Home Middle

ସୋନପୁର ସବୁଠୁୁ ଉତ୍ତପ୍ତ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ବୁଧବାର ୨୪ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି। ସେଥିରୁ ୪ଟି ସହରର ତାପମାତ୍ରା ୪୪ ଡିଗ୍ରୀ ସେଲ୍‌ସିୟସ ବା ତା’ ଉପରେ ରହିଛି।…

କାଲିଠୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ଆସନ୍ତାକାଲିଠାରୁ ମେ’ ୨ ତାରିଖ ପର୍ଯ୍ୟନ୍ତ ଛୁଟି କରିବାକୁ ନିଷ୍ପତ୍ତି ନେଇଛନ୍ତି। କ୍ଲାସ ବନ୍ଦ ହେଲେ ମଧ୍ୟ ପରୀକ୍ଷା ଚାଲୁ ରହିବ ବୋଲି ଦକ୍ଷତା ବିକାଶ ଏବଂ ବୈଷୟିକ…

ମାଟ୍ରିକ ପରୀକ୍ଷା ଦ୍ୱିତୀୟ ସିଟିଂ ସମୟ ବଦଳିଲା

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ରେଗୁଲାର ପିଲାଙ୍କ ପରୀକ୍ଷା ପୂର୍ବ ନିର୍ଦ୍ଧାରିତ ସମୟରେ ହେବାକୁ ଥିବା ବେଳେ ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ସେକେଣ୍ଡ ସିଟିଂରେ…

କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏ ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, ଜମ୍ମୁ କଶ୍ମୀରରେ ହାଇଡ୍ରୋ ପ୍ରକଳ୍ପ ନିର୍ମାଣ ପ୍ରସ୍ତାବକୁ କ୍ୟାବିନେଟ…

ଆମେରିକା ସହ ବନ୍ଧୁତା ଚାହୁଁଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମାବାଦ,୨୭ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ତାଙ୍କ ହାତରୁ କ୍ଷମତା ହରାଇବା ପଛରେ ବୈଦେଶିକ ହସ୍ତକ୍ଷେପ ବିଷୟରେ କହୁଥିବାବେଳେ ନୂତନ ପ୍ରଧାନମନ୍ତ୍ରୀ ଶାହାବାଜ ଶରିଫ୍‌ କହିଛନ୍ତି, ତାଙ୍କ ସହ ଆମେରିକାର ଶତ୍ରୁତା ରହିବା ଉଚିତ ନୁହେଁ। ପ୍ରଧାନମନ୍ତ୍ରୀ ସ୍ପଷ୍ଟ ଭାବେ…

ରାଜଦ୍ରୋହ ଆଇନର ସାମ୍ବିଧାନିକ ବୈଧତା, ୪ ଦିନରେ ଜବାବ୍‌ ଦାଖଲ କରିବେ କେନ୍ଦ୍ର ସରକାର, ମେ‘ ୫ରେ ଶୁଣାଣି…

ନୂଆଦିଲ୍ଲୀ, ୨୭।୪ : ରାଜଦ୍ରୋହ ଆଇନର (୧୨୪-ଏ) ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନ ବୁଧବାର ଦିନ ଶୁଣାଣି ହୋଇପାରି ନାହିଁ। କିନ୍ତୁ କୋର୍ଟ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ ଏହି ସପ୍ତାହରେ…

ମେକ୍‌ ଇନ୍‌ ଇଣ୍ଡିଆ-ହେଟ୍‌ ଇନ୍‌ ଇଣ୍ଡିଆ ଏକାଠି ସମ୍ଭବ ନୁହେଁ, ମୋଦିଙ୍କୁ ଘେରିଲେ ରାହୁଲ…

ନୂଆଦିଲ୍ଲୀ, ୨୭।୪ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିବା ଆରମ୍ଭ କରିଛନ୍ତି। ରାହୁଲ କହିଛନ୍ତି ଯେ, ମେକ୍‌ ଇନ୍‌ ଇଣ୍ଡିଆ ଏବଂ ହେଟ୍‌ ଇନ୍‌ ଇଣ୍ଡିଆ ଏକାଠି ସମ୍ଭବ ନୁହେଁ। ରାହୁଲ ଗାନ୍ଧୀ ଟୁଇଟ୍‌…

ଲକ୍‌ଡାଉନ୍‌ରେ ୩୦ ହଜାର ଖାଦ୍ୟ ଶିବିର ହୋଇଥିଲା ସ୍ଥାପିତ, ୨୦୨୦-୨୧ ରିପୋର୍ଟ…

ନୂଆଦିଲ୍ଲୀ, ୨୭।୪ : କରୋନା ମହାମାରୀ ସମୟରେ ଦେଶରେ ଜାରି ହୋଇଥିବା ଲକ୍‌ଡାଉନ୍‌ ସମୟରେ ପ୍ରବାସୀଙ୍କ ପାଇଁ ବିଭିନ୍ନ ସୁବିଧା କରାଯାଇଥିବା ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ରିପୋର୍ଟ ୨୦୨୦-୨୧ରେ ଉଲ୍ଲେଖ କରାଯାଇଛି। ୧୭ ଲକ୍ଷ ଶ୍ରମିକ ସେମାନଙ୍କ ମାଲିକମାନଙ୍କ…

କରୋନାକୁ ନେଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଉଚ୍ଚସ୍ତରୀୟ ବୈଠକ କଲେ ପ୍ରଧାନମନ୍ତ୍ରୀ: କହିଲେ, ସତର୍କ ରହିବା ଜରୁରୀ

ନୂଆଦିଲ୍ଲୀ,୨୭।୪: ଗତ ୨ସପ୍ତାହ ଧରି ଦେଶରେ ବର୍ଦ୍ଧିତ କରୋନା ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମଧ୍ୟାହ୍ନ ୧୨ଟାରେ ଭିଡିଓ କନଫରେନ୍ସିଂରେ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ଏଥିରେ ରାଜ୍ୟର କରୋନା ସ୍ଥିତି ଉପରେ…

ଲକଡାଉନରେ ପ୍ରବାସୀଙ୍କ ପଦଯାତ୍ରା, ନିର୍ମାଣ ହୋଇଥିଲା ୪୧୦୦୦ ରିଲିଫ କ୍ୟାମ୍ପ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରିପୋର୍ଟ…

ନୂଆଦିଲ୍ଲୀ, ୨୭।୪ : କରୋନା ମହାମାରୀ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଥିଲା। ଫଳରେ ପ୍ରବାସୀ ପଦଯାତ୍ରାରେ ଘରମୁହାଁ ହୋଇଥିଲେ। ସେମାନଙ୍କ ସୁବିଧା ପାଇଁ ବହୁ ବ୍ୟବସ୍ଥା କରାଯାଇଥିବା ସମ୍ପର୍କରେ କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟ ୨୦୨୦-୨୧ରେ ଉଲ୍ଲେଖ କରାଯାଇଛି।…

କରୋନା ଯୋଗୁ ବିଦେଶୀ ଯାତ୍ରୀଙ୍କ ସଂଖ୍ୟା କମିଛି, ଆମେରିକାରୁ ଆସିଛନ୍ତି ଅଧିକ…

ନୂଆଦିଲ୍ଲୀ, ୨୭।୪ : କରୋନା ମହାମାରୀ ସଙ୍କଟ ଯୋଗୁ ଭାରତକୁ ଆସୁଥିବା ବିଦେଶୀ ଯାତ୍ରୀଙ୍କ ସଂଖ୍ୟା କମିଛି। ଏନେଇ କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟ ୨୦୨୦-୨୧ରେ ସୂଚନା ପ୍ରଦାନ କରାଯାଇଛି। ରିପୋର୍ଟରେ କୁହାଯାଇଛି ଯେ,୨୦୨୦ରେ ୩୨.୭୯ ଲକ୍ଷରୁ ଅଧିକ ବିଦେଶୀ…

ଏଲ୍‌ଓସିରେ ଅନୁପ୍ରବେଶ କମିଛି…

ନୂଆଦିଲ୍ଲୀ, ୨୭।୪ : ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା ଏଲଓସିରେ ଅନୁପ୍ରବେଶ ଏବଂ ଆତଙ୍କବାଦ ହ୍ରାସ ପାଇଛି । ଏସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁୂ ପ୍ରକାଶିତ ରିପୋର୍ଟ ୨୦୨୦-୨୧ରେ ଉଲ୍ଲେଖ କରାଯାଇଛି। ରିପୋର୍ଟ ଅନୁଯାୟୀ, ୨୦୧୯ରେ ଜମ୍ମୁ-କଶ୍ମୀରରେ ୨୧୬ ଅନୁପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?