Home Middle

ତୃତୀୟ ସାମ୍ମୁଖ୍ୟ: ସମୟ ଆସିଲେ ନିଷ୍ପତ୍ତି

ନୂଆଦିଲ୍ଲୀ,୧।୫: ଆଗାମୀ ଲୋକ ସଭା ଏବଂ ରାଷ୍ଟ୍ରପତି ନିର୍ବାଚନକୁ ନେଇ ବିଜେଡିର ଯୋଜନା ସମ୍ପର୍କରେ ଦଳ ସଭାପତି ତଥା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାପିଚୁପି ମତ ରଖିଛନ୍ତି। ପ୍ରସ୍ତାବିତ ତୃତୀୟ ସାମ୍ମୁଖ୍ୟ ନେଇ ପ୍ରଶ୍ନ ହେବାରୁ ନିର୍ବାଚନ ବହୁତ ଡେରି…

ଏମ୍‌ଆଇ ବିଜୟୀ…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୪ ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ (ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌ (ଏମ୍‌ଆଇ) ବିଜୟ ହାସଲ କରିଛି । ଧାର୍ଯ୍ୟ ୧୫୯ ରନ୍ ଲକ୍ଷ୍ୟର ପିଛା କରି ଏମ୍ ଆଇ…

ଅଭିଯୁକ୍ତଙ୍କ ଯେ କୌଣସି ସମ୍ପର୍କୀୟଙ୍କ ବ୍ୟାଙ୍କ ଖାତା ଜବତ କରାଯାଇ ପାରିବ…

ଶ୍ରୀନଗର, ୩୦।୪ : ଆବଶ୍ୟକସ୍ଥଳେ ଅଭିଯୁକ୍ତଙ୍କ ଯେ କୌଣସି ସମ୍ପର୍କୀୟଙ୍କ ବ୍ୟାଙ୍କ ଖାତା ଜବତ କରାଯାଇ ପାରିବ। ଜମ୍ମୁ-କଶ୍ମୀର ଏବଂ ଲଦ୍ଦାଖ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି। ସିଆର୍‌ପିସି ଧାରା ୧୦୨ ଅନ୍ତର୍ଗତ ଏହା ହେବ ବୋଲି…

ଅଭିଯୁକ୍ତଙ୍କ ସହିତ ପୀଡ଼ିତାଙ୍କ ପ୍ରତି ନ୍ୟାୟ କରାଯିବା ଜରୁରୀ ଦର୍ଶାଇ ମାମଲା ସ୍ଥାନାନ୍ତରଣ ଆବେଦନ ଖାରଜ କଲେ ହାଇକୋର୍ଟ…

ଆହ୍ଲାବାଦ, ୩୦।୪ : ନ୍ୟାୟ କେବଳ ଅଭିଯୁକ୍ତଙ୍କ ପାଇଁ ନୁହେଁ, ପୀଡ଼ିତାଙ୍କ ଲାଗି ମଧ୍ୟ ଏହା ଅପରିହାର୍ଯ୍ୟ। ଏକ ସାମୁହିକ ବଳାତ୍କାର ମାମଲାରେ ଆହ୍ଲାବାଦ ହାଇକୋର୍ଟ ଏଭଳି କହିଛନ୍ତି। ଏହି ମାମଲାର ସ୍ଥାନାନ୍ତରଣ ଅନ୍ୟ କୋର୍ଟକୁ କରାଯିବା ଲାଗି ଅଭିଯୁକ୍ତମାନଙ୍କ ପକ୍ଷରୁ…

ଏମ୍‌ଆଇ ପାଇଁ ୧୫୯ ରନ୍‌ର ବିଜୟ ଲକ୍ଷ୍ୟ…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୪ ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ)ସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ର ମୁମ୍ବାଇର ଡ. ଡିଓ୍ବାଇ ପାଟିଲ ସ୍ପୋଟର୍ସ ଷ୍ଟାଡିୟମ୍‌ରେ ଖେଳାଯାଉଥିବା…

ବଦଳିଲେ ୯ ଓଏଏସ୍‌ ଅଫିସର

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟ ସରକାର ଶନିବାର ୯ ଓଏଏସ୍‌ ଅଫିସରଙ୍କ ବଦଳି କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ହୋଇଛି। ଏହି ଅନୁଯାୟୀ, ବରିଷ୍ଠ ଓଏଏସ୍‌ ମନୋରଞ୍ଜନ ମଲ୍ଲିକଙ୍କୁ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ସଚିବ…

ମୋଦିଙ୍କୁ ଘେରିଲେ ରାହୁଲ, ନିଜ ବିଫଳତା ପାଇଁ କାହାକୁ ଦୋଷ ଦେବେ, ନେହେରୁ ନା ଜନତାଙ୍କୁ…

ନୂଆଦିଲ୍ଲୀ, ୩୦।୪ : ଦେଶରେ ବଢୂଥିବା ବିଦ୍ୟୁତ ସଙ୍କଟକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିବା ଆରମ୍ଭ କରିଛନ୍ତି। ସେ ଶନିବାର ଟୁଇଟ୍‌ କରି କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଏବେ ନିଜ ବିଫଳତା ପାଇଁ କାହାକୁ…

ମେ’ ୨ରୁ ସକାଳ ୬ରୁ ୯ଟା ଯାଏ ସ୍କୁଲ

ଭୁବନେଶ୍ୱର,୩୦।୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପୁଣି ଥରେ ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି। ମେ’ ୨ ତାରିଖରୁ ସକାଳ ୬ରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ତୃତୀୟରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପିଲା ସକାଳ ୬ରୁ…

୧୨ରୁ ୧୪ ବର୍ଷ ବୟସ୍କ ୬୦ ପ୍ରତିଶତ ପିଲାଙ୍କୁ ଦିଆଯାଇଛି ଟିକା…

ନୂଆଦିଲ୍ଲୀ, ୩୦।୪ : ଦେଶରେ ଜାରି ରହିଥିବା ଟିକାକରଣ ଅଭିଯାନରେ ୧୨ରୁ ୧୪ ପିଲାଙ୍କ ମଧ୍ୟରୁ ୬୦ ପ୍ରତିଶତଙ୍କୁ ଡୋଜ୍‌ ପ୍ରଦାନ କରାଯାଇଛି। ଏନେଇ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଶନିବାର ସୂଚନା ପ୍ରଦାନ କରିଛନ୍ତି। ଟିକାନେବା ଲାଗି ପିଲାଙ୍କ ମଧ୍ୟରେ…

ଏମ୍‌ଆଇ ଜିତିଲା ଟସ୍‌, ପ୍ରଥମେ ବୋଲିଂ…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୪ ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ)ସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଡ. ଡିଓ୍ବାଇ ପାଟିଲ ସ୍ପୋଟର୍ସ ଷ୍ଟାଡିୟମ୍‌ରେ ଖେଳାଯାଉଥିବା…

ଜିଟିର ସହଜ ବିଜୟ…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୩ ତମ ମ୍ୟାଚ୍‌ରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବିପକ୍ଷରେ ଗୁଜରାଟ ଟାଇଟନ୍ସ(ଜିଟି) ବିଜୟୀ ହୋଇଛି। ଧାର୍ଯ୍ୟ ୧୭୧ ରନ୍‌ ରପିଛା କରି ଜିଟି ୧୯.୩ ଓଭରରେ ୪ ଓ୍ବିକେଟ ହରାଇ…

୬ ମହଲା କୋଠା ଭୁଶୁଡ଼ିଲା, ଫସି ରହିଛନ୍ତି ୨୦ରୁ ଊର୍ଦ୍ଧ୍ୱ ଲୋକ

ବେଜିଂ,୩୦ା୪: ଚାଇନାର ହୁନାନ ଜିଲାରେ ୬ ମହଲା ବିଶିଷ୍ଟ ଆବାସିକ କୋଠା ଭୁଶୁଡ଼ିବା ପରେ ଅତି କମରେ ୩୯ ଜଣ ନିଖୋଜ ଅଛନ୍ତି ଏବଂ ୨୦ରୁ ଅଧିକ ଜଣ ଫସି ରହିଛନ୍ତି। ଚାଇନାର ଅଧିକାରୀମାନେ ଶନିବାର ଏହି ସୂଚନା ଦେଇଛନ୍ତି। ବିଲ୍ଡିଂରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?