ୟୁକ୍ରେନ୍ରେ ୧୮ ହଜାରରୁ ଅଧିକ ଭାରତୀୟ ଛାତ୍ରୀଛାତ୍ର, ଶସ୍ତା ପାଠପଢ଼ା ଖର୍ଚ୍ଚ ପାଇଁ ପ୍ରତିବର୍ଷ ଯାଇଥାନ୍ତି…
ନୂଆଦିଲ୍ଲୀ/କାଇଭ୍, ୩୧।୧ : ପୁଣି ଥରେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି। ଏନେଇ ୟୁକ୍ରେନରେ ଅଧ୍ୟୟନ କରୁଥିବା ୧୮ ହଜାରରୁ ଅଧିକ ଭାରତୀୟ ଛାତ୍ରୀଛାତ୍ରଙ୍କ ସୁରକ୍ଷା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପରିସ୍ଥିତିକୁ ନିରନ୍ତର…
ପାଠପଢ଼ା ଶେଷ, ଚାକିରି ନାହିଁ, ରାଜସ୍ଥାନରେ ଅଧିକ ବେକାର ଗ୍ରାଜୁଏଟ୍…
ନୂଆଦିଲ୍ଲୀ, ୩୧।୧ : ସାରା ଦେଶରେ ଯୁବକମାନେ ବେକାରି ସମସ୍ୟା ସହ ଲଢୁଛନ୍ତି। ଭଲ ଅଧ୍ୟୟନ ପରେ ଏହି ଅବସ୍ଥା । କେତେକ ବୃହତ ରାଜ୍ୟରେ ବେକାରୀ ଏତେ ବୃଦ୍ଧି ପାଇଛି ଯେ ସ୍ନାତକ ହାସଲ କରିଥିବା ଯୁବକମାନଙ୍କ ପାଖରେ ଚାକିରି…
ଅଣାୟତ୍ତ ମୁହାଁ ମୃତ୍ୟୁ ସଂଖ୍ୟା, ଗୋଟିଏ ଦିନରେ ୯୫୯ ମୃତ…
ନୂଆଦିଲ୍ଲୀ, ୩୧।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୯ ହଜାର ୯୧୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…
କୃଷକ ସଂଘର ବିଶ୍ୱାସଘାତ ଦିବସ…
ନୂଆଦିଲ୍ଲ, ୩୧।୧ : କୃଷକମାନଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ନ ହୋଇ ଥିବାରୁ ଭାରତୀୟ କୃଷକ ୟୁନିଅନ ପକ୍ଷରୁ ସୋମବାର ବିଶ୍ୱାସଘାତ ଦିବସ ଭାବେ ପାଳନ କରାଯିବ। ଡିସେମ୍ବର ୯ ରେ ସରକାର ଦେଇଥିବା ପ୍ରତିଶ୍ରୁତି ପତ୍ର…
ସାବଧାନ, ପ୍ଲାଷ୍ଟିକ-ମଣିଷ ତ୍ୱଚାରେ ଅଧିକ ସମୟ ସକ୍ରିୟ ରହିଥାଏ ଓମିକ୍ରନ୍…
ନୂଆଦିଲ୍ଲୀ/ଟୋକିଓ, ୩୧।୧ : ଓମିକ୍ରନ ଭାରତ ସମେତ ସମଗ୍ର ବିଶ୍ୱରେ ତାଣ୍ଡବ ରଚିିଛି । ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ନୂତନ କରୋନାର ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ସେହିପରି ଓମିକ୍ରନ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ କ୍ରମାଗତ ଭାବେ ବୃଦ୍ଧି ପାଉଛି।…
ଭାଜପା ପ୍ରାର୍ଥୀ ତାଲିକାକୁ ନେଇ ତୁମୁଳକାଣ୍ଡ
ଗୁଆହାଟୀ,୩୧।୧ : ମଣିପୁର ବିଧାନସଭା ନିର୍ବାଚନ ଲାଗି ଭାଜପା ଏହାର ପ୍ରାର୍ଥୀ ତାଲିକା ଘୋଷଣା କରିବା ପରେ ଦଳୀୟ କର୍ମୀ ତୁମୁଳକାଣ୍ଡ କରିଛନ୍ତି। ରବିବାର ଭାଜପା ସମର୍ଥକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍. ବୀରେନ ସିଂଙ୍କ କୁଶପୁତ୍ତଳିକା…
ନିଯୁକ୍ତି ଆଶାୟୀ ମହିଳାଙ୍କ ସଂଖ୍ୟା ୩୪% ହ୍ରାସ
ମୁମ୍ବାଇ,୩୧ା୧: ମହାମାରୀ ଯୋଗୁ ପୁରୁଷଙ୍କ ତୁଳନାରେ ମହିଳାଙ୍କ ନିଯୁକ୍ତି ଅଧିକ ପ୍ରଭାବିତ ହୋଇଛି। କେବଳ ନିଯୁକ୍ତି ହରାଇଥିଲେ ତାହା ନୁହେଁ, ବରଂ ସେମାନଙ୍କ ମଧ୍ୟରୁ କମ୍ ସଂଖ୍ୟକ ମହିଳା କର୍ମକ୍ଷେତ୍ରକୁ ଫେରିଥିଲେ। ୨୦୧୯ରୁ ୨୦୨୧ ମଧ୍ୟରେ ପ୍ରତ୍ୟେକ ମାସରେ କାର୍ଯ୍ୟ ଖୋଜୁଥିବା…
ବଢ଼ିପାରେ ଟିକସ ଛାଡ଼ ସୀମା
ନୂଆଦିଲ୍ଲୀ,୩୧।୧(ଆଇଏଏନ୍ଏସ୍) : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର ୨୦୨୨-୨୩ ଆର୍ଥତ୍କ ବର୍ଷ ଲାଗି ବଜେଟ ପାର୍ଲାମେଣ୍ଟରେ ଉପସ୍ଥାପନ କରିବାକୁ ଯାଉଛନ୍ତି। ଦୁଇବର୍ଷ ହେଲା କୋଭିଡ୍ ମହାମାରୀ ଯୋଗୁ ଦେଶର ଅର୍ଥନୀତି ଗୁରୁତର ପ୍ରଭାବିତ ହୋଇଥିବାବେଳେ ବହୁସଂଖ୍ୟାରେ ଲୋକ କାମଧନ୍ଦା ହରାଇ…
ବଜେଟ ଅଧିବେଶନରେ ବଡ଼ ଆହ୍ବାନ
ନୂଆଦିଲ୍ଲୀ,୩୧ା୧: ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ ପାଇଁ ସୋମବାର ଆରମ୍ଭ ହେବାକୁ ଥିବା ଅଧିବେଶନ କେନ୍ଦ୍ର ସରକାରଙ୍କୁ ସହଜ ହେବ ନାହିଁ। କାରଣ ଉତ୍ତର ପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର ଓ ଗୋଆରେ ବିଧାନସଭା ନିର୍ବାଚନ ହେବାକୁ ଆଉ ମାତ୍ର କିଛିଦିନ…
କରୋନାର ଦୁଇ ବର୍ଷ: ଦେଶରେ ୪ କୋଟିରୁ ଅଧିକ ସଂକ୍ରମିତ, ୪.୯୪ ଲକ୍ଷ ମୃତ୍ୟୁ, ଭାଇରସର ୪୦୦ରୁ ଅଧିକ ମ୍ୟୁଟେସନ
ନୂଆଦିଲ୍ଲୀ,୩୧ ।୧: ଦେଶରେ କରୋନା ମହାମାରୀକୁ ୨ ବର୍ଷ ପୁରଣ ହୋଇ ଗଲାଣି । ଏହାରି ଭିତରେ ଟିକା ଓ ସତର୍କତା ଆମକୁ କରୋନାଠାରୁ ଦୂରେଇ ରଖିବାକୁ ୨ଟି ଅସ୍ତ୍ର ପାଲଟିଛି । ୩୦ ଜାନୁୟାରୀ ୨୦୨୦ରେ ଦେଶରେ ପ୍ରଥମ କରୋନା…
ବଜେଟକୁ ନେଇ ଆଶା, ଆଶଙ୍କା
ଭୁବନେଶ୍ୱର, ୩୧।୧ (ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାର ମଙ୍ଗଳବାର ସଂସଦରେ ବଜେଟ ଉପସ୍ଥାପନ କରିବେ। ମହାମାରୀ କରୋନା ପାଇଁ ସମଗ୍ର ଦେଶ ଏବେ ସଙ୍କଟ ସ୍ଥିତିରେ ଗତି କରୁଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି, ବେକାରି, ଛଟେଇ,…
ଡବ୍ଲୁଏଚଓ ନକ୍ସାରେ ଜମ୍ମୁ-କଶ୍ମୀର ପାକ ଓ ଚାଇନାର ଅଂଶ, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଟିଏମ୍ସି ଏମ୍ପି
ନୂଆଦିଲ୍ଲୀ,୩୧ ।୧: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଡବ୍ଲୁଏଚଓ)ର ୱେବସାଇଟ ନକ୍ସାରେ ଭାରତର ଜମ୍ମୁ-କଶ୍ମୀର ପାକିସ୍ତାନ ଓ ଚାଇନାର ଅଂଶ ବୋଲି ଦର୍ଶାଯାଇଛି । ଡବ୍ଲୁଏଚଓ ଭଳି ଅନ୍ତରାଷ୍ଟ୍ରୀୟ ସ୍ତରର ସଂସ୍ଥା ଏମିତି କାହିଁକି ଓ କେମିତି କଲା ତାହା ଏବେ ପ୍ରଶ୍ନବାଚୀ ।…
Archives


