Home Middle

୩୦ ଦିନରେ ୩୦ ପ୍ରତିଶ୍ରୁତି ପୂରଣ କଲେ ଯୋଗୀ…

ଲକ୍ଷ୍ନୌ, ୨୫।୪ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଦ୍ୱିତୀୟ ପାଳିକୁ ଏକ ମାସ ବିତିଛିି। ଗତ ଏକ ମାସ ମଧ୍ୟରେ ସରକାର ନିଜର ନିର୍ବାଚନ ପ୍ରତିଶ୍ରୁତି ପୂରଣ କରିବା ଏବଂ ସାଧାରଣ ଲୋକଙ୍କ ଉନ୍ନତି ପାଇଁ ବହୁ ବଡ଼ ନିଷ୍ପତ୍ତି…

ବାପ-ପୁଅଙ୍କୁ ଗୁଳିମାଡ଼

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଭୁବନେଶ୍ବର ଜାଆଁଳାରେ ଘଟିଛି ଗୁଳିକାଣ୍ଡ। ସୁନାଦୋକାନୀଙ୍କୁ ଲୁଟ୍‌ ଉଦ୍ଦେଶ୍ୟରେ ଏହି ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି। ଏଥିରେ ବାପ-ପୁଅ ଗୁରୁତର ହୋଇଛନ୍ତି। ସୂଚନାନୁସାରେ, ଦକ୍ଷିଣମୁଣ୍ଡ ମୁହାଣର ଭଗବାନ ସୁବୁଦ୍ଧି ଏବଂ ପୁଅ ଲୋକନାଥ ସୁବୁଦ୍ଧି ଦୋକାନ ବନ୍ଦ କରି ଘରକୁ ଫେରୁଥିବା…

ହିଜାବ୍‌ ପରେ ବାଇବେଲ ବିବାଦ…

ବେଙ୍ଗାଲୁରୁ, ୨୫।୪ : କର୍ନାଟକରେ ହିଜାବ ପରେ ଏବେ ବାଇବଲ ବିବାଦ ଆରମ୍ଭ ହୋଇଛି। ବେଙ୍ଗାଲୁରୁର ଏକ ବିଦ୍ୟାଳୟ ଅଭିଭାବକମାନଙ୍କୁ ପଚାରିଛି ଯେ ପିଲାମାନେ ବିଦ୍ୟାଳୟରେ ବାଇବଲ ଆଣିଲେ କିଛି ଆପତ୍ତି ଅଛି କି ? ପିତାମାତାଙ୍କ ମତ ଯାହା ହେଉନା…

କର୍ନାଟକରେ ଗୁଜରାଟ ଫର୍ମୂଲା ଲାଗୁ ଲାଗି ଭାଜପାର ଯୋଜନା…

ବେଙ୍ଗାଲୁରୁ, ୨୫।୪ : ଭ୍ରଷ୍ଟାଚାର ଏବଂ କାର୍ଯ୍ୟରେ ଅବହେଳା ଅଭିଯୋଗକୁ ଦୃଷ୍ଟିରେ ରଖି କର୍ନାଟକରେ ଗୁଜୁରାଟ ଫର୍ମୂଲା ଲାଗୁ କରିବାକୁ ଭାଜପାର ସର୍ବୋଚ୍ଚ ନେତୃତ୍ୱ ଚିନ୍ତା କରୁଛନ୍ତିି। ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସମେତ ସମସ୍ତ ମନ୍ତ୍ରୀଙ୍କୁ ହଟାଇ ଗୁଜରାଟରେ ଏକ ନୂତନ…

ମେ’ରୁ ଚାଇନା ସୀମାରେ ସଡ଼କ ନିର୍ମାଣ, ବିଆର୍‌ଓ ପ୍ରକଳ୍ପକୁ ମଞ୍ଜୁରୀ…

ନୂଆଦିଲ୍ଲୀ, ୨୫।୪ : ରଣନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ଥିବା ଚାଇନା ସୀମାରେ ସଡ଼କ ନିର୍ମାଣ ହେବାକୁ ଯାଉଛି। ଏଥିପାଇଁ ବିଆରଓର ଗୋଟିଏ ପ୍ରକଳ୍ପ ଅନୁମୋଦନ ହୋଇଥିବାବେଳେ ଅନ୍ୟ ପ୍ରକଳ୍ପ ଅନୁମୋଦନ ପାଇଁ ନିର୍ଦ୍ଦେଶାଳୟକୁ ପଠାଯାଇଛି। ଉଭୟ ପ୍ରକଳ୍ପ ଅନ୍ତର୍ଗତରେ ଚାଇନା ସୀମାରେ…

‘ପାଲି’ ଭାରତର ପ୍ରଥମ କାର୍ବନମୁକ୍ତ ପଞ୍ଚାୟତ

ପାଲି (ସାମ୍ବା),୨୫।୪(ପି.ଟି.) : ଜମ୍ମୁ-କଶ୍ମୀରର ସୀମାନ୍ତବର୍ତ୍ତୀ ସାମ୍ବା ଜିଲାର ପାଲି ପଞ୍ଚାୟତ ରବିବାର ଦେଶର ପ୍ରଥମ କାର୍ବନମୁକ୍ତ ପଞ୍ଚାୟତର ପରିଚୟ ହାସଲ କରିଛି। ସେଠାରେ ମାତ୍ର ୩ ସପ୍ତାହ ମଧ୍ୟରେ ନିର୍ମାଣ ହୋଇଥିବା ୫୦୦ କିଲୋଓ୍ବାଟ କ୍ଷମତା ବିଶିଷ୍ଟ ଏକ ସୌରଶକ୍ତି…

