Home Middle

ଏବେ ଅଶୋକ ହୋଟେଲ ପାଳି, ୬୦ ବର୍ଷ ପାଇଁ ହୋଇପାରେ ଘରୋଇକରଣ…

ନୂଆଦିଲ୍ଲୀ, ୧୨।୧୨: ଐତିହାସିକ ଅଶୋକ ହୋଟେଲ ବିକ୍ରୟ ପାଇଁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହାକୁ ସରକାରଙ୍କ ଉଚ୍ଚାଭିଳାଷୀ ଆସେଟ ମୋନେଟାଇଜେସନ ପ୍ରୋଗ୍ରାମ ଅଧୀନରେ ୬୦ ବର୍ଷ ଚୁକ୍ତି (କଣ୍ଟ୍ରାକ୍ଟ)ରେ ଘରୋଇ କ୍ଷେତ୍ରକୁ ଦେବା ପାଇଁ ସରକାର ଏକ…

ବ୍ୟାଙ୍କ ବୁଡ଼ିଗଲେ ବି ଜମାକାରୀଙ୍କ ଟଙ୍କା ସୁରକ୍ଷିତ…

ନୂଆଦିଲ୍ଲୀ, ୧୨।୧୨: ବ୍ୟାଙ୍କ ବୁଡ଼ିଗଲେ ବି ଏବେ ଜମା ରଖିଥିବା ଜମାକାରୀଙ୍କ ପାଇଁ ସେମାନଙ୍କର ଟଙ୍କା ନେଇ କୌଣସି ଚିନ୍ତା କରିବାର ନାହିଁ। ସେମାନଙ୍କର ଟଙ୍କା ସୁରକ୍ଷିତ ରହିବ। ପୂର୍ବରୁ ଜମା ଟଙ୍କା ଫେରସ୍ତ ପାଇବାର କୌଣସି ସମୟ ସୀମା ନ…

ମହାମାରୀ ସଙ୍କଟରେ ବି ରାଜସ୍ବ ସଂଗ୍ରହ ଲୋଭ, ଆର୍‌ଟି-ପିସିଆର୍‌ ପରୀକ୍ଷା ଦାମ୍‌ ଆକାଶ ଛୁଆଁ…

ନୂଆଦିଲ୍ଲୀ, ୧୨।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଆକ୍ରାନ୍ତଙ୍କୁ ଚିହ୍ନଟ ପାଇଁ ଅନ୍ତର୍ଜାତୀୟ ବିମାନବନ୍ଦର ଏବଂ ସରକାରୀ ବିମାନବନ୍ଦରରେ ରାପିଡ୍‌ ଆର୍‌ଟି-ପିସିଆର୍‌ ପରୀକ୍ଷା କରାଯାଉଛି। ତେବେ ଏହାର ପରୀକ୍ଷା ଦାମ୍‌ ଏବେ ଆକାଶ ଛୁଆଁ…

ଅଢ଼େଇ ଦିନରେ ଦୁଇଗୁଣା ହେଉଛି ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା…

ଲଣ୍ଡନ, ୧୨।୧୨: ବ୍ରିଟେନ୍‌ରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାବୃଦ୍ଧି ପାଇବାରେ ଲାଗିଛି। ପ୍ରତି ଅଢ଼େଇ ଦିନରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଗୁଣା ହେବାରେ ଲାଗିଛି। ସଂକ୍ରମଣ…

ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ…

ଶ୍ରୀନଗର,୧୨।୧୨: ଜମ୍ମୁ-କଶ୍ମୀରର ଅଓ୍ବନ୍ତିପୁରାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ବରାଗାମ୍‌ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୧୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ୭ ହଜାର ୭୭୪ ଜଣ ନୂଆ ଆକ୍ରାନ୍ତଙ୍କୁ…

ଚଣ୍ଡୀପ୍ରସାଦ ହୋଇପାରନ୍ତି ସ୍ଥଳସେନା ମୁଖ୍ୟ

ନୂଆଦିଲ୍ଲୀ, ୧୨ା୧୨: ସ୍ଥଳସେନା ଉପାଧ୍ୟକ୍ଷ ଲ୍ୟୁଟ୍‌ନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି ସ୍ଥଳସେନା ଅଧ୍ୟକ୍ଷ ପଦରେ ଅବସ୍ଥାପିତ ହୋଇପାରନ୍ତି। ଜଗତ୍‌ସିଂହପୁର ଜିଲାରେ ଜନ୍ମିତ ଏହି ବରିଷ୍ଠ ସେନା ଅଧିକାରୀଙ୍କ ନୂଆ ନିଯୁକ୍ତି ନେଇ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି ଶନିବାର ରାତିରେ ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ

ନୂଆଦିଲ୍ଲୀ,୧୨ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ସମୟ ସମୟରେ ସେ ସାମାଜିକ ସମସ୍ୟାକୁ ନେଇ ନିଜ ମତ ରଖିଥିବା ଦେଖାଯାଏ । ଏବେ ମୋଦିଙ୍କ ଆକାଉଣ୍ଟ ଉପରେ ନଜର ପଡିଛି ହ୍ୟାକର୍ସଙ୍କର । ଶନିବାର…

ଏୟାରଲିଫ୍ଟ ହେଲେ ବିଧାୟକ ବଦ୍ରି ନାରାୟଣ ପାତ୍ର

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଘସିପୁରା ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ଫଳରେ ତାଙ୍କୁ ଆଜି ଭୁବନେଶ୍ୱରରୁ ହାଇଦ୍ରାବାଦ ଏୟାରଲିଫ୍ଟ କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ…

ଜନ୍ମମାଟିରେ ଜଳିଲା ଯବାନ ରାଣାପ୍ରତାପଙ୍କ ଜୁଇ

ଅନୁଗୋଳ ଅଫିସ,୧୧ା୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ବୀର ଯବାନ ରାଣାପ୍ରତାପ ଦାସଙ୍କ ଜୁଇ ତାଙ୍କ ଜନ୍ମମାଟି କୃଷ୍ଣଚନ୍ଦ୍ରପୁର ଗାଁରେ ଜଳିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଜନ୍ମମାଟିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବୀର ରାଣାଙ୍କୁ ତାଙ୍କ ପୁତୁରା…

ପୁଣି ଲକ୍‌ଡାଉନ୍‌ ମୁହାଁ ଦେଶ, ୧୦ ରାଜ୍ୟର ୨୭ ଜିଲାରେ କରୋନା ବେକାବୁ…

ନୂଆଦିଲ୍ଲୀ,୧୧।୧୨: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଦେଶରେ ପୁଣି ଆତଙ୍କ ସୃଷ୍ଟି ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ୧୦ ରାଜ୍ୟର ୨୭ ଜିଲାରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଫଳରେ ପୁଣି ଦେଶ ଲକ୍‌ଡାଉନ୍‌ ମୁହାଁ…

ଚିନ୍ତାଧାରା ସଚ୍ଚୋଟ ହେଲେ କାର୍ଯ୍ୟରେ ସ୍ବଚ୍ଛତା ବଜାୟ ରହିବ…

ନୂଆଦିଲ୍ଲୀ,୧୧।୧୨: ଭାଜପା ସରକାର କେବଳ ଶିଳାନ୍ୟାସ କରେ ନାହିଁ। ପ୍ରତିଟି କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉତ୍ତରପ୍ରଦେଶର ବଳରାମପୁରରେ ସରଯୁ କେନାଲ ପ୍ରକଳ୍ପର ଲୋକାର୍ପଣ କରି ଏଭଳି କହିଛନ୍ତି। ୯୮୦୦ କୋଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri