Home Middle

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର ସୂଚନା ଅନୁଯାୟୀ, ବର୍ଷର ଶେଷ ସାତ ଦିନ ଅର୍ଥାତ୍ ବଡ଼ଦିନ (ଡିସେମ୍ବର ୨୫) ଠାରୁ…

ଡିସେମ୍ବରରେ ବଢ଼ିଲା GST ସଂଗ୍ରହ: ୧.୭୪ ଲକ୍ଷ କୋଟି ଟଙ୍କା ଛୁଇଁଲା ରାଜସ୍ୱ

ନୂଆଦିଲ୍ଲୀ,୧।୧: ଦେଶରେ ବସ୍ତୁ ଓ ସେବା କର (GST) ସଂଗ୍ରହ କ୍ଷେତ୍ରରେ ପୁଣି ଉତ୍ସାହଜନକ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଗତ ନଭେମ୍ବର ମାସର ମନ୍ଥରତା ପରେ ଡିସେମ୍ବରରେ ମୋଟ GST ସଂଗ୍ରହ ୧.୭୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି, ଯାହା ଗତ…

ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ରୁଟ ଘୋଷଣା କରିଛି। ଦେଶର ପ୍ରଥମ ବନ୍ଦେ ଭାରତ…

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ ସମୟରେ ଉତ୍ସବ ପାଳନ କରିବା ଏୟାର ଇଣ୍ଡିଆର ପାଇଲଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଥିଲା।…

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି କେଜି ୮୫୦ ଟଙ୍କା ଦରରେ ୫୨୫ କୁଇଣ୍ଟାଲ ବିକ୍ରି ହୋଇଥିଲା। ଅର୍ଥାତ୍‌ ବୁଧବାର ସମୁଦାୟ…

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ଭାଲାଇସ କାଣ୍ଟନ…

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର ଭାବରେ ପ୍ରଭାବିତ ହୋଇଥିଲା। ଅତ୍ୟନ୍ତ କମ୍‌ ଦୃଶ୍ୟମାନତା ମଧ୍ୟରେ କେବଳ ଗୋଟିଏ ବିମାନ ଉଡ଼ାଣ…

ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…

ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। କହିଛନ୍ତି, ଦାୟିତ୍ୱ ଗ୍ରହଣ ପରେ ମୁଁ ପ୍ରଥମେ ପୁରୀ…

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ ଏବଂ କଶ୍ମୀରର ପୁଞ୍ଚରେ ଏକ ପାକିସ୍ତାନୀ ଡ୍ରୋନ ଦେଖାଯାଇଛି। ଡ୍ରୋନ ଦେଖାଯିବା ପରେ ସେନା…

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି କାର୍‌ ଅଟକିଯାଇଛି। ଜଣେ ଯୁବକ ମଧ୍ୟ ଭସାପୋଲରୁ ଖସିପଡିଛନ୍ତି।…

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ ସେମାନଙ୍କର ପରମାଣୁ ସ୍ଥାନ ବିଷୟରେ ସୂଚନା ମିଳିବ। ଏହି ପରମ୍ପରା ଗତ 34 ବର୍ଷ…

ଶାହରୁଖ ଖାନ ଜଣେ ବିଶ୍ୱାସଘାତକ: ଭାଜପା ନେତାଙ୍କ ବିବାଦୀୟ ବୟାନ

ଲକ୍ଷ୍ନୌ,୧।୧: ଉତ୍ତର ପ୍ରଦେଶର ମିରଟରେ ଭାରତୀୟ ଜନତା ପାର୍ଟିର ଫାୟାରବ୍ରାଣ୍ଡ ନେତା ସଙ୍ଗୀତ ସୋମ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ ଦେଇଛନ୍ତି। ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ସଙ୍ଗୀତ ସୋମ ଶାହରୁଖଙ୍କ ବିରୋଧରେ ଏକ କଠୋର ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?