Home Middle

୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୮।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୪୩୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୫୫ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୩…

ଓମିକ୍ରନ୍‌ ଆତଙ୍କ, ୫ ରୁ ୧୪ ବର୍ଷ ବୟସ୍କ ପିଲାଙ୍କ ପାଇଁ ଅଧିକ ବିପଦ…

ଜେନେଭା,୮।୧୨: ଦକ୍ଷିଣ ଆଫ୍ରିକାରୁ ସମଗ୍ର ବିଶ୍ୱରେ ବ୍ୟାପିଥିବା ଓମିକ୍ରନ ଭାରିଆଣ୍ଟକୁ ନେଇ ଭୟର ବାତାବରଣ ଥିବାବେଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ପିଲାମାନଙ୍କଠାରେ ସଂକ୍ରମଣ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଜାରି କରାଯାଇଛି। ଡବ୍ଲ୍ୟୁଏଚ୍‌ଓର ୟୁରୋପୀୟ କାର୍ଯ୍ୟାଳୟ କହିଛି ଯେ…

ଆଜି ନିଷ୍ପତ୍ତି ନେବେ ଚାଷୀ

ନୂଆଦିଲ୍ଲୀ,୮ା୧୨: ବର୍ଷେରୁ ଉର୍ଦ୍ଧ୍ୱ ସମୟ ଧରି ଦିଲ୍ଲୀ ସୀମାରେ ଆନ୍ଦୋଳନରତ କୃଷକମାନେ ଏଥିରୁ ଓହରିବେ କି ନାହିଁ ସେନେଇ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ବୁଧବାର ନିଷ୍ପତ୍ତି ନିଆଯିବ। ଏସ୍‌କେଏମ୍‌ ଯାହା ସ୍ଥିର କରିବ ତାହା ହିଁ ଚୂଡ଼ାନ୍ତ ନିଷ୍ପତ୍ତି ହେବ…

ଖାଦ୍ୟ ପଠାଇବାରେ ଭାରତ ନଂ ୧

ସାଓ ପାଉଲୋ,୭।୧୨: ଆରବ ଦେଶକୁ ଖାଦ୍ୟ ଯୋଗାଇବାରେ ବ୍ରାଜିଲକୁ ପଛରେ ପକାଇ ଦେଇଛି ଭାରତ। ୧୫ ବର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଏହି ଦୌଡ଼ରେ ଶୀର୍ଷରେ ପହଞ୍ଚିଛି। କୋଭିଡ୍‌-୧୯ ମହାମାରୀ କାରଣରୁ ଅନ୍ତର୍ଜାତୀୟ ବ୍ୟବସାୟରେ ଏଭଳି ପରିବର୍ତ୍ତନ ଆସିଥିବା…

ବୁଧବାର ନିଷ୍ପତ୍ତି ଶୁଣାଇବେ ଚାଷୀ

ନୂଆଦିଲ୍ଲୀ,୭।୧୨: ବର୍ଷେ ହେଲା ଦିଲ୍ଲୀ ସୀମାରେ ଆନ୍ଦୋଳନରତ କୃଷକମାନେ ଏଥିରୁ ଓହରିବେ କି ନାହିଁ ସେନେଇ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ବୁଧବାର ନିଷ୍ପତ୍ତି ନିଆଯିବ। ଏସ୍‌କେଏମ୍‌ ଯାହା ସ୍ଥିର କରିବ ତାହା ହିଁ ଚୂଡ଼ାନ୍ତ ନିଷ୍ପତ୍ତି ହେବ ବୋଲି ମଙ୍ଗଳବାର…

ସପ୍ତାହକୁ ସାଢ଼େ ୪ ଦିନ କାମ

ଦୁବାଇ,୭।୧୨: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ) ଏହାର କର୍ମଚାରୀଙ୍କ କାର୍ଯ୍ୟଦିବସ ସମ୍ପର୍କୀତ ନିୟମରେ ପରିବର୍ତ୍ତନ କରିଛି। ଏଣିକି ଦେଶରେ ସପ୍ତାହକୁ (ଉଭୟ ସରକାରୀ ଓ ବେସରକାରୀ)କର୍ମଚାରୀଙ୍କୁ ସାଢ଼େ ଚାରି ଦିନ କାମ କରିବାକୁ ପଡ଼ିବ। ପ୍ରତ୍ୟେକ ଶନିବାର ଓ ରବିବାର ଛୁଟି।…

ଲାଲ୍‌ ଟୋପି ବିପଦର ଘଣ୍ଟି, ପ୍ରଧାନମନ୍ତ୍ରୀଙ୍କ କଟାକ୍ଷ…

ଲକ୍ଷ୍ନୌ,୭।୧୨: ଉତ୍ତରପ୍ରଦେଶର ଗୋରଖପୁର ଜିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରାଲିରେ ଯୋଗଦେଇ ସମାଜବାଦୀ ପାର୍ଟିକୁ ଟାର୍ଗେଟ କରିଛନ୍ତି। ସେ ଅଖିଳେଶ ଯାଦବଙ୍କ ନାମ ନ ନେଇ କଟାକ୍ଷ କରି କହିଛନ୍ତି ଯେ, ଲାଲ୍‌ ଟୋପି ରାଜ୍ୟ ପାଇଁ ବିପଦର ଘଣ୍ଟି।…

୭୦୦ ଚାଷୀ ଶହୀଦ୍‌ ହୋଇଛନ୍ତି, ସରକାର କ୍ଷମା ମାଗିଛନ୍ତି କି, ରାହୁଲଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୭।୧୨: ସଂସଦର ଶୀତ ଅଧିବେଶନରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ମଙ୍ଗଳବାର କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ରାହୁଲ ଲୋକ ସଭାରେ କହିଛନ୍ତି କୃଷି ବିଲ୍‌ ନେଇ ଆନ୍ଦୋଳନ କରୁଥିବା ଚାଷୀଙ୍କ ମଧ୍ୟରୁ ୭୦୦…

ପରପାରିରେ ପଦ୍ମଶ୍ରୀ ନନ୍ଦ ସାର୍‌

ଭୁବନେଶ୍ୱର,୭।୧୨(ବ୍ୟୁରୋ): ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କର ମଙ୍ଗଳବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ହୋଇଥିଲା। କୋଭିଡ୍‌ରେ ଆକ୍ରାନ୍ତ ହୋଇ ନନ୍ଦ ସାର୍‌ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ୱାସ ତ୍ୟାଗ…

‘ସ୍କାଏ ବୁରିଆଲ୍‌’ ପାର୍ସୀ ପରମ୍ପରାରେ କରୋନା ମୃତକଙ୍କ ଅନ୍ତିମ ସଂସ୍କାର କରିବା ଲାଗି ନୋଟିସ୍‌ ଜାରି…

ନୂଆଦିଲ୍ଲୀ,୭।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ପାର୍ସୀ ସମ୍ପ୍ରଦାୟ ପକ୍ଷରୁ ‘ସ୍କାଏ ବୁରିଆଲ୍‌’ ପରମ୍ପରାରେ କରୋନା ମୃତକଙ୍କ ଅନ୍ତିମ ସଂସ୍କାର କରିବା ଲାଗି ଅନୁମତି ଲୋଡ଼ା ଯାଇଥିଲା। ଏନେଇ ସୁପ୍ରିମ୍‌କୋର୍ଟ ନୋଟିସ୍‌…

ଏମ୍‌ପିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଦାଗିଦ୍‌, ନିଜକୁ ପରିବର୍ତ୍ତନ କର…

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭାଜପା ଏମ୍‌ପିଙ୍କୁ ତାଗିଦ୍‌ କରିଛନ୍ତି। ପ୍ରଧାନମନ୍ତ୍ରୀ ଚେତାବନୀ ଦେଇଛନ୍ତି, ନିଜକୁ ପରିବର୍ତ୍ତନ କରନ୍ତୁ, ନଚେତ୍‌ ପରିବର୍ତ୍ତନ ଆସିବ। ଆସନ୍ତା ବର୍ଷ ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପାର ପ୍ରସ୍ତୁତି ଜାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri