୩୦ ଷ୍ଟାର୍ ପ୍ରଚାରକଙ୍କ ତାଲିକା ପ୍ରକାଶ କଲା ଭାଜପା…
ନୂଆଦିଲ୍ଲୀ, ୧୯।୧ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି। ତେବେ କେନ୍ଦ୍ରୀୟ ସ୍ବରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ର ଏବଂ ଏମ୍ପି ବରୁଣ ଗାନ୍ଧୀଙ୍କ ନାମ ଏହି ତାଲିକାରେ ନାହିଁ। ଏହି ତାଲିକାରେ ପ୍ରଧାନମନ୍ତ୍ରୀ…
କେଉଁ ରାଜ୍ୟରେ କେବେ ତୃତୀୟ ଲହର ଶୀର୍ଷ ଛୁଇଁବ, ଆଇଆଇଟି ପ୍ରଫେସର ଦେଲେ ସୂଚନା…
ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଇଆଇଟି ପ୍ରଫେସର ମଣିନ୍ଦ୍ର ଅଗ୍ରୱାଲ ଦେଶର ତୃତୀୟ ଲହର ସମ୍ବନ୍ଧୀୟ ନୂତନ ଅଧ୍ୟୟନର ଫଳାଫଳ ପ୍ରକାଶ କରିଛନ୍ତି। ତୃତୀୟ ଲହର ସମୟରେ ଦୈନିକ ଚାରି ଲକ୍ଷରୁ ଅଧିକ…
ଚଳିତ ବର୍ଷ ଚାକିରି ସଂଖ୍ୟା ୫.୨ କୋଟି କମିବ, ୨.୧ କୋଟିରୁ ଅଧିକ ହେବେ ବେରୋଜଗାର …
ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ସଂକ୍ରମଣ ଯୋଗୁ ଦିନ କୁ ଦିନ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଚଳିତ ୨୦୨୨ରେ କରୋନା ମହାମାରୀ ଯୋଗୁ ବେକାରି ସମସ୍ୟା ପୁଣି ବଢ଼ିବାର ଆଶଙ୍କା ରହିଛି। ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)…
କ୍ଲବ୍ ହାଉସ୍ ଆପ୍ ମାଧ୍ୟମରେ ପୁଣି ମୁସଲମାନ୍ ମହିଳାଙ୍କୁ ଟାର୍ଗେଟ …
ନୂଆଦିଲ୍ଲୀ, ୧୯।୧ : ଦିଲ୍ଲୀ ପୋଲିସର ସାଇବର ୟୁନିଟ କ୍ଲବ୍ ହାଉସ୍ ନାମକ ସେଶନ୍ ଚାଟ୍୍ରେ ମୁସଲମାନ ମହିଳାଙ୍କ ପ୍ରତି ଅଶ୍ଳୀଳ ତଥା ଆପତ୍ତିଜନକ ମନ୍ତବ୍ୟ ଦିଆଯାଉଥିବା ନେଇ ମାମଲା ରୁଜୁ କରିଛି। ଦିଲ୍ଲୀ ପୋଲିସ ଆଇପିସିର ଧାରା ୧୫୩-ଏ, ୨୯୫-ଏ.…
ଆମେରିକାର ଚେତାବନୀ, ୟୁକ୍ରେନ୍ ଉପରେ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଛି ରୁଷିଆ…
ଓ୍ବାଶିଂଟନ, ୧୯।୧ : ରୁଷିଆ ୟୁକ୍ରେନ ମଧ୍ୟରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ଆମେରିକା ଚେତାବନୀ ଦେଇଛି । ଆମେରିକା କହିଛି ରୁଷିଆ ଯେ କୌଣସି ସମୟରେ ୟୁକ୍ରେନ ଉପରେ ଆକ୍ରମଣ କରିବା ଲାଗି ପ୍ରସ୍ତୁତ ହେଉଛି।ବିପଜ୍ଜନକ ପରିସ୍ଥିତି ସତ୍ତ୍ୱେ ୱାଶିଂଟନ ମସ୍କୋ…
୩ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ଏବେ ୩ ଲକ୍ଷ ମୁହାଁ ହେବାରେ ଲାଗିଛି। ଗତ…
ଟିକା ବିକାଶ ପାଇଁ ଟଙ୍କା ଦେଇନି କେନ୍ଦ୍ର
କୋଭିଡ୍-୧୯ ଟିକାର ବିକାଶ ପାଇଁ ପିଏମ୍ କେୟାର୍ସ ପାଣ୍ଠିରୁ ୧୦୦ କୋଟି ଟଙ୍କା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍ଓ) ପକ୍ଷରୁ ଘୋଷଣା କରାଯିବାର ୧୯ ମାସ ପରେ ମଧ୍ୟ କେନ୍ଦ୍ର ସରକାରଙ୍କ ନିକଟରେ ଏ ସମ୍ପର୍କିତ ପ୍ରଶ୍ନର ଉତ୍ତର ନାହିଁ।…
କମୁଛି କୋଭିଡ୍ ପରୀକ୍ଷା ହାର,ଉଦ୍ବେଗ ପ୍ରକାଶ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,୧୮।୧(ପି.ଟି.): ଅଧିକାଂଶ ରାଜ୍ୟ ଓ କେନ୍ଦ୍ରଶାସିିତ ଅଞ୍ଚଳରେ କୋଭିଡ୍ ପରୀକ୍ଷା ହାର କମୁଛି। ଏହାକୁ ନେଇ କେନ୍ଦ୍ର ସରକାର ଉଦ୍ବେଗ ପ୍ରକାଶ କରିଛନ୍ତି। ତୁରନ୍ତ ପରୀକ୍ଷା ବଢ଼ାଇବା ଲାଗି ରାଜ୍ୟଗୁଡ଼ିକୁ ପରାମର୍ଶ ଦିଆଯାଇଛି। ପରୀକ୍ଷା ବଢ଼ିଲେ ସଂକ୍ରମିତ ଚିହ୍ନଟ ହେବା ସହ…
ଭୋକକୁ ସନ୍ତୁଷ୍ଟ କରିବା ଜରୁରୀ, କମ୍ୟୁନିଟି କିଚେନ୍ ମଡେଲ ଯୋଜନା ପାଇଁ କେନ୍ଦ୍ରକୁ ସୁପ୍ରିମ୍କୋର୍ଟଙ୍କ ପରାମର୍ଶ …
ନୂଆଦିଲ୍ଲୀ, ୧୮।୧ : ଦେଶରେ ବହୁ ଲୋକଙ୍କୁ ଦିନକୁ ଦୁଇମୁଠା ଖାଇବାକୁ ମିଳୁନି। ଏନେଇ ଏକ ମାମଲାର ବିଚାର କରି ସୁପ୍ରିମ୍ କୋର୍ଟ ମଙ୍ଗଳବାର କହିଛନ୍ତି ଯେ, ଭୋକକୁ ସନ୍ତୁଷ୍ଟ କରିବା ଜରୁରୀ। ଏନେଇ ଶୀର୍ଷ କୋର୍ଟ କେନ୍ଦ୍ର ସରକାରଙ୍କୁ କମ୍ୟୁନିଟି…
ଶୀତରେ ବେଆଇନ ବ୍ରିଜ୍ ନିର୍ମାଣ ଶେଷ କରିବାକୁ ଚାଇନାର ଷଡ଼ଯନ୍ତ୍ର, ଉପଗ୍ରହ ଚିତ୍ରରୁ ପର୍ଦ୍ଦାଫାଶ୍…
ଲଦାଖ, ୧୮।୧ : ଶୀତଋତୁରେ ପୂର୍ବ ଲଦାଖରେ ପ୍ରବଳ ଥଣ୍ଡାରେ ପାଙ୍ଗୋଙ୍ଗ୍ ହ୍ରଦର ପାଣି ବରଫ ପାଲଟି ଯାଇଛି। ଏପରିସ୍ଥଳେ ଚାଇନା ଏଠାରେ ୪୦୦ ମିଟର ଲମ୍ବ ବେଆଇନ ବ୍ରିଜ୍ ନିର୍ମାଣ ଶେଷ କରିବାକୁ ଷଡ଼ଯନ୍ତ୍ର ଜାରି ରଖିଛି। ଏଲ୍ଏସିରେ ବ୍ରିଜ୍…
ଦିଲ୍ଲୀ ଉପରେ ସଙ୍କଟ, ଧସିବାରେ ଲାଗିଛି ଭୂଇଁ …
ନୂଆଦିଲ୍ଲୀ, ୧୮।୧ : ରାଜଧାନୀ ଦିଲ୍ଲୀ ଉପରେ ନୂଆ ସଙ୍କଟ ଘନେଇବାରେ ଲାଗିଛି। ମାଟି ତଳେ ପାଣିର ଅଭାବ ଯୋଗୁ ଦିଲ୍ଲୀର ଭୂଇଁ ଧସିବାରେ ଲାଗିଛି। ଏକ ଆନ୍ତର୍ଜାତୀୟ ରିପୋର୍ଟରେ ଏପରି ତଥ୍ୟ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖ କରାଯାଇଛି ଯେ,…
ଝିଅଙ୍କୁ ମା‘ଙ୍କ ସହିତ କଥାବାର୍ତ୍ତା ହେବା ପାଇଁ ବାଧ୍ୟ କରିପାରିବେନି ସୁପ୍ରିମ୍କୋର୍ଟ, କହିଲେ ପ୍ରଧାନ ବିଚାରପତି…
ନୂଆଦିଲ୍ଲୀ, ୧୮।୧ : ଜଣେ ୧୬ ବର୍ଷ ବୟସ୍କା ଝିଅଙ୍କୁ ମା‘ଙ୍କ ସହିତ କଥାବାର୍ତ୍ତା ହେବା ପାଇଁ ବାଧ୍ୟ କରିପାରିବେନି ସୁପ୍ରିମ୍କୋର୍ଟ। ଏକ ମାମଲାର ବିଚାର କରି ଶୀର୍ଷକୋର୍ଟର ପ୍ରଧାନ ବିଚାରପତି ଏନ୍.ଭି.ରମନା କହିଛନ୍ତି। ଆଜିର ଝିଅଟି ତାଙ୍କ ପିତାଙ୍କ ସହିତ…
Archives


