Home Middle

୮ ସ୍ଥାନ ତଳକୁ ଖସିଲା ଭାରତ

ନୂଆଦିଲ୍ଲୀ,୪ା୫: ଓ୍ବାଲର୍‌ଡ ପ୍ରେସ୍‌ ଫ୍ରିଡମ୍‌ ଇଣ୍ଡେକ୍ସ ୨୦୨୨ରେ ଭାରତ ୮ ପାଦ ତଳକୁ ଖସିଛି। ଗତବର୍ଷ ଦେଶ ୧୪୨ତମ ସ୍ଥାନରେ ରହିଥିବାବେଳେ ଚଳିତ ବର୍ଷ ୧୫୦ତମ ସ୍ଥାନରେ ରହି ବିଶ୍ୱରେ ୪୧ ସ୍କୋର ରଖିଛି। ମେ’ ୩ରେ ବିଶ୍ୱ ପ୍ରେସ୍‌ ସ୍ବାଧୀନତା…

କଟକ, ଭୁବନେଶ୍ୱରରେ ଛେଚିଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ରାଜ୍ୟରେ ଗତ କିଛି ଦିନ ହେବ ଗ୍ରୀଷ୍ମ ପ୍ରବାହ ଯୋଗୁ ଲୋକେ ହନ୍ତସନ୍ତ ହେଉଥିଲେ। ତତଲା ହାୱା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଥିଲା। ଏଭଳି ସମୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ମଙ୍ଗଳବାର କାଳବୈଶାଖୀଜନିତ ଝଡ଼ବର୍ଷା ପରିବେଶକୁ…

ପଞ୍ଜାବକୁ ୧୪୪ରନ୍‌ର ଟାର୍ଗେଟ

ମୁମ୍ବାଇ,୩।୫: ଚଳିତ ଆଇପିଏଲରେ ଚମତ୍କାର ପ୍ରଦର୍ଶନ କରି ଆସୁଥିବା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଗୁଜରାଟ ଟିମ୍‌ ମଙ୍ଗଳବାର ଖେଳାଯାଉଥିବା ମ୍ୟାଚ୍‌ରେ ନିରାଶାଜନକ ପ୍ରଦର୍ଶନ କରିଛି। କେବଳ ସାଇ ସୁଦର୍ଶନକୁ ଛାଡ଼ିଦେଲେ ପଞ୍ଜାବ କିଙ୍ଗସର ବୋଲରଙ୍କ ଆଗରେ ତିଷ୍ଠି ପାରିନାହାନ୍ତି ଗୁଜରାଟ ଟାଇଟନ୍ସର ଅନ୍ୟ…

୧୦ରେ ବାତ୍ୟା ସମ୍ଭାବନା

ଭୁବନେଶ୍ୱର,୩ା୫(ବ୍ୟୁରୋ)- ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୬ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଏହାର ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ…

ବ୍ରଜରାଜନଗର ଉପନିର୍ବାଚନ ନେଇ ମତ ରଖିଲେ ବିଜେଡି, ଭାଜପା

ଭୁବନେଶ୍ୱର,୩।୫(ବ୍ୟୁରୋ): ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ ପରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ତେବେ ମେ’ ୩୧ରେ ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ଓ ଭାଜପା ନିଜ ପ୍ରତିକ୍ରିୟା ରଖିଛନ୍ତି । ନିର୍ବାଚନ ପାଇଁ ସବୁବେଳେ ପ୍ରସ୍ତୁତ…

ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ ଅଫିସ,୩।୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଏ। ତେଣୁ ଏହି ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ବାଲୁକା କଳା ନିର୍ମାଣ କରି…

ଡେପୁଟି ମେୟରଙ୍କ ଘରେ ଲାଗିଲା ଉଚ୍ଛେଦ ନୋଟିସ୍‌

କଟକ ଅଫିସ,୩।୫: କଟକ ଡେପୁଟି ମେୟରଙ୍କ ଘରେ ଉଚ୍ଛେଦ ନୋଟିସ୍‌ ଲଗାଯାଇଛି। ଇଡ୍‌କୋ ଜାଗାରେ ଥିବା ତାଙ୍କ ଏହି ଘରକୁ ଭାଙ୍ଗିବାକୁ ନୋଟିସ ଜାରି ହୋଇଛି। ୭ ଦିନ ମଧ୍ୟରେ ଜାଗା ଖାଲି କରିବାକୁ ନୋଟିସ୍ ରେ ଉଲ୍ଲେଖ ରହିଛି। ସୂଚନାଯୋଗ୍ୟ,…

ଆଜି ଅକ୍ଷୟ ତୃତୀୟା: ଅକ୍ଷିମୁଠି ଅନୁକୂଳ କଲେ ଚଷାପୁଅ

ଭୁବନେଶ୍ୱର, ୩।୫(ବ୍ୟୁରୋ): ମଙ୍ଗଳବାର ପବିତ୍ର ଅକ୍ଷୟ ତୃତୀୟା । ଚଷା ପୁଅ ଅକ୍ଷିମୁଠି ଭାବେ ଏହି ଦିନକୁ ପାଳନ କରିଥାନ୍ତି। ଏହି ଦିନରେ ଚାଷୀ କ୍ଷେତରେ ରିତିନିତୀ ଅନୁସାରେ ପୂଜା କରି ଅନୁକୂଳ କରିଥାନ୍ତିି। ଏହି ଦିନରେ ଚାଷୀ କ୍ଷେତରେ ବିହନ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ

ପାଟଣା,୩।୫ (ସ୍ବ. ପ୍ର.): ୨୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଡିଆନାଳି ବିଦ୍ୟୁତ୍‌ ଷ୍ଟ୍ରକଚର ନିକଟରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟଜଣେ ଗୁରୁତର…

ଆଜି ଇଦ୍‌-ଉଲ୍‌-ଫିତର: ଜାମା ମସଜିଦ୍‌ରେ କଡ଼ା ସୁରକ୍ଷା ଭିତରେ ନମାଜ ପାଠ

ନୂଆଦିଲ୍ଲୀ,୩।୫:ଆଜି ସମଗ୍ର ଦେଶରେ ଇଦ୍‌-ଉଲ୍‌-ଫିତର ଅର୍ଥାତ୍‌ ଇଦ୍‌ ପାଳନ କରାଯାଉଛି। ଏହି ଅବସରରେ ମୁସଲମାନ ଭଉଣୀ ଓ ଭାଇମାନେ ସକାଳେ ଦିଲ୍ଲୀର ଜାମା ମସଜିଦରେ ଆଲ୍ଲାଙ୍କୁ ଶାନ୍ତି ଏବଂ ସମୃଦ୍ଧତା ପାଇଁ ପ୍ରାର୍ଥନା କରିଥିଲେ। ଇଦ ପାଇଁ ଦିଲ୍ଲୀରେ ସ୍ବତନ୍ତ୍ର ସୁରକ୍ଷା…

ସାଂଘାଇ ପରେ ଏବେ ବେଜିଂରେ କରୋନା ସୁନାମୀ, ୨୪ ଘଣ୍ଟାରେ ୩୨ ମୃତ

ବେଜିଂ,୩ ।୫: ଚାଇନାକୁ ପୁଣି ଫେରିଛି କରୋନା ମହାମାରୀ । ଚାଇନାର ସାଂଘାଇ ସହର କରୋନାର ହଟସ୍ପଟ ପାଲଟି ଥିବା ବେଳେ ଏବେ ବେଜିଂରେ କରୋନା ଭାଇରସର ଓମିକ୍ରମ ଭାରିଏଣ୍ଟ ତାଣ୍ଡବ ରଚିଛି । ଏହାକୁ ନେଇ ସୋମବାର ଶୂନ୍ୟ କୋଭିଡ…

ଦୁଇ ରାପ୍ଟର ବୋଟ୍‌ ନଷ୍ଟ କଲା କ୍ୱିଭ୍‌

କ୍ୱିଭ୍‌, ୨ା୪: ୟୁକ୍ରେନ ଉପରେ ରୁଷିଆ ଆକ୍ରମଣକୁ ୬୮ ଦିନ ପୂରିଥିବା ବେଳେ ଏତେ ଦିନ ଯୁଦ୍ଧ ଲମ୍ବିବା ମସ୍କୋ ପାଇଁ ଚିନ୍ତାର କାରଣ ପାଲଟିଛି। ଶକ୍ତିଶାଳୀ ରୁଷିଆ ସେନା ଆଗରେ ୨ ମାସରୁ ଊର୍ଦ୍ଧ୍ୱ ସମୟ ୟୁକ୍ରେନ୍‌ ତିଷ୍ଠି ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?