Home Middle

ଚାକିରି ନାହିଁ, ଦେଶ ଛାଡ଼ିବାକୁ ଚାହୁଁଛନ୍ତି ହତାଶ ଯୁବବର୍ଗ…

ନୂଆଦିଲ୍ଲୀ, ୨୭।୧ : ଭାରତରେ ବେକାରୀ ପରିସ୍ଥିତି ଉତ୍କଟ ହେବାରେ ଲାଗିଛି। ଚାକିରି ନ ଥିବାରୁ ଯୁବବର୍ଗ ହତାଶ ହୋଇ ଦେଶ ଛାଡି ବିଦେଶ ଯିବାକୁ ଚାହୁଁଛନ୍ତି। କ୍ରମାଗତ ଏଭଳି ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସରକାରୀ ନୀତି ବିଫଳ ହେଉଥିବାରୁ…

ପୁଣି ଉପର ମୁହାଁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ, ୨୭।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିବା ପରେ ଏହା ପୁଣି ଉପର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୮୬ ହଜାର ୩୮୪ ଜଣ ନୂଆ…

ଆମେରିକାକୁ ଚ୍ୟାଲେଞ୍ଜ୍‌, ଜାପାନ ସମୁଦ୍ରରେ କ୍ଷେପଣାସ୍ତ୍ର ପରୀକ୍ଷଣ କଲେ କିମ୍‌…

ସିଓଲ, ୨୭।୧ : ଆଣବିକ ଅସ୍ତ୍ରଶସ୍ତ୍ର ପରୀକ୍ଷା କଟକଣାକୁ ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ଲଗାତାର ଅଣଦେଖା କରିବାରେ ଳାଗିଛନ୍ତି। ଏହି ମର୍ମରେ ସେ ଗୁରୁବାର ସକାଳେ ଜାପାନର ସମୁଦ୍ରରେ ପୁଣି ଏକ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ଏହାକୁ…

ଅଳ୍ପସଂଖ୍ୟକଙ୍କ ଧାର୍ମିକ ସ୍ଥଳକୁ ଟାର୍ଗେଟ୍‌, ବୈଜ୍ଞାନିକ-କଳାକାର-ଲେଖକ ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି…

ବେଙ୍ଗାଲୁରୁ, ୨୭।୧ : କର୍ନାଟକରେ ଅଳ୍ପସଂଖ୍ୟକଙ୍କ ଧାର୍ମିକ ସ୍ଥଳକୁ ଟାର୍ଗେଟ୍‌ କରାଯାଉଛି। ଏସବୁ ଧାର୍ମିକସ୍ଥଳ ଉପରେ ଲଊଗାତାର ଆକ୍ରମଣ ବୃଦ୍ଧି ପାଉଛି। ଏନେଇ ୩୭ ଜଣ ବୈଜ୍ଞାନିକ, ପରିବେଶ୍‌ବିତ୍‌, କଳାକାର ଏବଂ ଲେଖକ ରାଜ୍ୟ ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମାଇଙ୍କୁ ଚିଠି ଲେଖିଛନ୍ତି। …

କଂଗ୍ରେସକୁ ଘାରିଛି ଘର କଳି ଚିନ୍ତା, ପଞ୍ଜାବ-ଉତ୍ତରାଖଣ୍ଡରେ ଅବୁଝାଙ୍କୁ ବୁଝାଇବା ଜାରି…

ନୂଆଦିଲ୍ଲୀ, ୨୭।୧ : ଆଗକୁ ପଞ୍ଜାବ ଏବଂ ଉତ୍ତରାଖଣ୍ଡରେ ବିଧାନସଭା ନିର୍ବାଚନ। ତେବେ ଏହି ଦୁଇରାଜ୍ୟରେ ଘର କଳି ଯୋଗୁ କଂଗ୍ରେସର ଚିନ୍ତା ବଢ଼ିବାରେ ଲାଗିଛି। ଟିକଟ ବଣ୍ଟନ ଉପରେ ଦଳୀୟ ସଦସ୍ୟଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ଦଳର ହାଇକମାଣ୍ଡ…

ରେଲଓ୍ବେ ଟ୍ରାକ୍‌ ଉଡାଇଲେ ମାଓବାଦୀ…

ରାଞ୍ଚି, ୨୭।୧ : ଝାଡ଼ଖଣ୍ଡରେ ବୁଧବାର-ଗୁରୁବାର ବିଳମ୍ବିତ ରାତିରେ ମାଓବାଦୀମାନେ ରେଲଓ୍ବେ ଟ୍ରାକ୍‌କୁ ଉଡାଇ ଦେଇଛନ୍ତି। ଝାଡ଼ଖଣ୍ଡର ଗିରିଡ଼ିହ ନିକଟରେ ମାଓବାଦୀମାନଙ୍କ ପକ୍ଷରୁ ଏଭଳି ଆଇଡି ବିସ୍ଫୋରଣ କରାଯାଇଛି। ରାତି ୧୨ଟା ୩୪ରେ ଧାନବାଦ ଡିଭିଜନ୍‌ର କରମାବାଦ୍‌-ଚିଚାକି ଷ୍ଟେଶନ ମଧ୍ୟରେ ଏହି…

