ପୀଡ଼ିତାଙ୍କୁ ବିବାହ କଲେ ମଧ୍ୟ ବଳାତ୍କାର ଅପରାଧକୁ କ୍ଷମା କରାଯାଇ ପାରିବ ନାହିଁ, ହାଇକୋର୍ଟଙ୍କ ରାୟ…
ନୂଆଦିଲ୍ଲୀ, ୧୧।୧ : ବଳାତ୍କାର ଅଭିଯୋଗରେ ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ପଞ୍ଜୀକୃତ ହୋଇଥିବା ଏଫଆଇଆର୍କୁ ଖାରଜ କରିବାକୁ ଦିଲ୍ଲୀ ହାଇକୋର୍ଟ ମନା କରି ଦେଇଛନ୍ତି। ଉଭୟ ପକ୍ଷଙ୍କ ମଧ୍ୟରେ ହୋଇଥିବା ଆପୋଷ ବୁଝାମଣା ଏବଂ ବିବାହ ଚୁକ୍ତିନାମା ଆଧାରରେ ଏଭଳି…
ବୈବାହିକ ବଳାତ୍କାରକୁ ଅପବାଦ ଶ୍ରେଣୀଭୁକ୍ତ କରିବା ଗାରିମା-ଅଭିବ୍ୟକ୍ତିର ଉଲ୍ଲଂଘନ, ହାଇକୋର୍ଟରେ ପିଟିଶନ ଦାଖଲ…
ନୂଆଦିଲ୍ଲୀ, ୧୧।୧ : ବୈବାହିକ ଜୀବନରେ ବଳାତ୍କାରକୁ ଅପବାଦ ଶ୍ରେଣୀଭୁକ୍ତ କରିବା ମହିଳାଙ୍କ ଗାରିମା, ଅଭିବ୍ୟକ୍ତି, ବ୍ୟକ୍ତିଗତ ତଥା ଯୌନ ସ୍ବତନ୍ତ୍ରତାର ଅଧିକାରର ଉଲ୍ଲଂଘନ ବୋଲି ଦର୍ଶାଇ ଦିଲ୍ଲୀ ହାଇକୋର୍ଟରେ ଏକ ପିଟିଶନ୍ ଦାଖଲ କରାଯାଇଛି। ଆରଆଇଟି ଫାଉଣ୍ଡେଶନ ଏବଂ ଅଲ୍…
ଜେଲ୍ରେ କରୋନା ବିସ୍ଫୋରଣ, ୬୬ କଏଦୀ-୪୮ କର୍ମଚାରୀ ପଜିଟିଭ୍…
ନୂଆଦିଲ୍ଲୀ, ୧୧।୧ : ଦିଲ୍ଲୀର ବିଭିନ୍ନ ଜେଲ୍ରେ କରୋନା ମହାମାରୀ ବିସ୍ଫୋରଣ ଘଟିଛି। ଜେଲ୍ର ୬୬ କଏଦୀ ଏବଂ ୪୮ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ସେଥିମଧ୍ୟରେ ଦିଲ୍ଲୀର ତିହାର ଜେଲ୍ରେ ୪୨ କଏଦୀ ଏବଂ ୩୪ କର୍ମଚାରୀ…
ମକର ସଂକ୍ରାନ୍ତିରେ ଗଙ୍ଗା ସ୍ନାନ ବନ୍ଦ…
ନୂଆଦିଲ୍ଲୀ, ୧୧।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନା ସଙ୍କଟ ମଧ୍ୟରେ ମକର ସଂକ୍ରାନ୍ତି ୧୪ ଜାନୁୟାରୀରେ ପଡୁଛି। ଏହି…
ଲତା ମଙ୍ଗେସକର ଅସୁସ୍ଥ: ଆଇସିୟୁରେ ଭର୍ତ୍ତି
ମୁମ୍ବାଇ,୧୧ ।୧: ଭାରତ ରତ୍ନ ତଥା ସୁର ସାମ୍ରାଜ୍ଞି ଲତା ମଙ୍ଗେସକର ଅସୁସ୍ଥ ହୋଇ ପଡିଛନ୍ତି । ସେ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ହେଲେ ତାଙ୍କ ନିକଟରେ ହାଲକା ଲକ୍ଷଣ ଥିବା ସୂଚନା ମିଳିଛି । ତାଙ୍କୁ ମୁମ୍ବାଇର…
ବିଦେଶ ଫେରନ୍ତାଙ୍କ ପାଇଁ ୭ ଦିନିଆ ହୋମ୍ କ୍ୱାରାଣ୍ଟାଇନ୍ ଅନିବାର୍ଯ୍ୟ…
ନୂଆଦିଲ୍ଲୀ, ୧୧।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ଭାରତକୁ ବିଦେଶରୁ ଆସୁଥିବା ସମସ୍ତ ଯାତ୍ରୀଙ୍କ ପାଇଁ ମଙ୍ଗଳବାରଠାରୁ…
ଶେଷ ହେବ କରୋନା: ଭ୍ୟାକ୍ସିନ ନିର୍ମାଣକାରୀ କମ୍ପାନୀ ଫାଇଜରର ଦାବି, ମାର୍ଚ୍ଚ ସୁଦ୍ଧା ଆସିଯିବ ଓମିକ୍ରନ୍ ଲାଗି ଟିକା
ନ୍ୟୁୟର୍କ,୧୧ ।୧: ଗୋଟିଏ ପଟେ କରୋନା ମହାମାରୀର ନୂଆ ଭାରିଏଣ୍ଟ ସାରା ବିଶ୍ୱରେ ତାଣ୍ଡବ ରଚିଥିବା ବେଳେ ଅନ୍ୟପଟେ ଏକ ଆଶ୍ୱସ୍ତିକର ଖବର ଆସିଛି । ଭ୍ୟାକ୍ସିନ ନିର୍ମାଣକାରୀ କମ୍ପାନୀ ଫାଇଜର କହିଛି ଖୁବଶୀଘ୍ର କରୋନା ମହାମାରୀ ଶେଷ ହୋଇଯିବ ।…
ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା: ୫ଟି ପର୍ଯ୍ୟାୟରେ ହେବ ମତଦାନ
ଭୁବନେଶ୍ୱର,୧୧।୧(ବ୍ୟୁରୋ): ସବୁ କଳ୍ପନାଜଳ୍ପନାରେ ଶେଷରେ ଅନ୍ତ ଅନ୍ତ ଘଟିଛି। ଆଶା, ଆଶଙ୍କାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ମଙ୍ଗଳବାର ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ତାରିଖ ଘୋଷଣା କରିଛନ୍ତି । ଖବରଦାତା ସମ୍ମିଳନୀ କରି ରାଜ୍ୟ ମୁଖ୍ୟ ନିର୍ବାଚନ…
ରାଜଧାନୀରେ ସବୁ ବେସରକାରୀ କାର୍ଯ୍ୟାଳୟ-ରେଷ୍ଟୁରାଣ୍ଟ-ବାର୍ ବନ୍ଦ…
ନୂଆଦିଲ୍ଲୀ, ୧୧।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ ସଂକ୍ରମଣ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜଧାନୀରେ ସମସ୍ତ…
ଦୈନିକ ସଂକ୍ରମଣରେ ରେକର୍ଡ କଲା ଆମେରିକା, ଗୋଟିଏ ଦିନରେ ୧୧ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ…
ଓ୍ବାଶିଂଟନ, ୧୧।୧ : ଆମେରିକାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏକ ନୂତନ ବିଶ୍ୱ ରେକର୍ଡ ସ୍ତରରେ ପହଞ୍ଚିଛି। ସୋମବାର ଦେଶରେ ୧୧ ଲକ୍ଷରୁ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏଥିସହିତ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଲୋକଙ୍କ ସଂଖ୍ୟା ମଧ୍ୟ ସର୍ବାଧିକ…
୨୮ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ ପହଞ୍ଚିଲା ଓମିକ୍ରନ୍…
ନୂଆଦିଲ୍ଲୀ, ୧୧।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୮ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୬୧ ଛୁଇଁଛି।…
ସ୍ଥିତି ଅଣାୟତ୍ତ…
ନୂଆଦିଲ୍ଲୀ, ୧୧।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୬୮ ହଜାର ୬୩ ଜଣ…
Archives


