ଯୁଦ୍ଧ ପାଇଁ ରୁଷିଆ ପ୍ରସ୍ତୁତ
ମସ୍କୋ,୩୦ା୧: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ରୁଷିଆ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି। ଯୁଦ୍ଧ ସମୟରେ ସୀମାରେ ଆହତମାନଙ୍କ ପାଇଁ ବ୍ୟବହୃତ ରକ୍ତକୁ ମଧ୍ୟ ସେ ସଂରକ୍ଷଣ କରୁଛି। ରୁଷିଆ କହିଛି, ୟୁକ୍ରେନ ସହିତ ଯୁଦ୍ଧ…
କିଚେନ ଗାର୍ଡେନ ନାଁରେ ଅର୍ଥ ଆତ୍ମସାତ୍
ଭଦ୍ରକ ଅଫିସ,୩୦ା୧: ଭଦ୍ରକ ଜିଲାରେ କିଚେନ ଗାର୍ଡେନ ପ୍ରତିଷ୍ଠା ନାଁରେ ୭୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହେଉଛି। ଗାର୍ଡେନ ପ୍ରତିଷ୍ଠା ନ କରି କିମ୍ବା ନାଁକୁ ମାତ୍ର ଗାର୍ଡେନ କରି ଅନୁଦାନ ଟଙ୍କା ଆତ୍ମସାତ୍ କରାଯାଇଛି। ଜିଲାରେ…
ଇକଡାରେ ନିର୍ମାଣ ହେଲା ବାଉଁଶପୋଲ
ଜଳେଶ୍ୱର, ୩୦ା୧(ଡି.ଏନ.ଏ.) ଘରୁ ପଦାକୁ ଗୋଡ଼ କାଢ଼ିଲେ ପାରି ହେବାକୁ ପଡ଼େ ଏକ ଲମ୍ବା ନାଳ। ଦୈନନ୍ଦିନ ବିଲକାମ, ସ୍କୁଲ, ଅଙ୍ଗନୱାଡ଼ି, ବଜାରକୁ ଗଲେ ଏହି ନାଳ ପାରି ହେବାକୁ ପଡ଼େ। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଖାଲିନା ପଞ୍ଚାୟତ ଇକଡ଼ା…
ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦି, ରାହୁଲ
ନୂଆଦିଲ୍ଲୀ,୩୦ା୧: ଆଜି ହେଉଛି ଜାତିର ପିତା ମହାତ୍ମାଗାନ୍ଧଙ୍କ ତିରୋଧାନ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସମସ୍ତ ନେତା ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପାଇଁ ରାଜଘାଟରେ ପହଞ୍ଚିଛନ୍ତି। ଏଠାରେ ପ୍ରଧାନମନ୍ତ୍ରୀ ଏବଂ ରାହୁଲ ଗାନ୍ଧୀଙ୍କ ସମେତ ଅନେକ…
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ୧୨ ଘଣ୍ଟାରେ ୫ ଆତଙ୍କବାଦୀ ମୃତ
ଜମ୍ମୁ,୩୦ ।୧: ଜମ୍ମୁ-କଶ୍ମୀରରେ ଗତ ପ୍ରାୟ ୧୨ ଘଣ୍ଟା ଧରି ଚାଲିଥିବା ଅପରେଶରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଏଥିରେ ଲସ୍କଇ-ଇ-ତୋଏବା ଓ ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । କଶ୍ମୀର ଆଇଜିପି ସମାଚାର ଏଜେନ୍ସି ଏଏନ୍ଆଇକୁ କହିଛନ୍ତି…
ଭାରତ-ଇସ୍ରାଏଲ ରାଜନୈତିକ ସମ୍ପର୍କକୁ ପୂରଣ ହେଲା ୩୦ ବର୍ଷ
ନୂଆଦିଲ୍ଲୀ,୩୦ ।୧: ଭାରତ-ଇସ୍ରାଏଲ ରାଜନୈତିକ ସମ୍ପର୍କକୁ ପୂରଣ ହୋଇଛି ୩୦ ବର୍ଷ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଆମ ଦୁଇ ଦେଶ ମଧ୍ୟରେ ସମ୍ପର୍କ ବହୁ ପୁରୁଣା । ବର୍ଷ ବର୍ଷ ଧରି ଆମ ମଧ୍ୟରେ ସମ୍ପର୍କ…
ପେଗାସସ୍ କିଣିଛନ୍ତି ମୋଦି ସରକାର
ନୂଆଦିଲ୍ଲୀ, ୩୦।୧: ଇସ୍ରାଏଲର ସାଇବର ସୁରକ୍ଷା କମ୍ପାନୀ ଏନ୍ଏସ୍ଓ ଗ୍ରୁପ୍ ଦ୍ୱାରା ପ୍ରସ୍ତୁତ ପେଗାସସ୍ ସ୍ପାଏଓ୍ବେର ବାବଦରେ ଚାଞ୍ଚଲ୍ୟକର ରିପୋର୍ଟ ପ୍ରଘଟ କରିଛି ଆମେରିକାର ଖବରକାଗଜ ‘ନ୍ୟୁୟର୍କ ଟାଇମ୍ସ’। ଭାରତର ୩୦୦ରୁ ଊର୍ଦ୍ଧ୍ୱ ଚର୍ଚ୍ଚିତ ବ୍ୟକ୍ତିଙ୍କ ଉପରେ ଗୁପ୍ତଚରଗିରି କରିଥିବା ପେଗାସସ୍…
ଆମେରିକାରେ ଡେଲ୍ଟା ନୁହେଁ ଓମିକ୍ରନରେ ହୋଇଛି ଅଧିକ ମୃତ୍ୟୁ
ୱାଶିଂଟନ,୩୦ ।୧: କୁହାଯାଉଛି କରୋନା ମହାମାରୀର ନୂଆ ଭାରିଏଣ୍ଟ ଓମିକ୍ରନ୍ ଡେଲ୍ଟା ଭଳି ଏତେ ଭୟଙ୍କର ନୁହେଁ । ଏଥିରେ ମୃତ୍ୟୁହାର କମ୍ । ହେଲେ ଆମେରିକାରେ ଡେଲ୍ଟା ତୁଳନାରେ ଓମିକ୍ରନ୍ ଅଧିକ ଭୟଙ୍କର ହୋଇଛି । ଏଠାରେ ଡେଲ୍ଟା ତୁଳନାରେ…
ଫେବୃୟାରୀ ୧୦ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ଏକ୍ଜିଟ୍ ପୋଲ୍ ଉପରେ ରୋକ…
ନୂଆଦିଲ୍ଲୀ, ୨୯।୧ : ଆଗକୁ ୫ ଟି ରାଜ୍ୟରେ ବିଧାନସଭା ନିର୍ବାଚେନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଫେବୃୟାରୀ ୧୦ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ଏକ୍ଜିଟ୍ ପୋଲ୍ ଉପରେ ରୋକ ଘୋଷଣା କରାଯାଇଛି। ଏହାର…
ପରିବାର ଶାନ୍ତି ପାଇଁ ଚିକିତ୍ସା ନ କରିବା ଜୀବନସାଥୀଙ୍କ ପ୍ରତି କ୍ରୁରତା, ଛାଡ଼ପତ୍ର ନିଷ୍ପତ୍ତିକୁ କାଏମ୍ ରଖିଲେ ହାଇକୋର୍ଟ…
ଥିରୁଭାନନ୍ତପୁରମ୍, ୨୯।୧ : ଶାରୀରିକ ସମସ୍ୟାର ଚିକିତ୍ସା ନ କରିବା ମଧ୍ୟ ଜୀବନସାଥୀଙ୍କ ପ୍ରତି କ୍ରୁରତା। ଏହା ଦ୍ୱାରା ପରିବାରର ଶାନ୍ତି ବ୍ୟହତ ହୋଇଥାଏ ବୋଲି କେରଳ ହାଇକୋର୍ଟ କହିଛନ୍ତି। ଦାମ୍ପତ୍ୟ ଜୀବନରେ ସନ୍ତୁଳନ ଏଭଳି ଘଟଣା ଦ୍ୱାରା ବିଗିଡ଼ି ଯାଇଥାଏ।…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷକ
ରାୟଗଡ଼ା ଅଫିସ,୨୯ା୧: ରାୟଗଡ଼ା ବିଇଓ ଅଫିସରେ କାର୍ଯ୍ୟରତ ଶିକ୍ଷକ ଶିଶିର ସେମେଳି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କଠାରୁ ସାଢ଼େ ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ବିଭାଗ। ଶିକ୍ଷକ ଚାକିରିରେ ରେଗୁଲାର୍ ହେବାକୁ ୬ ବର୍ଷ ପୂରିନି।…
ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ, ଜଣେ ଯବାନ ଶହୀଦ୍…
ଶ୍ରୀନଗର, ୨୯।୧ : ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣରେ ଜଣେ ଯବାନ ଶହୀଦ୍ ହୋଇଛନ୍ତି। ସ୍ଥାନୀୟ ହାସନପୋରା ବିଜ୍ବେହାରା ଅଞ୍ଚଳରେ ହୋଇଥିବା ଏହି ଆକ୍ରମଣରେ ପୋଲିସ ହେଡ୍ କନଷ୍ଟେବଳ ଅଲ୍ଲୀ ମହମ୍ମଦ ମାଗରେ ଚିକିତ୍ସାଧୀନ ଅବସ୍ଥାରେ ଶହୀଦ୍ ହୋଇଥିବା କଶ୍ମୀର ଜୋନ୍…
Archives