ରୁଷିଆ ଅର୍ଥନୀତି ବିପର୍ଯ୍ୟସ୍ତ

ମସ୍କୋ, ୨୫ା୪ : ଫେବୃୟାରୀ ୨୪ ତାରିଖ ସକାଳେ ୟୁକ୍ରେନ୍‌ ଉପରେ ‘ସ୍ବତନ୍ତ୍ର ସାମରିକ ଅଭିଯାନ’ ଚଳାଇବା ନେଇ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଘୋଷଣା କରିଥିଲେ। ଏହି ଆକ୍ରମଣକୁ ରବିବାର ଦୁଇ ମାସ ପୂରିଛି। ନାଟୋ ସାମରିକ ମେଣ୍ଟରୁ ୟୁକ୍ରେନ୍‌କୁ…

ପ୍ରଭାବିତ ହେବ ପରୀକ୍ଷା: ସମୟ ପରିବର୍ତ୍ତନ ଦାବି

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ଏପ୍ରିଲରୁ ରାଜ୍ୟରେ ଅସହ୍ୟ ହୋଇଛି ଖରାତାତି। ସକାଳ ୯ଟା ପରେ ଘରୁ ବାହାରିବା ବି କଷ୍ଟ ହୋଇପଡୁଛି। ଏଭଳି ସ୍ଥିତିରେ ପିଲାମାନେ କିପରି ସ୍କୁଲ ଯିବା ଆସିବା କରିବେ ତାହାକୁ ନେଇ ଚିନ୍ତା ବଢ଼ିଛି। ପୁଣି ଆଗକୁ ପରୀକ୍ଷା…

ସାରା ଓଡ଼ିଶାରେ ତାତି: ୪୩ ଡିଗ୍ରୀ ଟପିଲା ଭୁବନେଶ୍ୱର

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ଓଡ଼ିଶାରେ ଡହ ଡହ ଖରା ସାଙ୍ଗକୁ ଗରମ ପବନ ଦେହକୁ ସିଝାଇ ଦେଉଛି। ପାରଦ ଏବେ ୪୩ ଡିଗ୍ରୀ ଟପିଥିବାବେଳେ ସହରଠୁ ଗାଁ, ରାସ୍ତାରୁ କୋଠା ସବୁକିଛି ତାତି ଯାଉଛି। ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଥିବାବେଳେ ସକାଳ ୧୦ରୁ…

ଦର୍ଲିପାଲିରେ ବିଦ୍ୟୁତ୍‌ ଉତ୍ପାଦନ ବାଧା: ଆଜି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ଦର୍ଲିପାଲିସ୍ଥିତ ଏନ୍‌ଟିପିସିର ପାଓ୍ବାର ଷ୍ଟେଶନରେ ସମସ୍ୟା ଦେଖାଦେବାରୁ ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ ହୋଇଛି। ଫଳରେ ବିଦ୍ୟୁତ୍‌ ଯୋଗାଣରେ ମଧ୍ୟ ଅସୁବିଧା ହେଉଛି। ଏହି ପାଓ୍ବାର ଷ୍ଟେଶନରେ ୨ଟି ୟୁନିଟ୍‌ ମଧ୍ୟରୁ ଗୋଟିଏ କାର୍ଯ୍ୟକ୍ଷମ ଥିବାବେଳେ ୮ ଶହ…

ମହଙ୍ଗା ହେବ ଖାଦ୍ୟ

ନୂଆଦିଲ୍ଲୀ,୨୫ା୪: ଗତ କିଛିମାସ ହେଲା ଭାରତରେ ଖାଦ୍ୟ ସାମଗ୍ରୀଗୁଡ଼ିକର ଦରଦାମ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ) ପକ୍ଷରୁ ଜାରି କରାଯାଇଥିବା ସାରା ଦେଶର କଞ୍ଜୁମର ପ୍ରାଇସ୍‌ ଇଣ୍ଡେକ୍ସ (ସିପିଆଇ) ଅନୁସାରେ ୨୦୨୧ ମାର୍ଚ୍ଚରୁ ୨୦୨୨…

ପୁଣିଥରେ ରାଷ୍ଟ୍ରପତି ନିର୍ବାଚିତ ହେଲେ ଇମାନୁଏଲ

ପ୍ୟାରିସ,୨୫ ।୪: ଲଗାତାର ଦ୍ୱିତୀୟ ଥର ଲାଗି ଇମାନୁଏଲ ମାକ୍ରୋନ ଫ୍ରାନ୍ସର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ରାଷ୍ଟ୍ରପତି ନିର୍ବାଚନର ଶେଷ ମତଦାନରେ ସେ ଧୁର ଦକ୍ଷିଣପନ୍ଥୀ ମରିନ ଲେ ପେନଙ୍କୁ ହରାଇଛନ୍ତି । ରବିବାର ଭୋଟିଂ ଆରମ୍ଭରୁ ମାକ୍ରୋନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?