ଗୁଗ୍‌ଲ ସିଇଓଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୨୬ା୧: କପିରାଇଟ୍‌ ଆକ୍ଟ ଉଲ୍ଲଂଘନ ପାଇଁ ମୁମ୍ବାଇ ପୋଲିସ ବୁଧବାର ଗୁଗ୍‌ଲ ସିଇଓ ସୁନ୍ଦର ପିଚାଇ ଏବଂ ଅନ୍ୟ ୫ଜଣ କମ୍ପାନୀ ଅଧିକାରୀଙ୍କ ନାମରେ ମାମଲା ରୁଜୁ କରିଛି। ମୁମ୍ବାଇ ପୋଲିସ କହିଛି ଯେ, କୋର୍ଟର ନିର୍ଦ୍ଦେଶ ଅନୁଯାୟୀ ଗୁଗ୍‌ଲ ସିଇଓ…

ୟୁକ୍ରେନକୁ ସହାୟତା କରିବ ଆମେରିକା

ଓ୍ବାଶିଂଟନ,୨୬ା୧: ରୁଷିଆ-ୟୁକ୍ରେନ ବିବାଦ ଦିନକୁ ଦିନ ଜଟିଳ ପରିସ୍ଥିତି ଆଡ଼କୁ ମୁହାଁଉଛି। ରୁଷିଆର ମୁକାବିଲା ଲାଗି ଯୁଦ୍ଧଜାହାଜ ଓ ଲଢୁଆ ବିମାନ ପଠାଇଛି ନାଟୋ। ସେପଟେ ୟୁକ୍ରେନ ଛାଡ଼ି ନିଜ ଦେଶକୁ ଫେରିଆସିବା ଲାଗି ସମସ୍ତ କୂଟନୀତିଜ୍ଞଙ୍କୁ ନିର୍ଦ୍ଦେଶ ଦେଇଛି ଆମେରିକା।…

ସାଧାରଣତନ୍ତ୍ର ଦିବସରେ ବିହାରରେ ଟ୍ରେନ ଜାଳିଦେଲେ ଛାତ୍ରୀଛାତ୍ର

ପାଟଣା,୨୬।୧: ଦେଶରେ ବୁଧବାର ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ ହେଉଥିବା ବେଳେ ବିହାରରେ ଏକ ଯାତ୍ରୀବାହି ଟ୍ରେନକୁ ଜାଳି ଦେଇଛନ୍ତି ରେଲଓ୍ବେ ଚାକିରି ପରୀକ୍ଷା ବିରୋଧରେ ବିକ୍ଷୋଭ କରୁଥିବା ଛାତ୍ରୀଛାତ୍ର। କେବଳ ଏତିକି ନୁହେଁ, ଅନ୍ୟ ଏକ ଯାତ୍ରୀବାହି ଟ୍ରେନକୁ ପଥରେ…

ପାଦରେ ଚାଲି ଚାଲି ଲୋକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୨୬।୧ : ଦେଶର ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ବୁଧବାର ରାଜଧାନୀ ଦିଲ୍ଲୀର ରାଜପଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଲି ଚାଲି ଲୋକଙ୍କୁ ଭେଟିଛନ୍ତି। ୨୦୧୫ଠାରୁ ଗତ ୭ ବର୍ଷ ଧରି ପ୍ରଧାନମନ୍ତ୍ରୀ ଏହି ପରମ୍ପରା ପାଳନ କରୁଛନ୍ତି। ପରେଡ…

ତୃତୀୟ ବିଶ୍ୱଯୁଦ୍ଧର ପଦଧ୍ୱନୀ…

ମସ୍କୋ, ୨୬।୧ : ରୁଷିଆ ଏବଂ ୟୁକ୍ରେନ ସୀମାରେ ଅସ୍ତ୍ରଶସ୍ତ୍ର ସହିତ ସୈନ୍ୟସଂଖ୍ୟା ବଢ଼ିବା ସହିତ ୟୁରୋପରେ ଏକ ଭୟଙ୍କର ଯୁଦ୍ଧର ଆଶଙ୍କା ବୃଦ୍ଧି ପାଉଛି। ଏନେଇ ଆମେରିକା ରୁଷିଆକୁ ଚେତାବନୀ ଦେଇଛି। ସେହିପରି ଚାଇନା ମଧ୍ୟ ପରିସ୍ଥିତିରୁ ଫାଇଦା ନେବାକୁ…

ପରାକ୍ରମ ଦେଖିଲା ସାରା ଦୁନିଆ…

ନୂଆଦିଲ୍ଲୀ, ୨୬।୧ : ଦେଶର ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜଧାନୀ ଦିଲ୍ଲୀର ରାଜପଥରେ ଭାରତ ପକ୍ଷରୁ ନିଜର ସାମରିକ ଶକ୍ତି ପ୍ରଦର୍ଶନ କରାଯାଇଛି। ଭାରତୀୟ ସେନାର ସର୍ବଶ୍ରେଷ୍ଠ ତଥା ଶକ୍ତିଶାଳୀ ଯୁଦ୍ଧ ଉପକରଣ ପ୍ରଦର୍ଶିତ ହୋଇଛି। ସ୍ବଦେଶୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri