ଆମେରିକାରେ କରୋନା ପାଲଟିଛି ଶିଶୁଙ୍କ ପାଇଁ ବଡ ଶତ୍ରୁ
ୱାଶିଂଟନ,୧୮ ।୧: କରୋନାର ପ୍ରଭାବ ଶିଶୁଙ୍କ ଉପରେ ବେଶୀ ରହିବ ନାହିଁ । ଏବେ ଏହାର ବିପରିତ ପରିଣାମ ଆମେରିକାରେ ଦେଖିବାକୁ ମିଳିଲାଣି । ଏବେ ଶିଶୁଙ୍କ ପାଇଁ କରୋନା ସବୁଠାରୁ ବଡ ଶତ୍ରୁ ପାଲଟିଛି । ଯାହା ସାରା ବିଶ୍ୱ…
‘ଭାରତରେ ନିବେଶ କରିବାର ସମୟ’
ନୂଆଦିଲ୍ଲୀ,୧୭।୧: ଭାରତରେ ନିବେଶ କରିବାର ଶ୍ରେଷ୍ଠ ସମୟ ଆସିଯାଇଛି। ବିଶ୍ୱ ନେତାଙ୍କୁ ଉଦ୍ବୋଧନ ଦେଇ ବିଶ୍ୱ ଇକୋନୋମିକ୍ ଫୋରୋମ (ଡବ୍ଲ୍ୟୁଇଏଫ୍)ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ଏଥିସହ ଭାରତକୁ ବିଶ୍ୱର ସବୁଠୁ ଆକର୍ଷଣୀୟ ବିନିଯୋଗ ଲକ୍ଷ୍ୟସ୍ଥଳ ନିର୍ମାଣ କରିବା ପାଇଁ…
୪୪ ଲକ୍ଷ ଟଙ୍କାରେ ସରପଞ୍ଚ ପଦ ନିଲାମ
ବଲାଙ୍ଗୀର ଅଫିସ,୧୭ା୧: ଗଣତନ୍ତ୍ରର ସଶକ୍ତିକରଣ, ତୃଣମୂଳସ୍ତରରୁ ଲୋକଙ୍କ ଭାଗିଦାରୀ ଏବଂ ବିକାଶମୂଳକ କାର୍ଯ୍ୟରେ ଜନସାଧାରଣଙ୍କ ସହଭାଗିତାକୁ ସୁଦୃଢ଼ କରୁଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ସମୟରେ ଗୋଟିଏ ପଞ୍ଚାୟତର ସରପଞ୍ଚ ପଦକୁ ନିଲାମ ପ୍ରକ୍ରିୟାରେ…
ମାର୍ଚ୍ଚରୁ ୧୨ରୁ ୧୪ ବର୍ଗଙ୍କୁ ଟିକା
ନୂଆଦିଲ୍ଲୀ,୧୭।୧: ଆସନ୍ତା ମାର୍ଚ୍ଚରୁ ଦେଶରେ ୧୨ରୁ ୧୪ ବର୍ଷ ବୟସ ବର୍ଗର ପିଲାଙ୍କୁ ଟିକା ଦିଆଯିବ। ଏ ନେଇ କୋଭିଡ୍-୧୯ ଓ୍ବାର୍କିଂ ଗ୍ରୁପ୍ ଅଧ୍ୟକ୍ଷ ଡ. ଏନ୍.କେ ଆରୋରା ସୂଚନା ଦେଇଛନ୍ତି। ”ମାର୍ଚ୍ଚ ଶେଷ ସୁଦ୍ଧା ୧୫ରୁ ୧୮ ବୟସ ବର୍ଗଙ୍କୁ…
ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାରେ ଅବହେଳା ଯାଞ୍ଚ୍ କରୁଥିବା ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମାଲହୋତ୍ରାଙ୍କୁ ଧମକ…
ନୂଆଦିଲ୍ଲୀ, ୧୭।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସମୟରେ ହୋଇଥିବା ସୁରକ୍ଷା ବ୍ୟବସ୍ଥାର ଉଲ୍ଲଂଘନ ମାମଲାର ଯାଞ୍ଚ କରୁଥିବା ସୁପ୍ରିମକୋର୍ଟର ଅନୁସନ୍ଧାନ କମିଟିର ଅଧ୍ୟକ୍ଷ ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମଲହୋତ୍ରା ଧମକ ଦିଆଯାଇଛି। ଶିଖ ଫର୍ ଜଷ୍ଟିସ (ଏସ୍ଏଫ୍ଜେ)…
ଶୈଶବଙ୍କ ବାଟ ଓଗାଳିଛି କରୋନା…
ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏହା ଯୋଗୁ ଶିଶୁଙ୍କର ବହୁ କ୍ଷତି ହେବାରେ ଲାଗିଛି। କରୋନା କାରଣରୁ ବିଦ୍ୟାଳୟ ବନ୍ଦ ହେବାରୁ ଗତ ଦୁଇ ବର୍ଷ ମଧ୍ୟରେ ପିଲାମାନଙ୍କର ଶିକ୍ଷାଲାଭ କରିବା କ୍ଷମତା…
ନିଜ ସର୍ଭିସ ରାଇଫଲରୁ ଗୁଳି ଚଳାଇ ଜୀବନ ହାରିଲେ ଯବାନ
ନୂଆପଡ଼ା ଅଫିସ,୧୭ା୧: ନିଜ ସର୍ଭିସ ରାଇଫଲରୁ ଗୁଳି ଚଳାଇ ଜୀବନ ହାରିଛନ୍ତି ଜଣେ ଯବାନ। ଏପରି ଅଭାବନୀୟ ଘଟଣା ଘଟିଛି ନୂଆପଡ଼ା ଜିଲା କୋମନା ଥାନା ଅଞ୍ଚଳରେ। ସୂଚନାନୁସାରେ, କୋମନା ଥାନା ଅଞ୍ଚଳର ବରକୋଟରେ ଥିବା ସିଆର୍ପିଏଫ୍ କ୍ୟାମ୍ପରେ ସୋମବାର ସକାଳେ…
ସ୍ବାମୀଙ୍କୁ ଘରୁ ବେଦଖଲ କରିବା-ପ୍ରବେଶ କରିବାକୁ ବାରଣ କରିବା ଅନ୍ୟାୟ, ସ୍ତ୍ରୀଙ୍କ ଆବେଦନ କୋର୍ଟରେ ଖାରଜ …
ନୂଆଦିଲ୍ଲୀ, ୧୭।୧ : ଜଣେ ମହିଳା ସ୍ବାମୀଙ୍କୁ ଘରୁ ବାହାର କରିଦେବା ଏବଂ ତାଙ୍କର ଘରେ ପ୍ରବେଶକୁ ରୋକିବା ପାଇଁ କୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ। କିନ୍ତୁ କୋର୍ଟ ମହିଳାଙ୍କ ଏଭଳି ଆବେଦନକୁ ଅନ୍ୟାୟ ଦର୍ଶାଇ ଖାରଜ କରିଦେଇଛନ୍ତି। କୋର୍ଟ…
ମହାମାରୀରେ ଧନୀକଙ୍କ ସଂଖ୍ୟା ବଢ଼ିଛି, ମଧ୍ୟବିତ୍ତ ଦେଇଛନ୍ତି ଅଧିକ ଟିକସ…
ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। କରୋନା ମହାମାରୀ ସମୟରେ ଗତ ଏକ ବର୍ଷ ମଧ୍ୟରେ ଦେଶର ୮୪ ପ୍ରତିଶତ ପରିବାର ଜୀବିକା ହରାଇଛନ୍ତି। ସେମାନଙ୍କର ଆୟ କମିବାରେ ଲାଗିଛି। ତେବେ ଏହି ସମୟ…
ଫେବୃଆରୀ-ମାର୍ଚ୍ଚରେ ୧୨ ରୁ ୧୪ ବର୍ଷର ଶିଶୁଙ୍କୁ ଟିକା…
ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଇତିମଧ୍ୟରେ ଜାନୁୟାରୀ ୩ରୁ ୧୫ରୁ ୧୮ ବୟସ୍କ ପିଲାଙ୍କୁ ଟିକାଦାନ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଜାତୀୟ ଟିକାକରଣ ବୈଷୟିକ ପରାମର୍ଶଦାତା ଗ୍ରୁପ୍ର ଅଧ୍ୟକ୍ଷ ଡାକ୍ତର ଏନ.କେ.…
ଖୋଲିଲା ଶିମିଳିପାଳ
ବାରିପଦା ଅଫିସ,୧୭ା୧: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ସୋମବାରଠାରୁ ପୁଣି ଖୋଲିଛି ଶିମିଳିପାଳ ଜାତୀୟ ଉଦ୍ୟାନ। ପ୍ରବଳ କୁହୁଡ଼ି ଯୋଗୁ ଗତ ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ ରହିଥିଲା। କେବଳ ରାତ୍ରି ରହଣି ପାଇଁ ପୂର୍ବରୁ ବୁକିଂ କରିଥିବା…
ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ପରଲୋକ
ରାୟଗଡ଼ା ଅଫିସ,୧୭ା୧: ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ପରଲୋକ ଘଟିଛି। ରବିବାର ବିଳମ୍ବିତ ରାତିରେ ରାୟଗଡ଼ା ଜିଲା ଗୁଣୁପୁର ସେବାସମାଜ ପରିସରରେ ୮୮ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ରବିବାର ତାଙ୍କୁ ସାମାନ୍ୟ ଜ୍ବର ହୋଇଥିବାବେଳେ ବିଳମ୍ବିତ…
Archives


