ ୬ମାସ ଜେଲ ଦଣ୍ଡ ଭୋଗିବା ସହ ଜରିମାନା ଦେବାକୁ…

କୃଷି ମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ, ପଛକୁ ହଟିଛୁ ହେଲେ ପୁଣି ଆଗେଇବୁ…

ନୂଆଦିଲ୍ଲୀ, ୨୫।୧୨: କେନ୍ଦ୍ରୀୟ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କ ମନ୍ତବ୍ୟ ନେଇ ଏବେ ରାଜନୈତିକସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ସେ ମହାରାଷ୍ଟ୍ରର ନାଗପୁର ଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ ଦେଇଛନ୍ତି। ଗତ ମାସରେ ସରକାର ପ୍ରତ୍ୟାହାର କରି ନେଇଥିବା…

ଘରେ ଓମିକ୍ରନ୍‌ ସଂକ୍ରମଣର ଅଧିକ ଆଶଙ୍କା…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ର ସଂକ୍ରମଣ ବଢ଼ିବାରେ ଲାଗିଛି। ତେବେ ବାହାର ତୁଳନାରେ ଘରେ ଓମିକ୍ରନ୍‌ ସଂକ୍ରମଣର ଅଧିକ ବିପଦ ରହିଛି। ଏଣୁ ଘର ମଧ୍ୟ ସୁରକ୍ଷିତ ନୁହେଁ। ଭାରତର କୋଭିଡ୍‌-୧୯ ଟାସ୍କଫୋର୍ସର ମୁଖ୍ୟ ଡାକ୍ତର…

ଟିକାର ଡବଲ ଡୋଜ୍‌ ବି ଅକାମୀ, ୧୦ରୁ ୯ ଜଣ ଓମିକ୍ରନ୍‌ରେ ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ କ୍ଷେତ୍ରରେ ଟିକାର ଡବଲ ଡୋଜ୍‌ ବି ଅକାମୀ ହେବାରେ ଲାଗିଛି। ଡବଲ ଡୋଜ୍‌ ନେଇଥିବା ୧୦ରୁ ୯ ଜଣ ଓମିକ୍ରନ୍‌ରେ ଆକ୍ରାନ୍ତ ହେଉଛନ୍ତି। ଭାରତରେ ୧୮୩ ଓମିକ୍ରନ ଆକ୍ରାନ୍ତଙ୍କ…

ଘନେଇଲା ବିପଦ, ଓମିକ୍ରନ୍‌ ସଂକ୍ରମଣକୁ ରୋକି ହେବ ନାହିଁ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ସଂକ୍ରମଣକୁ ରୋକି ହେବ ନାହିଁ। ଏହା ପ୍ରତି ୨ ଦିନରେ ଦୁଇଗୁଣା ହେବାରେ ଲାଗିଛି। ଏନେଇ କେରଳର କୋଭିଡ-୧୯ ସଂକ୍ରମଣ ଉପରେ ଗଠିତ ବିଶେଷଜ୍ଞ କମିଟିର ଡାକ୍ତର ଏହା କହିଛନ୍ତି। କମିଟିର ସଦସ୍ୟ…

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୨୫।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଅଲ୍‌ଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ଚୌଗାମ୍‌ରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ…

୧୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର ୧୮୯…

୧୭ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ ୪୧୫ ଓମିକ୍ରନ୍‌ ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୧୫ ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ…

ରାଜ୍ୟରେ ଚିହ୍ନଟ ହେଲେ ୧୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ୧୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୭୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୯ ଜଣ ଲୋକାଲ କେସ୍‌…

କରୋନା କଟକଣା ମଧ୍ୟରେ ପାଳନ ହେଲା ଖ୍ରୀଷ୍ଟମାସ, ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୫ ।୧୨: କରୋନା କଟକଣା ମଧ୍ୟରେ ସାରା ବିଶ୍ୱରେ ପାଳନ କରାଯାଇଛି ବଡଦିନ ବା ଖ୍ରୀଷ୍ଟମାସ । ସାରା ଦେଶରେ ପ୍ରଭୁ ଯିଶୁଙ୍କ ଏହି ଜନ୍ମଦିନକୁ କଟକଣା ମଧ୍ୟରେ ପାଳନ କରାଯାଇଛି । ଦିଲ୍ଲୀ, ମୁମ୍ବାଇ, କୋଲକାତା ସମେତ ସାରା ଦେଶରେ…

ପ୍ରତି ୫ ଘଣ୍ଟାରେ ଜଣେ ହେଉଛନ୍ତି ଓମିକ୍ରନ୍‌ରେ ସଂକ୍ରମିତ

ନୂଆଦିଲ୍ଲୀ,୨୫ ।୧୨: ଦେଶରେ ଦ୍ରୁତ ଗତିରେ ମାଡି ଚାଲିଛି ଓମିକ୍ରନ୍ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ପ୍ରଥମଥର ଲାଗି ସର୍ବାଧିକ ୧୨୨ ଜଣ ଓମିକ୍ରନ୍ ସଂକମିତ ଚିହ୍ନଟ ହେବା ସରକାରଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟିଛି । ଅର୍ଥାତ୍…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri