ଗୁଆହାଟି-ବିକାନେର ଏକ୍ସପ୍ରେସ୍ ଲାଇନଚ୍ୟୁତ: ୩ ମୃତ ଅନେକ ଆହତ
କୋଲକାତା,୧୩ ।୧: ପଶ୍ଚିମବଙ୍ଗ ଜଲପାଇଗୁଡି ମ୍ୟାନଗୁଡିରେ ଗୁଆହାଟି-ବିକାନେର ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଛି । ଏଥିରେ ଏପର୍ଯ୍ୟନ୍ତ ମିଳିଥିବା ଖବର ଅନୁଯାୟୀ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ଆହତଙ୍କ ଉଦ୍ଧାରକାର୍ଯ୍ୟ ଜାରି ରହିଛି । ମିଳିଥିବା…
ଶିଶୁଙ୍କ କଷ୍ଟଡି ମାମଲାର ବିଚାରରେ ମାତା-ପିତାଙ୍କ ଅଧିକାର ଅପ୍ରାସଙ୍ଗିକ, ସୁପ୍ରିମ୍କୋର୍ଟଙ୍କ ରାୟ…
ନୂଆଦିଲ୍ଲୀ, ୧୩।୧ : ସୁପ୍ରିମକୋର୍ଟ କହିଛନ୍ତି ଯେ ଯେତେବେଳେ ଶିଶୁର ରକ୍ଷଣାବେକ୍ଷଣ ବା କଷ୍ଟଡି ପ୍ରସଙ୍ଗରେ ବିଚାର କରାଯାଇଥାଏ ସେତେବେଳେ ମାତା-ପିତାଙ୍କ ଅଧିକାର ସମ୍ପର୍କରେ କହିବା ଅପ୍ରାସଙ୍ଗିକ। ବିଚାରପତି ଅଜୟ ରସ୍ତୋଗି ଏବଂ ଅଭୟ ଏସ. ଓକାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ…
ଉତ୍ତରପ୍ରଦେଶ ନିର୍ବାଚନ, ୧୨୫ ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କଲା କଂଗ୍ରେସ, ୫୦ ପ୍ରତିଶତ ମହିଳାଙ୍କୁ ଟିକଟ …
ନୂଆଦିଲ୍ଲୀ,୧୩।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦଳର ୧୨୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ପ୍ରଥମ ତାଲିକାରେ ୫୦ ପ୍ରତିଶତ ମହିଳାଙ୍କୁ ଟିକଟ ଦିଆଯାଇଛି। ମହିଳାମାନଙ୍କ ନାମ ଘୋଷଣା କରି…
ସହଯୋଗୀଙ୍କ ସହ ଭାଜପାର ଆସନ ବୁଝାମଣା ଫର୍ମୂଲା…
ନୂଆଦିଲ୍ଲୀ, ୧୩।୧ : ଆଗକୁ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ଭାଜପା ଏହାର ସହଯୋଗୀଙ୍କ ସହିତ ଆସନ ବୁଝାମଣା ଫର୍ମୂଲା ସ୍ଥିର କରିଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆପନା ଦଳକୁ ୧୪ ଏବଂ ନିଶାଦ ପାର୍ଟିକୁ ୧୭…
ଭାରତ ସହିତ ୧୦୦ ବର୍ଷ ଶାନ୍ତି ବଜାୟ ରଖିବାକୁ ପାକିସ୍ତାନର ଯୋଜନା…
ଇସଲାମାବାଦ୍, ୧୩।୧ : ଭାରତ ସହିତ ପାକିସ୍ତାନ ଯଦିଓ ଆତଙ୍କବାଦୀ ଅନୁପ୍ରବେଶ ଘଟଣା ଏବଂ ପ୍ରକ୍ସି ଯୁଦ୍ଧ ଜାରି ରଖିଛି। ତେବେ ପାକିସ୍ତାନ ଏହାର ନୂତନ ନୀତିରେ ଭାରତ ସହିତ ୧୦୦ ବର୍ଷ ଧରି ଶାନ୍ତିପୂର୍ଣ୍ଣ ସମ୍ପର୍କ ବିଷୟରେ ଉଲ୍ଲେଖ କରାଯାଇଛି।…
କୁଲଗାମ୍ ଏନ୍କାଉଣ୍ଟର, ପାକିସ୍ତାନୀ ଆତଙ୍କବାଦୀ ବାବର ନିହତ, ଜଣେ ସୁରକ୍ଷାକର୍ମୀ ଶହୀଦ୍ …
ଶ୍ରୀନଗର, ୧୩।୧ : ଜମ୍ମୁ-କଶ୍ମୀରର କୁଲଗାମ୍ରେ ବୁଧବାର-ଗୁରୁବାର ବିଳମ୍ବିତ ରାତିରେ ମିଳିତ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ପାକିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି। ତାଙ୍କୁ ବାବର ଭାବେ ଚିହ୍ନଟ କରାଯାଇଛି। ସେ ୨୦୧୮ ଠାରୁ ଜମ୍ମୁ-କଶ୍ମୀରର ଶୋପିଆନ ଏବଂ କୁଲଗାମରେ ସକ୍ରିୟ ଥିଲେ।…
କରୋନା ଏନ୍ତୁଡିଶାଳରେ ୨ କୋଟି ଲୋକ ଘରେ ବନ୍ଦୀ…
ବେଜିଂ, ୧୩।୧ : କରୋନାର ଏନ୍ତୁଡ଼ିଶାଳ ଚାଇନାରେ ପୁଣି କରୋନ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଚାଇନା ନିଜର ’ଜିରୋ କୋଭିଡ ପଲିସି’ ଅନ୍ତର୍ଗତ ଆକ୍ରାନ୍ତଙ୍କ ସହ ଖେଳୁଛି। ସୋସିଆଲ ମିଡିଆରେ ଏହାର କିଛି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।…
ଆଜିଠୁ ବନ୍ଦ ହେଲା ସମସ୍ତ ବେଳାଭୂମି
ବ୍ରହ୍ମପୁର ଅଫିସ,୧୩ା୧: ସାରା ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ି ଚାଲିଥିବାବେଳେ ଗୁରୁବାର ୧୦ ହଜାର ୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ…
ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଟପିଲା…
ନୂଆଦିଲ୍ଲୀ, ୧୩।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତି ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୬୨୦ ଜଣ…
କରୋନାର ଲମ୍ଫ: ଆଜି ୧୦ହଜାର ଉପରେ ସଂକ୍ରମଣ, ଅଛନ୍ତି ୮୭୨ ପିଲା
ଭୁବନେଶ୍ୱର,୧୩।୧(ବ୍ୟୁରୋ): ଦୀର୍ଘଦିନର ବ୍ୟବଧାନ ପରେ ପୁଣି ରେକର୍ଡସ୍ତରରେ ପହଞ୍ଚିଲା କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦,୦୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୫,୮୩୩ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୪,୨୨୬ ଲୋକାଲ କେସ୍ ରହିଛି। ସେହିଭଳି ସଂକ୍ରମିତଙ୍କ…
ସ୍ଥିତି ଅଣାୟତ୍ତ, ଦୈନିକ ସଂକ୍ରମଣ ୨୭ ପ୍ରତିଶତ ବୃଦ୍ଧି …
ନୂଆଦିଲ୍ଲୀ, ୧୩।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣରେ ୨୭ ପ୍ରତିଶତ ବୃଦ୍ଧି ଘଟିଛି।…
ଓମିକ୍ରନ୍ ତାଣ୍ଡବ ଆରମ୍ଭ, ବହୁ ଲୋକ ନେଇ ନାହାନ୍ତି ଟିକାର ଗୋଟିଏ ବି ଡୋଜ୍…
ଜେନେଭା, ୧୩।୧ : ପୃଥିବୀରେ କୋଭିଡ -୧୯ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଏହାର ସଦ୍ୟତମ ମହାମାରୀ ରିପୋର୍ଟରେ ଉଲ୍ଲେଖ କରିଛି ଯେ, ଗତ ସପ୍ତାହରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟାରେ ପ୍ରାୟ ୫୫ ପ୍ରତିଶତ ବୃଦ୍ଧି ପାଇଛି।…
Archives


