ପଞ୍ଜାବ ବିଧାନସଭା ନିର୍ବାଚନ: ଚମକୌର ସାହିବରୁ ଚନ୍ନୀ, ଅମୃତସର ପୂର୍ବରୁ ସିଦ୍ଧୁ ଲଢିବେ ନିର୍ବାଚନ
ଚଣ୍ଡିଗଡ଼,୧୫ ।୧: ବାଜିଲା ପଞ୍ଜାବ ବିଧାନସଭା ନିର୍ବାଚନ ବିଗୁଲ । ଶାସକ କଂଗ୍ରେସ ଦଳ ଶନିବାର ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏଥିରେ ୮୬ ଜଣଙ୍କ ନାମ ସାମିଲ ହୋଇଛି । ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ…
ଜାତୀୟ ଷ୍ଟାର୍ଟ ଅପ୍ ଡେ ଘୋଷଣା, ପ୍ରତିବର୍ଷ ଜାନୁୟାରୀ ୧୬ରେ ହେବ ପାଳନ…
ନୂଆଦିଲ୍ଲୀ, ୧୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ଷ୍ଟାର୍ଟ ଅପ୍ ଡେ ପାଳନ ସମ୍ପର୍କରେ ଶନିବାର ଘୋଷଣା କରିଛନ୍ତି। ପ୍ରତିବର୍ଷ ଜାନୁୟାରୀ ୧୬ରେ ହେବ ପାଳନ ଏହି ଦିବସ ପାଳନ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଷ୍ଟାର୍ଟ ଅପ୍ ଉଦ୍ୟୋଗୀଙ୍କ ସହିତ…
ଗୋରଖପୁରରୁ ଲଢ଼ିବେ ଯୋଗୀ
ନୂଆଦିଲ୍ଲୀ,୧୫।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଶନିବାର ଭାଜପା ପକ୍ଷରୁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୫୮ ସିଟ୍ ପାଇଁ ୫୭ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଛି।…
ଆହୁରି କିଛିଦିନ ଥରାଇବ ଜାଡ଼
ନୂଆଦିଲ୍ଲୀ,୧୫ ।୧: ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପୂର୍ବ ଭାରତ ଓ ଉପକୂଳ ଆନ୍ଧ୍ର ପ୍ରଦେଶରେ ଆସନ୍ତା ୨ ଦିନ ବର୍ଷା ଲାଗି ରହିବ । ଏହାସହ ଆଗାମୀ ୪-୫ ଦିନ ଉତ୍ତର ଭାରତରେ ଘନ କୁହୁଡି ଦେଖାଯିବ । ଆଗାମୀ…
ଓମିକ୍ରନର ହୋଇଛି ଗୋଷ୍ଠୀ ସଂକ୍ରମଣ
ନୂଆଦିଲ୍ଲୀ,୧୫ ।୧: ଦେଶରେ ପ୍ରଥମଥର ପାଇଁ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ହୋଇଥିବା ଜଣାପଡିଛି । ରାଜଧାନୀ ଦିଲ୍ଲୀରେ ହାଇବ୍ରିଡ ଇମ୍ୟୁନିଟି ବି ଆରମ୍ଭ ହୋଇଯାଇଛି । ଏବେ ପର୍ଯ୍ୟନ୍ତ ଅନୁମାନ କରାଯାଉଥିଲା କି କରୋନାର ଓମିକ୍ରନ୍ ଭାରିଏଣ୍ଟର ଗୋଷ୍ଠୀ ସଂକ୍ରମଣ ହୋଇଛି…
ଆର୍ମି ଡେ: ପ୍ରଥମଥର ନୂଆ ୟୁନିଫର୍ମରେ ଶକ୍ତି ପ୍ରଦର୍ଶନ କରିବ ସ୍ଥଳସେନା
ନୂଆଦିଲ୍ଲୀ,୧୫ ।୧: ସେନା ଦିବସ ଅବସରରେ ସ୍ଥଳସେନା ତା’ର ଶକ୍ତି ପ୍ରର୍ଶନ କରିବ । ଏହି ଅବସରରେ ସ୍ଥଳସେନା ମୁଖ୍ୟ ଜେନରାଲ ଏମଏମ ନରୱଣେ ରାଜଧାନୀ ଦିଲ୍ଲୀର କ୍ୟାଣ୍ଟ ସ୍ଥିତ କରିଅପ୍ପା ଗ୍ରାଉଣ୍ଡରେ ଅନୁଷ୍ଠିତ ପରେଡରେ ସଲାମି ନେବେ । ସକାଳ…
ପାଗ ଖରାପ ଯୋଗୁ ହୋଇଛି ସିଡିଏସ୍ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣା
ନୂଆଦିଲ୍ଲୀ,୧୪ ।୧: ସିଡିଏସ୍ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣା ଖରାପ ପାଗ ଯୋଗୁ ହୋଇଛି । ଏହି ଘଟଣାକୁ ନେଇ ‘ଟ୍ରାଇ ସର୍ଭିସେସ କୋର୍ଟ ଅଫ୍ ଇନକ୍ୱାରି’ ତା’ର ପ୍ରାରମ୍ଭିକ ରିପୋର୍ଟ ଶୁକ୍ରବାର ପ୍ରଦାନ କରିଛି । ତେବେ ହେଲିକପ୍ଟରରେ ଯାନ୍ତ୍ରିକ…
ଦକ୍ଷିଣ ଆଫ୍ରିକାରେ ଭାରତର ସିରିଜ ଜିତିବା ରହିଲା ଅଧୁରା
କେପ୍ ଟାଉନ୍,୧୪।୧: ସ୍ଥାନୀୟ ନ୍ୟୁଲାଣ୍ଡ ଷ୍ଟାଡିୟମଠାରେ ଚାଲିଥିବା ତୃତୀୟ ତଥା ଅନ୍ତିମ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଭାରତକୁ ୭ ଉଇକେଟରେ ପରାସ୍ତ କରିଛି । ଫଳରେ ଭାରତ ପାଇଁ ଦକ୍ଷିଣ ଆଫ୍ରିକାରେ ସିରିଜ ଜିତିବା ସ୍ବପ୍ନ ଅଧୁରା ରହିଯାଇଛି। ୨୧୨ ରନ୍ର…
ଜାନୁୟାରୀ ୩୧ରୁ ଆରମ୍ଭ ବଜେଟ ଅଧିବେଶନ
ନୂଆଦିଲ୍ଲୀ,୧୪।୧: ସଂସଦର ବଜେଟ ଅଧିବେଶନ ଜାନୁୟାରୀ ୩୧ରୁ ଆରମ୍ଭ ହେବ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ ଉପସ୍ଥାପନ କରିବେ। ଦୁଇଟି ପର୍ଯ୍ୟାୟରେ ଅଧିବେଶନ ଚାଲିବ।…
ଭିମ୍ସାରରେ ଏମ୍ବିବିଏସ୍ ପରୀକ୍ଷା ସ୍ଥଗିତ
ସମ୍ବଲପୁର ଅଫିସ୍,୧୪।୧: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢିଚାଲିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ସମସ୍ତ ସ୍କୁଲ, କଲେଜ୍ ବନ୍ଦ କରିଦେଇଛନ୍ତି। ସେହିପରି ଭିମ୍ସାରରେ ଏମ୍ବିବିଏସ୍ ପରୀକ୍ଷା ସ୍ଥଗିତ ରଖାଯାଇଛି। ଶନିବାରରୁ ହେବାକୁ ଥିବା ଏହି ପରୀକ୍ଷାକୁ କର୍ତ୍ତୃପକ୍ଷ ସ୍ଥଗିତ…
ଦେଶରେ ଲୁଣା ଜଙ୍ଗଲ ବୃଦ୍ଧିରେ ଭିତରକନିକା ପ୍ରଥମ
ରାଜନଗର, ୧୪ା୧ (ଡି.ଏନ.ଏ.): ବିଶ୍ୱତାପନ ଜଳବାୟୁ ପରିବର୍ତ୍ତନ ସତ୍ତ୍ୱେ ପ୍ରକୃତିର ଅନବଦ୍ୟ ସୃଷ୍ଟି ଲୁଣା ଜଙ୍ଗଲ ଅବକ୍ଷୟର ଦ୍ୱାରଦେଶରେ ପହଞ୍ଚତ୍ଛି। ଭାରତ ସରକାରଙ୍କ ଅଧୀନରେ ଥିବା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ସଦ୍ୟ ପ୍ରକାଶିତ ଲୁଣା ଜଙ୍ଗଲ…
‘ସଂକ୍ରମଣ ବଢ଼ିଲେ ବି ହସ୍ପିଟାଲ ଯିବା ସଂଖ୍ୟା କମ୍’
ଭୁବନେଶ୍ୱର, ୧୪ା୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଉପରମୁହଁା ରହିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ତେବେ ଖୁବ୍ କମ୍ ଦିନରେ ଆମେ ଦ୍ୱିତୀୟ ଲହରର ଶୀର୍ଷକୁ ଅତିକ୍ରମ କରିଯାଇପାରୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର…
Archives


