Home Middle

‘ସୁଭାଷ ବୋଷଙ୍କ ମୃତ୍ୟୁ ରହସ୍ୟରୁ ପରଦା ହଟୁ’

ନୂଆଦିଲ୍ଲୀ,୨୪।୧ (ପି.ଟି.): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅନ୍ତର୍ଦ୍ଧାନ ଏବେ ଲୋକପ୍ରିୟ ଲୋକକଥାର ଅଂଶବିଶେଷ ହୋଇଗଲାଣି। ନେତାଜୀଙ୍କ ପ୍ରତିମୂର୍ତ୍ତି ନୁହେଁ ତାଙ୍କ ମୃତ୍ୟୁ ରହସ୍ୟରୁ ପରଦା ହଟାଯିବା ତାଙ୍କ ପରିବାର ଓ ତାଙ୍କ ଜୀବନୀ ଉପରେ ଗବେଷଣା ଚଳାଇଥିବା ଲୋକେ ଚାହାନ୍ତି।…

ୟୁକ୍ରେନ ସରକାରଙ୍କୁ ହଟାଇବାକୁ ଚାହୁଁଛି ରୁଷିଆ

ଲଣ୍ଡନ, ୨୪ା୧: ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ କରିବା ଆଶଙ୍କା ଦିନକୁ ଦିନ ଦୃଢ଼ୀଭୂତ ହେବାରେ ଲାଗିଥିବାବେଳେ କ୍ରେମେଲିନ୍‌ ନାଁରେ ସଙ୍ଗିନ ଅଭିଯୋଗ ଆଣିଛି ବ୍ରିଟେନ। ୟୁକ୍ରେନରେ ବର୍ତ୍ତମାନ ଥିବା ସରକାରଙ୍କୁ ହଟାଇ ସେଠାରେ ରୁଷିଆ ନିଜ ସପକ୍ଷରେ ଏକ ସରକାର…

ଯୋଗୀଙ୍କ ଧ୍ରୁବୀକରଣ ରାଜନୀତି

ଲକ୍ଷ୍ନୌ,୨୪ା୧: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ଗାଜିଆବାଦରେ ତାଙ୍କ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ତଥା ସମାଜବାଦୀ ପାର୍ଟି (ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ପୂର୍ବରୁ ସଂଖ୍ୟାଲଘୁଙ୍କୁ ସନ୍ତୁଷ୍ଟ କରିବା ପାଇଁ ଗାଜିଆବାଦରେ ହଜ୍‌ ହାଉସ୍‌…

କେନ୍ଦ୍ର ପ୍ରସ୍ତାବକୁ ବିରୋଧ ବଢୁଛି

ନୂଆଦିଲ୍ଲୀ,୨୪ା୧(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାର ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) କ୍ୟାଡର ରୁଲ୍ସ, ୧୯୫୪ରେ ସଂଶୋଧନ ଆଣିବାକୁ ଯାଉଛନ୍ତି। ତାହା ହେଲା ଉକ୍ତ ରୁଲ୍ସର ରୁଲ୍‌ ୬ରେ ଏକ ନୂଆ ନିୟମ ଯୋଡ଼ାଯିବ। ପ୍ରସ୍ତାବିତ ସଂଶୋଧନ ବଳରେ ରାଜ୍ୟ ସରକାରମାନଙ୍କ ସଂରକ୍ଷଣକୁ ଅଣଦେଖା…

ମାଲିରେ ଫସିଛନ୍ତି ଝାଡ଼ଖଣ୍ଡର ୩୩ ଶ୍ରମିକ

ରାଞ୍ଚତ୍,୨୪ା୧: ଆଫ୍ରିକୀୟ ଦେଶ ମାଲିରେ ବିଦ୍ୟୁତ୍‌ ଲାଇନ ବିଛାଯିବା କାମରେ ନିୟୋଜିତ ଝାଡଖଣ୍ଡର ୩୩ ଶ୍ରମିକ ଫସିଛନ୍ତି। ସେମାନେ ଭାରତ ଫେରିବା ପାଇଁ କେନ୍ଦ୍ର ସରକାର ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସହାୟତା ଲୋଡ଼ିଛନ୍ତି। କର୍ମଚାରୀଙ୍କ ସହ ସମ୍ପାଦିତ ଚୁକ୍ତିନାମା…

ଯୁକ୍ତ୨ ପରୀକ୍ଷା ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୪।୧(ବ୍ୟୁରୋ): କରୋନା ପାଇଁ ଗତବର୍ଷ ବିନା ପରୀକ୍ଷାରେ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। କିନ୍ତୁ ଚଳିତବର୍ଷ ମାଟ୍ରିକ ପରୀକ୍ଷା ନ ହେଲେ ବିକଳ୍ପ ପଦ୍ଧତିରେ ଫଳ ପ୍ରକାଶ ପାଇଁ ବ୍ୟବସ୍ଥା କରାଯାଇଛି। ହେଲେ ଯୁକ୍ତ୨ ପାଇଁ…

ହରିୟାଣା ପୋଲିସ ହଟହଟା

ବାହାନଗା, ୨୪ା୧(ଡି.ଏନ.ଏ.): ଲକ୍ଷାଧିକ ଟଙ୍କା ହେରଫେର ଅଭିଯୋଗରେ ଫେରାର ଥିବା ବାଲେଶ୍ୱର ବାହାନଗା ଅଞ୍ଚଳର ୨ଯୁବକଙ୍କୁ ଗିରଫ କରିବାକୁ ଆସି ହରିୟାଣା ପୋଲିସ ହଟହଟା ହୋଇଛି। ଅଭିଯୁକ୍ତଙ୍କୁ ନ ପାଇ ସେମାନଙ୍କ ପରିବାର ଲୋକଙ୍କୁ ଖନ୍ତାପଡ଼ା ଥାନାକୁ ଆଣିଥିବାରୁ ପୋଲିସ ଟିମ୍‌…

ୟୁରୋପରେ ଷ୍ଟିଲଥ୍‌ ଓମିକ୍ରନ୍‌ ଆତଙ୍କ, ୪୦ରୁ ଅଧିକ ଦେଶକୁ ବ୍ୟାପିଲା…

ଓ୍ବାଶିଂଟନ, ୨୩।୧ : ଓମିକ୍ରନ୍‌ ପରେ ଏବେ ୟୁରୋପରେ ନୂଆ ଭାରିଆଣ୍ଟ୍‌ ଷ୍ଟିଲଥ୍‌ ଓମିକ୍ରନ୍‌ ( ବିଏ.୨)ଆତଙ୍କ ସୃଷ୍ଟି କରିଛି। ଇତିମଧ୍ୟରେ ଷ୍ଟିଲଥ୍‌ ଓମିକ୍ରନ୍‌ ୪୦ରୁ ଅଧିକ ଦେଶକୁ ବ୍ୟାପିଛି। ଷ୍ଟିଲଥ୍‌ ଓମିକ୍ରନ୍‌ ଭୂତାଣୁ ଆଣଶିଟି-ପିସିଆର ପରୀକ୍ଷାରେ ମଧ୍ୟ ଜଣାପଡ଼ି ନ…

ଉତ୍ତରପ୍ରଦେଶରେ ପରିବର୍ତ୍ତନ ଚାହୁଁଛନ୍ତି ଲୋକେ !…

ଲକ୍ଷ୍ନୌ, ୨୩।୧ : ଆଗକୁ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ। ରାଜ୍ୟରେ ଲୋକେ ପରିବର୍ତ୍ତନ ଚାହଁୁଥିବା ଏକ ସର୍ଭେରୁ ଜଣାପଡିଛି। ଏବିପି ଗଣମାଧ୍ୟମ ସଂସ୍ଥା ପକ୍ଷରୁ ୨୦ ନଭେମ୍ବର, ୧୮ ଡିସେମ୍ବର ଏବଂ ୨୨ ଜାନୁୟାରୀରେ ହୋଇଥିବା ସର୍ଭେରୁ ଜଣାପଡ଼ିଛି ଯେ ୪୭…

ନେତାଜୀଙ୍କ ୨୮ ଫୁଟ ଉଚ୍ଚ ହଲୋଗ୍ରାମ ପ୍ରତିମା ଲୋକାର୍ପିତ…

ନୂଆଦିଲ୍ଲୀ, ୨୩।୧ : ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ୧୨୫ ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ଇଣ୍ଡିଆ ଗେଟ୍‌ଠାରେ ୨୮ ଫୁଟ ଉଚ୍ଚ ହଲୋଗ୍ରାମ୍‌ ପ୍ରତିମାର ଲୋକାର୍ପଣ କରିଛନ୍ତି। ରବିବାର ସନ୍ଧ୍ୟା ସାଢ଼େ ୬ଟାରେ ପ୍ରଧାନମନ୍ତ୍ରୀ ଏହି…

ରାଜଧାନୀରେ ହାଡ଼ଭଙ୍ଗା ଶୀତ ନେଲାଣିି ୧୦୬ ଜୀବନ !…

ନୂଆଦିଲ୍ଲୀ, ୨୩।୧ : ରାଜଧାନୀ ଦିଲ୍ଲୀରେ ହାଡ଼ଭଙ୍ଗା ଶୀତଯୋଗୁ ଚଳିତବର୍ଷ ଜାନୁୟାରୀରେ ଇତିମଧ୍ୟରେ ୧୦୬ ଜଣଙ୍କର ଜୀବନ ଗଲାଣି। ଏନଜିଓ ସେଣ୍ଟର ଫର ହୋଲିଷ୍ଟିକ ଡେଭଲପମେଣ୍ଟ (ସିଏଚଡି) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ଏନଜିଓ ପକ୍ଷରୁ…

ମହାକାଶ ପାଲଟୁଛି ଅଳିଆ ଗଦା, ବିଶେଷଜ୍ଞଙ୍କ ଚେତାବନୀ…

ଓ୍ବାଶିଂଟନ, ୨୩।୧ : କମର୍ସିଆଲ ସ୍ପେସ୍‌ ଇଣ୍ଡଷ୍ଟ୍ରିର ବିକାଶ ଧାରା ଜାରି ରହିଛି। ଏହା ଯୋଗୁ ମହାକାଶ ଏବେ ଅଳିଆ ଗଦା ପାଲଟିବା ଆରମ୍ଭ କରିଛି। ମହାକାଶରେ କୁଢ଼ କୁଢ଼ ଆବର୍ଜନା ସୃଷ୍ଟି ହେବାରେ ଲାଗିଛି। ସ୍ପେସ ବର୍ଜ୍ୟବସ୍ତୁ ବିଷୟରେ ବିଶେଷଜ୍ଞ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri